ଖେଳ

ବର୍ଷାରେ ଭିଜିଲେ ଏହି କ୍ରିକେଟ କିମ୍ବଦନ୍ତୀ, ଜାଣନ୍ତୁ କାହିଁକି

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଆଜିକାଲି ମୁମ୍ବାଇରେ ମୌସୁମୀ ବର୍ଷା ଉପଭୋଗ କରୁଛନ୍ତି। ସଚିନଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ସେ ବର୍ଷାରେ ଭିଜୁଥିବା ଦେଖାଯାଇଛି। ସଚିନ ତେନ୍ଦୁଲକର ଏହି ଭିଡିଓକୁ ନିଜ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି,…

ବଡ ଭାଇଙ୍କୁ କରୋନା ହେବା ପରେ କ୍ୱାରାଣ୍ଟାଇନ୍‌ରେ ଏହି ପ୍ରସିଦ୍ଧ କ୍ରିକେଟର

କୋଲକତା,୧୬।୭: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ହୋମ କ୍ୱାରାଣ୍ଟାଇନ୍‌ରେ ରହିିଛନ୍ତି। ତାଙ୍କ ବଡ଼ ଭାଇ ତଥା କ୍ରିକେଟ ଆସୋସିଏସନ ଅଫ ବେଙ୍ଗଲର ଯୁଗ୍ମ ସମ୍ପାଦକ ସ୍ନେହାଶିଷ ଗାଙ୍ଗୁଲିଙ୍କୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ସେ ଏହି ପଦକ୍ଷେପ ନେଇଛନ୍ତି। କ୍ରିକେଟ…

ଡୋପ୍‌ ଟେଷ୍ଟରେ ବିଫଳ ହୋଇ ସାମୟିକ ବାସନ୍ଦ ହେଲେ ପ୍ରଦୀପ

ନୂଆଦିଲ୍ଲୀ,୧୬।୭(ପି.ଟି.): ଭାରୋତ୍ତୋଳକ ପ୍ରଦୀପ ସିଂ ଡୋପ୍‌ ଟେଷ୍ଟରେ ବିଫଳ ହୋଇ ସାମୟିକ ଭାବେ ବାସନ୍ଦ ହୋଇଛନ୍ତି। ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜେତା ପ୍ରଦୀପଙ୍କ ରକ୍ତ ନମୁନାରେ ହ୍ୟୁମାନ ଗ୍ରୋଥ ହରମୋନ୍‌ (ଏଚ୍‌ଜିଏଚ୍‌) ଥିବା ଜଣାପଡିଥିଲା। ନିଷିଦ୍ଧ ଏଚ୍‌ଜିଏଚ୍‌ ପାଇଁ…

ପୂର୍ବତନ ଫୁଟବଲର ହାକିମ୍‌ କରୋନା ପଜିଟିଭ୍‌

ନୂଆଦଲ୍ଲୀ,୧୬।୭(ପି.ଟି.): ଧ୍ୟାନଚାନ୍ଦ ପୁରସ୍କାର ପ୍ରାପ୍ତ ପୂର୍ବତନ ଫୁଟବଲର ସୟଦ ସହିଦ୍‌ ହାକିମ୍‌ କରୋନ ପଜିଟିଭ୍‌ ବୋଲି ଟେଷ୍ଟରୁ ଜଣା ପଡିଛି। ଏବେ ସେ ହାଇଦ୍ରାବାଦ୍‌ ସ୍ଥିତ ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଚିକିତ୍ସିତ ହେଉଛନ୍ତି। ୧୯୬୦ ରୋମ ଅଲିମ୍ପିକ୍ସ ଭାରତୀୟ ଦଳର ସଦସ୍ୟ…

କୋଭିଡ୍‌-୧୯: ଇଂଲଣ୍ଡ ବିପକ୍ଷ ଘରୋଇ ସୀମିତ ଓଭର ସିରିଜ ବାତିଲ ହେବ

ନୂଆଦିଲ୍ଲୀ,୧୬।୭(ପି.ଟି.): ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୬ ମ୍ୟାଚ୍‌ ବିଶିଷ୍ଟ ଘରୋଇ ସୀମିତ ଓଭର ସିରିଜ ବାତିଲ ହେବା ନିଶ୍ଚିତ ହୋଇଛି। କୋଭିଡ୍‌-୧୯ ମହାମାରୀ କାରଣରୁ ସେପ୍ଟେମ୍ବରରେ ଆୟୋଜନ ହେବାକୁ ଥିବା ଏହି ସିରିଜ ବାତିଲ ହେବ ଏକପ୍ରକାର ସ୍ପଷ୍ଟ ହୋଇଛି।…

କୋଭିଡ୍‌-୧୯ରୁ ସୁସ୍ଥ ହେଲେ ମୋର୍ତ୍ତାଜା

ଢାକା,୧୬।୭(ପି.ଟି.): ବାଂଲାଦେଶ ପୂର୍ବତନ ଅଧିନାୟକ ମଶ୍ରାଫି ମୋର୍ତ୍ତାଜା କରୋନା ଭାଇରସ୍‌ ସଂକ୍ରମଣରୁ ମୁକ୍ତ ହୋଇଛନ୍ତି। ଜୁନ୍‌ ୨୦ ତାରିଖରୁ ସେ ଘରେ ରହି ଚିକିତ୍ସିତ ହୋଇ ଆସୁଥିଲେ। କୋଭିଡ୍‌-୧୯ ପରୀକ୍ଷରେ ନେଗେଟିଭ୍‌ ବୋଲି ମୋର୍ତ୍ତାଜା ମଙ୍ଗଳବାର ନିଜ ଫେସ୍‌ବୁକ୍‌ ପେଜ୍‌ରେ ଉଲ୍ଲେଖ…

୨-୩ ମାସ ପରେ କ୍ରୀଡ଼ା କାର୍ଯ୍ୟକଳାପ ଆରମ୍ଭ କରିବାକୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛୁ: ରିଜିଜୁ

ନୂଆଦିଲ୍ଲୀ,୧୬।୭(ପି.ଟି.): କୋଭିଡ୍‌-୧୯ ମହାମାରୀର ପ୍ରକୋପ ବଢିବାରେ ଲାଗିଛି। ଏପରିସ୍ଥଳେ ତରବର ହୋଇ କ୍ରୀଡ଼ା କାର୍ଯ୍ୟକଳାପ ଆରମ୍ଭ ନ କରିବାକୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ରାଜ୍ୟଗୁଡିକୁ ପରାମର୍ଶ ଦେଇଛନ୍ତି। ଆଗାମ ୨-୩ ମାସ ମଧ୍ୟରେ କୌଣସି କ୍ରୀଡ଼ା କାର୍ଯ୍ୟକଳାପ ଆରମ୍ଭ ନ…

୨୦୨୨ ଫିଫା ବିଶ୍ୱକପ: ଗ୍ରୁପ ପର୍ଯ୍ୟାୟରେ ପ୍ରତିଦିନ ୪ ମ୍ୟାଚ

ଲଣ୍ଡନ, ୧୬।୭(ଏପି)- କାତାରରେ ହେବାକୁଥିବା ୨୦୨୨ ଫିଫା ବିଶ୍ୱକପର ଗ୍ରୁପ ପର୍ଯ୍ୟାୟରେ ପ୍ରତିଦିନ ୪ଟି ଲେଖାଏ ମ୍ୟାଚ ଖେଳାଯିବ। ଗ୍ରୁପ ମ୍ୟାଚ ଗୁଡ଼ିକ ୧୨ଦିନଧରି ଚାଲିବ। ପରବର୍ତ୍ତୀ ପର୍ଯ୍ୟାୟରେ ଯେଉଁ ମ୍ୟାଚ ଅତିରିକ୍ତ ସମୟକୁ ଯିବ ତାହା ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ…

ହକି କ୍ୟାମ୍ପ ୧୯ରେ ଆରମ୍ଭ ହେବନାହିଁ

ନୂଆଦିଲ୍ଲୀ, ୧୬।୭(ପି.ଟି.)- ଭାରତୀୟ ମହିଳା ଓ ପୁରୁଷ ହକି ଦଳର କ୍ୟାମ୍ପ ବେଙ୍ଗାଲୁରୁସ୍ଥିତ ସାଇ ସେଣ୍ଟରରେ ଚଳିତମାସ ୧୯ ତାରିଖରୁ ଆରମ୍ଭ ହେବାର ଥିଲା। ମାତ୍ର କରୋନା ଭାଇରସ ସଂକ୍ରମଣ ବୃଦ୍ଧି ପାଇଥିବାରୁ ସହରକୁ ୭ ଦିନ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ…

କପିଳ ଦେବ ଏହି ଖେଳାଳିଙ୍କୁ ସବୁଠୁ ଅଧିକ ଭୟ କରୁଥିଲେ

ନୂଆଦିଲ୍ଲୀ, ୧୫।୭- କପିଳ ଦେବ। ଭାରତୀୟ କ୍ରିକେଟ୍‌ରେ ଏକ ବେଶ୍‌ ପରିଚିତ ନାମ। ୧୯୮୩ ବିଶ୍ୱକପ୍‌ରେ ଭାରତକୁ ଚାମ୍ପିୟନ କରାଇ କ୍ରିକେଟ୍‌କୁ ଘରେ ଘରେ ପରିଚିତ କରାଇବାରେ ଏହି ହରିୟାଣା କ୍ରିକେଟର୍‌ଙ୍କ ଅବଦାନ ଅତୁଳନୀୟ କହିଲେ କିଛି ଅତ୍ୟୁକ୍ତି ହେବ ନାହିଁ।…

ସିରିଜ ବିଜୟୀ ଆଶାରେ ଓ୍ବେଷ୍ଟଇଣ୍ଡିଜ

ମାଞ୍ଚେଷ୍ଟର, ୧୫।୭- ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ଦ୍ୱିତୀୟ ଟେଷ୍ଟ ଗୁରୁବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଛି। ସାଉଥାମ୍ପଟନଠାରେ ଅନୁଷ୍ଠିତ ପ୍ରଥମ ଟେଷ୍ଟକୁ ୪ ଉଇକେଟରେ ଜିତି ଓ୍ବେଷ୍ଟଇଣ୍ଡିଜ ସିରିଜ ଅଗ୍ରଣୀ ଲାଭ କରିଛି। ତେଣୁ ଦ୍ୱିତୀୟ ଟେଷ୍ଟରେ…

ଡି ଭିଲର୍ସଙ୍କୁ ଏହି କାରଣ ଲାଗି ଅଭିନନ୍ଦନ ଜଣାଇଲେ ଅନୁଷ୍କା

ନୂଆଦିଲ୍ଲୀ, ୧୫।୭- ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି ଭିଲର୍ସ ୩ୟ ସନ୍ତାନର ବାପା ହେବାକୁ ଯାଉଛନ୍ତି। ତାଙ୍କ ସ୍ତ୍ରୀ ଡାନିଏଲ୍‌ ଡି ଭିଲର୍ସ ଏବେ ଗର୍ଭବତୀ ଥିବା ଜଣାପଡ଼ିଛି। ଡାନିଏଲ୍‌ ଇନ୍‌ଷ୍ଟାଗ୍ରାମରେ ନିଜର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?