ବସ୍କୁ ପିଟିଲା ଯାତ୍ରୀବାହୀ ବସ୍: ୩୫ ଆହତ, ୫ ଯାତ୍ରୀ ଗୁରୁତର
ବାହାନଗା,୮।୩(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଖନ୍ତାପ ନିକଟରେ ରବିବାର ୨ ଯାତ୍ରୀବାହୀ ବସ୍ ମଧ୍ୟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ଟି ବସ୍ରେ ୮୦ରୁ ଊଦ୍ଦର୍ବ ଯାତ୍ରୀ ଯାତ୍ରା କରୁଥିବା ବେଳେ ୩୫ଜଣ…
India vs New Zealand:ଫାଇନାଲରେ ଭାରତର ବିଶାଳ ସ୍କୋର, ନ୍ୟୁଜିଲାଣ୍ଡକୁ ଟାର୍ଗେଟ ମିଳିଲା…
ଅହମ୍ମଦାବାଦ,୮।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍ ୨୦୨୬ର ଫାଇନାଲ ମୁକାବିଲା ଖେଳାଯାଉଛି। ଏହି ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟିମ୍ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଭାରତୀୟ ଟିମ୍ ୨୦ ଓଭରରେ ୨୫୫ରନ୍ର ବିଶାଳ ସ୍କୋର…
ଆଫଗାନିସ୍ତାନ ଛାଡ଼ି ପାକିସ୍ତାନର ଶରଣରେ ରଶିଦ ଖାନ୍, ପ୍ରତିରକ୍ଷା ମନ୍ତ୍ରୀଙ୍କ ଧମକ-‘ଦେଶ ଛାଡ଼’
ଇସଲାମାବାଦ,୮।୩: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ବଢୁଥିବା ତିକ୍ତତା ମଧ୍ୟରେ ଏବେ କ୍ରିକେଟ ଜଗତର ଷ୍ଟାର୍ ସ୍ପିନର ରଶିଦ ଖାନଙ୍କୁ ନେଇ ବିବାଦ ଦେଖାଦେଇଛି। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ମହମ୍ମଦ ଆସିଫ ଏକ ବିବାଦୀୟ ବୟାନ ଦେଇ ରଶିଦ ଖାନଙ୍କୁ…
ବିଶ୍ୱକପ୍ ଫାଇନାଲରେ ସଞ୍ଜୁଙ୍କ ଧମାକା: ପ୍ରଥମ ଓଭରରେ ଛକା ମାରି ରଚିଲେ ନୂଆ ଇତିହାସ
ନୂଆଦିଲ୍ଲୀ,୮।୩: ଭାରତୀୟ ଉଇକେଟକିପର ବ୍ୟାଟର ସଞ୍ଜୁ ସାମସନ ଟି୨୦ ବିଶ୍ୱକପ୍ ୨୦୨୬ ଫାଇନାଲରେ ଏକ ଚମତ୍କାର ଛକା ମାରି ନିଜ ଇନିଂସ ଆରମ୍ଭ କରିଛନ୍ତି। ଏହା ସହିତ ତାଙ୍କ ନାମରେ ଏକ ବଡ଼ ବିଶ୍ୱ ରେକର୍ଡ ସୃଷ୍ଟି ହୋଇଛି। ନ୍ୟୁଜିଲ୍ୟାଣ୍ଡ ବିପକ୍ଷ…
ଦିନିକିଆରୁ ଅବସର ନେଲେ ନ୍ୟୁଜିଲାଣ୍ଡର ଏହି ଭେଟେରାନ ଫାଷ୍ଟ ବୋଲର
ଓ୍ବେଲିଂଟନ, ୮ା୩: ନ୍ୟୁଜିଲାଣ୍ଡର ଭେଟେରାନ ଫାଷ୍ଟ ବୋଲର ଲିଆ ଟାହୁହୁ ରବିବାର ଅନ୍ତର୍ଜାତୀୟ ମହିଳା ଦିନିକିଆ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଫଳରେ ୩୫ ବର୍ଷୀୟାଙ୍କ ଦୀର୍ଘ ୧୫ ବର୍ଷ କ୍ୟାରିୟରର ଅନ୍ତ ଘଟିଛି। ସେ ନ୍ୟୁଜିଲାଣ୍ଡ ଅନ୍ତର୍ଜାତୀୟ ମହିଳା…
India vs New Zealand: ଫାଇନାଲରେ ଟସ୍ ଜିତିଲା ନ୍ୟୁଜିଲାଣ୍ଡ, ନେଲା ଏହି ନିଷ୍ପତ୍ତି; ଉଭୟ ଦଳରେ…
ଅହମ୍ମଦାବାଦ,୮।୩: ଟି୨୦ ବିଶ୍ୱକପ୍ ୨୦୨୬ ଏବେ ଏହାର ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଏହି ମହାମୁକାବିଲାରେ ମୁହାଁମୁହିଁ ହେଉଛନ୍ତି ଭାରତ ଓ ନ୍ୟୁଜିଲ୍ୟାଣ୍ଡ। ଏହି ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି।…
ମ୍ୟାଚ ପୂର୍ବରୁ ବଡ଼ ନିଷ୍ପତ୍ତି, T20 ବିଶ୍ୱକପ୍ ଫାଇନାଲରେ ଖେଳିବେନି ଏହି ୪ ଖେଳାଳି
ନୂଆଦିଲ୍ଲୀ,୮।୩: ଟି-୨୦ ବିଶ୍ୱକପର ଫାଇନାଲରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଭାରତର ପ୍ଲେଇଂ ଇଲେଭେନରେ କିଏ କିଏ ରହିବେ, ତାହା ଏବେ ବଡ଼ ପ୍ରଶ୍ନ । ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟାନ୍ ଅଭିଷେକ ଶର୍ମା ଏବଂ ନମ୍ବର…
ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….
ନୂଆଦିଲ୍ଲୀ,୮।୩: ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ ବିଶ୍ୱକପ୍ ଫାଇନାଲରେ ପ୍ଲେୟାର ଅଫ୍ ଦି ମ୍ୟାଚ୍ ପୁରସ୍କାର ଜିତିବାରେ ସଫଳ ହେବେ…
ଫାଇନାଲ ମ୍ୟାଚରେ ହେବ ବର୍ଷା! ଜାଣନ୍ତୁ କେମିତି ରହିଛି ପାଗ
ନୂଆଦିଲ୍ଲୀ,୮।୩: ସେମିଫାଇନାଲରେ ଇଂଲଣ୍ଡକୁ ୭ ରନରେ ପରାସ୍ତ କରି ଟିମ ଇଣ୍ଡିଆ ୨୦୨୬ ଟି୨୦ ବିଶ୍ୱକପ ଫାଇନାଲରେ ପହଞ୍ଚିଛି। ଭାରତ ରବିବାର, ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ନ୍ୟୁଜିଲ୍ୟାଣ୍ଡ ସହିତ ମୁକାବିଲା କରିବ, ଟାଇଟଲ ଜିତିବା ଲକ୍ଷ୍ୟରେ। ୨୦୨୩…
ଫାଇନାଲ ମ୍ୟାଚ ପୂର୍ବରୁ ୨ ଦିନ ହେବ ଶୋଇ ପାରି ନାହାଁନ୍ତି ଏହି ଗାୟିକା, କାହିଁକି? କହିଲେ ଏହାର କାରଣ
ନୂଆଦିଲ୍ଲୀ,୮।୩: ରବିବାରି, ୮ ମାର୍ଚ୍ଚରେ, ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଗାୟିକା ଫାଲଗୁନି ପାଠକ ସମାପନ ଉତ୍ସବରେ ପରଫର୍ମ କରିବାକୁ ଯାଉଛନ୍ତି। ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ହେବ।…
‘ଓ୍ବାର୍ଲଡ କପ ଆମର’, କିଏ ଆଉ କାହିଁକି କହିଲେ ଏମିତି? ଫାଇନାଲ ମ୍ୟାଚ ପୂର୍ବରୁ ଚର୍ଚ୍ଚାରେ ଏହି ବୟାନ
ନୂଆଦିଲ୍ଲୀ,୮।୩: ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସା ୭ଟାରୁ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମ୍ୟାଚ ଖେଳାଯିବ। ସୂର୍ଯ୍ୟକୁମାର ଯାଦବ ଏବଂ ମିଚେଲ ସାଣ୍ଟନର ନିଜ…
“ମୁଁ ଚାହୁଁଛି ଫାଇନାଲରେ ଭାରତ ହାରିଯାଉ” ବିସ୍ଫୋରକ ବୟାନ ଦେଲେ…
ନୂଆଦିଲ୍ଲୀ,୮।୩: ଦକ୍ଷିଣ ଆଫ୍ରିକାର କିମ୍ୱଦନ୍ତୀ ଦ୍ରୁତ ବୋଲର ଡେଲ ଷ୍ଟେନ, ଯିଏ ୪୦୦ ରୁ ଅଧିକ ଟେଷ୍ଟ ୱିକେଟ ନେଇଛନ୍ତି, ୨୦୨୬ ଟି-୨୦ ବିଶ୍ୱକପ ଫାଇନାଲ ପୂର୍ୱରୁ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ନ୍ୟୁଜିଲ୍ୟାଣ୍ଡ ୮…
Archives


