ତ୍ରିରାଷ୍ଟ୍ରୀୟ ମହିଳା ଟି୨୦: ହାରିଲା ଭାରତ
କାନବେରା,୨।୨(ପି.ଟି.)- ଚଳିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍ରେ ଭାରତୀୟ ଦଳ ପ୍ରଥମ ପରାଜୟ ବରଣ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍ରେ ଅଷ୍ଟ୍ରେଲିଆ ୪ ଉଇକେଟରେ ଭାରତକୁ ହରାଇ ଦେଇଛି। ଆସନ୍ତା ୭ ତାରିଖରେ ଭାରତୀୟ ଦଳ ତା’ର ପରବର୍ତ୍ତୀ ମ୍ୟାଚ୍ରେ...
ଭାରତର ପ୍ରଥମେ ବ୍ୟାଟିଂ
ମାଉଣ୍ଟ ମାଉଁଗାନୁଇ,୨।୨- ନ୍ୟୁଜିଲାଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ମଧ୍ୟ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। କାମଚଳା ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍ ଜିତି ଏହି ନିଷ୍ପତ୍ତି ନେଇଛନ୍ତି। ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି।...
ଦୀପା ପିସିଆଇର ନୂଆ ସଭାପତି
ନୂଆଦିଲ୍ଲୀ, ୨।୨(ପି.ଟି.)- ପାରା ଅଲିମ୍ପିକ ଗେମ୍ସରେ ପଦକ ଜିତିଥିବା ପ୍ରଥମ ଓ ଏକମାତ୍ର ଭାରତୀୟ ମହିଳା ଆଥ୍ଲେଟ୍ ଦୀପା ମଲିକ ଭାରତୀୟ ପାରା ଅଲିମ୍ପିକ କମିଟି (ପିସିଆଇ)ର ନୂଆ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୪୯ ବର୍ଷୀୟା ଦୀପା ୨୦୧୬...
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍: କୋହଲି ସ୍ଥିର, ରାହାନେ ଖସିଲେ
ଦୁବାଇ, ୨।୨(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ସଦ୍ୟ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍ରେ ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବଭଳି ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। କୋହଲି ୯୨୮ ପଏଣ୍ଟ ସହ ବ୍ୟାଟିଂ ତାଲିକାରେ ଅଷ୍ଟ୍ରେଲିଆର ଷ୍ଟିଭ୍ ସ୍ମିଥ୍ଙ୍କ...
କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବଜେଟ
ନୂଆଦିଲ୍ଲୀ, ୨ା୨ (ପି.ଟି.)-କେନ୍ଦ୍ର ସରକାର କ୍ରୀଡ଼ା ପାଇଁ ୨୮୨୬.୯୨ କୋଟି ଟଙ୍କା ବ୍ୟବସ୍ଥା କରିଛନ୍ତି। ଗତ ବର୍ଷ ତୁଳନାରେ ଏହା ୫୦ କୋଟି ଟଙ୍କା ଅଧିକ। ତୃଣମୂଳ ଏବଂ ଯୁବ ସ୍ତରରେ ଖେଳର ବିକାଶ ଲାଗି ଖେଲୋ ଇଣ୍ଡିଆ ଯୋଜନାରେ...
ନ୍ୟାଶନାଲ ମାଷ୍ଟର୍ସ ଗେମ୍ସ ମହିଳା ଫୁଟବଲ; ଗୀତାଞ୍ଜଳିଙ୍କ ନେତୃତ୍ୱରେ ଖେଳିବ ଓଡ଼ିଶା
ଭୁବନେଶ୍ୱର, ୨।୨(କ୍ରୀଡ଼ା ପ୍ରତିନିଧି)- ବରୋଦାରେ ନ୍ୟାଶନାଲ ମାଷ୍ଟର୍ସ ଗେମ୍ସର ୩ୟ ସଂସ୍କରଣ ଚଳିତ ମାସ ୫ରୁ ୯ ପର୍ଯ୍ୟନ୍ତ ଅନଷ୍ଠିତ ହେବ। ଏଥିରେ ମହିଳା ଓ ପୁରୁଷ ଫୁଟବଲ, ଆଥଲେଟିକ୍ସ, ବ୍ୟାଡ୍ମିଣ୍ଟନ ଓ ଭଲିବଲ ଆଦି ଇଭେଣ୍ଟରେ ଓଡ଼ିଶାଦଳ ଅଂଶଗ୍ରହଣ...
ଅନ୍ତିମ ଟି୨୦: କ୍ଲିନ୍ ସୁଇପ୍ ଲକ୍ଷ୍ୟରେ ଭାରତ
ମାଉଣ୍ଟ ମାଉଁଗାନୁଇ, ୨।୨(ପି.ଟି.)- ଟି୨୦ ସିରିଜର ପ୍ରଥମ ୪ଟି ମ୍ୟାଚ୍ରେ ବିଜୟୀ ହୋଇଥିବା ଭ୍ରମଣକାରୀ ଭାରତ ଏବେ ୫-୦ରେ କ୍ଲିନ୍ ସୁଇପ୍ କରିବା ଲକ୍ଷ୍ୟରେ ରହିଛି। ରବିବାର ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଅନ୍ତିମ...
ଇଣ୍ଡିଆନ ସୁପର ଲିଗ୍: ଚେନ୍ନାଇନ୍ର ବୃହତ୍ ବିଜୟ
କୋଚି,୨।୨(ପି.ଟି.)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଚେନ୍ନାଇନ ଏଫ୍ସି ଘରୋଇ କେରଳ ବ୍ଲାଷ୍ଟର୍ସ ଏଫ୍ସିକୁ ୬-୩ ଗୋଲରେ ପରାସ୍ତ କରିଛି। ମ୍ୟାଚ୍ରେ ମୋଟ ୯ଟି ଗୋଲ...
ନ୍ୟୁଜିଲାଣ୍ଡ ଟେଷ୍ଟ ସିରିଜରୁ ବାଦ୍ପଡ଼ିଲେ ପାଣ୍ଡ୍ୟା
ନୂଆଦିଲ୍ଲୀ,୧।୨: ଭାରତୀୟ ଅଲ୍ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପୂର୍ଣ୍ଣ ଫିଟନେସ୍ ହାସଲ କରି ନ ଥିବାରୁ ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ରୁ ବାଦ୍ ପଡ଼ିଛନ୍ତି। ପାଣ୍ଡ୍ୟା ଏନ୍ସିଏ ମୁଖ୍ୟ ଫିଜିଓ ଆଶିଷ କୌଶିକଙ୍କ ସହ ଲଣ୍ଡନ ଗସ୍ତ...
କେନିନ୍ଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ
ମେଲବୋର୍ନ,୧।୨(ଏଏଫ୍ପି)-୨୧ବର୍ଷୀୟା ଆମେରିକୀୟ ମହିଳା ଟେନିସ ଖେଳାଳି ସୋଫିଆ କେନିନ୍ ଏଥର ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ୍ ଓପନ୍ରେ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ଶନିବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍ରେ ସେ ଦୁଇଥର ଗ୍ରାଣ୍ଡସ୍ଲାମ ଟାଇଟଲ...
ପୁଣି ସୁପର ଓଭରରେ ଶେଷ ହେଲା ମ୍ୟାଚ୍
କାନ୍ବେରା,୧ା୨- ନିକଟରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଟି୨୦ ସିରିଜ୍ର ଦୁଇ ମ୍ୟାଚ୍ର ଫଳାଫଳ ସୁପର ଓଭରରେ ନିର୍ଣ୍ଣୟ ହୋଇଥିଲା। ଶନିବାର ପୁଣି ଏକ ମ୍ୟାଚ୍ର ବିଜେତା ସୁପର ଓଭରରେ ବାହାରିଛି। ତେବେ ଏଥର ମହିଳା କ୍ରିକେଟରେ ଏହି...
ବଶଫାୟାର ରିଲିଫ ମ୍ୟାଚ୍ ଖେଳିବେ ଲାରା
ସିଡ୍ନୀ,୧।୨- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବ୍ରାଏନ ଲାରା ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ କ୍ଷୟକ୍ଷତି ଭରଣ ପାଇଁ ଚ୍ୟାରିଟି ମ୍ୟାଚ୍ରେ ଖେଳିବେ। ଷ୍ଟାଇଲିଶ ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ସ୍ତରରେ ୧୩୧ ଟେଷ୍ଟ ଖେଳି ୫୨.୮୯...
Archives


