ଓଶାନେ ଥୋମାସଙ୍କ କାର ଦୁର୍ଘଟଣା
ଜାମାଇକା,୧୮।୨- ଓ୍ବେଷ୍ଟଇଣ୍ଡିଜ ପେସର ଓଶାନେ ଥୋମାସ ଗତ ରବିବାର କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେଣ୍ଟ କାଥେରିନର ହାଇଓ୍ବେ ୨୦୦୦ରେ ଦୁର୍ଘଟଣା ଘଟିଛି, ଯେଉଁଥିରେ ତାଙ୍କ କାର ଓଲଟି ପଡ଼ିଛି। ଦୁର୍ଘଟଣା ପରେ ମଧ୍ୟ ଥୋମାସ ଚେତା ହରାଇ ନ...
୨ ମାସ ମଧ୍ୟରେ ଦ୍ୱିତୀୟଥର ଦ୍ୱିଶତକ ହାସଲ କଲେ ଏହି ମହାନ କ୍ରିକେଟରଙ୍କ ପୁଅ, ବୋଲିଂରେ ବି କଲେ କମାଲ
ଭାରତୀୟ କ୍ରିକେଟର ଦ ୱାଲ ଭାବେ ପ୍ରସିଦ୍ଧି ହାସଲ କରିଥିବା ରାହୁଲ ଦ୍ରାବିଡଙ୍କ ପୁଅ ସମିତ ମଧ୍ୟ ଦମଦାର ପ୍ରଦର୍ଶନ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି। ବାପା ରାହୁଲଙ୍କ ପରି ସେ କ୍ରିକେଟରେ ଗୋଟିଏ ପରେ ଗୋଟିଏ ରେକର୍ଡ ହାସଲ...
ମହିଳା ଟି୨୦ ବିଶ୍ୱକପ୍ ଓ୍ବାର୍ମଅପ୍: ଓ୍ବେଷ୍ଟଇଣ୍ଡିଜକୁ ହରାଇଲା ଭାରତ
ବ୍ରିସବେନ,୧୮।୨- ସ୍ପିନର ପୁନମ ଯାଦବଙ୍କ ୩ ଉଇକେଟ ସଫଳତା ବଳରେ ଆଇସିସି ଟି୨୦ ମହିଳା ବିଶ୍ୱକପ୍ ପୂର୍ବରୁ ଏକ ଲୋ ସ୍କୋରିଂ ମ୍ୟାଚ୍ରେ ଭାରତୀୟ ଦଳ ୨ ରନ୍ରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ଦେଇଛି। ଟିମ୍ ଇଣ୍ଡିଆ ଦ୍ୱାରା ଧାର୍ଯ୍ୟ ୧୦୮...
କମ୍ବାଲା ଦୌଡ଼ରେ ଶ୍ରୀନିବାସଙ୍କ ରେକର୍ଡ ଭାଙ୍ଗିଲା
ବାଙ୍ଗାଲୋର,୧୮।୨- ପାରମ୍ପରିକ ଷଣ୍ଢ ଦୌଡ଼ କମ୍ବାଲାରେ ଶ୍ରୀନିବାସ ଗୌଡ଼ାଙ୍କ ରେକର୍ଡ ଭାଙ୍ଗି ଦେଇଛନ୍ତି ଆଉ ଜଣେ ଧାବକ। ତାଙ୍କ ନାମ ହେଲା ନିଶାନ୍ତ ଶେଟ୍ଟି। ସେ ୧୪୩ ମିଟର ବିଶିଷ୍ଟ ଦୌଡ଼କୁ ୧୩.୬୮ ସେକେଣ୍ଡରେ ଶେଷ କରିଛନ୍ତି। ଏହାକୁ ଗଣନା...
ଦିଲ୍ଲୀ ଶୁଟିଂ ବିଶ୍ୱକପ୍ରୁ ଓହରିଲେ ଚାଇନା, ପାକିସ୍ତାନ
ପୁଣେ,୧୮।୨- ଆସନ୍ତା ମାର୍ଚ୍ଚରେ ନୂଆଦିଲ୍ଲୀ ସ୍ଥିତ ଡ. କାର୍ନି ସିଂ ଶୁଟିଂ ରେଞ୍ଜରେ ଆଇଏସ୍ଏସ୍ଏଫ୍ ବିଶ୍ୱକପ୍ ଆୟୋଜନ ହେବ। ଇଭେଣ୍ଟ ପୂର୍ବରୁ ଆୟୋଜକଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ରାଇଫଲ, ପିସ୍ତଲ ଓ ଶଟ୍ଗନ ଭଳି ୩ ବିଭାଗରେ ଆସନ୍ତା ୧୫...
୫୦ ନିୟୁତ ଛୁଇଁଲା କୋହଲିଙ୍କ ଇନ୍ଷ୍ଟା ଫଲୋଅର୍ସ ସଂଖ୍ୟା
ନୂଆଦିଲ୍ଲୀ,୧୮।୨- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ଖୁବ୍ ଅଧିକ। ଏକତା କାହାକୁ ଅଜଣା ନାହିଁ। ତାଙ୍କ ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ଫଲୋଅର୍ସଙ୍କ ସଂଖ୍ୟା ୫୦ ନିୟୁତ ପହଞ୍ଚତ୍ଛି। ଇନ୍ଷ୍ଟାଗ୍ରାମରେ ୫୦ ନିୟୁତ ଫଲୋଅର୍ସ ହାସଲ କରିବାରେ...
ରଣଜୀ ଟ୍ରଫି କ୍ୱାର୍ଟରଫାଇନାଲରେ ବ୍ୟବହାର ହେବ ନାହିଁ ଡିଆରଏସ୍
ନୂଆଦିଲ୍ଲୀ,୧୮।୨- ରଣଜୀ ଟ୍ରଫି ନକଆଉଟ୍ରେ ସୀମିତ ଡିଆରଏସ୍ ବ୍ୟବହାର କରାଯିବ। ଫଳରେ କ୍ୱାର୍ଟର ଫାଇନାଲର କୌଣସି ମ୍ୟାଚ୍ ଡିଆରଏସ୍ ବ୍ୟବହାର ହେବ ନାହିଁ। କିନ୍ତୁ ଏହା ସେମିଫାଇନାଲ ଓ ଫାଇନାଲ ପାଇଁ ଉପଲବ୍ଧ ହେବ। ଏ ନେଇ ବିସିସିଆଇ ଜେନାରାଲ...
ଭାରତୀୟ କବାଡ଼ି ଦଳର ପାକିସ୍ତାନ ଗସ୍ତ ଉପରେ ତଦନ୍ତ ହେବ
ଅମ୍ରିତସର/ନୂଆଦିଲ୍ଲୀ,୧୮।୨- ପାକିସ୍ତାନରେ ଅନୁଷ୍ଠିତ ସର୍କଲ କବାଡ଼ି ବିଶ୍ୱକପ୍ରେ ସ୍ବୀକୃତି ପାଇ ନ ଥିବା ଭାରତୀୟ ଦଳ ଅଂଶଗ୍ରହଣ କରିଥିଲା। ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କ୍ରୀଡ଼ା ମନ୍ତ୍ରୀ କିରନ ରିଜିଜୁ। ଅନ୍ୟପକ୍ଷରେ ଅନ୍ତର୍ଜାତୀୟ କବାଡ଼ି ଫେଡେରେଶନ (ଆଇକେଏଫ୍) ଦ୍ୱାରା ଅନଅଫିସିଆଲ...
ପ୍ରଥମ ଭାରତୀୟ ଭାବେ କୋହଲି କଲେ ଏମିତି କାରନାମା: ପ୍ରିୟଙ୍କାଙ୍କୁ ପଛରେ ପକାଇଲେ
ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି କ୍ରିକେଟର ଏକ ବିସ୍ମୟ ଭାବେ ଉଭା ହୋଇଛନ୍ତି। ୨୦୦୮ରେ ଅନ୍ତର୍ଜାତୀୟ ଖେଳ ଜୀବନ ଆରମ୍ଭ କରିବା ପରଠାରୁ କୋହଲି ଗୋଟିଏ ପରେ ଗୋଟିଏ କୀର୍ତ୍ତିମାନ ହାସଲ...
ଏହି ଫଟୋ ପାଇଁ ପୁରସ୍କାର ଜିତିଲେ ସଚିନ ତେନ୍ଦୁଲକର
ବର୍ଲିନ,୧୮।୨: ଲରିୟସ୍ ବିଶ୍ୱ ସ୍ପୋର୍ଟସ ପୁରସ୍କାର ଘୋଷଣା କରାଯାଇଛି। ରେସର୍ ଲୁଇସ୍ ହାମିଲଟନ୍ ଏବଂ ଫୁଟବଲର୍ ଲିଓନେଲ ମେସି ସଂଯୁକ୍ତ ଭାବେ ବିଶ୍ୱ ସ୍ପୋର୍ଟସ ମ୍ୟାନ୍ ଅଫ୍ ଦ ଇୟର୍ ପୁରସ୍କାର ଜିଣିଛନ୍ତି। ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କୁ ସ୍ପୋର୍ଟିଙ୍ଗ୍ ମୋମେଣ୍ଟସ୍...
ସେଣ୍ଟ୍ ଲୁସିଆ ଫ୍ରାଞ୍ଚାଇଜ୍କୁ କିଣିବ କିଙ୍ଗ୍ସ ଇଲେଭେନ
ନୂଆଦିଲ୍ଲୀ, ୧୮ା୨ (ପି.ଟି.)- କିଙ୍ଗ୍ସ ଇଲେଭେନ ପଞ୍ଜାବ କ୍ୟାରିବିୟନ ପ୍ରିମିୟର ଲିଗ୍ (ସିପିଏଲ୍)ର ସେଣ୍ଟ ଲୁସିଆ ଫ୍ରାଞ୍ଚାଇଜ୍ କ୍ରୟ କରିବ। ଫଳରେ ସିପିଏଲ ଦଳ କ୍ରୟ କରିବାରେ କୋଲକାତା ନାଇଟ୍ ରାଇଡର୍ସ ପରେ କିଙ୍ଗ୍ସ ଇଲେଭେନ ହେବ ଦ୍ୱିତୀୟ ଇଣ୍ଡିଆନ...
ଦୁବାଇ ଓପନ ଖେଳିବେ ସାନିଆ
ଦୁବାଇ, ୧୮ା୨ (ପି.ଟି.)- ଚଳିତ ଦୁବାଇ ଓପନ ଟେନିସ ପ୍ରତିଯୋଗିତାରେ ଭାରତୀୟ ଟେନିସ ଷ୍ଟାର ସାନିଆ ମିର୍ଜାଙ୍କ ଖେଳ ବୁଧବାର ଦେଖିବାକୁ ମିଳିବ। ପେଣ୍ଡା ଇଞ୍ଜୁରିରୁ ଏବେ ସେ ମୁକ୍ତି ପାଇଛନ୍ତି। ଯେଉଁ କାରଣରୁ ଜାନୁୟାରୀରେ ଅଷ୍ଟ୍ରେଲିଆନ ଓପନରେ ସେ...
Archives


