ଖେଳ

ଭାରତ ଆସିବ ପାକିସ୍ତାନ ଟିମ୍‌: ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୩।୭: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ଏବଂ ତା’ପରେ ଅପରେଶନ ସିନ୍ଦୂର ପରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ପୁଣି ଥରେ କ୍ରୀଡା ଇଭେଣ୍ଟ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ, ପାକିସ୍ତାନ ଦଳକୁ ଏକ ବଡ଼ ଟୁର୍ନାମେଣ୍ଟ ପାଇଁ ଭାରତ ଆସିବାକୁ…

ଭଉଣୀଙ୍କ ପାଇଁ ବଦଳି ଯାଇଥିଲା ଭାଗ୍ୟ, ନଚେତ ଟ୍ରକ୍‌ ଡ୍ରାଇଭର ହୋଇଥାନ୍ତେ କ୍ରିକେଟର; ଏବେ ଏତିକି ଟଙ୍କା ସମ୍ପତ୍ତିର… 

ନୂଆଦିଲ୍ଲୀ,୩।୭: ଭାରତୀୟ ଦଳର ପୂର୍ବତନ ସ୍ପିନର ହରଭଜନ ସିଂହ ଜୁଲାଇ ୩ ରେ ୪୫ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଭାରତ ପାଇଁ ଟେଷ୍ଟରେ ହ୍ୟାଟ୍ରିକ ନେଇଥିବା ଭଜ୍ଜୀ ୨୦୦୧ ରେ ଭାରତରେ ଅଷ୍ଟ୍ରେଲିଆର ବିଜୟ ଧାରା ବନ୍ଦ କରି ସମସ୍ତଙ୍କୁ…

ମାତ୍ର ୭ ରନ୍‌ରେ ଅଲଆଉଟ୍‌: ଟି-୨୦ କ୍ରିକେଟରେ ୫ ସବୁଠୁ ଲଜ୍ଜାଜନକ ସ୍କୋର

ନୂଆଦିଲ୍ଲୀ,୩।୭: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ଗୋଟିଏ ଦଳ ମାତ୍ର ୭ ରନ୍‌ରେ ଅଲଆଉଟ୍‌ ହେବା ଏକ ଆଶ୍ଚର୍ଯ୍ୟଜନକ କଥା। ଅନ୍ତର୍ଜାତୀୟ ୨୦ରେ ସବୁଠାରୁ ଲଜ୍ଜାଜନକ ସ୍କୋରର ରେକର୍ଡ ଆଇଭରି କୋଷ୍ଟ ପାଖରେ ଅଛି। ୨୪ ନଭେମ୍ବର 2024 ରେ ଆବୁଜା ଗ୍ରାଉଣ୍ଡରେ…

RCBର ବଢ଼ିଲା ଅଡୁଆ! ବିସିସିଆଇ ନେଲା ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨।୭: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଅନ୍ୟତମ ଫ୍ରାଞ୍ଚାଇଜ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ପାଇଁ ଅଡ଼ୁଆ ବଢ଼ିଛି। ୨୦୨୫ ଜୁନ ୪ରେ ବେଙ୍ଗାଲୁରୁର ଏମ. ଚିନ୍ନାସୱାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB) ବିଜୟର ଉତ୍ସବ ସମୟରେ ହୋଇଥିବା ଦଳାଚକଟାରେ ୧୧ ଜଣଙ୍କ…

ଭାରତକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କଲା ଇଂଲଣ୍ଡ

ବର୍ମିଂହାମ,୨।୭: ବୁଧବାର ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ମିଂହାମରେ ହେବାକୁ ଥିବା ଏହି ମ୍ୟାଚରେ ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବ। ଭାରତୀୟ ଦଳ ଜସପ୍ରିତ ବୁମରାହଙ୍କୁ ପ୍ଲେଇଂ…

ହୋଟେଲ୍‌ ଭିତରେ ବନ୍ଦ ଟିମ୍‌ଇଣ୍ଡିଆ: ମିଳିଲା ସନ୍ଦେହଜନକ ପ୍ୟାକେଜ୍‌

ବର୍ମିଂହାମ,୨।୭: ବର୍ମିଂହାମ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଆରମ୍ଭ ହେଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ବର୍ମିଂହାମ ସହରରେ ଏକ ସନ୍ଦେହଜନକ ପ୍ୟାକେଜ୍‌ ମିଳିଥିଲା। ଏହା ଖେଳାଳିମାନଙ୍କ ସହିତ ପ୍ରଶଂସକଙ୍କ ଉତ୍ତେଜନାକୁ ବୃଦ୍ଧି କରିଥିଲା। ଖେଳାଳିମାନଙ୍କୁ ବର୍ମିଂହାମରେ ଭାରତୀୟ କ୍ରିକେଟ ଦଳ…

ଭାରତ-ପାକିସ୍ତାନ କ୍ରିକେଟ୍ ମହାମୁକାବିଲା: ଅପରେଶନ୍ ସିନ୍ଦୁର ପରେ ପ୍ରଥମଥର କ୍ରିକେଟ ଗ୍ରାଉଣ୍ଡରେ ହେବେ ମୁହାଁମୁହିଁ

ନୂଆଦିଲ୍ଲୀ/ବାର୍ମିଂହାମ: ଅପରେସନ୍ ସିନ୍ଦୁର ପରେ ପ୍ରଥମ ଥର ପାଇଁ ଭାରତ ଓ ପାକିସ୍ତାନ କ୍ରିକେଟ୍ ମଇଦାନରେ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ଐତିହାସିକ ମୁକାବିଲା ଇଂଲଣ୍ଡର ଏଡଜବାଷ୍ଟନ କ୍ରିକେଟ୍ ଗ୍ରାଉଣ୍ଡରେ ଜୁଲାଇ ୨୦, ୨୦୨୫ରେ ଅନୁଷ୍ଠିତ ହେବ। ବିଶ୍ୱ ଚାମ୍ପିଅନସିପ୍ ଅଫ୍…

ସଞ୍ଜୁ ସାମସନ ହେବେ CSK ଅଧିନାୟକ? ଡିଲ୍‌ ପାଇଁ ପ୍ରସ୍ତୁତ…

ନୂଆଦିଲ୍ଲୀ,୧।୭: ଚର୍ଚ୍ଚାରେ ଭାରତୀୟ ଦଳର ଉଇକେଟକିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ। ଅନ୍ତର୍ଜାତୀୟ କ୍ରିକେଟ ସହିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ମଧ୍ୟ ନିଜର ଛାପ ଛାଡ଼ିଥିବା ଏହି କ୍ରିକେଟରଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ସେ IPL ୨୦୨୬ ରେ ଏକ ନୂତନ…

ବେଙ୍ଗାଲୁରୁ ଦଳାଚକଟା ପାଇଁ ଆରସିବି ଦାୟୀ, ପୋଲିସ ଈଶ୍ୱର ନୁହେଁ: ଟ୍ରିବ୍ୟୁନାଲ

ବେଙ୍ଗାଲୁରୁ,୧।୭: ସେଣ୍ଟ୍ରାଲ ଆଡମିନିଷ୍ଟ୍ରେଟିଭ୍ ଟ୍ରିବ୍ୟୁନାଲ (ସିଏଟି) ପକ୍ଷରୁ କୁହାଯାଇଛି ଯେ, ଜୁନ ୪ ତାରିଖରେ ବେଙ୍ଗାଲୁରୁରେ ହୋଇଥିବା ଷ୍ଟାମ୍ପେଡ୍‌ରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦାୟୀ, ଯେଉଁଥିରେ ୧୧ ଜଣଙ୍କ ମୃତ୍ୟୁ ହୋଇଥିଲା ଏବଂ ଅନେକ ଆହତ ହୋଇଥିଲେ। ଟ୍ରିବ୍ୟୁନାଲ କହିଛି,…

ବଡ଼ ଘୋଷଣା: ଦୁବାଇରେ ହେବ ଓ୍ବାଲର୍‌ଡ ସୁପର କବାଡ଼ି ଲିଗ୍‌

ନୂଆଦିଲ୍ଲୀ, ୩୦ା୬: ଓ୍ବାଲର୍‌ଡ ସୁପର କବାଡ଼ି ଲିଗ୍‌ (ଡବ୍‌ଲ୍ୟୁଏସ୍‌କେଏଲ୍‌)ର ଉଦ୍‌ଘାଟନୀ ସଂସ୍କରଣ ଆସନ୍ତାବର୍ଷ ଫେବୃଆରୀ-ମାର୍ଚ୍ଚରେ ଦୁବାଇରେ ହେବ। ଆୟୋଜକଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଇଣ୍ଟରନ୍ୟାଶନାଲ କବାଡ଼ି ଫେଡେରେଶନ (ଆଇକେଏଫ୍‌) ସହଯୋଗରେ ଏହା ଅନୁଷ୍ଠିତ ହେବ। ଉଦ୍‌ଘାଟନୀ ସିଜନରେ ଫ୍ରାଞ୍ଚାଇଜ୍‌ଭିତ୍ତିକ ଏହି…

ମହିଳା କୋଚ୍‌ଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ନାବାଳିକା ବକ୍ସର

ନୂଆଦିଲ୍ଲୀ,୩୦ା୬: ରୋହତକରେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ(ସାଇ)ର ନ୍ୟାଶନାଲ ବକ୍ସିଂ ଏକାଡେମୀରେ କାର୍ଯ୍ୟରତ ଥିବା ଜଣେ ମହିଳା କୋଚ୍‌ଙ୍କ ବିରୋଧରେ ଜଣେ ନାବାଳିକା ବକ୍ସର ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ବକ୍ସରଙ୍କ ବାପା ମା’ ମହିଳା କୋଚ୍‌ଙ୍କ ବିରୋଧରେ ଏଫ୍‌ଆଇଆର୍‌ ରୁଜୁ କରାଇଛନ୍ତି।…

ଏମଏସ ଧୋନୀଙ୍କ ବଡ଼ ନିଷ୍ପତ୍ତି: ‘କ୍ୟାପଟେନ କୁଲ’ ଟ୍ରେଡମାର୍କ ପାଇଁ କଲେ ଆବେଦନ

ନୂଆଦିଲ୍ଲୀ,୩୦।୬: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ତାଙ୍କର ଲୋକପ୍ରିୟ ନାମ ‘କ୍ୟାପଟେନ କୁଲ’କୁ ଟ୍ରେଡମାର୍କ କରିବା ପାଇଁ ଆବେଦନ କରିଛନ୍ତି। ଟ୍ରେଡ ମାର୍କ୍ସ ରେଜିଷ୍ଟ୍ରୀ ପୋର୍ଟାଲ ଅନୁସାରେ, ଏହି ଆବେଦନ ଜୁନ ୫ ତାରିଖରେ ଦାଖଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri