ଖେଳ

ଖାଦ୍ୟକୁ ଓଜନ କରି ଖାଉଛନ୍ତି କୋହଲି; କ’ଣ କହିଲେ ଅନୁଷ୍କା

ନୂଆଦିଲ୍ଲୀ, ୮।୭- ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ନିଜ ଫିଟ୍‌ନେସକୁ ନେଇ ସର୍ବଦା ସଚେତନ ଥାଆନ୍ତି। ନିଜକୁ ଫିଟ୍‌ ରଖିବା ପାଇଁ ବିରାଟ ତାଙ୍କର ଡାଏଟ୍‌ ଏବଂ ଖାଦ୍ୟର ମଧ୍ୟ ସମ୍ପୂର୍ଣ୍ଣ ଯତ୍ନ ନେଇଥାନ୍ତି। ଯାହାର ଏକ ଜ୍ୱଳନ୍ତ…

ବିରାଟ-ଅନୁଷ୍କା ବ୍ୟସ୍ତ ରହିବା ପରେ ମଧ୍ୟ ପରସ୍ପର ପାଇଁ ଏପରି ସମୟ ବାହାର କରନ୍ତି..

ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରୁ ପାର୍ଟନରଙ୍କ ପାଇଁ ସମୟ ବାହାର କରିବା କଷ୍ଟକର ହୋଇପଡିଲାଣି । କାରଣ ଏବେ ଅଧିକାଂଶ ଘରେ ମହିଳାମାନେ ଅଫିସକୁ ଯାଉଛନ୍ତି। ଏହା ଭଲ କଥା, କିନ୍ତୁ ଉଭୟ ସ୍ତ୍ରୀ-ସ୍ବାମୀଙ୍କ କାର୍ଯ୍ୟବ୍ୟସ୍ତତା ହେତୁ ସେମାନେ ଏକାଠି ରହିବା ଲାଗି…

ଦ୍ୱିତୀୟ ସନ୍ତାନର ବାପା ହେଲେ ରୁଟ୍‌

ଲଣ୍ଡନ, ୮।୭- ଇଂଲଣ୍ଡ କ୍ରିକେଟ୍‌ ଦଳର ନିୟମିତ ଅଧିନାୟକ ଜୋ ରୁଟ୍‌ ଦ୍ୱିତୀୟ ଥର ଲାଗି ବାପା ହୋଇଛନ୍ତି। ତାଙ୍କ ସ୍ତ୍ରୀ କାରି କୋଟ୍ରେଲ ଏକ ପୁତ୍ର ସନ୍ତାନ ପ୍ରସବ କରିଛନ୍ତି। ପୂର୍ବରୁ ରୁଟ୍‌ ୨୦୧୭ରେ ପ୍ରଥମ ଥର ଲାଗି ପିତୃତ୍ୱ…

୧୪୩ ବର୍ଷ ଇତିହାସରେ ଖେଳାଯାଇଛି ଏମିତି ଏକ ଟେଷ୍ଟ ମ୍ୟାଚ୍‌

ଲଣ୍ଡନ, ୮।୭- ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଟେଷ୍ଟ ବୁଧବାରଠାରୁ ସ୍ଥାନୀୟ ସାଉଥମ୍ପଟନର ଦି ରସ୍‌ ବାଉଲ୍‌ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଫଳରେ ଦୀର୍ଘ ୧୧୭ ଦିନର ବ୍ୟବଧାନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତ୍ୟାବର୍ତ୍ତନ କରିଛି। ମହାମାରୀ କରୋନା…

ଡୋପିଂ ମାମଲାରେ ସସ୍‌ପେଣ୍ଡ ହେଲେ ଏହି ଭାରୋତ୍ତୋଳକ

ବୁଡାପେଷ୍ଟ,୮।୭(ଏପି): ଦୁଇଥର ୟୁରୋପିଆନ୍‌ ଚାମ୍ପିୟନଶିପ୍‌ ହାସଲ କରିଥିବା ରୁଷୀୟ ତାରକା ଭାରୋତ୍ତୋଳକ ଆଣ୍ଡ୍ରେଇ ଡେମାନୋଭ ଡୋପିଂ ଅଭିଯୋଗରେ ସାମୟିକ ବାସନ୍ଦ ହୋଇଛନ୍ତି। ଡୋପ୍‌ ଟେଷ୍ଟରେ ତାଙ୍କ ନମୁନାରେ ନିଷିଦ୍ଧ ପଦାର୍ଥ ଥିବାରୁ ସେ ବିଫଳ ହୋଇଥିଲେ। ଏନେଇ ଅନ୍ତର୍ଜାତୀୟ ଓ୍ବେଟ ଲିଫ୍ଟିଙ୍ଗ୍‌…

ପୁଅ ବେଶରେ କ୍ରିକେଟ ଏକାଡେମୀରେ ପ୍ରବେଶ କରିଥିଲେ ଏହି ମହିଳା କ୍ରିକେଟର୍‌

ଚଳିତବର୍ଷ ଟି -୨୦ ବିଶ୍ୱକପରେ ଭାରତୀୟ ମହିଳା କ୍ରିକେଟ ଷ୍ଟାର ଶେଫାଳି ସଫଳତା ଅର୍ଜନ କରିଥିଲେ। ମାତ୍ର ୧୬ ବର୍ଷ ବୟସରେ ଏହି ଖେଳାଳି ଅଷ୍ଟ୍ରେଲିଆ, ଇଂଲଣ୍ଡ ଭଳି ବଡ଼ ଦଳର ବୋଲରମାନଙ୍କୁ ଧୂଳି ଚଟାଇ ଦେଇଥିଲେ। ଶେଫାଳି ୨୦୧୯ ସେପ୍ଟେମ୍ବର…

ବର୍ଷା ଯୋଗୁ ଇଂଲଣ୍ଡ- ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ବିଳମ୍ବିତ

ସାଉଥାମ୍ପଟନ,୮।୭(ଏପି): କୋଭିଡ୍‌-୧୯ ମହାମାରୀ କାରଣରୁ ଗତ ଦୀର୍ଘ କେତେମାସ ହେବ ସ୍ଥଗିତ ରହିବା ପରେ ଏବେ କ୍ରିକେଟ ଆରମ୍ଭ ହେବାକୁ ଯାଉଛି। ସ୍ଥାନୀୟ ଦି ରୋଜ ବଲ୍‌ ଗ୍ରାଉଣ୍ଡରେ ଇଂଲଣ୍ଡ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଆରମ୍ଭ ହେବାକୁ ଥିବା…

କୋଭିଡ୍‌-୧୯: ପ୍ଲାଜ୍‌ମା ଥେରାପି ୟୁନିଟ୍‌ ଉଦ୍‌ଘାଟନ କଲେ ସଚିନ

ମୁମ୍ବାଇ,୮।୭(ପି.ଟି.): କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ସ୍ଥାନୀୟ ସୁନ୍ଦରବନ ଅନ୍ଧେରିସ୍ଥିତ ସେଭେନ ହିଲ ହସ୍ପିଟାଲଠାରେ ଏକ ପ୍ଲାଜ୍‌ମା ଥେରାପୀ ୟୁନିଟ୍‌ ଉଦ୍‌ଘାଟନ କରିଛନ୍ତି। ଏହି ୟୁନିଟ୍‌ରେ କୋଭିଡ୍‌-୧୯ ସଂକ୍ରମିତଙ୍କ ଚିକିତ୍ସା ହେବ। ଯେଉଁମାନେ କୋଭିଡ୍‌-୧୯ରୁ ଆରୋଗ୍ୟ ଲାଭ କରିଛନ୍ତି ସେମାନ ଆଗକୁ…

ପିଏସ୍‌ଏ ବିଶ୍ୱ ର଼୍ୟାଙ୍କିଙ୍ଗ୍‌: ଟପ୍‌ ୧୦ରେ ଜ୍ୟୋତ୍ସ୍ନା

ନୂଆଦିଲ୍ଲୀ,୮।୭(ପି.ଟି.): ଭାରତୀୟ ମହିଳା ସ୍କ୍ବାଶ୍‌ ତାରକା ଜ୍ୟୋତ୍ସ୍ନା ଚିନାପ୍ପା ସଦ୍ୟ ପ୍ରକାଶିତ ପ୍ରଫେଶନାଲ ସ୍କ୍ବାଶ୍‌ ଆସୋସିଏଶନ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ଟପ୍‌-୧୦ରେ ସ୍ଥାନ ହାସଲ କରିଛନ୍ତି। ଇଜିପ୍ଟର ୧ ନମ୍ବର ଖେଳାଳି ରାନୀମ ଏଲ ଓ୍ବେଲିଲି ହଠାତ୍‌ ଅବସର ଘୋଷଣା କରିବା ପରେ…

୪୮ ବର୍ଷରେ ଗାଙ୍ଗୁଲି

ନୂଆଦିଲ୍ଲୀ,୮।୭(ପି.ଟି.): ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କେଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ବୁଧବାର ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମ ଦିନରେ ଗାଙ୍ଗୁଲିଙ୍କୁ ଶୁଭେଚ୍ଛା ତଥା ଅଭିନନ୍ଦନର ଶୁଅ ଛୁଟିଛି। ବ୍ୟାଟିଂ ଲିଜେଣ୍ଡ ସଚିନ ତେନ୍ଦୁଲକର ଏହି…

ବିରାଟଙ୍କ ପାଇଁ ଘର ତିଆରି ଖାଇବା ନେଇ ପହଞ୍ଚିଲେ ଶ୍ରେୟାଶ

କରୋନା ଭାଇରସ ପାଇଁ ଏବେ ଚାରିଆଡେ ଲକ୍‌ଡାଉନ୍‌ ଜାରି ରହିଛି। ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ୍‌ କଳାକାର, ଖେଳାଳୀମାନେ ନିଜ ଘରେ ରହି ପରିବାର ସହ ସମୟ ବିତାଉଛନ୍ତି। କରୋନା ଯୋଗୁ ଆନ୍ତର୍ଜାତୀୟ କ୍ରିକେଟକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ସ୍ତଗିତ…

ଲଡ୍ସରେ କାହିଁକି ଶର୍ଟ ଖୋଲିଦେଇଥିଲେ ସୌରଭ ଗାଙ୍ଗୁଲି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ତଥା ବିବସିସିଆଇ ଅଧ୍ୟକ୍ଷ ଆଜି ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ମସିହା ଜୁଲାଇ ୮ରେ କୋଲକତାରେ ଜନ୍ମଗ୍ରହଣ କରିଥିଲେ। ଭାରତୀୟ କ୍ରିକେଟକୁ ନୂଆ ଦିଶା ଦେଇଥିବା ଗାଙ୍ଗୁଲି ବ୍ୟାଟିଂ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?