ଖେଳ

ସନ୍ଦେହ ଚକ୍ଷୁରେ ୨୪ ପ୍ରଦର୍ଶନ ଟେନିସ ମ୍ୟାଚ

ଲଣ୍ଡନ, ୧୨ା୭ (ଏପି)-କରୋନା ଭାଇରସ୍‌ ଯୋଗୁ ମହିଳା ଓ ପୁରୁଷ ଟେନିସ୍‌ ଟୁର୍‌ ସ୍ଥଗିତ ରଖାଯାଇଥିଲା। ଏହି ସମୟ ମଧ୍ୟରେ ଅନୁଷ୍ଠିତ ୨୪ଟି ପ୍ରଦର୍ଶନୀ ମ୍ୟାଚକୁ ଟେନିସ ଇଣ୍ଟିଗ୍ରିଟି ୟୁନିଟ୍‌ (ଟିଆଇୟୁ) ସନ୍ଦେହ ଚକ୍ଷୁରେ ଦେଖୁଛି। ଟିଆଇୟୁ ଖେଳରେ ମ୍ୟାଚ୍‌ ଫିକ୍ସିଂ…

ଏସିଆନ ବିଚ୍‌ ଗେମ୍ସ ସ୍ଥଗିତ

କୁଏତ୍‌ ସିଟି, ୧୨ା୭ (ପି.ଟି.)- କୋଭିଡ୍‌-୧୯ ମହାମାରୀ ଯୋଗୁ ଅଲିମ୍ପିକ କାଉନ୍‌ସିଲ ଅଫ୍‌ ଏସିଆ (ଓସିଏ) ଶନିବାର ୬ଷ୍ଠ ଏସିଆନ ବିଚ୍‌ ଗେମ୍ସକୁ ସ୍ଥଗତି ରଖିଛି। ଏହି ଟୁର୍ନାମେଣ୍ଟ ନଭେମ୍ବର ୨୮ରୁ ଡିସେମ୍ବର ୬ ପର୍ଯ୍ୟନ୍ତ ଚାଇନା ସହ ସାନ୍ୟାରେ ଆୟୋଜିତ…

ସମଲିଙ୍ଗୀ ସମ୍ପର୍କରେ ଅଛନ୍ତି ସରସ୍ବତୀ: ଦୂତୀ

ଭୁବନେଶ୍ୱର, ୧୧ା୭ (ସ୍ପୋଟର୍‌ସ ବ୍ୟୁରୋ/ରସୁଲପୁର, ଡି.ଏନ୍‌.ଏ): ଭାରତର ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ବଡ଼ ଭଉଣୀ ସରସ୍ବତୀ ଯିଏକି ଜଣେ ରାଜ୍ୟସ୍ତରୀୟ ଆଥଲେଟ୍‌ ସେ ଜଣେ ସମଲିଙ୍ଗୀ ବୋଲି ଦୂତୀ ଶନିବାର ଗଣମାଧ୍ୟମରେ ପ୍ରକାଶ କରିଛନ୍ତି।…

ଏହି ପୂର୍ବତନ ଭାରତୀୟ କ୍ରିକେଟର୍‌ଙ୍କ ସ୍ତ୍ରୀଙ୍କୁ କରୋନା

କୋଲକାତା, ୧୧।୭- ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଲ୍‌ରାଉଣ୍ଡର ଲକ୍ଷ୍ମୀରତନ ଶୁକ୍ଳାଙ୍କ ସ୍ତ୍ରୀ ସ୍ମିତା ସନ୍ୟାଲ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ସ୍ମିତା ବର୍ତ୍ତମାନ ପଶ୍ଚିମବଙ୍ଗ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଡେପୁଟି ସେକ୍ରେଟାରୀ ରହିଛନ୍ତି। ଯେତେବେଳେ କି ତାଙ୍କ…

ଅନୁଷ୍କାଙ୍କ ଫଟୋଶୁଟ୍‌ ଦେଖି କ’ଣ କହିଲେ ବିରାଟ

ମୁମ୍ବାଇ, ୧୧।୭- ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଓ ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀ ଅନୁଷ୍କା ଶର୍ମା ୨୦୧୭ ଡିସେମ୍ବରରେ ପରସ୍ପର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। କ୍ରିକେଟ୍‌ ଓ ବଲିଉଡ୍‌ ଜଗତରେ ଏ ଯୋଡ଼ିଙ୍କୁ ସବୁଠାରୁ ଆକର୍ଷଣୀୟ ଦମ୍ପତି…

ମ୍ୟାଚ୍‌ ମଝିରେ ଅମ୍ପାୟରଙ୍କ ଦ୍ୱାରା ଚୁଟି କାଟିଥିଲେ ଗାଭାସ୍କର

ନୂଆଦିଲ୍ଲୀ, ୧୧।୭- ଭାରତୀୟ କ୍ରିକେଟ୍‌ରେ ଲିଟିଲ୍‌ ମାଷ୍ଟର ଭାବେ ପରିଚିତ ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ନିକଟରେ ତାଙ୍କ ୭୧ତମ ଜନ୍ମଦିବସ ପାଳନ କରିଛନ୍ତି। ମାତ୍ର ୨୨ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଗାଭାସ୍କର ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ…

କିରନ ମୋରେଙ୍କୁ ବ୍ୟାଟ୍‌ରେ ପିଟିବାକୁ ଉଦ୍ୟମ କରିଥିଲେ ଏହି ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ, ୧୧।୭- ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ କିରନ ମୋରେଙ୍କୁ ଏକଦା ଗୋଟିଏ ଟେଷ୍ଟ ମ୍ୟାଚ୍‌ ସମୟରେ ପାକିସ୍ତାନର ସଲିମ୍‌ ମଲିକ ବ୍ୟାଟ୍‌ରେ ବାଡ଼େଇବା ପାଇଁ ଉଦ୍ୟମ କରିଥିଲେ। ୧୯୮୯ରେ କରାଚୀର ନ୍ୟାଶନାଲ ଷ୍ଟାଡିୟମରେ ଭାରତ ଓ ପାକିସ୍ତାନ…

ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବାକୁ ଚାହେଁ: ରାହାନେ

ନୂଆଦିଲ୍ଲୀ,୧୧।୭(ପି.ଟି.): ଭାରତୀୟ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଆଜିଙ୍କ ରାହାନେ ଦିନିକିଆ ଫର୍ମାଟକୁ ଫେରିବାକୁ ଇଚ୍ଛା ଜାହିର କରିଛନ୍ତି। ଶେଷଥର ପାଇଁ ୨୦୧୮ ଫେବୃୟାରୀରେ ଦିନିକିଆ ଖେଳିଥିଲେ। ପ୍ରତ୍ୟାବର୍ତ୍ତନ ପାଇଁ ତାଙ୍କ ପାଖରେ ଦକ୍ଷତା ଅଛି ବୋଲି ସେ ଭାବୁଛନ୍ତି। ୩ ଯାକ ଫର୍ମାଟ୍‌ରେ…

ଇଂଲଣ୍ଡ ବିଶ୍ୱକପ୍‌ ବିଜେତା ଫୁଟବଲର ଚାର୍ଲଟନଙ୍କ ପରଲୋକ

ଲଣ୍ଡନ,୧୧।୭(ଏପି): ଇଂଲଣ୍ଡ କିମ୍ବଦନ୍ତୀ ଫୁଟବଲର ତଥା ସେଣ୍ଟ୍ରାଲ ଡିଫେଣ୍ଡର ଜ୍ୟାକ୍‌ ଚାର୍ଲଟନ ୮୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବିଗ୍‌ ଜ୍ୟାକ୍‌ ନାମରେ ପରିଚିତ ଥିବା ଚାର୍ଲଟନ ଶୁକ୍ରବାର ନର୍ଥଉମ୍ବରଲାଣ୍ଡସ୍ଥିତ ତାଙ୍କ ବାସଭବନରେ ମୃତ୍ୟୁବରଣ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କ…

ଷ୍ଟୋକ୍ସଙ୍କ ବିରଳ ସଫଳତା

ସାଉଥାମ୍ପଟନ,୧୧।୭: ଇଂଲଣ୍ଡ ଅଲରାଉଣ୍ଡର ତଥା କାମଚଳା ଅଧିନାୟକ ବେନ୍‌ ୍ଯଯୋକ୍ସ ଏକ ବିରଳ ସଫଳତା ତଥା ରେକର୍ଡ ଅର୍ଜନ କରିଛନ୍ତି। ସେ ଟେଷ୍ଟ ଫର୍ମାଟରେ ବିଶ୍ୱର ଦ୍ୱିତୀୟ ଦ୍ରୁତତମ ଅଲରାଉଣ୍ଡର ଭାବେ ୪,୦୦୦ ରନ କରିବା ସହ ୧୫୦ ଉଇକେଟ ହାସଲ…

ଅଗଷ୍ଟ ୧୮ରୁ ସିପିଏଲ୍‌ ଟି୨୦ ଲିଗ୍‌ ଆରମ୍ଭ

ନୂଆଦିଲ୍ଲୀ,୧୧।୭: କୋଭିଡ୍‌-୧୯ ମହାମାରୀର ପ୍ରକୋପ୍‌ ଜାରି ରହିଥିବା ବେଳେ ଟେଷ୍ଟ କ୍ରିକେଟ ଆରମ୍ଭ ହୋଇଛି। ଏବେ ଆଉ ଏକ ହାଇପ୍ରୋଫାଇଲ ଟି୨୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟକ ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି କାରିବିୟାନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)।…

ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ: ୨୧ ଜଣିଆ ବର୍ଦ୍ଧିତ ଦଳ ଘୋଷଣା କଲା ଆୟର୍ଲାଣ୍ଡ

ଡବ୍ଲିନ୍‌,୧୧।୭: ଆଗକୁ ଆୟୋଜନ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଆୟର୍ଲାଣ୍ଡ ଏକ ୨୧ ଜଣିଆ ବର୍ଦ୍ଧିତ ଦଳ ଘୋଷଣା କରିଛି। ଏ ନେଇ କ୍ରିକେଟ ଆୟର୍ଲାଣ୍ଡ ସୂଚନା ଦେଇଛି। କୋଭିଡ୍‌-୧୯ ପ୍ରୋଟୋକଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?