ନ୍ୟୁଜିଲାଣ୍ଡ ଗସ୍ତରେ ଭାରତର ପ୍ରଥମ ପରାଜୟ
ହାମିଲଟନ, ୫।୨(ପି.ଟି.): ଟି୨୦ ସିରିଜ୍ରେ ୫-୦ରେ ବିଜୟୀ ହୋଇ କ୍ଲିନ୍ ସୁଇପ୍ କରିଥିବା ବିରାଟ କୋହଲିଙ୍କ ନେତୃତ୍ୱାଧିନ ଭାରତ ଦିନିକିଆ ସିରିଜରେ କିନ୍ତୁ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ପ୍ରଥମ ଦିନିକିଆ...
୪ ବର୍ଷରେ ପ୍ରଥମ ବ୍ୟାଟ୍ସମ୍ୟାନ ଶ୍ରେୟାସ
ହାମିଲଟନ,୫।୨- ଶ୍ରେୟାସ ଆୟାର ବୁଧବାର ଅନ୍ତର୍ଜାତୀୟ କ୍ୟାରିୟରରେ ପ୍ରଥମ ଶତକ ହାସଲ କରିଛନ୍ତି। ୪ ବର୍ଷ ପରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ୪ ନମ୍ବର କ୍ରମରେ ବ୍ୟାଟିଂ କରି ବିଦେଶରେ ଶତକ ହାସଲ କରିଛନ୍ତି। ଆୟାର ୧୦୭ ବଲର...
ବିଜୟ ସ୍ବାଦ ଚାଖିଲା ନ୍ୟୁଜିଲାଣ୍ଡ
ହାମିଲଟନ, ୫।୨- କ୍ରମାଗତ ୫ ଟି୨୦ ମ୍ୟାଚ୍ରେ ପରାଜୟ ବରଣ କରିବା ପରେ ନ୍ୟୁଜିଲାଣ୍ଡ ଭାରତ ବିପକ୍ଷରେ ପ୍ରଥମ ଥର ବିଜୟ ସ୍ବାଦ ଚାଖିଛି। ବୁଧବାର ସେଡନ ପାର୍କଠାରେ ଅନୁଷ୍ଠିତ ଏକ ହାଇ ସ୍କୋରିଂ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୪ ଉଇକେଟରେ...
ବିଜୟ ସହ ଭାରତର ଅଭିଯାନ ଶେଷ
ଅକ୍ଲାଣ୍ଡ,୫।୨- ଭାରତୀୟ ମହିଳା ହକି ଦଳ ବିଜୟ ସହ ନ୍ୟୁଜିଲାଣ୍ଡ ଗସ୍ତ ଶେଷ କରିଛି। ଦଳ ତା’ର ଅନ୍ତିମ ମ୍ୟାଚ୍ରେ ନ୍ୟୁଜିଲାଣ୍ଡକୁ ୩-୦ ଗୋଲରେ ହରାଇ ଦେଇଛି। ବିଜୟୀ ଦଳ ପାଇଁ ନବନିତ କୌର ଡବଲ ଗୋଲ ଦେଇଥିବାବେଳେ ଶର୍ମିଲା...
ଦିନଥିଲା ଗୁପ୍ଚୁପ ବିକୁଥିଲେ, ଆଜି ଭାରତକୁ ବିଶ୍ୱକପ୍ ଫାଇନାଲରେ ପହଞ୍ଚାଇଲେ ଏହି ଖେଳାଳି
ପୋଚେଫଷ୍ଟ୍ରୁମ,୫।୧: ପୁଣି ବିଶ୍ୱକପରେ ପାକିସ୍ତାନକୁ ଧରାଶାୟୀ କରିଛି ଭାରତ। ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ପରେ ଦୁଇ ଓପନର ଯଶସ୍ବୀ ଜଶୱାଲଙ୍କ ଶତକ ଓ ଦିବ୍ୟାଂଶ ସାକ୍ସେନାଙ୍କ ଅର୍ଦ୍ଧଶତକ ବଳରେ ଭାରତ ୧୦ ଉଇକେଟରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇ ଅଣ୍ଡର୍-୧୯ ବିଶ୍ୱକପର...
ପାକିସ୍ତାନର କଟା ଘା’ରେ ଚୂନ ଦେଲେ ସେହ୍ବାଗ
ନୂଆଦିଲ୍ଲୀ,୫।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ ବିଶ୍ୱକପରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରି ଫାଇନାଲ...
ଏକାଥରକେ ପଦାର୍ପଣ କରିଥିବା ଦୁଇ ଭାରତୀୟ ଓପନର
ହାମିଲଟନ,୫।୨- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଟିମ୍ ଇଣ୍ଡିଆ ପାଇଁ ଦୁଇ ପଦାର୍ପଣକାରୀ ଖେଳାଳି ପୃଥ୍ବୀ ଶ’ ଓ ମୟଙ୍କ ଅଗ୍ରଓ୍ବାଲ ଓପନିଂ କରିଥିଲେ। ତେବେ ଦୁଇ ବ୍ୟାଟ୍ସମ୍ୟାନ ପ୍ରଥମ ମ୍ୟାଚ୍ରେ ସେତେଟା ସଫଳ ହୋଇନାହାନ୍ତି। ଦୁହେଁ ପ୍ରଥମ ଉଇକେଟ...
ବିଶାଳ ଟାର୍ଗେଟ ଛିଡ଼ା କଲା ଭାରତ
ହାମିଲଟନ, ୫।୨- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ୩୪୮ ରନ୍ର ବିଶାଳ ଟାର୍ଗେଟ ଛିଡ଼ା କରିଛି। ଧାର୍ଯ୍ୟ ୫୦ ଓଭରରେ ଟିମ୍ ଇଣ୍ଡିଆ ୪ ଉଇକେଟ ହରାଇ ୩୪୭ ରନ୍ କରିଛି। ଶ୍ରେୟାସ...
ଶ୍ରେୟାସଙ୍କ ଶତକ
ହାମିଲଟନ, ୫।୨- ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଶତକ ହାସଲ କରିଛନ୍ତି। ଏହା ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ଶତକ। ଏତଦ୍ ବ୍ୟତୀତ ଅଧିନାୟକ ବିରାଟ କୋହଲି (୫୧) ଓ...
ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଭାରତର ପ୍ରଥମେ ବ୍ୟାଟିଂ; କୋହଲି, ଶ୍ରେୟସଙ୍କ ଅର୍ଦ୍ଧଶତକ
ହାମିଲଟନ,୫।୨: ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ବୁଧବାର ହାମିଲଟନର ସେଡନ ପାର୍କରେ ଆରମ୍ଭ ହୋଇଛି। ଘରୋଇ ଦଳ ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ...
ଏଫ୍ଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱର ଆସିବ ବେଲଜିୟମ
ଭୁବନେଶ୍ୱର, ୫।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍ ହକି ପ୍ରୋ ଲିଗ୍ରେ ଭାରତ ଏହାର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ବିଶ୍ୱ ଚାମ୍ପିୟନ ବେଲଜିୟମ ସହିତ ଖେଳିବ। ଚଳିତ ମାସ ୮ ଓ ୯ ତାରିଖରେ ଏହା କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ୨୦୧୮ରେ...
ଫାଓ ନିର୍ବାଚନ: ଦେବାଶିଷ ସଭାପତି, ଆଶୀର୍ବାଦ ସମ୍ପାଦକ
କଟକ ଅଫିସ,୫ା୨- ନିର୍ବାଚନ ପୂର୍ବରୁ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର କର୍ମକର୍ତ୍ତା ତାଲିକା ଚୂଡ଼ାନ୍ତ ହୋଇଯାଇଛି। ସଭାପତି ଭାବେ ପୂର୍ବତନ ବିଧାୟକ ତଥା ଫାଓର ପୂର୍ବତନ ସଭାପତି ଦେବାଶିଷ ସାମନ୍ତରାୟ ପଦବୀ ବଜାୟ ରଖିଛନ୍ତି। ଦେବାଶିଷଙ୍କର ଏହା ଲଗାତାର ୩ୟ...
Archives


