ଖେଳ

ଅଲିମ୍ପିକ୍ସରୁ ଭାରତକୁ ୬ ପଦକ ସମ୍ଭାବନା

ଭୁବନେଶ୍ୱର, ୧୭।୨(କ୍ରୀଡ଼ା ପ୍ରତିନିଧି)- ଟୋକିଓରେ ହେବାକୁଥିବା ଅଲିମ୍ପିକ୍ସରେ ଭାରତକୁ ଅତିକମ୍‌ରେ ୬ ପଦକ ମିଳିବା ସମ୍ଭାବନା ରହିଛି ବୋଲି ଓଡ଼ିଶାର କ୍ରୀଡ଼ା ସମୀକ୍ଷକମାନେ ମତପ୍ରକାଶ କରିଛନ୍ତି। ସ୍ଥାନୀୟ ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରେକ୍ଷାଳୟରେ ‘ଓଡ଼ିଶା ଓ ଅଲିମ୍ପିକ୍ସ’ ଶୀର୍ଷକ ଆଲୋଚନାଚକ୍ରରେ...

ଏହି ଦୁଇ ଭାରତୀୟ କ୍ରିକେଟର ଗୋଟିଏ ମ୍ୟାଚ୍‌ରେ ଉଇକେଟ୍‌ କିପିଂ କରି ମଧ୍ୟ ନେଇଛନ୍ତି ଉଇକେଟ୍‌

କ୍ରିକେଟରେ ଉଇକେଟ କିପିଂ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ସବୁ ଦଳ ଏକ ଅଭିଜ୍ଞ ଉଇକେଟ କିପର ନେଇ ଖେଳିବାକୁ ପସନ୍ଦ କରିଥାନ୍ତି। କିନ୍ତୁ ଯଦି ଉଇକେଟ କିପର ଅଲରାଉଣ୍ଡର ହୋଇଥାନ୍ତି ତେବେ ଦଳ ପାଇଁ ଏହା ଶୁଭଙ୍କର ହୋଇଥାଏ। ଭାରତୀୟ...

ମୋହନବାଗାନକୁ ୩ ଲକ୍ଷ ଟଙ୍କା ଜରିମାନା

କୋଲକାତା, ୧୬ା୨ (ପି.ଟି.)-ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫ୍‌ଏଫ୍‌)ର ଶୃଙ୍ଖଳା କମିଟି ଆଇ-ଲିଗ୍‌ ହେଭିଓ୍ବେଟ୍‌ ମୋହନବାଗାନକୁ ୩ ଲକ୍ଷ ଟଙ୍କା ଜରିମାନା କରିଛି। ୪ଜଣ ପୂର୍ବତନ ଖେଳାଳିଙ୍କୁ ସେମାନଙ୍କ ପାରିଶ୍ରମିକ ପ୍ରଦାନ କରି ନ ଥିବାରୁ ଏହି ଦଣ୍ଡବିଧାନ କରାଯାଇଛି। ୧୫ଦିନ...

ଅଭ୍ୟାସ ମ୍ୟାଚ୍‌ ଅମୀମାଂସିତ: ଫର୍ମକୁ ଫେରିଲେ ପନ୍ତ, ମୟଙ୍କ

ହାମିଲଟନ, ୧୬।୨(ପି.ଟି.)- ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ଅନୁଷ୍ଠିତ ଭାରତ ଓ ନ୍ୟୁଜିଲାଣ୍ଡ ଏକାଦଶ ମଧ୍ୟରେ ଖେଳାଯାଇଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଅମୀମାଂସିତ ଭାବେ ଶେଷ ହୋଇଛି। ଜନ୍ମ ଦିନରେ ଓପନର ମୟଙ୍କ ଅଗ୍ରଓ୍ବାଲ ଦମ୍‌ଦାର ପ୍ରଦର୍ଶନ କରିଛନ୍ତି।...

ପ୍ରଶଂସକଙ୍କ ମୋବାଇଲରେ ନିଜ ନମ୍ବର ସେଭ୍‌ କରିଥିଲେ ସଚିନ: କିନ୍ତୁ ନିଜ ନାଁରେ ନୁହେଁ…

କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପ୍ରବଳ ସମର୍ଥକ ଭାବେ ସୁଧୀର ଗୌତମ ସାରା ବିଶ୍ବରେ ପ୍ରସିଦ୍ଧ। ସେ ସଚିନଙ୍କୁ ଈଶ୍ବରଙ୍କ ପରି ପୂଜା କରିଥାଆନ୍ତି। ୨୦୦୦ ପରଠାରୁ ବିଶ୍ବରେ ଏପରି କୌଣସି କ୍ରିକେଟ ମ୍ୟାଚ୍‌ ନାହିଁ; ଯେଉଁଥିରେ ସଚିନ ତେନ୍ଦୁଲକର...

ଏହି ଯୁବତୀଙ୍କ ପ୍ରେମରେ ପଡିଛନ୍ତି କ୍ରିକେଟର୍‌ ନବଦୀପ ସଇନି

ଭାରତ ପାଇଁ ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ନ୍ୟୁଜିଲାଣ୍ଡରେ ଭଲ ପ୍ରଦର୍ଶନ କରିଥିବା ସଇନିଙ୍କ ଭବିଷ୍ୟତ ଉଜ୍ଜ୍ୱଳ ବୋଲି କ୍ରିକେଟ ପଣ୍ଡିତମାନେ ମତ ଦେଇଛନ୍ତି। ନିକଟରେ...

ଉଦ୍‌ଘାଟନୀ ଦିବସରେ ମୁମ୍ବାଇ-ଚେନ୍ନାଇ ମ୍ୟାଚ୍‌

ନୂଆଦିଲ୍ଲୀ,୧୬।୨(ପି.ଟି.)- ଗତ ସଂସ୍କରଣର ଫାଇନାଲ ଭଳି ଆସନ୍ତା ମାର୍ଚ୍ଚ ୨୯ ତାରିଖରେ ଓ୍ବାଙ୍ଖଡେ ଷ୍ଟାଡିୟମରେ ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ ରନର୍ସଅପ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ମଧ୍ୟରେ ଆଇପିଏଲ-୧୩ର ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ଭରତ ଓ ଦକ୍ଷିଣ...

ଆଇସିଏ ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲା ବିସିସିଆଇ

ନୂଆଦିଲ୍ଲୀ,୧୬।୨(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରବିବାର ଭାରତୀୟ କ୍ରିକେଟରଙ୍କ ଆସୋସିଏଶନ (ଆଇସିଏ) ପାଇଁ ୨ କୋଟି ଟଙ୍କା ମଞ୍ଜୁର କରିଛି। ଆଇସିଏ ଦେଶର ପ୍ରଥମ ଖେଳାଳିଙ୍କ ସଂଘଠନ। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଲୋଧା ପ୍ୟାନେଲ ସୁପାରିସ କ୍ରମେ...

ଅଷ୍ଟ୍ରେଲିଆରେ ଦିବାରାତ୍ର ଟେଷ୍ଟ ଖେଳିବ ଭାରତ

ନୂଆଦିଲ୍ଲୀ,୧୬।୨(ପି.ଟି.)- ଚଳିତବର୍ଷ ଭାରତ ତା’ର ବହୁ ପ୍ରତିକ୍ଷୀତ ଅଷ୍ଟ୍ରେଲିଆ ଗସ୍ତରେ ଏକ ଦିବାରାତ୍ର ଟେଷ୍ଟ ଖେଳିବ ବୋଲି ବିସିସିଆଇ ସୂତ୍ରରୁ ଜଣାପଡ଼ିଛି। ଅଷ୍ଟ୍ରେଲିଆରେ ଯେକୌଣସି ଭେନ୍ୟୁରେ ଦିବାରାତ୍ର ଟେଷ୍ଟ ଖେଳିବାକୁ ରାଜି ବୋଲି ଗତ ମାସରେ ଭାରତୀୟ ଅଧିନାୟକ ବିରାଟ...

ବିସିସିଆଇ ସିଇଓ ଜୋହରିଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୬।୨- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମୁଖ୍ୟ କାର୍ଯ୍ୟକାରୀ ଅଫିସର ରାହୁଲ ଜୋହରି ଇସ୍ତଫା ପତ୍ର ଦେଇଛନ୍ତି। ମାତ୍ର ତାଙ୍କ ଇସ୍ତଫାକୁ ଏପର୍ଯ୍ୟନ୍ତ ଗ୍ରହଣ କରାଯାଇ ନାହିଁ। ଏଣୁ ବିସିସିଆଇ କାର୍ଯ୍ୟ ଛାଡ଼ିବା ପାଇଁ ତାଙ୍କୁ ଅପେକ୍ଷା କରିବାକୁ...

ଏହି ୪ ଭାରତୀୟ ଖେଳାଳିଙ୍କ ପାଖରେ ରହିଛି ନିଜସ୍ବ ବିମାନ

ବିସିସିଆଇ ବିଶ୍ୱର ସବୁଠୁ ଧନୀ କ୍ରିକେଟ ବୋର୍ଡ ଭାବେ ପରିଚିତ। ଅନ୍ୟ ଦେଶର କ୍ରିକେଟ ଖେଳାଳିଙ୍କ ତୁଳନାରେ ଭାରତୀୟ କ୍ରିକେଟରମାନେ ସବୁଠୁ ଅଧିକ ପାରିଶ୍ରମିକ ନେଇଥାନ୍ତି। ତେଣୁ ଭାରତୀୟ କ୍ରିକେଟରମାନେ ଧନୀ ହେବା ସ୍ବାଭାବିକ। ଭାରତରେ ଏମିତି ୪ କ୍ରିକେଟର...

ମହିଳା ଟି୨୦ ବିଶ୍ୱକପ୍‌: ଭାରତ-ପାକିସ୍ତାନ ଓ୍ବାର୍ମଅପ୍‌ ମ୍ୟାଚ୍‌ ବାତିଲ

ବ୍ରିସବେନ,୧୬।୨- ମହିଳା ଟି୨୦ ବିଶ୍ୱକପ୍‌ ପୂର୍ବରୁ ଭାରତ ଓ ପାକିସ୍ତାନ ମଧ୍ୟରେ ରବିବାର ଖେଳାଯିବାକୁ ଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ଏହି ମ୍ୟାଚ୍‌ରେ ଉଭୟ ଦଳ ନିଜ ନିଜର ଚୂଡ଼ାନ୍ତ ଏକାଦଶ ଚୟନ କରିବାକୁ ସୁଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri