୧୯ ବର୍ଷରୁ କମ୍ ବିଶ୍ୱକପ୍ ପାଇଁ ବାଂଲାଦେଶକୁ ୧୭୮ ରନ୍ ଦରକାର
ପୋଚଫ୍ସଷ୍ଟ୍ରୁମ,୯।୨- ଚଳିତ ୧୯ ବର୍ଷରୁ କମ୍ ବିଶ୍ୱକପ୍ ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ ମାତ୍ର ୧୭୭ ରନ୍ରେ ଅଲଆଉଟ୍ ହୋଇଯାଇଛି। ପ୍ରଥମ ଥର କୌଣସି ଆଇସିସି ଇଭେଣ୍ଟର ଫାଇନାଲ ଖେଳୁଥିବା ବାଂଲାଦେଶକୁ ଇତିହାସ ରଚିବା ପାଇଁ ୧୭୮ ରନ୍ ଦରକାର।...
ବୁଶଫାୟାର ମ୍ୟାଚ୍ ଜିତିଲା ପଣ୍ଟିଂ ଏକାଦଶ
ମେଲବୋର୍ନ,୯।୨- କ୍ରିକେଟର ବହୁ କିମ୍ବଦନ୍ତୀ ପୂର୍ବତନ ଖେଳାଳି ଏକାଠି ହୋଇଥିଲେ। ରବିବାର ଜଙ୍କଶନ ଓଭାଲରେ ଅନୁଷ୍ଠିତ ବୁଶଫାୟାର ଚ୍ୟାରିଟି ମ୍ୟାଚ୍ରେ ପଣ୍ଟିଂ ଏକାଦଶ ୧ ରନ୍ରେ ଗିଲଖ୍ରିଷ୍ଟ ଏକାଦଶକୁ ହରାଇ ଦେଇଛି। କ୍ୟାରିୟରରେ ପ୍ରାୟତଃ ବୋଲିଂ କରି ନ ଥିବା...
ରାହୁଲ-ଆଥିଆଙ୍କ ସମ୍ପର୍କକୁ ନେଇ କ’ଣ କହିଲେ ସୁନୀଲ ସେଟ୍ଟୀ
ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଥିବା ନେଇ ଚର୍ଚ୍ଚା...
ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ସିରିଜ: ଫାଇନାଲରେ ଭାରତ-ଅଷ୍ଟ୍ରେଲିଆ
ମେଲବୋର୍ନ,୯।୨- ଚଳିତ ତ୍ରିରାଷ୍ଟ୍ରୀୟ ସିରିଜ୍ର ଅନ୍ତିମ ଲିଗ୍ ମ୍ୟାଚ୍ରେ ଅଷ୍ଟ୍ରେଲିଆ ୧୬ ରନ୍ରେ ଇଂଲଣ୍ଡକୁ ହରାଇ ଦେଇଛି। ଫଳରେ ଭାରତ ଫାଇନାଲରେ ପ୍ରବେଶ କରିଛି। ଟିମ୍ ଇଣ୍ଡିଆ ୪ ମ୍ୟାଚ୍ରୁ ୨ ଜିତିଥିବାବେଳେ ସମାନ ସଂଖ୍ୟକ ମ୍ୟାଚ୍ରେ ପରାସ୍ତ ହୋଇଥିଲା।...
ପ୍ରଥମେ ବ୍ୟାଟିଂ କରିବ ଭାରତ: ୧୯ ବର୍ଷରୁ କମ୍ ବିଶ୍ୱକପ୍
ପୋଚେଫ୍ସଷ୍ଟ୍ରୁମ,୯।୨- ଚଳିତ ୧୯ ବର୍ଷରୁ କମ୍ ବିଶ୍ୱକପ୍ ଫାଇନାଲରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ପ୍ରତିପକ୍ଷ ବାଂଲାଦେଶ ଦଳ ଟସ୍ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଛି। ପାଣିପାଗକୁ ଦୃଷ୍ଟିରେ ରଖି ବାଂଲାଦେଶ ଦଳ ଏହି ନିଷ୍ପତ୍ତି ନେଇଥିବା ସମ୍ଭାବନା...
ନେପାଳ ବ୍ୟାଟ୍ସମ୍ୟାନଙ୍କ ବିଶ୍ୱ ରେକର୍ଡ
କାଠମାଣ୍ଡୁ,୯।୨- ନେପାଳର ଯୁବ ବ୍ୟାଟ୍ସମ୍ୟାନ କୁଶାଳ ମଲ୍ଲା ସ୍ବତନ୍ତ୍ର ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ଭାବେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍ ଲିଗ୍ର ଦ୍ୱିତୀୟ ପର୍ଯ୍ୟାୟରେ ଶନିବାର ଆମେରିକା ବିପକ୍ଷରେ...
ଗୋଟିଏ ଫଟୋରେ ୧୭୧ ଅନ୍ତର୍ଜାତୀୟ ଶତକ
ନୂଆଦିଲ୍ଲୀ,୯।୨- ବୁଶଫାୟାର ଚ୍ୟାରିଟି ମ୍ୟାଚ୍ ପୂର୍ବରୁ କ୍ରିକେଟର ଦୁଇ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଓ ରିକି ପଣ୍ଟିଂ ନେଟ୍ସ ସେସନରେ ବ୍ୟାଟିଂ ଅଭ୍ୟାସ କରୁଥିଲେ। ଦୁହିଁଙ୍କ ନାମରେ ଅନ୍ତର୍ଜାତୀୟ ସ୍ତରରେ ୧୭୧ ଶତକ ରହିଛି। ଉଭୟଙ୍କୁ ଗୋଟିଏ ସ୍ଥାନରେ ଦେଖିବା...
ବର୍ଷାରେ ଭିଜିଲେ, ମ୍ୟାଚ ଉପଭୋଗ କଲେ
ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି)- ଚଳିତ ଏଫଆଇଏଚ୍ ହକି ପ୍ରୋ ଲିଗ୍ରେ ଶନିବାର ଭାରତ ଓ ବେଲଜିୟମ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଛି। ଥଣ୍ଡା କୋହଲା ପାଗ ଏବଂ ଝିପିଝିପି ବର୍ଷା ସତ୍ତ୍ୱେ ହକି ପ୍ରତି ସମର୍ଥନ ଜଣାଇଛନ୍ତି ଓଡ଼ିଶା ଦର୍ଶକ।...
ସ୍ଲୋ-ଓଭର ରେଟ୍ ପାଇଁ ନ୍ୟୁଜିଲାଣ୍ଡକୁ ଜରିମାନା
ଅକ୍ଲାଣ୍ଡ, ୯ା୨ (ପି.ଟି.)-ଏଠାରେ ଶନିବାର ଖେଳାଯାଇଥିବା ଭାରତ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ-ଓଭର ରେଟ୍ ବୋଲିଂ ପାଇଁ ନ୍ୟୁଜିଲାଣ୍ଡ ଦଳକୁ ସେମାନଙ୍କ ମ୍ୟାଚ ଫି’ର ୬୦ ପ୍ରତିଶତ ଜରିମାନା କରାଯାଇଛି। ଆଇସିସି ମ୍ୟାଚ ରେଫରି କ୍ରିସ୍...
ବିଶ୍ୱ ର଼୍ୟାଙ୍କିଙ୍ଗ୍ରେ ଭାରତ ୪ ନମ୍ବରକୁ ଉନ୍ନୀତ
ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍ ହକି ପ୍ରୋ ଲିଗ୍ରେ ବିଶ୍ୱର ନମ୍ବରଓ୍ବାନ ବେଲଜିୟମ ବିପକ୍ଷ ମ୍ୟାଚ ଜିତିବାପରେ ଭାରତ ବିଶ୍ୱ ର଼୍ୟାଙ୍କିଙ୍ଗ୍ର ୪ ନମ୍ବର ସ୍ଥାନକୁ ଉନ୍ନୀତ ହୋଇଛି। ୨୦୦୩ରେ ର଼୍ୟାଙ୍କିଙ୍ଗ୍ ପ୍ରଥା ପ୍ରଚଳନ ହେବାପରେ ଭାରତ ପ୍ରଥମଥରପାଇଁ ଏହି...
ଆଇଏସ୍ଏଲ୍: ଓଡ଼ିଶା ଏଫ୍ସିର ପ୍ଲେ-ଅଫ୍ ଆଶା ଶେଷ
କୋଲକାତା,୯।୨ (ପି.ଟି.)- ରୟ କ୍ରିଷ୍ଣାଙ୍କ ହ୍ୟାଟ୍ରିକ ବଳରେ ଏଟିକେ ଇଣ୍ଡିଆ ସୁପର ଲିଗ (ଆଇଏସ୍ଏଲ୍)ରେ ଶନିବାର ଓଡ଼ିଶା ଏଫ୍ସିକୁ ୩-୧ ଗୋଲରେ ପରାସ୍ତ କରିଛି। ଘରୋଇ ପରିବେଶରୁ ଫାଇଦା ଉଠାଇ ଏଟିକେ ପ୍ରଭାବୀ ପ୍ରଦର୍ଶନ କରିଥିଲା। ଏଥିସହିତ ଏଟିକେ ୧୬ଟି...
୧୯ ବର୍ଷରୁ କମ୍ ବିଶ୍ୱକପ୍ ଫାଇନାଲ: ପଞ୍ଚମ ଟାଇଟଲ ଲକ୍ଷ୍ୟରେ ଭାରତ
ପୋଚେଫ୍ସଟ୍ରୁମ୍,୯।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍ ବିଶ୍ୱକପ୍ ଫାଇନାଲ ମ୍ୟାଚ୍ରେ ଗତଥରର ଚାମ୍ପିୟନ ଭାରତ ଓ ବାଂଲାଦେଶ ରବିବାର ପରସ୍ପରକୁ ଭେଟିବେ। ସ୍ଥାନୀୟ ସେନଓ୍ବେଜ୍ ପାର୍କ ଗ୍ରାଉଣ୍ଡରେ ଖେଳାଯିବାକୁ ଥିବା ଏହି ନିର୍ଣ୍ଣାୟକ ମ୍ୟାଚ୍ରେ ପ୍ରିୟମ ଗର୍ଗଙ୍କ...
Archives


