ପୁଲଓ୍ବାମା ଶହୀଦଙ୍କ ପୁଅଙ୍କୁ କ୍ରିକେଟ ଟ୍ରେନିଂ ଦେଉଛନ୍ତି ବୀରେନ୍ଦ୍ର ସେହ୍ବାଗ, ଶେୟାର କଲେ ଫଟୋ
ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣକୁ ବର୍ଷେ ପୂରିଛି। ଏହି ଆକ୍ରମଣରେ ଶହୀଦ ହୋଇଥିବା ଯବାନଙ୍କୁ ଦେଶବାସୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ବୀରେନ୍ଦ୍ର ସେହ୍ବାଗ। ସେ ଟୁଇଟ ଯୋଗେ ବୀର ଯବାନଙ୍କୁ ମନେ...
ବଦଳିଲା ଆରସିବି ଲୋଗୋ
ବାଙ୍ଗାଲୋର,୧୪।୨- ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଶୁକ୍ରବାର ତା’ର ନୂଆ ଲୋଗୋ ଉନ୍ମୋଚନ କରିଛି। ଆଇପିଏଲର ୧୩ତମ ସଂସ୍କରଣ ପୂର୍ବରୁ ଆରସିବି ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଫ୍ରାଞ୍ଚାଇଜ ସୋସିଆଲ ମିଡିଆରୁ ପ୍ରୋଫାଇଲ ଇମେଜ...
ଫାଇନାଲ ମ୍ୟାଚ୍ ଭାବି ଖେଳିବୁ: ଗୋମ୍ବାଉ
ଭୁବନେଶ୍ୱର, ୧୪।୨(ସ୍ପୋର୍ଟ୍ସ ବ୍ୟୁରୋ)- ଇଣ୍ଡିଆନ ସୁପର୍ ଲିଗ୍ (ଆଇଏସ୍ଏଲ୍)ର ଏକ ମ୍ୟାଚ୍ରେ ଶୁକ୍ରବାର ଘରୋଇ ଓଡ଼ିଶା ଏଫ୍ସି ଓ ନର୍ଥଇଷ୍ଟ ୟୁନାଇଟେଡ୍ ଏଫ୍ସି ପରସ୍ପରକୁ ଭେଟିବେ। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। ନକ୍ଆଉଟ୍ ଦୌଡ଼ରେ ରହିବାକୁ ହେଲେ...
ଟାଟୁ କହେ ଅନେକ କଥା
ନୂଆଦିଲ୍ଲୀ ୧୪ା୨:ଭାରତୀୟ ହକି ଦଳର ଅଧିନାୟକ ମନପ୍ରୀତ ସିଂଙ୍କ ଗୋଡ଼ର ଟାଟୁ ଏବେ ଚର୍ଚ୍ଚାରେ। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଚଳିତ ଏଫଆଇଏଚ୍ ହକି ପ୍ରୋ ଲିଗ୍ର ବେଲଜିୟମ ବିପକ୍ଷ ମ୍ୟାଚ ସମୟରେ ଏହା ନଜରକୁ ଆସିଥିଲା। ଅନୁରୋଧ ରକ୍ଷା କରି...
ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ଲୁକ୍କାୟିତ ପ୍ରତିଭା ନଜରକୁ ଆସିବେ
ନୂଆଦିଲ୍ଲୀ, ୧୪।୨-ଓଡ଼ିଶାରେ ହେବାକୁ ଯାଉଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୮ଟି ଲେଖାଏ ମହିଳା ଓ ପୁରୁଷ ହକି ଦଳ ଅଂଶଗ୍ରହଣ କରିବେ। ଭୁବନେଶ୍ୱର ଓ କଟକରେ ଚଳିତ ମାସ ୨୨ରୁ ମାର୍ଚ୍ଚ ୧ ପର୍ଯ୍ୟନ୍ତ ଚାଲିବାକୁଥିବା ପ୍ରତିଯୋଗିତାର ପ୍ରଥମ...
ରଣଜୀ ଟ୍ରଫି: ଦେବାଶିଷଙ୍କ ଶତକରେ ଓଡ଼ିଶା ୪୩୬
କଟକ ଅଫିସ,୧୪ା୨- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ଝାଡ଼ଖଣ୍ଡ ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ୍ରେ ଓଡ଼ିଶା ପ୍ରଥମ ଇନିଂସରେ ୪୩୬ରନ କରିଛି। ଯୁବ ପ୍ରତିଭା ଦେବାଶିଷ ସାମନ୍ତରାୟ ଏଠାରେ ୧୫୬ରନର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଛନ୍ତି। ଚଳିତ ସିଜନରେ ଦେବାଶିଷଙ୍କର ଏହା...
ବ୍ୟାଡ୍ମିଣ୍ଟନ ଏସିଆନ ଟିମ୍ ଚାମ୍ପିୟନଶିପ୍: ମାଲେସିଆଠାରୁ ହାରିଲା ଭାରତ
ମାନିଲା (ଫିଲିପାଇନ୍ସ), ୧୩ା୨ (ପି.ଟି.)- ବ୍ୟାଡ୍ମିଣ୍ଟନ ଏସିଆନ ଟିମ୍ ଚାମ୍ପିୟନଶିପ୍ ଗ୍ରୁପ୍ ‘ବି’ରେ ଭାରତୀୟ ପୁରୁଷ ଦଳ ଏହାର ଦ୍ୱିତୀୟ ମୁକାବିଲାରେ ମାଲେସିଆଠାରୁ ୧-୪ ହାରିଯାଇଛି। ଏଥିରେ ଡବଲ୍ସ ସ୍ପେଶାଲିଷ୍ଟ ସାତ୍ତ୍ୱିକ ସାଇରାଜ ରାଙ୍କିରେଡ୍ଡୀଙ୍କ ଅନୁପସ୍ଥିତି ଅନୁଭବ କରାଯାଇଥିଲା। ଗୋଇଠିରେ...
୨୦୧୯ ଏଫଆଇଏଚ୍ ପୁରସ୍କାର: ମନପ୍ରୀତ ‘ପ୍ଲେୟର ଅଫ ଦି ଇୟର’
ନୂଆଦିଲ୍ଲୀ, ୧୩।୨- ଭାରତୀୟ ହକି ପାଇଁ ଆସିଛି ଆଉ ଏକ ଖୁସି ଖବର। ଅଧିନାୟକ ମନପ୍ରୀତ ସିଂ ପାଇଛନ୍ତି ଏଫଆଇଏଚ୍ ‘ପ୍ଲେୟର ଅଫ ଦି ଇୟର’ ପୁରସ୍କାର। ୧୯୯୯ରେ ପୁରସ୍କାର ପ୍ରଚଳନ ହେବାଠାରୁ ପ୍ରଥମ ଭାରତୀୟ ଭାବେ ମିଡ୍ଫିଲ୍ଡର ମନପ୍ରୀତ...
‘ଧୋନୀ ଭାରତର ସର୍ବକାଳୀନ ଶ୍ରେଷ୍ଠ ଅଧିନାୟକ’
ନୂଆଦିଲ୍ଲୀ, ୧୩।୨ (ପି.ଟି.)- ବେଶ୍ କିଛିଦିନ ଧରି କ୍ରିକେଟ୍ରୁ ଦୂରେଇ ରହିଥିବା ମହେନ୍ଦ୍ର ସିଂ ଧୋନୀଙ୍କୁ ଭାରତର ସର୍ବକାଳକୀନ ଶ୍ରେଷ୍ଠ ଅଧିନାୟକ ବୋଲି ଭେଟେରାନ ବ୍ୟାଟ୍ସମ୍ୟାନ ସୁରେଶ ରାଇନା କହିଛନ୍ତି। ଉଭୟ ଧୋନୀ ଓ ରାଇନା ଆଇପିଏଲ୍ରେ ସମାନ ଚେନ୍ନାଇ...
କ୍ଲାର୍କଙ୍କ ବିବାହ ବିଚ୍ଛେଦ
ମେଲବୋର୍ନ, ୧୩।୨ (ପି.ଟି.)- ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ମାଇକେଲ କ୍ଲାର୍କ ଓ ତାଙ୍କ ସ୍ତ୍ରୀ କେଲୀ ବୋଲ୍ଡିଙ୍କ ମଧ୍ୟରେ ବିବାହ ବିଚ୍ଛେଦ ଘଟିଛି। ବିବାହର ୭ ବର୍ଷ ପରେ ବିଚ୍ଛେଦ ପାଇଁ ଉଭୟ ବୁଝାମଣା ଭିତ୍ତିିରେ ଏହି ନିଷ୍ପତ୍ତି ନେଇଥିବା...
ପୁଣି ସେହ୍ବାଗ-ସଚିନ କରିବେ ଓପନିଂ: ମାରିବେ ଛକା, ଚୌକା
ଭାରତୀୟ କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ପୁଣିଥରେ କ୍ରିକେଟ ମୈଦାନରେ ସଚିନ ତେନ୍ଦୁଲକର ଏବଂ ବିରେନ୍ଦ୍ର ସେହ୍ବାଗଙ୍କ ଓପନିଂ ଯୋଡିଙ୍କୁ ଖେଳୁଥିବାର ଦେଖାଯିବ। ରୋଡ୍ ସେଫ୍ଟି ଓ୍ବାଲର୍ଡ ସିରିଜ୍ରେ ବିଶ୍ୱର ପ୍ରସିଦ୍ଧ ଖେଳାଳିଙ୍କୁ ନେଇ ଅନୁଷ୍ଠିତ ହେବ। ଏହି ସିରିଜରେ...
ବକ୍ସର ଅମିତ୍ଙ୍କୁ ୧ ନମ୍ବର ମାନ୍ୟତା
ନୂଆଦିଲ୍ଲୀ, ୧୩।୨ (ପି.ଟି.)- ଆସନ୍ତା ମାସରେ ହେବାକୁ ଥିବା ଅଲିମ୍ପିକ ଯୋଗ୍ୟତା ପର୍ଯ୍ୟାୟ ପୂର୍ବରୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ବକ୍ସିଂ ଟ୍ୟାକ୍ସ ଫୋର୍ସ ଭାରତର ଅମିତ୍ ପଙ୍ଘଲଙ୍କୁ ଏକ ନମ୍ବର ମାନ୍ୟତା ପ୍ରଦାନ କରିଛି। ବିଶ୍ୱ ଚାମ୍ପିୟନଶିପ୍ ରୌପ୍ୟ...
Archives


