ଖେଳ

ଜାତୀୟ ଟିମ୍‌ ଚେସ୍‌ ଚାମ୍ପିୟନଶିପ୍‌: ପଦ୍ମିନୀଙ୍କୁ ସ୍ବର୍ଣ୍ଣ, ସ୍ବୟମ୍ସ, ବୈଭବଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି)- ଅହମ୍ମଦାବାଦରେ ଅନୁଷ୍ଠିତ ୪୦ତମ ଜାତୀୟ ଟିମ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ବିଭିନ୍ନ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶା ଖେଳାଳିମାନେ ଚମତ୍କାରିତା ପ୍ରଦର୍ଶନ କରିଛନ୍ତି। ଅନ୍ତର୍ଜାତୀୟ ମାଷ୍ଟର ପଦ୍ମିନୀ ରାଉତ ସ୍ବର୍ଣ୍ଣ ପଦକ ପାଇଥିବାବେଳେ ଗ୍ରାଣ୍ଡମାଷ୍ଟର (ଜିଏମ)...

ରଣଜୀ ଟ୍ରଫି: ଓଡ଼ିଶା ବନାମ ଝାଡ଼ଖଣ୍ଡ: ଇନିଂସ ଅଗ୍ରଣୀ ପାଇଁ ସଂଘର୍ଷ

କଟକ ଅଫିସ,୧୫ା୨- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଓଡ଼ିଶା-ଝାଡ଼ଖଣ୍ଡ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ୍‌ରେ ଇନିଂସ ଅଗ୍ରଣୀ ପାଇଁ ସଂଘର୍ଷ ଜାରି ରହିଛି। ଓଡ଼ିଶାର ପ୍ରଥମ ଇନିଂସ ୪୩୬ରନ ଜବାବରେ ଶୁକ୍ରବାର ଖେଳ ଶେଷ ସୁଦ୍ଧା ଝାଡ଼ଖଣ୍ଡ ୯ ଉଇକେଟ ହରାଇ...

ଣ୍ଡିଆନ ସୁପର ଲିଗ୍‌: ଓଡ଼ିଶା ଆଶା ଉଜ୍ଜୀବିତ

ଭୁବନେଶ୍ୱର,୧୫।୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶୁକ୍ରବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଓଡ଼ିଶା ଏଫ୍‌ସି ଭ୍ରମଣକାରୀ ନର୍ଥ ଇଷ୍ଟ ୟୁନାଇଟେଡକୁ ପରାସ୍ତ କରିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଓଡ଼ିଶା ୨-୧ ଗୋଲରେ...

ଇଣ୍ଡିଆନ ଓମେନ୍ସ ଲିଗ୍‌ ଫୁଟ୍‌ବଲ: ଗୋକୁଳମ କେରଳ ଚାମ୍ପିୟନ

ବେଙ୍ଗାଲୁରୁ, ୧୪ା୨ (ପି.ଟି.)- କାଙ୍ଗଚୁପ୍‌ ରୋଡ୍‌ ୟଙ୍ଗ ଫିଜିକାଲ ଆଣ୍ଡ୍‌ ସ୍ପୋଟର୍‌ସ ଆସୋସିଏଶନ (କ୍ରିଫ୍‌ସା) ଏଫ୍‌ସି କୁ ୩-୨ ଗୋଲରେ ପରାସ୍ତ କରି ଗୋକୁଳମ କେରଳ ହିରୋ ଇଣ୍ଡିଆନ ମହିଳା ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌) ଫୁଟ୍‌ବଲ ଟୁର୍ନାମେଣ୍ଟ ଚାମ୍ପିୟନ ହୋଇଛି। ମ୍ୟାଚ...

ସେମିରେ ବୋପାନ୍ନା-ଶାପୋଭାଲୋଭ

ରୋଟରଡାମ, ୧୪।୨(ପି.ଟି.)- ଏଠାରେ ଚାଲିଥିବା ଏବିଏନ୍‌ ଆମ୍‌ରୋ ଓ୍ବାଲର୍‌ଡ ଟେନିସ୍‌ ଟୁର୍ନାମେଣ୍ଟରେ ଭାରତୀୟ ଅଭିଜ୍ଞ ଖେଳାଳି ରୋହନ ବୋପାନ୍ନା ଓ ତାଙ୍କ କାନାଡ଼ା ପାର୍ଟନର ଡେନିସ ଶାପୋଭାଲୋଭ ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ଡବଲ୍ସ ଇଭେଣ୍ଟରେ ଗୁରୁବାର ଅନୁଷ୍ଠିତ...

ଫ୍ରେଞ୍ଚ ଓପନ ଛଡ଼ା ୨୦୨୦ରେ କ୍ଲେ କୋର୍ଟରେ ଖେଳିବେ ନାହିଁ ଫେଡରର

ବାସେଲ,୧୪।୨- ସୁଇଜରଲାଣ୍ଡର କିମ୍ବଦନ୍ତୀ ରୋଜର ଫେଡରର ଚଳିତ ବର୍ଷ କ୍ଲେ କୋର୍ଟରେ କେବଳ ଥରେ ରୋଲାଣ୍ଡ ଗାରୋସରେ ଖେଳିବେ। ୨୦ ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ୨୦୧୭ ଓ ୨୦୧୮ ସିଜନରେ କ୍ଲେ କୋର୍ଟରେ ଖେଳି ନ ଥିଲେ। ଏପରି କି...

ସଚିନଙ୍କ ପ୍ରଥମ ପ୍ରେମ ନୁହନ୍ତି ଅଞ୍ଜଳୀ

ମୁମ୍ବାଇ,୧୪।୨- ଶୁକ୍ରବାର ଭାଲେନଟାଇନ୍ସ ଦିବସ ଅବସରରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଟୁଇଟରରେ ଏକ ଭିଡିଓ ଶେୟାର କରି ପତ୍ନୀ ଅଞ୍ଜଳୀ ତେନ୍ଦୁଲକର ତାଙ୍କ ପ୍ରଥମ ପ୍ରେମ ନୁହନ୍ତି ବୋଲି ସେ ସ୍ପଷ୍ଟ କରିଦେଇଛନ୍ତି। ଭିଡିଓର କ୍ୟାପଶନରେ ମୋ...

ଭାରତରେ ବୋଲ୍ଟଙ୍କ ଠାରୁ ଦ୍ରୁତତମ ଧାବକ

ବାଙ୍ଗାଲୋର,୧୪।୨- ବିଶ୍ୱର ସବୁଠୁ ଦ୍ରୁତତମ ଧାବକ ଉସେନ ବୋଲ୍ଟଙ୍କ ସହ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ବୋଧ ହୁଏ ପ୍ରତିଦ୍ୱନ୍ଦ୍ୱୀ ମିଳିଯାଇଛି। କର୍ନାଟକର ଏକ ଗ୍ରାମରେ ଅନୁଷ୍ଠିତ ପାରମ୍ପରିକ କମ୍ବାଲ ଜକି ଦୌଡ଼ରେ ଶ୍ରୀନିବାସ ରାତାରାତି ସେନସେଶନ ପାଲଟି ଯାଇଛନ୍ତି। ସେ...

ଅନୁଷ୍କାଙ୍କ ସହ ନ୍ୟୁଜିଲାଣ୍ଡରେ ଭାଲେଣ୍ଟାଇନ୍‌ସ ଡେ’ ପାଳିଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନ୍ୟୁଜିଲାଣ୍ଡରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଭାଲେଣ୍ଟାଇନ୍ସ ଡେ’ ପାଳନ କରିଛନ୍ତି। ଭାରତୀୟ ଦଳ ଏବେ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ଟି୨୦ ସିରିଜକୁ ୫-୦ରେ କ୍ଲିନ୍‌ସୁଇପ୍‌ କରିବା ପରେ ୩-୦ରେ ଦିନିକିଆ...

ଚେନ୍ନାଇ, ମୁମ୍ବାଇ ଆଇପିଏଲ ଫ୍ରାଞ୍ଚଇଜ ମିଶିଲେ ମଧ୍ୟ କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ଆଗରେ

ଆଇପିଏଲ ଇତିହାସର ସବୁଠୁ ବଡ଼ ତଥା ଲାଭବାନ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଓ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। କିନ୍ତୁ ଦୁଇ ଫ୍ରାଞ୍ଚାଇଜର ବ୍ରାଣ୍ଡ ଭାଲ୍ୟୁ ମିଶିଲେ ମଧ୍ୟ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ବ୍ରାଣ୍ଡ ଭାଲ୍ୟୁ ସହ...

କ୍ରିକେଟରଙ୍କ ଭାଲେଣ୍ଟାଇନ୍‌ ଡେ’: କାହାର ଫେସବୁକ୍‌ରେ ପ୍ରେମ, ତ ଆଉ କିଏ ପ୍ରେମ ପାଇଁ ଛାଡିଥିଲେ ଘର

ଆଜି ଭାଲେଣ୍ଟାଇନ୍‌ ଡେ’ ଅର୍ଥାତ ପ୍ରେମ ଦିବସ। ଏହି ଦିନଟି ପ୍ରେମିକା-ପ୍ରେମିକଙ୍କ ପାଇଁ ସ୍ବତନ୍ତ୍ର ଦିନ। ପ୍ରେମ ଦିବସରେ ଆମେ ଏମିତି କିଛି କ୍ରିକେଟରଙ୍କ ବିଷୟରେ କହିବାକୁ ଯାଉଛୁ, ଯେଉଁମାନେ ନିଜ ପ୍ରେମକୁ ପାଇବା ପାଇଁ ଅନେକ କିଛି ପଦକ୍ଷେପ...

ଓ୍ବାର୍ମଅପ୍‌ ମ୍ୟାଚ୍‌: ୨୬୩ ରନ୍‌ରେ ଅଲଆଉଟ୍‌ ଭାରତ, ହନୁମାଙ୍କ ଶତକ

ହାମିଲଟନ,୧୪।୨(ପି.ଟି.)- ଭାରତୀୟ ଟେଷ୍ଟ ଦଳର ସଦସ୍ୟ ହନୁମା ବିହାରୀଙ୍କ ଶତକ ଓ ଚେତେଶ୍ୱର ପୂଜାରା(୯୩)ଙ୍କ ବ୍ୟତୀତ ଟିମ୍‌ ଇଣ୍ଡିଆର ସମସ୍ତ ବ୍ୟାଟ୍ସମ୍ୟାନ ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷ ଏକମାତ୍ର ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ବିଫଳ ହୋଇଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri