ଖେଳ

ବୋଟାସ ଜିତିଲେ ଅଷ୍ଟ୍ରିଆନ ଗ୍ରାଁ ପ୍ରି

ସ୍ପେଲବର୍ଗ(ଅଷ୍ଟ୍ରିଆ), ୬।୭: ରବିବାର ଅନୁଷ୍ଠିତ ସିଜନ ଆରମ୍ଭ ଅଷ୍ଟ୍ରିଆନ ଗ୍ରାଁ ପ୍ରି ଫର୍ମୁଲାଓ୍ବାନ ମୋଟରରେସିଂରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ମର୍ସିଡିଜ୍‌ ଡ୍ରାଇଭର ଭାଲ୍‌ଟେରି ବୋଟାସ। ପୋଲ୍‌ ପୋଜିଶନରୁ ରେସ୍‌ ଆରମ୍ଭ କରିଥିବା ବୋଟାସ ୧:୩୦:୫୫.୭୩୯ ସେକେଣ୍ଡ ସମୟ ନେଇ ବାଜି…

ଇଂଲଣ୍ଡ ୪୯, ଓ୍ବେଷ୍ଟଇଣ୍ଡିଜ ୫୭

ମାଞ୍ଚେଷ୍ଟର, ୬।୭: କରୋନା ଭାଇରସ ସଂକ୍ରମଣ ଜନିତ ୩ ମାସର ବ୍ରେକ୍‌ ପରେ ଇଂଲଣ୍ଡରେ ଅନ୍ତର୍ଜାତୀୟ କ୍ରିକେଟ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୮ ତାରିଖରୁ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅନୁଷ୍ଠିତ ହେବ।…

ବାସ୍କେଟବଲ ଲିଗ୍‌ ସପକ୍ଷରେ ଭୃଗୁବଂଶୀ

ନୂଆଦିଲ୍ଲୀ, ୬।୭(ପି.ଟି.): ଭାରତରେ ପ୍ରତିଭାସମ୍ପନ୍ନ ଖେଳାଳିଙ୍କ ଅଭାବ ନାହିଁ। ଏକ ପେସାଦାର ବାସ୍କେଟବଲ ଲିଗ୍‌ ହୋଇପାରିଲେ ଖେଳାଳିଙ୍କ ପ୍ରଦର୍ଶନ ଅଧିକ ମାର୍ଜିତ ହୋଇପାରିବ ବୋଲି ଅନୁଭବ କରୁଛନ୍ତି ଭାରତୀୟ ବାସ୍କେଟବଲ ଅଧିନାୟକ ବିଶେଷ ଭୃଗୁବଂଶୀ। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ସଫଳତା…

କୋହଲିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ

ନୂଆଦିଲ୍ଲୀ, ୫ା୭ (ପି.ଟି.)-ଭାରତର କ୍ରିକେଟ ଅଧିନାୟକ ବିରାଟ କୋହଲିଙ୍କ ବିରୋଧରେ ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ ଅଭିଯୋଗ ଆଣିଛନ୍ତି ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନର ଆଜୀବନ ସଦସ୍ୟ ସଞ୍ଜୀବ ଗୁପ୍ତା। ଏହାର ସତ୍ୟତା ନେଇ ଯାଞ୍ଚ ଚାଲିଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

ଆଇପିଏଲ୍‌ରେ ୧୫.୫ କୋଟିରେ ନିଲାମୀ ସତ୍ତ୍ୱେ ବଦଳିନି ଏହି ଖେଳାଳିଙ୍କ ଜୀବନ

ନୂଆଦିଲ୍ଲୀ, ୫।୭- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଲିଗ୍‌ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିବା ଲାଗି ସବୁ ଖେଳାଳିଙ୍କ ସ୍ବପ୍ନ ରହିଥାଏ। ଆଇପିଏଲ୍‌ ଖେଳିବା ଦ୍ୱାରା ଅନେକ ଖେଳାଳିଙ୍କ ଜୀବନରେ ପରିବର୍ତ୍ତନ ଆସିଛି। ଆଇପିଏଲ୍‌ର ଗତ ଖେଳାଳି ନିଲାମୀରେ ସର୍ବାଧିକ…

କରୋନା ଲାଗି କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ୍‌ ଅଫିସ ୭ ଦିନ ବନ୍ଦ

କୋଲକାତା, ୫।୭- ସ୍ଥାନୀୟ ଐତିହାସିକ ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡର ଜଣେ ଅସ୍ଥାୟୀ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ କ୍ରିକେଟ୍‌ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି) କାର୍ଯ୍ୟାଳୟକୁ ରବିବାରଠାରୁ ୭ ଦିନ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସିଏବିର…

ଆଫ୍ରିଦୀଙ୍କ ବିବାଦୀୟ ବୟାନ: ହାରିବା ପରେ ପାକିସ୍ତାନ ନିକଟରେ କ୍ଷମା ମାଗୁଥିଲା ଭାରତ

କରାଚୀ, ୫।୭- ୨୦୧୬ରେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ନେଇସାରିଥିବା ପାକିସ୍ତାନର ଷ୍ଟାର୍‌ ଅଲ୍‌ରାଉଣ୍ଡର ଶାହିଦ୍‌ ଆଫ୍ରିଦୀ ନିଜର ବିବାଦୀୟ ବୟାନ ଲାଗି ସର୍ବଦା ଚର୍ଚ୍ଚାରେ ରହିଥାନ୍ତି। ଭାରତ ବିପକ୍ଷରେ ବୟାନ ଦେବାକୁ ମଧ୍ୟ ସେ ସବୁବେଳେ ଭଲ ପାଇଥାନ୍ତି। ନିକଟରେ କରୋନା…

ପିଭି ସିନ୍ଧୁଙ୍କୁ ବିବାହ କରିବାକୁ ଚାହୁଁଥିଲେ ଏହି ୭୦ ବର୍ଷୀୟ ବୃଦ୍ଧ, ଦେଇଥିଲେ ଏଭଳି ଧମକ

ଭାରତୀୟ ବ୍ୟାଡ୍‌ମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁଙ୍କ ଜୁଲାଇ ୫ ଅର୍ଥାତ ଆଜି ଜନ୍ମଦିନ। ସେ ବ୍ୟାଡ୍‌ମିଣ୍ଟନରେ ଓ୍ବାଲ୍ଡ ଚାମ୍ପିୟନଶିପ୍‌ ଜିତିଥିବା ଏକମାତ୍ର ଭାରତୀୟ ଖୋଳାଳି। ସାଇନା ନେହଓ୍ବାଲଙ୍କ ଭଳି ପିଭିଙ୍କ ମଧ୍ୟ କୋଟି କୋଟି ପ୍ରଶଂସକ ଅଛନ୍ତି। ୨୦୧୯ରେ ସେ ଏହି…

ଗୁରୁପୂର୍ଣ୍ଣିମାରେ ଏହି ୩ ବ୍ୟକ୍ତିଙ୍କୁ ମନେ ପକାଇଲେ ସଚିନ

କ୍ରିକେଟରେ ଅନେକ ରେକର୍ଡ ଭାଙ୍ଗିଥିବା ସଚିନ ତେନ୍ଦୁଲକର ରବିବାର ଗୁରୁପୂର୍ଣ୍ଣିମା ଅବସରରେ ଏକ ଭିଡିଓ ଶେୟାର ନିଜ ଗୁରୁଙ୍କୁ ସଲାମ କରି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସଚିନ ଗୁରୁ, ଶିକ୍ଷକ ଏବଂ ବରିଷ୍ଠ କ୍ରିକେଟରଙ୍କୁ ମନେ ପକାଇ କହିଛନ୍ତି, ମଁୁ ସେହି…

ନିଜ ଠାରୁ ୭ ବର୍ଷ ବଡ ଧୋନୀଙ୍କ ପ୍ରେମରେ କେମିତି ପଡିଥିଲେ ସାକ୍ଷୀ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବିବାହର ୧୦ ବର୍ଷ ପୂରଣ କରିଛନ୍ତି। ଜୁଲାଇ ୪, ୨୦୧୦ରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ନିଜଠାରୁ ୭ ବର୍ଷ ସାନ ସାକ୍ଷୀ ସିଂଙ୍କୁ ବିବାହ କରିଥିଲେ। ଏହା ପୂର୍ବରୁ ମିଡିଆରେ ତାଙ୍କ…

ଆମେରିକୀୟ ଟେନିସ ଖେଳାଳି ଫ୍ରାନ୍‌ସେସ୍‌ କରୋନା ପଜିଟିଭ୍‌

ନ୍ୟୁୟର୍କ,୫।୭: ଆମେରିକୀୟ ଟେନିସ ଖେଳାଳି ଫ୍ରାନସେସ୍‌ ଟିଆଫୋଏ କରୋନା ଭାଇରସ ସଂକ୍ରମଣର ଶିକାର ହୋଇଛନ୍ତି। ଟେଷ୍ଟରେ ତାଙ୍କର ନମୁନା ପଜିଟିଭ ବୋଲି ସେ କହିଛନ୍ତି। ଟୁଇଟ୍‌ କରି ସେ ଏ ନେଇ ସୂଚନା ଦେଇଛନ୍ତି। ଏହି କାରଣରୁ ସେ ଆଟଲାଣ୍ଟାରେ ଖେଳାଯିବାକୁ…

ଅଭ୍ୟାସ ଆରମ୍ଭ କଲେ ପୂଜାରା

ରାଜକୋଟ,୫।୭: ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଅଭ୍ୟାସ ଆରମ୍ଭ କରିଛନ୍ତି। କରୋନା ଭାଇରସ କାରଣରୁ ଜାରି କରାଯାଇଥିବା ଲକ୍‌ଡାଉନ୍‌ କାରଣରୁ ସେ ଘରେ ଥିଲେ। ତେବେ ସ୍ଥିତି ସାମାନ୍ୟ ହେବା ପରେ ସେ ଏକା ଏକା ନେଟ୍‌ ପ୍ରାକ୍ଟିସ୍‌ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?