୫ ଲକ୍ଷ ରନ୍ ପୂରଣ କଲା ଇଂଲଣ୍ଡ
ଜୋହାନ୍ସବର୍ଗ,୨୫।୧- ଟେଷ୍ଟ କ୍ରିକେଟରେ ଇଂଲଣ୍ଡ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଇତିହାସର ପ୍ରଥମ ଦଳ ଭାବେ ଇଂଲଣ୍ଡ ଟେଷ୍ଟ କ୍ରିକେଟରେ ୫ ଲକ୍ଷ ରନ୍ ପୂରଣ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଇଂଲଣ୍ଡ...
୩୨ରେ ପାଦ ଦେଲେ ପୂଜାରା
ନାଗପୁର,୨୫।୧- ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଶନିବାର ୩୨ ବର୍ଷରେ ପଦାର୍ପଣ କରିଛନ୍ତି। ଦିନିକିଆ, ଟି୨୦ ଓ ଆଇପିଏଲରେ ଖେଳିବାକୁ ସୁଯୋଗ ପାଉ ନ ଥିଲେ ମଧ୍ୟ ତାଙ୍କର ଲୋକପ୍ରିୟତା ରହିଛି। ତାଙ୍କର ଜନ୍ମଦିନ ଅବସରରେ ବ୍ୟାଟିଂ କିମ୍ବଦନ୍ତୀ ସଚିନ...
ମହିଳା ହକି ସିରିଜ୍: ବୃହତ୍ ବିଜୟ ସହ ଭାରତୀୟ ଦଳର ଅଭିଯାନ ଆରମ୍ଭ
ଅକ୍ଲାଣ୍ଡ,୨୫।୧(ପି.ଟି.)- ଅଧିନାୟିକା ରାଣୀ ରାମ୍ପାଲଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୪-୦ ଗୋଲର ବୃହତ୍ ବିଜୟ ସହ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ୍ରେ ଅଭିଯାନ ଆରମ୍ଭ କରିଛି। ବିଜୟୀ ଦଳ ପାଇଁ ରାଣୀ ଡବଲ ଗୋଲ ଦେଇଥିବାବେଳେ...
ଫେଡରରଙ୍କୁ ହରାଇବା ପାଇଁ ଚିଟିଂ କରିଥିଲେ ମିଲମ୍ୟାନ
ମେଲବୋର୍ନ,୨୫।୧(ଏଏଫ୍ପି)- କିମ୍ବଦନ୍ତୀ ଟେନିସ ଖେଳାଳି ରୋଜର ଫେଡରର ଶୁକ୍ରବାର ୫ ସେଟ୍ ବିଶିଷ୍ଟ ମାରାଥନ ମ୍ୟାଚ୍ରେ ଜନ ମିଲମ୍ୟାନଙ୍କୁ ହରାଇଥିଲେ। ମ୍ୟାଚ୍ର ଫଳାଫଳ ଟାଇବ୍ରେକରରେ ବାହାରିଥିଲା। ଏହି ମ୍ୟାଚ୍ରେ ପୂର୍ବତନ ଶୀର୍ଷ ର଼୍ୟାଙ୍କଧାରୀ ଫେଡରରଙ୍କୁ ହରାଇବା ପାଇଁ ୩୦ ବର୍ଷୀୟ...
ବ୍ରାଜିଲ ଟେନିସ ଖେଳାଳି ଆଜୀବନ ବାସନ୍ଦ
ମେଲବୋର୍ନ,୨୫।୧(ଏଏଫ୍ପି)- ପୂର୍ବତନ ଟପ୍ ୧୦୦ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ଜୋଆଓ ସୋଉଜାଙ୍କୁ ଆଜୀବନ ବାସନ୍ଦାଦେଶରେ ଦଣ୍ଡିତ କରାଯାଇଛି। ଏଥିସହିତ ମ୍ୟାଚ୍ ଫିକ୍ସିଂ ଓ ଅନ୍ୟ ଦୁର୍ନୀତି ପାଇଁ ଦୁଇ ଲକ୍ଷ ଆମେରିକୀୟ ଡଲାର ଜରିମାନା କରାଯାଇଛି। ଏ ନେଇ...
ଶ୍ରେୟାସଙ୍କ ସ୍ଥାନ ପକ୍କା
ମୁମ୍ବାଇ,୨୫।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍ରେ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳି ଚର୍ଚ୍ଚାକୁ ଆସିଛନ୍ତି ଶ୍ରେୟାସ ଆୟାର। ଏବେ ତାଙ୍କ ସମ୍ପର୍କରେ କିଛି ତଥ୍ୟ ସାମ୍ନାକୁ ଆସିଛି। ଆୟାର ୨୦୧୬ ରଣଜୀ ଟ୍ରଫିରେ ୧୧ ମ୍ୟାଚ୍ରୁ ୧୩୮୧...
୮ମ ଶ୍ରେଣୀ ଛାତ୍ର ୪୫ କିମି ସାଇକେଲ ଚଳାଇ କଲେ ରେକର୍ଡ
ଶିମଲା,୨୫।୧: ହିମାଚଳପ୍ରଦେଶର ଜଣେ ୮ମ ଶ୍ରେଣୀ ଛାତ୍ର ୨ ଘଣ୍ଟା ୪୩ ମିନିଟ ସାଇକେଲ ଚଳାଇ ୪୫ କିମି ଦୂରତା ଅତିକ୍ରମ କରି ଏକ ରେକର୍ଡ କରିଛନ୍ତି। ସେ ସ୍ଥାନୀୟ ଉନାଠାରୁ ବଡ଼ସର ପର୍ଯ୍ୟନ୍ତ କୌଣସି ସ୍ଥାନରେ ନ ରହି...
କ୍ରିକେଟ ଖେଳିଲେ ଫଡନବିସ-ଗଡକରି
ମୁମ୍ବାଇ,୨୫।୧: କେନ୍ଦ୍ରମନ୍ତ୍ରୀ ନିତିନ ଗଡକରି ଓ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡନବିସଙ୍କ କ୍ରିକେଟ ଖେଳ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ‘କସଦାର କ୍ରୀଡା ମହୋତ୍ସବ’ରେ ଏହି ୨ ନେତା ଶୁକ୍ରବାର...
କଟକରେ ଓଡ଼ିଶା ଏଫ୍ସିର ଚୟନ ଶିବିର
କଟକ ଅଫିସ,୨୫।୧- ସ୍ଥାନୀୟ ସତ୍ୟବ୍ରତ ଷ୍ଟାଡିୟମରେ ଓଡିଶା ଏଫ୍ସିର ଜୁନିୟର ଖେଳାଳି ଚୟନ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୩, ୧୫ ଓ ୧୮ବର୍ଷରୁ କମ୍ ବୟସ ବର୍ଗର ୩୦୦ ବାଳକ ଖେଳାଳି ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରୁ ପ୍ରାୟ...
ଜାତୀୟ ଚୟନକର୍ତ୍ତା ଦୌଡ଼ରେ ଅଗରକର ସାମିଲ
ନୂଆଦିଲ୍ଲୀ, ୨୫ା୧ (ପି.ଟି.)-ଜାତୀୟ କ୍ରିକେଟର ଚୟନକର୍ତ୍ତା ପାଇଁ ଶୁକ୍ରବାର ଆବେଦନର ଅନ୍ତିମ ଦିବସ ଥିଲା। ପୂର୍ବତନ ଭାରତୀୟ ପେସ୍ ବୋଲର ଅଜିତ ଅଗରକର ଶେଷ ମୁହୂର୍ତ୍ତରେ ଦରଖାସ୍ତ କରିଛନ୍ତି। ଫଳରେ ଚେୟାରମ୍ୟାନ ପଦବୀ ପାଇଁ ସେ ଦୌଡ଼ରେ ଅନ୍ୟମାନଙ୍କଠାରୁ ଆଗରେ...
ଚତୁର୍ଥ ରାଉଣ୍ଡରେ ଫେଡରର, ଜୋକୋଭିଚ୍, ସିଲିକ
ମେଲବୋର୍ନ, ୨୫।୧(ଏଏଫପି)- ଅଷ୍ଟ୍ରେଲିଆନ ଓପନ ପୁରୁଷ ସିଙ୍ଗଲ୍ସରେ ଶୁକ୍ରବାର ସିଡେଡ ଖେଳାଳିମାନେ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସୁଇଜରଲାଣ୍ଡର ଅଭିଜ୍ଞ ଖେଳାଳି ତୃତୀୟ ସିଡ୍ ରୋଜର ଫେଡରର ମାରାଥନ ୪-୬, ୭-୬, ୬-୪, ୪-୬, ୭-୬ ସେଟ୍ରେ ଅଷ୍ଟ୍ରେଲିଆର ଜନ୍...
ଅଷ୍ଟ୍ରେଲିଆନ୍ ଓପନ୍ ଟେନିସ୍ ସେରେନା, ଓସାକାଙ୍କ ବିପର୍ଯ୍ୟୟ
ମେଲବୋର୍ନ,୨୫।୧ (ଏଏଫ୍ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍ ଟେନିସ ଟୁର୍ନାମେଣ୍ଟରେ ଶୁକ୍ରବାର ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଏକାଧିକ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଅଭିଜ୍ଞ ଆମେରିକୀୟ ଖେଳାଳି ସେରେନା ଓ୍ବିଲିୟମ୍ସ, ଡେନ୍ମାର୍କର କାରୋଲିନ୍ ଓଜନିଆକି ଓ ଗତଥରର ଚାମ୍ପିୟନ...
Archives


