ଖେଳ

ଧୋନୀଙ୍କଠାରୁ କାହିଁକି ସ୍ପଷ୍ଟୀକରଣ ମାଗିଥିଲେ ଇର୍ଫାନ

ବଦୋଦରା, ୨୮।୬- ଭାରତୀୟ କ୍ରିକେଟ୍‌ ଦଳର ପ୍ରାକ୍ତନ ଅଲ୍‌ରାଉଣ୍ଡର ଇର୍ଫାନ୍‌ ପଠାନଙ୍କ କ୍ୟାରିୟର ଉତ୍‌ଥାନ ପତନ ମଧ୍ୟରେ ଶେଷ ହୋଇଯାଇଥିଲା। ପଠାନ ଏଭଳି ଜଣେ କ୍ରିକେଟର୍‌ ଥିଲେ ଯିଏକି ନିଜର ଅନ୍ତିମ ମ୍ୟାଚ୍‌ରେ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ଲାଭ…

ଲିଭରପୁଲକୁ ମାଞ୍ଚେଷ୍ଟର ସିଟି ଗାର୍ଡ ଅଫ୍‌ ଅନର ଦେବ

ଲଣ୍ଡନ,୨୮।୬(ଏପି): ଦୀର୍ଘ ୩୦ ବର୍ଷପରେ ଇଂଲିଶ୍‌ ପ୍ରିମିୟର ଲିଗ୍‌ ଟାଇଟଲ ହାସଲ କରିଥିବା ଲିଭରପୁଲ କ୍ଲବକୁ ମାଞ୍ଚେଷ୍ଟର ସିଟି ଗାର୍ଡ ଅଫ୍‌ ଅନର ଦେବ। ଏ ନେଇ ସିଟି ମ୍ୟାନେଜର ପେପ୍‌ ଗୁଆର୍ଡିଓଲା ସୂଚନା ଦେଇଛନ୍ତି। ଆସନ୍ତା ଗୁରୁବାର ଏହି ଦୁଇ…

ଜୈବିକ କୃଷି ପ୍ରେମରେ ଧୋନୀ, ଆଜିକାଲି ଏମିତି କାଟୁଛନ୍ତି ସମୟ

ନୂଆଦିଲ୍ଲୀ,୨୮।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅର୍‌ଗାନିକ(ଜୈବିକ) କୃଷି ପ୍ରେମରେ। ନିକଟରେ ସେ ଏକ ଟ୍ରାକ୍ଟର କିଣିଥିଲେ। ଏବେ ସେହି ଟ୍ରାକ୍ଟରରେ ଜମି ହଳ କରୁଥିବାର ଦେଖାଯାଇଛି। ଏ ନେଇ ଧୋନୀଙ୍କର ଏକ ଭିଡିଓ ଭାଇରାଲ…

ଭାରତରେ ନିର୍ମିତ ହେଉଛି ପୃଥିବୀର ପ୍ରଥମ ହାଇଟେକ୍‌ ଷ୍ଟାଡ଼ିୟମ୍‌: ବର୍ଷାରେ ବି ଖେଳାଯାଇ ପାରିବ କ୍ରିକେଟ ମ୍ୟାଚ୍‌

ଚଣ୍ଡିଗଡ଼, ୨୮।୬: ବର୍ଷା ହେଲେ କ୍ରିକେଟ ଖେଳ ସମ୍ଭବ ହୋଇ ପାରି ନ ଥାଏ। ତେବେ ଏହାର ସମାଧାନ ପାଇଁ ପଞ୍ଜାବ କ୍ରିକେଯ ସଂଘ ପକ୍ଷରୁ ଚଣ୍ଡିଗଡ଼ଠାରେ ଏକ ହାଇଟେକ୍‌ ଷ୍ଟାଡ଼ିୟମ୍‌ ନିର୍ମାଣ ପାଇଁ ଯୋଜନା କରାଯାଉଛି। ସ୍ଥାନୀୟ ମୁଲ୍ଲାପୁରସ୍ଥିତ ଅନ୍ତର୍ଜାତୀୟ…

ଥୋମାସଙ୍କୁ ଫ୍ରାଙ୍କ୍‌ଲିନ୍‌ଙ୍କ ପରାମର୍ଶ

କିଙ୍ଗଷ୍ଟନ, ୨୮ା୬ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟରେ ଅଧିକ ଦିନ ତିଷ୍ଠି ରହିବାକୁ ହେଲେ ଓ୍ବେଷ୍ଟଇଣ୍ଡିଜ ସ୍ପିଡ୍‌ଷ୍ଟର ଓଶାନେ ଥୋମାସଙ୍କୁ ତାଙ୍କ ଓଜନ କମାଇବାକୁ ପଡ଼ିବ। ତା’ ନ ହେଲେ ସେ ବର୍ତ୍ତମାନ ଯେତେ ସ୍ପିଡ୍‌ ବୋଲିଂ କରିପାରୁଛନ୍ତି ତାହା ବଜାୟ ରଖିବା କଷ୍ଟକର…

ପାକିସ୍ତାନର ୧୦ ସଂକ୍ରମିତଙ୍କ ମଧ୍ୟରୁ ୬ ନେଗେଟିଭ୍‌

କରାଚୀ, ୨୮ା୬ (ପି.ଟି.)-ପାକିସ୍ତାନ ୨୦ ଖେଳାଳି ଓ ୧୧ ସପୋର୍ଟ ଷ୍ଟାଫ୍‌କୁ ନେଇ ଇଂଲଣ୍ଡ ଟୁର୍‌ରେ ଯିବ। ୧୦ କରୋନା ସଂକ୍ରମିତ କ୍ରିକେଟରଙ୍କ ମଧ୍ୟରୁ ଦ୍ୱିତୀୟ ଟେଷ୍ଟ ବେଳେ ୬ଜଣଙ୍କ ଫଳାଫଳ ନେଗେଟିଭ୍‌ ଆସିଛି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମୁଖ୍ୟ…

ମଙ୍ଗଳବାର ବାହାହେବେ ଦୀପିକା-ଅତନୁ

କୋଲକାତା, ୨୮ା୬ (ପି.ଟି.)- ଭାରତର ଦୁଇ ଶୀର୍ଷ ତୀରନ୍ଦାଜ ଦୀପିକା କୁମାରୀ ଓ ଅତନୁ ଦାସଙ୍କ ମଧ୍ୟରେ ବାହାଘର ମଙ୍ଗଳବାର ରାଞ୍ଚତ୍ର ମୋରାବାଦୀଠାରେ ହେବ। କୋଭିଡ୍‌-୧୯ ଯୋଗୁ ଏହି ବିବାହ ଉତ୍ସବରେ ସାମାଜିକ ଦୂରତା, ମାସ୍କ ଓ ସାନିଟାଇଜରକୁ ଗୁରୁତ୍ୱ ଦିଆଯିବ।…

ରିଜିଜୁଙ୍କୁ ଅନୁରୋଧ କଲେ ମାଲହୋତ୍ରା

ନୂଆଦିଲ୍ଲୀ, ୨୮ା୬ (ପି.ଟି.): ଦେଶର ୫୪ଟି ଜାତୀୟ କ୍ରୀଡ଼ା ମହାସଂଘ (ଏନ୍‌ଏସ୍‌ଏଫ୍‌)ଉପରୁ ବର୍ଷକ ପାଇଁ ସ୍ବୀକୃତି ପ୍ରତ୍ୟାହାର କରାଯାଇଥିବାରୁ ଅଲ୍‌ ଇଣ୍ଡିଆ କାଉନ୍‌ସିଲ ଅଫ୍‌ ସ୍ପୋଟର୍‌ସ ସଭାପତି ଭି.କେ. ମାଲହୋତ୍ରା ଚିନ୍ତା ପ୍ରକଟ କରିଛନ୍ତି। ତୁରନ୍ତ ଦିଲ୍ଲୀ ହାଇକୋର୍ଟ ଏବଂ ସୁପ୍ରିମକୋର୍ଟରେ…

୩ ମହିଳା ଫୁଟ୍‌ବଲ ଖେଳାଳିଙ୍କୁ କରୋନା

ପ୍ୟାରିସ୍‌, ୨୮ା୬ (ଏପି)- ପ୍ୟାରିସ୍‌ ସେଣ୍ଟ-ଜର୍ମେନ (ପିଏସ୍‌ଜି)ମହିଳା ଫୁଟ୍‌ବଲ ଟିମ୍‌ର ୩ଜଣ ଖେଳାଳି କରୋନା ସଂକ୍ରମିତ ହୋଇଛନ୍ତି। କୋଭିଡ୍‌-୧୯ ଟେଷ୍ଟରେ ସିନିୟର ମହିଳା ଦଳର ଜଣେ ଏବଂ ୧୯ ବର୍ଷରୁ କମ୍‌ ମହିଳା ଦଳର ୨ ଖେଳାଳିଙ୍କ ଫଳାଫଳ ପଜିଟିଭ ଆସିଥିବା…

ବେଗ ବଢ଼ାଇବା ପାଇଁ ପୋଷା କୁକୁରର ସହାୟତା ନେଲେ ସାମି

କୋଲକାତା, ୨୭।୬- କରୋନା ଭାଇରସ ଲାଗି ଦୀର୍ଘ ଦିନ ଧରି କ୍ରିକେଟ୍‌ରୁ ଦୂରେଇ ରହିଥିବା ଭାରତୀୟ ଦଳର ଖେଳାଳିମାନେ ଏବେ ଧିରେ ଧିରେ ପଡ଼ିଆକୁ ପ୍ରତ୍ୟାବର୍ତ୍ତନ କରୁଥିବା ଦେଖିବାକୁ ମିଳୁଛି। ପୂର୍ବରୁ ଚେତେଶ୍ୱର ପୂଜାରା, ଇଶାନ୍ତ ଶର୍ମା, ରୋହିତ୍‌ ଶର୍ମା ପ୍ରମୁଖ…

୩୦ ବର୍ଷ ପରେ ପ୍ରଥମ ପ୍ରିମିୟର ଲିଗ୍‌ ଟାଇଟଲ ଜିତିଲା ଲିଭରପୁଲ

ଲିଭରପୁଲ,୨୭।୬(ଏପି): ଦୀର୍ଘ ୩୦ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇ ଲିଭରପୁଲ ପ୍ରଥମଥର ପାଇଁ ଇଂଲିଶ୍‌ ପ୍ରିମିୟର ଲିଗ୍‌ (ଇପିଏଲ୍‌) ଟାଇଟଲ ହାସଲ କରିଛି। ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଚେଲସି ୨-୧ ଗୋଲରେ ଗତଥରର ଚାମ୍ପିୟନ ତଥା ଦ୍ୱିତୀୟ ସ୍ଥାନରେ ଥିବା ମାଞ୍ଚେଷ୍ଟର…

୫୬ତମ ଜନ୍ମଦିବସ ପାଳନ କଲେ ଗୋଲ୍ଡେନ ଗର୍ଲ ପିଟି ଉଷା

ନୂଆଦିଲ୍ଲୀ,୨୭।୬: ଦୌଡ଼ରାଣୀ କୁହାଯାଉଥିବା ପି.ଟି. ଊଷା ତାଙ୍କର ୫୬ତମ ଜନ୍ମଦିବସ ପାଳନ କରିଛନ୍ତି। ଏହି ଅବସରରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ସମେତ କ୍ରୀଡ଼ାଜଗତର ତାରକାମାନେ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ କ୍ରୀଡ଼ାଜଗତକୁ ତାଙ୍କର ଅବଦାନ ଅତୁଳନୀୟ। ଯୁବ ଆଥଲେଟଙ୍କୁ ଟ୍ରେନିଂ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?