ଖେଳ

ଐଶ୍ୱର୍ଯ୍ୟାଙ୍କ ଆରୋଗ୍ୟ କାମନା କଲେ ଡବ୍ଲ୍ୟୁଡବ୍ଲ୍ୟୁଇ ସୁପର୍‌ଷ୍ଟାର୍‌ ଜନ୍‌ ସିନା

ନୂଆଦିଲ୍ଲୀ, ୧୯।୭- ଓ୍ବାଲର୍‌ଡ ରେସଲିଂ ଏଣ୍ଟରଟେନ୍‌ମେଣ୍ଟ (ଡବ୍ଲ୍ୟୁଡବ୍ଲ୍ୟୁଇ) ସୁପର୍‌ ଷ୍ଟାର୍‌ ଜନ୍‌ ସିନାଙ୍କ ବଲିଉଡ୍‌ ପ୍ରତି ରହିଥିବା ଦୁର୍ବଳତା ପୁଣିଥରେ ଦେଖିବାକୁ ମିଳିଛି। ପୂର୍ବରୁ ଜନ୍‌ ସିନା ବିଭିନ୍ନ ସମୟରେ ବଲିଉଡ୍‌ର ଅନେକ କଳାକାରଙ୍କ ଫଟୋ ନିଜ ସୋସିଆଲ୍‌ ମିଡିଆ ଆକାଉଣ୍ଟ…

ରୋହିତ ଶର୍ମାଙ୍କ ହସ ଦେଖି ଏମିତି କହିଲେ ଚହଲ

ଭାରତୀୟ କ୍ରିକେଟ ଦଳର ଷ୍ଟାର ଖେଳାଳି ଏବଂ ଲେଗ୍‌ ସ୍ପିନର୍‌ ୟୁଜବେନ୍ଦ୍ର ଚହଲ ଭଲ ସାଙ୍ଗ ବୋଲି ଧରାଯାଏ। ସୋସିଆଲ ମିଡିଆରେ ଉଭୟ ବେଶ୍‌ ମଜା ମଧ୍ୟ କରିଥାନ୍ତି। ନିକଟରେ ଏମିତି କିଛି ମଜା ରୋହିତ ଶର୍ମାଙ୍କ ଫଟୋକୁ ନେଇ ଚହଲ…

ବିରାଟ କୋହଲିଙ୍କ ପାଇଁ ପାଗଳ ଥିଲେ ଏହି ପାକିସ୍ତାନ ମହିଳା କ୍ରିକେଟର, ଶେଷରେ…

ବିଶ୍ୱର ସବୁଠୁ ସୁନ୍ଦର ମହିଳା କ୍ରିକେଟରମାନଙ୍କ ମଧ୍ୟରୁ ଅନ୍ୟତମ ପାକିସ୍ତାନର ଷ୍ଟାର ଅଲରାଉଣ୍ଡର କ୍ୟାନନ୍‌ ଇମ୍‌ତିଆଜ୍‌ଙ୍କ ଗତ ଜୁଲାଇ-୯ରେ ନିର୍ବନ୍ଧ ସମ୍ପନ୍ନ ହୋଇଛି। ସେ ନିର୍ବନ୍ଧ ଫଟୋ ସୋସିଆଲ ମିଡିଆରେ ଶେୟାର କରି କହିଛନ୍ତି, ଶେଷରେ ମୁଁ ହଁ କରିଦେଲି। ୧୯୯୨…

ଆଇସିସି ବୋର୍ଡ ବୈଠକ ଆଜି: ଟି୨୦ ବିଶ୍ୱକପ୍‌ ନେଇ ନିଷ୍ପତ୍ତି ନିଆଯିବ

ଦୁବାଇ,୧୯।୭(ପି.ଟି.): ସୋମବାର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଭର୍ଚୁଆଲ ବୋର୍ଡ ବୈଠକ ବସିବ। ଅଷ୍ଟ୍ରେଲିଆରେ ଆୟୋଜନ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ନେଇ ଗତ ଦୁଇମାସ ହେବ କୌଣସି ନିଷ୍ପତ୍ତି ନିଆଯାଇପାରି ନାହିଁ। ଏହି ବୈଠକରେ ବିଶ୍ୱକପ୍‌ ନେଇ ନିର୍ଣ୍ଣାୟକ ନିଷ୍ପତ୍ତି…

ଘରୋଇ କ୍ରିକେଟ ସେସନକୁ ଛୋଟ କଲା ବିସିସିଆଇ: କେବଳ ରଣଜୀ, ବିନୁ ମଙ୍କଡ ଟ୍ରଫି ଖେଳାଯିବ

ମୁମ୍ବାଇ,୧୯।୭(ପି.ଟି.): କୋଭିଡ୍‌-୧୯ ମହାମାରୀର ପ୍ରକୋପ ବୃଦ୍ଧି ପାଉଥିବା ବେଳେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଆଗାମୀ ଘରୋଇ କ୍ରିକେଟ ସେସନକୁ କାଟଛାଣ୍ଟ କରିବାକୁ ବୋର୍ଡ ନିଷ୍ପତ୍ତି ନେଇଛି। ଏଥର କେବଳ ରଣଜୀ ଟ୍ରଫି…

ଅଷ୍ଟ୍ରେଲିଆ ମହିଳା ଫୁଟବଲ କୋଚ୍‌ ପଦ ଛାଡିଲେ ଆଣ୍ଟେ ମିଲିକିକ୍‌

ସିଡ୍‌ନୀ,୧୯।୭(ଏପି): ଆଣ୍ଟେ ମିଲିକିକ୍‌ ଅଷ୍ଟ୍ରେଲିଆ ମହିଳା ଫୁଟବଲ କୋଚ୍‌ ପଦରୁ ଇସ୍ତଫା ଦେଇଛନ୍ତି। ସେ ଏ- ଲିଗ୍‌ ଏକ୍ସାପାନ୍ସନ କ୍ଲବ୍‌ ମାକାର୍ଥୁର ଏଫ୍‌ସିର ପ୍ରଥମ କୋଚ୍‌ ଭାବେ ଦାୟିତ୍ୱ ଗ୍ରହଣ କରିବେ। ନୂଆ ଦାୟିତ୍ୱ ଉପରେ ଫୋକସ୍‌ କରବା ପାଇଁ ସେ…

ବିସିସିଆଇ ଜେନେରାଲ ମ୍ୟାନେଜର ପଦରୁ ସବା କରିମ୍‌ଙ୍କ ଇସ୍ତଫା

ମୁମ୍ବାଇ,୧୯।୭(ପି.ଟି.): ପୂର୍ବତନ କ୍ରିକେଟର ସବା କରିମ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କ୍ରିକେଟ ଅପରେଶନ ଜେନେରାଲ ମ୍ୟାନେଜର ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ପଦରୁ ଇସ୍ତାଫା ଦେବା ପାଇଁ କୁହାଯାଇଥିଲା। ବୋର୍ଡ ମୁଖ୍ୟ କାର୍ଯ୍ୟନିର୍ବାହୀ ରାହୁଲ ଜୋହରି ଇସ୍ତଫା ଦେବାର…

ଖେଳରତ୍ନ ପାଇବେ ନାହିଁ ହରଭଜନ

ନୂଆଦିଲ୍ଲୀ, ୧୯ା୭(ପି.ଟି.)-ବର୍ତ୍ତମାନ ସମୟରେ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ରାଜୀବଗାନ୍ଧୀ ଖେଳ ରତ୍ନ ପୁରସ୍କାର ପାଇବା ପାଇଁ ମୋର ଯୋଗ୍ୟତା ନାହିଁ ବୋଲି କହିଛନ୍ତି ଭେଟେରାନ ଅଫ୍‌ ସ୍ପିନର ହରଭଜନ ସିଂ। ସେଥିଯୋଗୁ ପଞ୍ଜାବ ସରକାର ମୋ ପ୍ରାର୍ଥତ୍ପତ୍ରକୁ ପ୍ରତ୍ୟାହାର କରି…

ହାମିଲଟନଙ୍କୁ କ୍ରମାଗତ ଦ୍ୱିତୀୟ ପୋଲ୍‌ ପୋଜିଶନ

ବୁଦାପେଷ୍ଟ, ୧୯ା୭ (ଏପି)-ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ତାଙ୍କ ଟିମ୍‌ମେଟ୍‌ ଭାଲଟେରି ବୋଟାସଙ୍କୁ ପଛରେ ପକାଇ ହଙ୍ଗେରିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଚଳିତ ସିଜନରେ ଏହାଥିଲା ହାମିଲଟନଙ୍କ କ୍ରମାଗତ ଦ୍ୱିତୀୟ ପୋଲ ପୋଜିଶନ। ଫର୍ମୁଲା ଓ୍ବାନ…

ଆଇପିଏଲ ପାଇଁ ପ୍ରସ୍ତୁତି

ନୂଆଦିଲ୍ଲୀ, ୧୯।୭-ଚଳିତ ବର୍ଷ ଟି୨୦ ବିଶ୍ୱକପ ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏ ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଆନୁଷ୍ଠାନିକ ନିଷ୍ପତ୍ତିକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅପେକ୍ଷା କରିଛି। ଟି୨୦ ବିଶ୍ୱକପ ବାତିଲ ହେଲେ…

ପୂର୍ବତନ ବିଶ୍ୱ ସ୍କେଟିଂ ଚାମ୍ପିୟନଙ୍କ ଅକାଳ ମୃତ୍ୟୁ

ସିଡ୍‌ନୀ, ୧୯ା୭ (ଏପି)- ପୂର୍ବତନ ବିଶ୍ୱ ଜୁନିୟର ପେୟାର ଫିଗର ସ୍କେଟିଂ ଚାମ୍ପିୟନ ଇକାଟରିନା ଆଲେଜାଣ୍ଡ୍ରୋଭସ୍କାୟାଙ୍କର ମସ୍କୋର ମୃତ୍ୟୁ ଘଟିଛି। ଅଷ୍ଟ୍ରେଲିଆ ଅଲିମ୍ପିକ କମିଟି ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ତାଙ୍କ ମୃତ୍ୟୁର କାରଣ ଦର୍ଶାଯାଇ ନାହିଁ। ୨୦ବର୍ଷୀୟା ଆଲେଜାଣ୍ଡ୍ରୋଭସ୍କାୟାଙ୍କ ଜନ୍ମ…

ଚେତାବନୀ ସହ ଆର୍ଚରଙ୍କୁ ଜରିମାନା

ମାଞ୍ଚେଷ୍ଟର, ୧୮।୭(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟ ପୂର୍ବରୁ ଜୈବ-ସୁରକ୍ଷିତ ପ୍ରୋଟୋକଲ ଭଙ୍ଗ କରିଥିବାରୁ ଦ୍ରୁତ ବୋଲର ଜୋଫ୍ରା ଆର୍ଚରଙ୍କୁ ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ(ଇସିବି) ପକ୍ଷରୁ ଆନୁଷ୍ଠାନିକ ଭାବେ ଚେତାବନୀ ଦିଆଯିବା ସହ ଜରିମାନା(ଅର୍ଥରାଶି ପ୍ରକାଶ କରାଯାଇନାହିଁ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?