ଖେଳ

ପତ୍ନୀ ସାକ୍ଷୀଙ୍କୁ ପସନ୍ଦ ନ ଥିଲା କ୍ରିକେଟ, ନା ଚିହ୍ନିଥିଲେ ଧୋନୀଙ୍କୁ

ନୂଆଦିଲ୍ଲୀ,୪।୭: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଆଜି ବିବାହବାର୍ଷିକୀ। ଦଶ ବର୍ଷର ବିବାହ ମଧ୍ୟରେ ଅନେକ ଉପଲବ୍ଧି ହାସଲ କରିଛନ୍ତି ଧୋନୀ। ତନ୍ମଧ୍ୟରେ ରହିଛି ୨୦୧୧ ବିଶ୍ୱକପ, ଇଂଲଣ୍ଡରେ ଚାମ୍ପିୟନ୍ସ ଟ୍ରଫି ଜିତିବା,ପଦ୍ମଭୂଷଣ ସମ୍ମାନ ମିଳିବା…

ନେଟ୍ସରେ ସୁନୀଲ ଗାଭାସ୍କର ସବୁଠାରୁ ଖରାପ ଖେଳାଳି ଥିଲେ: ମୋରେ

ନୂଆଦିଲ୍ଲୀ, ୪।୭- ଭାରତୀୟ କ୍ରିକେଟ୍‌ରେ ସୁନୀଲ ଗାଭାସ୍କରଙ୍କୁ ଅନ୍ୟତମ ସର୍ବକାଳୀନ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଭାବେ ବିବେଚନା କରାଯାଏ। ଲିଟିଲ୍‌ ମାଷ୍ଟର ଭାବେ ପରିଚିତ ଗାଭାସ୍କର ପ୍ରଥମ ଭାରତୀୟ ଖେଳାଳି ଭାବେ ଟେଷ୍ଟ କ୍ରିକେଟରେ ୧୦ ହଜାର ରନ୍‌ ସଂଗ୍ରହ କରିବାର ସୌଭାଗ୍ୟ…

କୋଚ୍‌ଙ୍କ୍‌ ୨ ଲକ୍ଷ ଟଙ୍କାର ପାଉଣା ସୀମାକୁ ହଟାଇଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୭(ପି.ଟି.): ଭାରତୀୟ କୋଚ୍‌ଙ୍କ ଲାଗି ଥିବା ୨ ଲକ୍ଷ ଟଙ୍କାର ଦରମା ସୀମାକୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରଣାଳୟ ହଟାଇଛି। ଶନିବାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। ଏହା ଦ୍ୱାରା ତାରକା ଆଥଲେଟ୍‌ଙ୍କୁ ପ୍ରଶିକ୍ଷଣ ଦେଉଥିବା…

ଏଆଇଏଫ୍‌ଏଫ୍‌କୁ ଏଲିଟ୍‌ ୟୁଥ୍‌ ସ୍କିମ୍‌ ଫୁଲ୍‌ ମେମ୍ବରଶିପ୍‌ ଦେଲା ଏଏଫ୍‌ସି

ନୂଆଦିଲ୍ଲୀ,୪।୭(ପି.ଟି.): ଏସିଆନ ଫୁଟବଲ କନ୍‌ଫେଡେରେଶନ (ଏଏଫ୍‌ସି) ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌)କୁ ଏଏଫ୍‌ସି ଏଲିଟ୍‌ ୟୁଥ୍‌ ସ୍କିମ୍‌ ଫୁଲ୍‌ମେମ୍ବରଶିପ୍‌ ମର୍ଯ୍ୟାଦା ପ୍ରଦାନ କରିଛି। ଏ ନେଇ ଏଆଇଏଫ୍‌ଏଫ୍‌ ଆବେଦନ କରିଥିଲା। ଏହାକୁ ଗ୍ରହଣ କରାଯାଇଛି…

୧୧ରୁ ଇଂଲଣ୍ଡରେ ମନୋରଞ୍ଜନଧର୍ମୀ କ୍ରିକେଟ ଫେରିବ

ଲଣ୍ଡନ,୪।୭(ପି.ଟି.): ଆସନ୍ତା ୧୧ ତାରିଖରୁ ଇଂଲଣ୍ଡରେ ମନୋରଞ୍ଜନଧର୍ମୀ କ୍ରିକେଟ ଫେରିବ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ତରଫରୁ କୁହାଯାଇଛି। ପ୍ରଧନମନ୍ତ୍ରୀ ବୋରିସ ଜନସନ ଏନେଇ ସବୁଜ ସଙ୍କେତ ଦେବା ପରେ ଇସିବି ଏ ସଂକ୍ରାନ୍ତରେ ଘୋଷଣା କରିଛି।…

ବ୍ୟାଡ୍‌ମିଣ୍ଟନ ସୁପରଷ୍ଟାର ଲିନ୍‌ ଡାନଙ୍କ ଅବସର

ସାଙ୍ଘାଇ,୪।୭: ଚାଇନାର ବ୍ୟାଡମିଣ୍ଟନ ସୁପରଷ୍ଟାର ଲିନ୍‌ ଡାନ୍‌ ଶନିବାର ଅବସର ଘୋଷଣା କରିଛନ୍ତି। ବିଶ୍ୱ ବ୍ୟାଡମିଣ୍ଟନର ସର୍ବକାଳୀନ ଶ୍ରେଷ୍ଠ ଖେଳାଳିର ମାନ୍ୟତା ପାଇଥିବା ଲିନ୍‌ ଡାନ୍‌ ୩୬ ବର୍ଷରେ ଖେଳ ଛାଡିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ୨୦୦୮ ବେଜିଂ ଅଲିମ୍ପକ୍ସ ଓ…

ପୃଥିବୀର ତୃତୀୟ ବୃହତମ ଷ୍ଟାଡ଼ିୟମ୍‌: ଭାରତର ଏହି ସହରରେ ହେବ ନିର୍ମାଣ

ଜୟପୁର, ୪।୭: ପୃଥିବୀର ତୃତୀୟ ବୃହତମ ଷ୍ଟାଡ଼ିୟମ୍‌ ଭାରତରେ ନିର୍ମାଣ ହେବ। ଷ୍ଟାଡ଼ିୟମ୍‌ଟି ରାଜସ୍ଥାନର ଜୟପୁରରେ ନିର୍ମିତ ହେବ। ଏଥିଲାଗି ୩୫୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଏହାର ଡିଜାଇନିଂକୁ ଇତିମଧ୍ୟରେ ମଞ୍ଜୁରୀ ମିଳିଛି। ଚୈମ୍ପ୍‌ ଗାଁ ନିକଟରେ ନିର୍ମାଣ…

କୋହଲିଙ୍କ ଏହି ଭିଡ଼ିଓ ସୋସିଆଲ ମିଡ଼ିଆରେ ହେଉଛି ଭାଇରାଲ

ନୂଆଦିଲ୍ଲୀ, ୪।୭: ଲକ୍‌ଡାଉନ୍‌ରେ ଭାରତୀୟ କ୍ରିକେଟ ଦଳର ଅଧିକାୟକ ବିରାଟ କୋହଲି ଫିଟନେସ୍‌କୁ ଗୁରୁତ୍ୱ ଦେଉଛନ୍ତି। ଏନେଇ ଶୁକ୍ରବାର ସେ ଏକ ଭିଡ଼ିଓ ସୋସିଆଲ ମିଡ଼ିଆରେ ଶେୟାର କରିଛନ୍ତି। ଏହି ଭିଡ଼ିଓ ଏବେ ଭାଇରାଲ ହେବାରେ ଲାଗିଛି। ସେ ଡେଡ୍‌ ଲିଫ୍ଟ…

କରୋନା ଟେଷ୍ଟରେ ସାମ୍‌ କୁରାନ ନେଗେଟିଭ୍‌

ସାଇଥାମ୍ପଟନ, ୪ା୭ (ପି.ଟି.)-ଇଂଲଣ୍ଡ ଅଲରାଉଣ୍ଡର ସାମ୍‌ କୁରାନଙ୍କର ଶୁକ୍ରବାର ହୋଇଥିବା କରୋନାଭାଇରସ୍‌ ଟେଷ୍ଟରେ ନେଗେଟିଭ୍‌ ଆସିଛି। ସେ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ଟ୍ରେନିଂରେ ଯୋଗ ଦେଇପାରିବେ ବୋଲିଂ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପକ୍ଷରୁ ସୂଚନା…

ଶ୍ରୀଲଙ୍କା ୟୁଭା ଲିଗ୍‌ ମ୍ୟାଚକୁ ନେଇ ବିବାଦ

ନୂଆଦିଲ୍ଲୀ, ୪ା୭ (ପି.ଟି.)-ଚଣ୍ଡିଗଡ଼ ନିକଟରେ ଏକ ଟି୨୦ ମ୍ୟାଚ ଖେଳାଯାଇଥିଲା। କିନ୍ତୁ ଅନ୍‌ଲାଇନ୍‌ ଷ୍ଟ୍ରିମ୍‌ରେ ଏହି ଖେଳ ଶ୍ରୀଲଙ୍କାରେ ହୋଇଥିବା ଦର୍ଶାଯାଇଛି, ଯାହାକି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଦୁର୍ନୀତି ନିବାରଣ ଶାଖା (ଏସିୟୁ), ପଞ୍ଜାବ ପୋଲିସ ଏବଂ ଶ୍ରୀଲଙ୍କା…

ପ୍ରାକ୍ଟିସ୍‌ରେ ହାମିଲଟନ ଦ୍ରୁତତମ

ସ୍ପିଲବର୍ଗ (ଅଷ୍ଟ୍ରିିଆ), ୪ା୭ (ଏପି): ସିଜନ ଓପନିଂ ଫର୍ମୁଲାଓ୍ବାନ୍‌ ରେସ୍‌ ଅଷ୍ଟ୍ରିିଆନ ଗ୍ରାଁ ପ୍ରିର ପ୍ରଥମ ପ୍ରାକ୍ଟିସ୍‌ ସେସନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଫର୍ମୁଲାଓ୍ବାନ୍‌ ବିଶ୍ୱ ଚାମ୍ପିୟନ ଲୁଇସ୍‌ ହାମିଲଟନ ଦ୍ରୁତତମ ବିବେଚିତ ହୋଇଛନ୍ତି। ସ୍ପିଲବର୍ଗର ରେଡ୍‌ବୁଲ୍‌ ରିଙ୍ଗ୍‌ ସର୍କିଟ୍‌ରେ…

ଜୁନିୟର ଆଥଲେଟ୍‌ଙ୍କ ପାଇଁ ଟାର୍ଗେଟ ଅଲିମ୍ପିକ୍‌ ପୋଡିୟମ ସ୍କିମ୍‌

ନୂଆଦିଲ୍ଲୀ, ୪।୭(ପି.ଟି.)-ଜୁନିୟର ଆଥଲେଟ୍‌ଙ୍କ ପାଇଁ ଦେଶରେ ଟାର୍ଗେଟ ଅଲିମ୍ପିକ୍‌ ପୋଡିୟମ ସ୍କିମ୍‌ (ଟପ୍ସ) ଆରମ୍ଭ ହେବ। ୨୦୨୮ ସୁଦ୍ଧା ଅଲିମ୍ପିକ୍‌ ଚାମ୍ପିୟନ ସୃଷ୍ଟି କରିବା ମୁଖ୍ୟ ଲକ୍ଷ୍ୟ। ‘ଫିଟ୍‌ ହେ ତୋ ହିଟ୍‌ ହେ ଫିଟ୍‌ ଇଣ୍ଡିଆ’ ଓ୍ବେବିନାର ଅବସରରେ କ୍ରୀଡ଼ାମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?