ଫୁଟବଲ ପ୍ରତି ଆଗ୍ରହ ବଢ଼ୁଛି: ବାଲା ଦେବୀ
ନୂଆଦିଲ୍ଲୀ, ୪।୭: ଭାରତ ୨୦୨୨ ଏଏଫସି ଏସିଆନ କପ୍ ଆୟୋଜନ କରିବା ଘଟଣା ଭାରତୀୟ ମହିଳା ଫୁଟବଲ ଦଳର ଫରଓ୍ବାର୍ଡ ବାଲା ଦେବୀଙ୍କୁ ଖୁବ୍ ଉତ୍ସାହିତ କରିଛି। ଏଥିପାଇଁ ସେ ପଡ଼ିଆକୁ ଓହ୍ଲାଇ ଫିଟ୍ନେସ ରହିବା ଉପରେ ଗୁରୁତ୍ୱ ଦେଇଛନ୍ତି। ସ୍କଟିଶ୍…
ବିବାହ ପରେ ମାତ୍ର ୨୧ ଦିନ ଏକତ୍ର ରହିଥିଲେ ବିରାଟ-ଅନୁଷ୍କା
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି କୌଣସି ନା କୌଣସି ଖବରକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବିବାହ ପୂର୍ବରୁ ମଧ୍ୟ ଏହି ଯୋଡି ଏକାଠି ସମୟ ବିତାଉଥିବାକୁ ନେଇ ଚର୍ଚ୍ଚାରେ ରହୁଥିଲେ। ଏବେ…
କୋଭିଡ୍-୧୯: ୨୦୨୦ ହିରୋ ଇଣ୍ଡିଆନ ଓପନ୍ ଗଲ୍ଫ ଟୁର୍ନାମେଣ୍ଟ ବାତିଲ
ନୂଆଦିଲ୍ଲୀ,୩।୭(ପି.ଟି.): କୋଭିଡ୍-୧୯ ମହାମାରୀ କାରଣରୁ ଆଉଏକ ମେଗା ଇଭେଣ୍ଟ ବାତିଲ ହୋଇଛି। ଶୁକ୍ରବାର ହିରୋ ଇଣ୍ଡିଆନ୍ ଗଲ୍ଫ ଟୁର୍ନାମେଣ୍ଟର ୨୦୨୦ ସଂସ୍କରଣକୁ ବାତିଲ କରାଯାଇଛି ଭାରତୀୟ ଗଲ୍ଫ ୟୁନିୟନ ଅଧ୍ୟକ୍ଷ ଦେବାଙ୍ଗ ଶାହା କହିଛନ୍ତି। ସମସ୍ତଙ୍କ ସ୍ବାସ୍ଥ୍ୟ ଓ ନିରାପତ୍ତାକୁ ଦୃଷ୍ଟିରେ…
ସ୍ମିଥ୍, ଡିଭିଲର୍ସଙ୍କୁ ବୋଲିଂ କରିବା ବଡ଼ ଚ୍ୟାଲେଞ୍ଜ: କୁଲଦୀପ୍
ନୂଆଦିଲ୍ଲୀ,୩।୭(ପି.ଟି): ଅଷ୍ଟ୍ରେଲିଆ ତାରକା ବ୍ୟାଟ୍ସମ୍ୟାନ ଷ୍ଟିଭ୍ ସ୍ମିଥ୍ ଓ ଦକ୍ଷିଣ ଆଫ୍ରିକା ପୂର୍ବତନ ବ୍ୟାଟ୍ସମ୍ୟାନ ଏବି ଡିଭିଲର୍ସଙ୍କୁ ବୋଲିଂ କରିବା ଏକ ବଡ଼ ଚ୍ୟାଲେଞ୍ଜ୍ ବୋଲି ଭାରତୀୟ ରିଷ୍ଟ ସ୍ପିନର କୁଲଦୀପ ଯାଦବ କହିଛନ୍ତି। ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ପାଖରେ ଏକ…
ସାମ କୁରାନଙ୍କ କୋଭିଡ୍-୧୯ ଟେଷ୍ଟ
ସାଉଥାମ୍ପଟନ,୩।୭(ପି.ଟି.): ଇଂଲଣ୍ଡ ଅଲରାଉଣ୍ଡର ସାମ୍ କୁରାନଙ୍କର କୋଭିଡ୍-୧୯ ଟେଷ୍ଟ କରାଯାଇଛି। ଅସୁସ୍ଥ ଅନୁଭବ କରିବା ପରେ ତାଙ୍କର ଏହି ଟେଷ୍ଟ କରାଯାଇଛଇ ବୋଲି କୁହାଯାଇଛି। ସେ ଇଣ୍ଟ୍ରା- ସ୍କାଡ୍ ଓ୍ବାର୍ମ- ଅପ୍ ମ୍ୟାଚ୍ରେ ଅଂଶଗ୍ରହଣ କରିବେ ନାହିଁ। ଗୁରୁବାର ସେ ତାଙ୍କ…
କୋହଲିଙ୍କ ସହ ତୁଳନାକୁ ବାବରଙ୍କ ନାପସନ୍ଦ
କରାଚୀ,୩।୭(ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଳିଙ୍କ ସହ ତାଙ୍କୁ ତୁଳନା କରାଯାଉଥିବାରୁ ପାକିସ୍ତାନ ସୀମିତ ଓଭର ଅଧିନାୟକ ବାବର ଆଜମ ନାପସନ୍ଦ କରିଛନ୍ତି। କୋହଲିଙ୍କ ସହ ମୋତେ ବାରମ୍ବାର ତୁଳନା କରାଯାଉଛି। ଏ ନେଇ ବାବର ଆପତ୍ତି ଉଠାଇଛନ୍ତି। ବରଂ ନିଜ…
ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ଦଳରେ ଗାବ୍ରିଏଲ
ମାଞ୍ଚେଷ୍ଟର,୩।୭ (ପି.ଟି.): ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଭିଜ୍ଞ ଦ୍ରୁତ ବୋଲର ଶାନନ ଗାବ୍ରିଏଲଙ୍କୁ ଦଳରେ ସାମିଲ କରିଛି ଓ୍ବେଷ୍ଟଇଣ୍ଡିଜ। ଗୋଇଠିରେ ଅସ୍ତ୍ରୋପଚାର କରାଇଥିବା ଗାବ୍ରିଏଲ୍ ଏବେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତାଙ୍କୁ ୧୫ ଜଣିଆ ଦଳରେ ସାମିଲ କରାଯାଇଛି। ଆସନ୍ତା…
ମାଞ୍ଚେଷ୍ଟର ସିଟିଠାରୁ ୪-୦ରେ ହାରିଲା ଲିଭରପୁଲ
ମାଞ୍ଚେଷ୍ଟର,୩।୭(ଏପି): ୩୦ ବର୍ଷପରେ ଇଂଲିଶ୍ ପ୍ରିମିୟର ଲିଗ୍ ହାସଲ କରିଥିବା ଲିଭରପୁଲ ଏକ ବୃହତ୍ ପରାଜୟ ବରଣ କରିଛି। ଗୁରୁବାର ଖେଳାଯାଇଥିବା ଇଂଲିଶ୍ ପ୍ରିମିୟର ଲିଗ୍ର ଏକ ମ୍ୟାଚ୍ରେ ମାଞ୍ଚେଷ୍ଟର ସିଟି ୪-୦ରେ ଲିଭରପୁଲ୍କୁ ହରାଇଛି। ଦୀର୍ଘ ୩ ଦଶନ୍ଧି ପରେ…
ସିଂହ ସହ ଖେଳନ୍ତି ଏହି ମହିଳା କ୍ରିକେଟର୍, ଫିଟନେସ୍ରେ ବି ନଂ୧
ଭାରତର ତାରକା କ୍ରିକେଟର୍ ତାନିଆ ଭାଟିଆ ବିଶ୍ୱର ଶ୍ରେଷ୍ଠ ଉଇକେଟକିପର ଅଟନ୍ତି। ୧୯୯୭ ନଭେମ୍ବର ୨୮ରେ ଚଣ୍ଡିଗଡ଼ରେ ଜନ୍ମ ହୋଇଥିବା ତାନିଆ ବହୁତ କମ ବୟସରୁ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ପଶୁପ୍ରେମୀ ତାନିଆ ସିଂହ ସହ ଖେଲିବାକୁ ପସନ୍ଦ କରନ୍ତି।…
ସର୍ବିୟାରୁ ଫେରିବା ପରେ ଫୁଟ୍ବଲରଙ୍କୁ କରୋନା
ଜେନେଭା,୩। ୭(ଏପି)-ପରିବାର ସହ ସର୍ବିଆ ପରିଭ୍ରମଣ କରି ଫେରିବା ପରେ ଦେଖିବାକୁ ମିଳିଥିଲା ସୁଇଜରଲାଣ୍ଡର ଜଣେ ଫୁଟ୍ବଲ ଖେଳାଳି କରୋନା ଭାଇରସ୍ରେ ସଂକ୍ରମିତ ହୋଇଛନ୍ତି। ସୁଇସ୍ ଫୁଟ୍ବଲ କ୍ଲବ ସେଣ୍ଟ୍ ଗ୍ୟାଲେନ୍ର ଏହି ଖେଳାଳି ଜଣକ ହେଲେ ବୋରିସ୍ ବାବିକ୍। ଗୁରୁତର…
ନେଗେଟିଭ୍ ହେଲେ ଜୋକୋଭିଚ୍
ବେଲଗ୍ରେଡ୍, ୩ା୭ (ଏପି)-ଦଶ ଦିନ ପୂର୍ବେ କରୋନା ଭାଇରସ୍ରେ ସଂକ୍ରମିତ ହୋଇଥିବା ଷ୍ଟାର ଟେନିସ୍ ଖେଳାଳି ନୋଭାକ୍ ଜୋକୋଭିଚ୍ ଏବଂ ତାଙ୍କ ସ୍ତ୍ରୀ ଜେଲେନା ରୋଗମୁକ୍ତ ହୋଇଛନ୍ତି। କୋଭିଡ୍-୧୯ ଟେଷ୍ଟରେ ସେମାନଙ୍କର ନେଗେଟିଭ୍ ଆସିଥିବା ଜୋକୋଭିଚ୍ଙ୍କ ମିଡିଆ ଟିମ୍ କହିିଛି। ସର୍ବିୟା…
ବୁଡ଼ିଯିବ ରୋଇଂ, କାୟାକିଂ, କାନୋଇଂ କ୍ରୀଡ଼ା
କଟକ ଅଫିସ,୩ା୭: ଜଗତପୁର ନିକଟସ୍ଥ ବିରୂପା ନଦୀ ପଠାରେ ରହିଛି ସାଇ ଜଳକ୍ରୀଡ଼ା କେନ୍ଦ୍ର। ଏହି କେନ୍ଦ୍ରରୁ ତିଆରି ହୋଇଛନ୍ତି ରାଜ୍ୟର ଅନେକ ପ୍ରତିଭା। ଅନ୍ତର୍ଜାତୀୟ ସ୍ତରର ପ୍ରତିଯୋଗୀଙ୍କୁ ସୃଷ୍ଟି କରିବାରେ ମଧ୍ୟ ଏହି କେନ୍ଦ୍ରର ଅବଦାନ ରହିଛି। ଏବେ…

