ହେଲିକପ୍ଟର ଦୁର୍ଘଟଣାରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ ମୃତ
କାଲିଫର୍ଣ୍ଣିଆ,୨୭।୧: ଆମେରିକାର କାଲିଫର୍ଣ୍ଣିଆ ସହରରେ ଏକ ବଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୯ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ପ୍ରସିଦ୍ଧ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟ(୪୧) ଓ ତାଙ୍କର ୧୩ ବର୍ଷୀୟ ଝିଅ ଅଛନ୍ତି। ସ୍ଥାନୀୟ ସମୟ...
ଅମିର ଖାଁଙ୍କୁ ମହିଳା ହକି ଅଧିନାୟିକାଙ୍କ ଅନୁରୋଧ
ନୂଆଦିଲ୍ଲୀ,୨୬।୧- ଭାରତୀୟ ମହିଳା ହକି ଦଳର ଅଧିନାୟିକା ରାଣୀ ରାମପାଲ ରବିବାର ଦେଶର ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀରେ ସମ୍ମାନିତ ହୋଇଛନ୍ତି। ସେ ବଲିଉଡ ଷ୍ଟାର ଅମିର ଖାଁଙ୍କୁ ସାହାଯ୍ୟ ମାଗିଛନ୍ତି। ୨୦୧୯ ବର୍ଷର ବିଶ୍ୱର ଶ୍ରେଷ୍ଠ ଆଥ୍ଲେଟ...
ବୀରେନ୍ଦ୍ର ସେହ୍ବାଗଙ୍କ ଟୁଇଟ ଦେଖି ହସି ହସି ଗଡିଲେ ୟୁଜର୍ସ
ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ବେଳେବେଳେ ସେ ଏମିତି ମଜାଳିଆ ଟୁଇଟ୍ କରନ୍ତି ଯାହା ଭାଇରାଲ ହୋଇଥାଏ। ନିକଟରେ ସେ ଏକ ଭିଡିଓ ଟୁଇଟ୍ କରିଥିଲେ, ଯାହା ଦେଖି ଯୁଜର୍ସ...
କ୍ୟାରିୟରର ଅନ୍ତିମ ଟେଷ୍ଟ ଜାଣି ନିୟମ ଭାଙ୍ଗିଲେ ଫିଲାଣ୍ଡର
ଜୋହାନ୍ସବର୍ଗ,୨୬।୧- ଓ୍ବାଣ୍ଡର୍ସରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ଦକ୍ଷିଣ ଆଫ୍ରିକା ପେସର ଭର୍ନନ ଫିଲାଣ୍ଡରଙ୍କ କ୍ୟାରିୟରର ଅନ୍ତିମ ଅନ୍ତର୍ଜାତୀୟ ମ୍ୟାଚ୍। ଟେଷ୍ଟର ଦ୍ୱିତୀୟ ଇନିଂସରେ ସେ ମାତ୍ର ୯ଟି ବଲ ପକାଇବା ପରେ ଛୋଟେଇବା ଆରମ୍ଭ...
ସିରିଜ୍ ହାରିଲା ଭାରତ ଏ’
ଖ୍ରୀଷ୍ଟଚର୍ଚ୍ଚ,୨୬।୧- ଏଠାରେ ରବିବାର ଖେଳାଯାଇଥିବା ତୃତୀୟ ଅନ୍ଅଫିସିଆଲ ଦିନିକିଆ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଏ’ ୫ ରନ୍ରେ ଭାରତ ଏ’କୁ ହରାଇ ଦେଇଛି। ଫଳରେ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍କୁ ଘରୋଇ ନ୍ୟୁଜିଲାଣ୍ଡ ଏ’ ୨-୧ ବ୍ୟବଧାନରେ ଜିତିନେଇଛି। ୨୭୧ ରନ୍ର...
ଜାହିରଙ୍କୁ ପଦ୍ମଶ୍ରୀ ସମ୍ମାନ
ନୂଆଦିଲ୍ଲୀ,୨୬।୧- ପୂର୍ବତନ ଭାରତୀୟ ପେସର ଜାହିର ଖାଁଙ୍କୁ ରବିବାର ଦେଶର ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀରେ ଭୂଷିତ କରାଯାଇଛି। ୨୦୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ ଦେଶର ସବୁଠୁ ସଫଳତମ ବାମହାତୀ ବୋଲର। ସେ ୨୦୧୧ ବିଶ୍ୱକପ୍...
ସାଧାରଣତନ୍ତ୍ର ଦିବସରେ ଟିମ୍ ଇଣ୍ଡିଆର ଭେଟି
ଅକ୍ଲାଣ୍ଡ,୨୬।୧- ଦେଶର ୭୧ତମ ସାଧାରଣତନ୍ତ୍ର ଦିବସରେ ବିଜୟ ଭେଟି ଦେଇଛି ଟିମ୍ ଇଣ୍ଡିଆ। ସ୍ଥାନୀୟ ଇଡେନ ପାର୍କରେ ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍କୁ ଭାରତ ସହଜରେ ଜିତିନେଇଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୧୩୩ ରନ୍ର ବିଜୟ...
ଭାରତ ଆଗରେ ୧୩୩ ରନ୍ର ବିଜୟ ଲକ୍ଷ୍ୟ
ଅକ୍ଲାଣ୍ଡ,୨୬।୧- ଏଠାରେ ଚାଲିଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଦଳ ଭାରତ ଆଗରେ ୧୩୩ ରନ୍ର ବିଜୟ ଲକ୍ଷ୍ୟ ରଖିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳକୁ ଦୁଇ ଓପନର ମାର୍ଟିନ ଗୁପଟିଲ(୩୩) ଓ କଲିନ ମୁନ୍ରୋ(୨୬)...
ବସନ୍ତ ରାୟଜୀଙ୍କୁ ପୂରିଲା ଶହେ ବର୍ଷ: ସଚିନ-ଷ୍ଟିଭ୍ ଓ୍ବଗ୍ କାଟିଲେ କେକ୍
ନୂଆଦିଲ୍ଲୀ,୨୬।୧: ବରିଷ୍ଠ କ୍ରିକେଟର ବସନ୍ତ ରାୟଜୀଙ୍କୁ ରବିବାର ଶହେ ବର୍ଷ ପୂରିଛି। ଏହି ଅବସରରେ ମାଷ୍ଟର ବ୍ଲାଷ୍ଟର ସଚିନ୍ ତେନ୍ଦୁଲକର ଏବଂ ଅଷ୍ଟ୍ରେଲିଆ କ୍ରିକେଟର ଷ୍ଟିଭ୍ ଓ୍ବଗ୍ ବସନ୍ତଙ୍କ ସହିତ ମିଶି କେକ୍ କାଟୁଥିବାରୁ ଏକ ଭିଡ଼ିଓ ଟୁଇଟରରେ ଶେୟାର...
ଚ୍ୟାରିଟି ମ୍ୟାଚ୍ ଖେଳିବେ ଆକ୍ରମ, ଯୁବରାଜ
ନୂଆଦିଲ୍ଲୀ,୨୬।୧- ପୂର୍ବତନ ପାକିସ୍ତାନ ଅଧିନାୟକ ଓ୍ବାସିମ ଆକ୍ରମ ଓ ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ ବଶଫାୟାର ରିଲିଫ ମ୍ୟାଚ୍ରେ ଖେଳିବେ। ଏହି ଚ୍ୟାରିଟି ମ୍ୟାଚ୍ ୮ ତାରିଖରେ ଅଷ୍ଟ୍ରେଲିଆର ମେଲବୋର୍ନ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ। ମ୍ୟାଚ୍ରୁ ଆଦାୟ ସମସ୍ତ...
ଧୋନୀଙ୍କ ପାଇଁ ପାଗଳ ପ୍ରଶଂସକ: ପ୍ରସ୍ତୁତ କଲେ ରାପ୍ ସଙ୍ଗ୍, ୟୁଟ୍ୟୁବରେ ମଚାଇଲା ଧୁମ୍
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପୁଣି କେବେ କ୍ରିକେଟକୁ ଫେରିବେ ତାକୁ ନେଇ ସବୁଠି ଚର୍ଚ୍ଚା। ପ୍ରଶଂସକମାନେ ମଧ୍ୟ ତାଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି। ନିକଟରେ ଧୋନୀଙ୍କର ଜଣେ ପ୍ରଶଂସକ ତାଙ୍କୁ ନେଇ...
ସଚିନଙ୍କଠାରୁ ଧୋନୀ: ଏହି ୫ ଖେଳାଳି ସେନା ପୋଷାକ ପିନ୍ଧି ଉଡାଇଥିଲେ ତ୍ରିରଙ୍ଗା
ଭାରତୀୟ କ୍ରିକେଟ ଦଳର ଏମିତି କିଛି ଖେଳାଳି ଅଛନ୍ତି, ଯେଉଁମାନେ ଭାରତୀୟ ସେନାରେ ନିଜକୁ ସାମିଲ କରିଛନ୍ତି। ହେମୁ ଅଧିକାରୀ, ମହେନ୍ଦ୍ର ସିଂ ଧୋନୀ, ସଚିନ ତେନ୍ଦୁଲକର ଏବଂ ସିକେ ନାଇଡୁଙ୍କ ଭଳି ଖେଳାଳି କ୍ରିକେଟ ସହ ଭାରତୀୟ ସେନାର...
Archives


