ହ୍ୟାକ୍ ହେଲା ଅଲିମ୍ପିକ୍ସ, ଆଇଓସି ଆକାଉଣ୍ଟ
ଟୋକିଓ,୧୬।୨- ଅଲିମ୍ପିକ୍ସ ଓ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି (ଆଇଓସି)ର ଅଫିସିଆଲ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଯାଇଛି। ଏଥିଯୋଗୁ ଆକାଉଣ୍ଟକୁ ସାମୟିକ ଭାବେ ଲକ୍ କରିଦିଆଯାଇଛି। ଏ ନେଇ ଟୁଇଟର ପକ୍ଷରୁ ସ୍ପଷ୍ଟ କରାଯାଇଛି। ତୃତୀୟ ପ୍ଲାଟଫର୍ମ ଦ୍ୱାରା ହ୍ୟାକ ହୋଇଥିବା...
ମାର୍ଚ୍ଚ ୧ରୁ ଚେପକରେ ଧୋନୀ
ଚେନ୍ନାଇ,୧୬।୨- ଆଇସିସି ବିଶ୍ୱକପ୍ ସେମିଫାଇନାଲରେ ଭାରତୀୟ ଦଳର ପରାଜୟ ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅନ୍ତର୍ଜାତୀୟ କ୍ୟାରିୟରକୁ ନେଇ ଅନିଶ୍ଚିତତା ଲାଗି ରହିଛି। ତାଙ୍କ ଅବସର ନେଇ କିଛି ସ୍ପଷ୍ଟ ନ ଥିବାବେଳେ ସେ ଚେନ୍ନାଇ ସୁପର...
ଫିଟ୍ନେସ ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଈଶାନ୍ତ: ଟେଷ୍ଟ ଦଳରେ ଯୋଗ ଦେବେ
୧୬।୨(ପି.ଟି.)- ଅଭିଜ୍ଞ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଶନିବାର ଫିଟ୍ନେସ ଟେଷ୍ଟରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବେଙ୍ଗାଲୁରୁସ୍ଥିତ ଜାତୀୟ କ୍ରିକେଟ ଏକାଡେମୀରେ ସେ ଫିଟ୍ନେସ ପ୍ରମାଣ ପାଇଁ ପରୀକ୍ଷା ଦେଇଥିଲେ। ସେ ଏଥିରେ ସଫଳ ହୋଇଛନ୍ତି ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ...
ଆଇ- ଲିଗ୍: ଚର୍ଚ୍ଚିଲର ସଂଘର୍ଷପୂର୍ଣ୍ଣ ବିଜୟ
ମାରଗାଓ,୧୬।୨(ପି.ଟି.)- ଚଳିତ ଆଇ- ଲିଗ୍ରେ ଶୁକ୍ରବାର ଖେଳାଯାଇଥିବା ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍ରେ ଚର୍ଚ୍ଚିଲ ବ୍ରଦର୍ସ ୨-୧ ଗୋଲରେ ଆଇଜଲ ଏଫ୍ସିକୁ ପରାସ୍ତ କରିଛି। ଚର୍ଚ୍ଚିଲର ଓ୍ବିଲିସ୍ ପ୍ଲାଜା ଷ୍ଟପେଜ ଟାଇମ ଅର୍ଥାତ୍ ମ୍ୟାଚ୍ର ଅନ୍ତିମ ମୁହୂର୍ତ୍ତରେ ନିର୍ଣ୍ଣାୟକ ଗୋଲ ଦେଇ...
ଜାତୀୟ ସିନିୟର ମହିଳା କ୍ୟାମ୍ପ: ୨୫ ଜଣିଆ ସମ୍ଭାବ୍ୟ ଦଳରେ ଲିଲିମା, ଦୀପଗ୍ରେସ, ନମିତା
ନୂଆଦିଲ୍ଲୀ, ୧୬।୨(ପି.ଟି.)- ରବିବାରଠାରୁ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ)ର ବେଙ୍ଗାଲୁରୁ କ୍ୟାମ୍ପସରେ ଆରମ୍ଭ ହେବାକୁଥିବା ଜାତୀୟ ସିନିୟର ମହିଳା ପ୍ରଶିକ୍ଷଣ ଶିବିର ପାଇଁ ହକି ଇଣ୍ଡିଆ ଏକ ୨୫ ଜଣିଆ ସମ୍ଭାବ୍ୟ ଦଳ ଘୋଷଣା କରିଛି। ୨୭ ଦିନ...
ଅଭ୍ୟାସ ମ୍ୟାଚ୍: ଭାରତ ଅଗ୍ରଣୀ: ଦ୍ରୁତ ବୋଲରଙ୍କ ଦମ୍ଦାର ପ୍ରଦର୍ଶନ
ହାମିଲଟନ, ୧୬।୨(ପି.ଟି.)- ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷ ୩ ଦିନିଆ ଅଭ୍ୟାସ ମ୍ୟାଚ୍ରେ ଭ୍ରମଣକାରୀ ଭାରତୀୟ ଦଳ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରିଛି। ଶନିବାର ଦ୍ୱିତୀୟ ଦିବସରେ ଭାରତୀୟ ଦ୍ରୁତ ବୋଲରମାନେ ଦମ୍ଦାର ପ୍ରଦର୍ଶନ କରିବା ପରେ ଓପନରମାନେ ମଧ୍ୟ...
ବ୍ରାଜିଲ ପାରା ବ୍ୟାଡ୍ମିଣ୍ଟନ: ପ୍ରମୋଦଙ୍କୁ ଡବଲ୍ ସ୍ବର୍ଣ୍ଣ
ଭୁବନେଶ୍ୱର, ୧୬।୨(କ୍ରୀଡ଼ା ପ୍ରତିନିଧି)- ବ୍ରାଜିଲର ସାଓ ପାଓଲୋଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପରେ ଓଡ଼ିଶାର ପ୍ରମୋଦ ଭଗତ୍ ୨ଟି ସ୍ବର୍ଣ୍ଣ ପଦକ ଜିତି ଦେଶ ତଥା ରାଜ୍ୟ କ୍ରୀଡ଼ା ପାଇଁ ଗୌରବ ଆଣିଛନ୍ତି। ପୁରୁଷ ସିଙ୍ଗଲ୍ସ ଓ ଡବଲ୍ସରେ...
ବିସିସିଆଇ ଆପେକ୍ସ କାଉନସିଲ ବୈଠକ: ସେସନ କ୍ୟାଲେଣ୍ଡର, ଏଥିକ୍ସ ଅଫିସର ନିଯୁକ୍ତି ନେଇ ଆଲୋଚନା
ନୂଆଦିଲ୍ଲୀ,୧୬।୨(ପି.ଟି.)- ଏଠାରେ ରବିବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଦ୍ୱିତୀୟ ଆପେକ୍ସ କାଉନସିଲ ବୈଠକ ବସିବ। ଏଥିରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ। ୨୦୨୦-୨୧ ଘରୋଇ ସେସନର କ୍ୟାଲେଣ୍ଡର, ଏଥିକ୍ସ ଅଫିସର ନିଯୁକ୍ତି ଓ ଇଣ୍ଡିଆନ କ୍ରିକେଟର୍ସ...
ଏସିଆ ଟିମ୍ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍: ସେମିଫାଇନାଲରେ ହାରିଲା ଭାରତ
ମାନିଲା (ଫିଲିପାଇନ୍ସ), ୧୬ା୨ (ପି.ଟି.)- ଭାରତୀୟ ପୁରୁଷ ଦଳ ଏଠାରେ ଚାଲିଥିବା ଏସିଆ ଟିମ୍ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ର ସେମିଫାଇନାଲରୁ ବିଦାୟ ନେଇଛି। ଦଳ ୨-୩ରେ ଦୁଇଥର ଚାମ୍ପିୟନ ଇଣ୍ଡୋନେସିଆଠାରୁ ପରାସ୍ତ ହୋଇଛି। ତେବେ ଏସିଆନ ଗେମ୍ସ ଚାମ୍ପିୟନ ଜୋନାଟାନ କ୍ରିଷ୍ଟିଙ୍କ...
ଏଫ୍ଆଇଏଚ୍ ପ୍ରୋ ଲିଗ୍: ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍ ପାଇଁ ନିଶାନ୍ତ ଜଜ୍
ଭୁବନେଶ୍ୱର, ୧୬।୨ (ସ୍ପୋଟର୍ସ ବ୍ୟୁରୋ)- ଚଳିତ ଏଫ୍ଆଇଏଚ୍ ହକି ପ୍ରୋ ଲିଗ୍ରେ ଭାରତୀୟ ଦଳ ଆସନ୍ତା ୨୧ ଓ ୨୨ରେ ଅଷ୍ଟ୍ରେଲିଆ ବିପକ୍ଷରେ ୨ଟି ମ୍ୟାଚ୍ ଖେଳିବାର କାର୍ଯ୍ୟସୂଚୀ ରହିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଏହି ୨ଟି...
ଆଇଏସ୍ଏଲ୍: ବେଙ୍ଗାଲୁରୁ ବିପକ୍ଷରେ କେରଳର ପ୍ରଥମ ବିଜୟ
କୋଚି, ୧୬।୨ (ପି.ଟି.)- ଇଣ୍ଡିଆନ ସୁପର୍ ଲିଗ୍ (ଆଇଏସ୍ଏଲ୍)ରେ ଶନିବାର ଖେଳାଯାଇଥିବା ଏକ ମୁକାବିଲାରେ କେରଳ ବ୍ଲାଷ୍ଟର୍ସ ୨-୧ ଗୋଲରେ ବେଙ୍ଗାଲୁରୁ ଏଫ୍ସିକୁ ପରାସ୍ତ କରିଛି। ଏଥିସହ ଆଇଏସ୍ଏଲ୍ ଇତିହାସରେ କେରଳ ପ୍ରଥମଥର ଲାଗି ଶକ୍ତିଶାଳୀ ବେଙ୍ଗାଲୁରୁକୁ ହରାଇ ଦେଇଛି।...
ଚିନାପ୍ପା ମହିଳା, ଘୋଷାଲ ପୁରୁଷ ଚାମ୍ପିୟନ
ଚେନ୍ନାଇ,୧୫ା୨ (ପି.ଟି.): ଜ୍ୟୋତ୍ସ୍ନା ଚିନାପ୍ପା ଓ ସୌରଭ ଘୋଷାଲ ଯଥାକ୍ରମେ ଜାତୀୟ ସିନିୟର ସ୍କ୍ବାଶ୍ ଚାମ୍ପିୟନଶିପ୍ ମହିଳା ଓ ପୁରୁଷ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ଆଇଏସଏ କୋର୍ଟଠାରେ ଅନୁଷ୍ଠିତ ୭୭ତମ ଜାତୀୟ ସିନିୟର ଚାମ୍ପିୟନଶିପ୍ରେ ଚିନାପ୍ପା ଓ ଘୋଷାଲ...
Archives


