ଖେଳ

ଶ୍ରେୟାସଙ୍କ ଶତକ

ହାମିଲଟନ, ୫।୨- ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଏଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆରେ ଶତକ ହାସଲ କରିଛନ୍ତି। ଏହା ତାଙ୍କ ଅନ୍ତର୍ଜାତୀୟ କ୍ୟାରିୟରର ପ୍ରଥମ ଶତକ। ଏତଦ୍‌ ବ୍ୟତୀତ ଅଧିନାୟକ ବିରାଟ କୋହଲି (୫୧) ଓ...

ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଭାରତର ପ୍ରଥମେ ବ୍ୟାଟିଂ; କୋହଲି, ଶ୍ରେୟସଙ୍କ ଅର୍ଦ୍ଧଶତକ

ହାମିଲଟନ,୫।୨: ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ବୁଧବାର ହାମିଲଟନର ସେଡନ ପାର୍କରେ ଆରମ୍ଭ ହୋଇଛି। ଘରୋଇ ଦଳ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ...

ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଭୁବନେଶ୍ୱର ଆସିବ ବେଲଜିୟମ

ଭୁବନେଶ୍ୱର, ୫।୨(କ୍ରୀଡ଼ା ପ୍ରତିନିଧି)- ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତ ଏହାର ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ବିଶ୍ୱ ଚାମ୍ପିୟନ ବେଲଜିୟମ ସହିତ ଖେଳିବ। ଚଳିତ ମାସ ୮ ଓ ୯ ତାରିଖରେ ଏହା କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ୨୦୧୮ରେ...

ଫାଓ ନିର୍ବାଚନ: ଦେବାଶିଷ ସଭାପତି, ଆଶୀର୍ବାଦ ସମ୍ପାଦକ

କଟକ ଅଫିସ,୫ା୨-  ନିର୍ବାଚନ ପୂର୍ବରୁ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର କର୍ମକର୍ତ୍ତା ତାଲିକା ଚୂଡ଼ାନ୍ତ ହୋଇଯାଇଛି। ସଭାପତି ଭାବେ ପୂର୍ବତନ ବିଧାୟକ ତଥା ଫାଓର ପୂର୍ବତନ ସଭାପତି ଦେବାଶିଷ ସାମନ୍ତରାୟ ପଦବୀ ବଜାୟ ରଖିଛନ୍ତି। ଦେବାଶିଷଙ୍କର ଏହା ଲଗାତାର ୩ୟ...

ରଣ୍‌ଜୀ ଟ୍ରଫି: ଶାନ୍ତନୁ-ରାଜେଶଙ୍କ ଶତକୀୟ ଭାଗୀଦାରି

କଟକ ଅଫିସ,୫ା୨- ମହାରାଷ୍ଟ୍ରର ନାଗୋଥାନେ ସ୍ଥିତ ରିଲାଏନ୍ସ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଠାରୁ ଓଡ଼ିଶା-ମହାରାଷ୍ଟ୍ର ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଓଡ଼ିଶା ପ୍ରଥମ ଦିବସ ଷ୍ଟମ୍ପ ଅପସାରଣ ସୁଦ୍ଧା ୫ ଉଇକେଟ ବିନିମୟରେ...

ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ: ଚାଇନିଜ ଟିମ୍‌ ସହିତ ମ୍ୟାଚ ବିଳମ୍ବରେ

କୁଆଲାଲମ୍ପୁର, ୫ା୨ (ଏଏଫ୍‌ପି)-ମାରାତ୍ମକ କରୋନା ଭାଇରସ୍‌ର ପ୍ରକୋପ ଯୋଗୁ ଏଏଫ୍‌ସି ଚାମ୍ପିୟନ୍ସ ଲିଗ୍‌ ଫୁଟ୍‌ବଲ କାର୍ଯ୍ୟସୂଚୀରେ ଚାଇନିଜ କ୍ଲବଗୁଡ଼ିକ ବିପକ୍ଷ ମ୍ୟାଚଗୁଡ଼ିକ ଏପ୍ରିଲ ଓ ମେ’କୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଏହି ମ୍ୟାଚଗୁଡ଼ିକ ଫେବୃୟାରୀ ଓ...

ନ୍ୟୁଜିଲାଣ୍ଡ ଗସ୍ତ: ଭାରତୀୟ ମହିଳା ହକି ଦଳର ଦ୍ୱିତୀୟ ବିଜୟ

ଅକ୍‌ଲାଣ୍ଡ, ୫।୨(ପି.ଟି.)- ଚଳିତ ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ମହିଳା ହକି ଦଳ ତା’ର ଦ୍ୱିତୀୟ ବିଜୟ ହାସଲ କରିଛି। ମଙ୍ଗଳବାର ଖେଳାଯାଇଥିବା ଚତୁର୍ଥ ମ୍ୟାଚ୍‌ରେ ଭାରତ ୧-୦ ଗୋଲରେ ଗ୍ରେଟ୍‌ ବ୍ରିଟେନକୁ ହରାଇଛି। ଅଧିନାୟିକ ରାଣୀ ରାମପଲ ଦଳ ତରଫରୁ...

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ୧୦ ଉଇକେଟରେ ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ପୋଚେଫ୍ସଟ୍ରୁମ୍‌,୪।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରି ଫାଇନାଲ...

ଦିନିକିଆ ସିରିଜ: ବିଜୟରୁ ଅଭିଯାନ ଆରମ୍ଭ ଲକ୍ଷ୍ୟରେ ଭାରତ

ହାମିଲଟନ,୪।୨(ପି.ଟି.)- ନ୍ୟୁଜିଲାଣ୍ଡ ଓ ଭ୍ରମଣକାରୀ ଭାରତ ମଧ୍ୟରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ। ସ୍ଥାନୀୟ ସେଡନ ପାର୍କରେ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ଆଘାତ ସମସ୍ୟା ଜର୍ଜରିତ ଭାରତ ଏହି ମ୍ୟାଚ୍‌ ଜିତି...

ଜାତୀୟ ରେକର୍ଡ ସହ ମିରାବାଈଙ୍କୁ ସ୍ବର୍ଣ୍ଣ

କୋଲକାତା, ୪।୨ (ପି.ଟି.)- ଷ୍ଟାର୍‌ ଭାରତୀୟ ମହିଳା ଭାରୋତ୍ତୋଳିକା ତଥା ପୂର୍ବତନ ବିଶ୍ୱ ବିଜୟିନୀ ମିରାବାଈ ଚାଣୁ ନିଜ ନାମରେ ରହିଥିବା ଜାତୀୟ ରେକର୍ଡକୁ ଭଙ୍ଗ କରିଛନ୍ତି। ଏଠାରେ ଅନୁଷ୍ଠିତ ଜାତୀୟ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ମଙ୍ଗଳବାର ମିରାବାଈ ମହିଳା ୪୯...

ଜାଫର୍‌ଙ୍କ ନାମରେ ଆଉ ଏକ ରଣ୍‌ଜୀ ରେକର୍ଡ

ନାଗପୁର, ୪।୨- ଭେଟେରାନ ବ୍ୟାଟ୍ସମ୍ୟାନ ଓ୍ବାସିମ ଜାଫର୍‌ ରଣ୍‌ଜୀ ଟ୍ରଫି କ୍ରିକେଟ୍‌ରେ ଆଉ ଏକ ରେକର୍ଡ ନିଜ ନାମରେ ଲିପିବଦ୍ଧ କରିଛନ୍ତି। ରଣ୍‌ଜୀ ଟ୍ରଫି ଇତିହାସରେ ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ୪୧ ବର୍ଷୀୟ ଜାଫର୍‌ ୧୨ ହଜାର ରନ୍‌ ପୂରଣ...

କୋବେଙ୍କ ସମେତ ସମସ୍ତଙ୍କ ମରଶରୀର ପରିବାରକୁ ପ୍ରଦାନ

କାଲିଫର୍ନିଆ, ୪।୨- କିମ୍ବଦନ୍ତୀ ବାସ୍କେଟବଲ ଖେଳାଳି କୋବେ ବ୍ରାୟଣ୍ଟ ଓ ତାଙ୍କ ଝିଅ ଜିଆନାଙ୍କ ସମେତ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଅନ୍ୟ ୭ଜଣଙ୍କ ମୃତ ଶରୀରକୁ ମଙ୍ଗଳବାର ତାଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଲସ୍‌ ଏଞ୍ଜେଲ୍ସ କଣ୍ଟ୍ରି ମେଡିକାଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri