ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମକୁ ଉଦ୍ଘାଟନ କରିବେ ଡୋନାଲ୍ଡ ଟ୍ରମ୍ପ
ଅହମଦାବାଦ୍,୧୩।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଗାମୀ ୨୪ ଓ ୨୫ ତାରିଖରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଟ୍ରମ୍ପଙ୍କ ସମ୍ମାନାର୍ଥେ ଗୁଜରାଟର ଅହମ୍ମଦାବାଦଠାରେ ‘କେମ ଛୋ ଟ୍ରମ୍ପ’ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ହ୍ୟୁଷ୍ଟନରେ ‘ହାଓଡି ମୋଦି’ ଶୈଳୀରେ...
ରୋନାଲଡୋଙ୍କ ପେପର ଷ୍ଟାଚ୍ୟୁ, ଚାରି ମହଲା କୋଠା ସହ ସମାନ
କ୍ରିଷ୍ଟିୟାନୋ ରୋନାଲଡୋ ଫୁଟବଲ୍ ଜଗତର ଏକ ଏମିତି ନାଁ, ଯାହାଙ୍କ ପ୍ରଶଂସକ ସାରା ବିଶ୍ୱରେ ରହିଛନ୍ତି। ନିକଟରେ ଇଟାଲୀରେ ଆୟୋଜିତ ଏକ କାର୍ନିଭାଲ ଅବସରରେ ରୋନାଲଡୋଙ୍କ ଏକ ପେପର ଷ୍ଟାଚ୍ୟୁ ନିର୍ମାଣ କରାଯାଇଛି। ଏହି ଷ୍ଟାଚ୍ୟୁ ୪ ମହଲା ବିଶିଷ୍ଟ...
ଯଶସ୍ବୀ ଜୈଶଓ୍ବାଲଙ୍କୁ ଉପହାରରେ ମିଳିଲା କାର୍, ଗ୍ରହଣ କରିବା ପରିବର୍ତ୍ତେ କହିଲେ ଏମିତି, କୋଚ ହେଲେ ଆଶ୍ଚର୍ଯ୍ୟ
ମୁମ୍ବାଇ,୧୩।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ଆଇସିସି ଅଣ୍ଡର୍-୧୯ ବିଶ୍ୱକପର ଫାଇନାଲରେ ବାଂଲାଦେଶ ଡିଫେଣ୍ଡିଂ ଚାମ୍ପିୟନ ଭାରତକୁ ୩ ଉଇକେଟରେ ହରାଇ ପ୍ରଥମଥର ଟାଇଟଲ ଜିତିଛି। ଯଦିଓ ଏହି ମ୍ୟାଚରେ ଭାରତ ପରାଜିତ ହୋଇଛି କିନ୍ତୁ ଷ୍ଟାର୍ ଓପନର ଯଶସ୍ବୀ ଜୈଶଓ୍ବାଲ...
ସର୍ବଭାରତୀୟ ଚେସ୍ ମହାସଂଘ ନିର୍ବାଚନ: ଅଜୟ ସଭାପତି, ଭରତ ସମ୍ପାଦକ
ଚେନ୍ନାଇ, ୧୨।୨ (ପି.ଟି.)- ସର୍ବଭାରତୀୟ ଚେସ୍ ମହାସଂଘର (ଏଆଇସିଏଫ୍) ନୂତନ ସଭାପତି ଭାବେ ଅଜୟ ପଟେଲ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସେହିଭଳି ଭରତ ସିଂ ଚୌହାନ ମଧ୍ୟ ନିଦ୍ୱର୍ନ୍ଦ୍ୱରେ ସମ୍ପାଦକ ହୋଇଛନ୍ତି। ଏହି ନିର୍ବାଚନରେ ରିଟର୍ନିଂ ଅଫିସର ଦାୟିତ୍ୱ ତୁଲାଇଥିବା...
ବ୍ରାଜିଲ ପାରା ବ୍ୟାଡ୍ମିଣ୍ଟନ: କ୍ୱାର୍ଟର ଫାଇନାଲରେ ପ୍ରମୋଦ
ଭୁବନେଶ୍ୱର, ୧୩।୨(କ୍ରୀଡ଼ା ପ୍ରତିନିଧି)- ବ୍ରାଜିଲର ସାଓ ପାଓଲୋଠାରେ ଆରମ୍ଭ ହୋଇଛି ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍। ଏହାର ପ୍ରଥମ ୨ଟି ସିଙ୍ଗଲ୍ସ ମ୍ୟାଚ ଜିତି ଓଡ଼ିଶାର ପ୍ରମୋଦ ଭଗତ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ରାଉଣ୍ଡରେ ପ୍ରମୋଦ ବ୍ରାଜିଲର...
କରୋନାଭାଇରସ୍ ଆତଙ୍କ: ଚାଇନିଜ୍ ଗ୍ରାଁ ପ୍ରି ଘୁଞ୍ଚିଲା
ପ୍ୟାରିସ୍,୧୩।୨(ଏଏଫ୍ପି)- କରୋନାଭାଇରସ୍ର ଆତଙ୍କ ଏବେ କ୍ରୀଡ଼ାକୁ ମଧ୍ୟ ପ୍ରଭାବିତ କରିଛି। ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବାକୁ ଥିବା ଚାଇନିଜ ଗ୍ରାଁ ପ୍ରିକୁ ଏଥିପାଇଁ ଘୁଞ୍ଚାଇ ଦିଆଯାଇଛି। କରୋନାଭାଇରସ କ୍ରମାଗତ ଭାବେ ବ୍ୟାପିବାରେ ଲାଗିଥିବାରୁ ଏହି ଫର୍ମୁଲା-୧ ରେସକୁ ଘୁଞ୍ଚାଇ...
କନ୍ନଡରରେ ବାର୍ତ୍ତାଳାପ କଲେ ରାହୁଲ, ପାଣ୍ଡେ
ବେଙ୍ଗାଲୁରୁ,୧୩।୨(ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଗତ ତୃତୀୟ ଦିନିକିଆ ମ୍ୟାଚ୍ ଅବସରରେ କର୍ନାଟକର ଦୁଇ କ୍ରିକେଟର ଲୋକେଶ ରାହୁଲ ଓ ମନୀଷ ପାଣ୍ଡେ ହିନ୍ଦୀ କିମ୍ବା ଇଂଲିଶ୍ରେ କଥା ନ ହୋଇ ନିଜ ମାତୃ ଭାଷା କନ୍ନଡରେ ବାର୍ତ୍ତାଳପ କରିଥିଲେ। ମ୍ୟାଚ୍...
ରଣଜୀ ଟ୍ରଫି: ଅନୁରାଗ, ଦେବାଶିଷଙ୍କ ଅର୍ଦ୍ଧଶତକ
କଟକ ଅଫିସ,୧୩ା୨- ଚଳିତ ସିଜନର ଅନ୍ତିମ ଲିଗ ପର୍ଯ୍ୟାୟ ମ୍ୟାଚ୍ ବୁଧବାରଠାରୁ ଆରମ୍ଭ ହୋଇଛି। ବାରବାଟୀ ଷ୍ଟାଡିୟମରେ ଘରୋଇ ଓଡ଼ିଶା ଦଳ ଏହି ନିର୍ଣ୍ଣାୟକ ମ୍ୟାଚ୍ରେ ଝାଡ଼ଖଣ୍ଡକୁ ଭେଟିଛି। ପ୍ରଥମ ଦିବସ ଷ୍ଟମ୍ପ ଅପସାରଣ ସୁଦ୍ଧା ୪ ଉଇକେଟ ହରାଇ...
ଆଇସିସି ଟି୨୦ ମହିଳା ବିଶ୍ୱକପ୍: ନୀତୀନ ଏକମାତ୍ର ଭାରତୀୟ ଅମ୍ପାୟର
ଦୁବାଇ, ୧୨।୨ (ପି.ଟି.): ଆଇସିସି ଟି୨୦ ମହିଳା ବିଶ୍ୱକପ୍ର ଆଗାମୀ ୭ମ ସଂସ୍କରଣ ଚଳିତ ମାସ ୨୧ରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବ। ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ୍ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟ ଲାଗି ବୁଧବାର...
ବୋପାନ୍ନା-ଶାପୋଭାଲୋଭ କ୍ୱାର୍ଟରରେ
ରୋଟରଡାମ୍, ୧୨।୨ (ପି.ଟି.): ଭାରତୀୟ ଅଭିଜ୍ଞ ଟେନିସ ଖେଳାଳି ରୋହନ ବୋପାନ୍ନା ନେଦରଲାଣ୍ଡ୍ସରେ ଚାଲିଥିବା ରୋଟର୍ଡାମ ଓପନ୍ ପ୍ରତିଯୋଗିତାର ପୁରୁଷ ଡବଲ୍ସ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। କାନାଡାର ଡେନିସ ଶାପୋଭାଲୋଭଙ୍କୁ ସାଥୀ କରି ଖେଳୁଥିବା ବୋପାନ୍ନା ୭-୬, ୬-୭,...
ବାତିଲ ହୋଇାପାରେ ଚାଇନିଜ ଗ୍ରାଁ ପ୍ରି
ବାକୁ,୧୨।୨- ଆସନ୍ତା ଏପ୍ରିଲ ୧୯ ତାରିଖରେ ହେବାକୁ ଥିବା ଚାଇନିଜ ଗ୍ରାଁ ପ୍ରି ସମ୍ଭବତଃ ବାତିଲ ହୋଇପାରେ। ଦେଶରେ କରୋନା ଭାଇରସର ଆତଙ୍କ ଜାରି ରହିଥିବାରୁ ଏଭଳି ସମ୍ଭବାନା ଉପଜିଥିବା ଫର୍ମୁଲା ଓ୍ବାନ ମୁଖ୍ୟ ଚେଜ କାରି ବୁଧବାର କହିଛନ୍ତି।...
୧୫ରେ ଫିଟ୍ନେସ ଟେଷ୍ଟ ଦେବେ ଈଶାନ୍ତ
ନୂଆଦିଲ୍ଲୀ,୧୨।୨- ଭାରତୀୟ ଦଳର ଆସନ୍ତା ୧୪ ତାରିଖରୁ ନ୍ୟୁଜିଲାଣ୍ଡ ଏକାଦଶ ବିପକ୍ଷରେ ଅଭ୍ୟାସ ଟେଷ୍ଟ ମ୍ୟାଚ୍ ଖେଳିବ। ଏହାର ଗୋଟିଏ ଦିନ ପରେ ଟିମ୍ ଇଣ୍ଡିଆର ସିନିୟର ପେସର ଈଶାନ୍ତ ଶର୍ମା ଫିଟ୍ନେସ ଟେଷ୍ଟର ସମ୍ମୁଖୀନ ହେବେ। ଏଥିରେ ସଫଳ...
Archives


