ଖେଳ

ପଜିଟିଭ ଚିହ୍ନଟ ୧୦ ଖେଳାଳିଙ୍କ ବିନା ଇଂଲଣ୍ଡ ଗସ୍ତ କରିବ ପାକିସ୍ତାନ

ଇସ୍‌ଲାମବାଦ, ୨୭।୬- ଘରୋଇ ଇଂଲଣ୍ଡ ବିପକ୍ଷ ଦ୍ୱିପାକ୍ଷିକ ସିରିଜ ଖେଳିବା ଲାଗି ପାକିସ୍ତାନ କ୍ରିକେଟ୍‌ ଦଳ ପୂର୍ବନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରବିବାର ମାଞ୍ଚେଷ୍ଟର ଅଭିମୁଖେ ଗସ୍ତ କରିବ। ତେବେ ପାକିସ୍ତାନର ଯେଉଁ ୧୦ଜଣ ଖେଳାଳି ଗତ ସପ୍ତାହରେ କରୋନା ଆକ୍ରାନ୍ତ ଚିହ୍ନଟ…

କ୍ରିକେଟ ବାହାରର ଜୀବନ ନେଇ ଡ୍ରାଭିଡ୍‌ଙ୍କଠୁ ଶିକ୍ଷା କରିଛି: ପୂଜାରା

ନୂଆଦିଲ୍ଲୀ,୨୭।୬ (ପି.ଟି.): ପେସାଦାର ଓ ବ୍ୟକ୍ତିଗତ ଜୀବନ ସମ୍ପର୍କରେ ପୂର୍ବତନ ବ୍ୟାଟ୍ସମ୍ୟାନ ରାହୁଲ ଡ୍ରାଭିଡ୍‌ଙ୍କଠାରୁ ବହୁତ କିଛି ଶିକ୍ଷା କରିଛି ବୋଲି ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାର କହିଛନ୍ତି। ଏ ନେଇ ଡ୍ରାଭିଡ୍‌ଙ୍କ ବହୁତ ଅବଦାନ ରହିଛି। କ୍ରିକେଟଠାରୁ ଦୂରେଇ…

ଗେରୀ ପେଟନ୍‌ ଓଡ଼ିଶା ଏଫ୍‌ସିର ସହକାରୀ କୋଚ୍‌

ଭୁବନେଶ୍ୱର, ୨୭ା୬ (ସ୍ପୋଟର୍‌ସ ବ୍ୟୁରୋ)-ହିରୋ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ୭ମ ସଂସ୍କରଣ ପାଇଁ ୬୪ବର୍ଷୀୟ ଗେରୀ ପେଟନ୍‌ଙ୍କୁ ଓଡ଼ିଶା ଏଫ୍‌ସି ଫୁଟ୍‌ବଲ ଦଳର ସହକାର କୋଚ୍‌ ଭାବେ ନିଯୁକ୍ତି ଦେଇଛି। ଶୁକ୍ରବାର ଏଥିପାଇଁ ଉଭୟଙ୍କ ମଧ୍ୟରେ ଦୁଇ ବର୍ଷିଆ ଚୁକ୍ତି…

ପୂର୍ବତନ ବକ୍ସିଂ ଚାମ୍ପିୟନଙ୍କୁ କରୋନା

ପାନାମା ସିଟି, ୨୭ା୬ (ଏପି)-ପୂର୍ବତନ ବିଶ୍ୱ ବକ୍ସିଂ ଚାମ୍ପିୟନ ରବର୍ଟୋ ଡୁରାନ୍‌ଙ୍କ କରୋନା ଭାଇରସ୍‌ରେ ପୀଡ଼ିତ ହୋଇଛନ୍ତି। ପାନାମାର ଏହି କିମ୍ବଦନ୍ତୀ ବକ୍ସର ତିନି ଦଶନ୍ଧିରୁ ଊର୍ଦ୍ଧ୍ୱ ଧରି ତାଙ୍କ କ୍ୟାରିୟରରେ ୪ଟି ଓଜନ ଶ୍ରେଣୀରେ ବିଶ୍ୱ ଟାଇଟଲ ବିଜୟୀ ହୋଇପାରିଥିଲେ।…

ଇଭାନିସେଭିଚ୍‌ କୋଭିଡ୍‌-୧୯ ପଜିଟିଭ୍‌

ଜାଗ୍ରେବ୍‌, ୨୭ା୬ (ଏପି): ମହାନ୍‌ ଟେନିସ ଖେଳାଳି ଗୋରାନ ଇଭାନିସେଭିଚ୍‌ଙ୍କର ହୋଇଥିବା କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ୍‌ ଆସିଛି। ପୂର୍ବତନ ଓ୍ବିମ୍ବେଲଡନ ଚାମ୍ପିୟନ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ନୋଭାକ୍‌ ଜୋକୋଭିଚ୍‌ଙ୍କ କୋଚ୍‌ ଅଛନ୍ତି। ନିକଟରେ ସର୍ବିଆ ଓ କ୍ରୋଏସିଆରେ ଅନୁଷ୍ଠିତ ଆଡ୍ରିଆ ଟୁର୍‌ ଏକ୍‌ଜିବିଶନ…

ସନରାଇଜର୍ସ ଭୁବନେଶ୍ୱରଙ୍କ କ୍ୟାରିୟରର ଟର୍ନିଂ ପଏଣ୍ଟ

ନୂଆଦିଲ୍ଲୀ, ୨୭ା୬ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଦଳ ସନରାଇଜର୍ସ ହାଇଦ୍ରାବାଦ୍‌ ତରଫରୁ ଖେଳିବା ସୁଯୋଗ ଭାରତୀୟ ପେସ୍‌ ବୋଲର ଭୁବନେଶ୍ୱର କୁମାରଙ୍କ କ୍ୟାରିୟରର ଟର୍ନିଂ ପଏଣ୍ଟ ବୋଲି ସେ ନିଜେ କହିଛନ୍ତି। ଡେଥ୍‌ ଓଭରରେ ବୋଲିଂ ଏବଂ ଚାପକୁ ହାତେଇବାର…

ଏଟିକେ- ମୋହନ ବାଗାନ୍‌ ସହ କ୍ରିଷ୍ଣାଙ୍କ ଚୁକ୍ତି ବୃଦ୍ଧି

ନୂଆଦିଲ୍ଲୀ,୨୬।୬ (ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ଏଟିକେ ସହ ଫିଜିର ତାରକା ଷ୍ଟ୍ରାଇକର ରଏ କ୍ରିଷ୍ଣା ତାଙ୍କର ଚୁକ୍ତି ଆଉ ଗୋଟିଏ ବର୍ଷକୁ ବୃଦ୍ଧି କରିଛନ୍ତି। ଫଳରେ ସେ ଆସନ୍ତାବର୍ଷ ପର୍ଯ୍ୟନ୍ତ ଏଟିକେ ତରଫରୁ ପ୍ରତିନିଧିତ୍ୱ କରିବେ। ଆଇ-…

୧ରୁ ଟ୍ରେନିଂ ଆରମ୍ଭ କରିବାକୁ ବିଏଆଇର ଯୋଜନା

ନୂଆଦିଲ୍ଲୀ,୨୬।୬(ପି.ଟି.): ଜୁଲାଇ ୧ ତାରିଖରୁ ହାଇଦ୍ରାବାଦ୍‌ରେ ଟ୍ରେନିଂ ଆରମ୍ଭ କରିବାକୁ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବିଏଆଇ) ଯୋଜନା କରିଛି। ତେବେ ଏଥିପାଇଁ ରାଜ୍ୟ ସରକାରକଙ୍କ ଅନୁମିତ ଆବଶ୍ୟକ। ଯଦି ସବୁକିଛି ଠିକ୍‌ଠାକ ଚାଲେ ତା’ହେଲେ ଅଲିମ୍ପିକ୍‌ ରୌପ୍ୟପଦକ ବିଜୟିନୀ ପି.ଭି.…

ମହାମାରୀ ସତ୍ତ୍ୱେ ବ୍ରାଜିଲ ଚାମ୍ପିୟନଶିପ୍‌ ଆରମ୍ଭ ହେବ

ସାଓ ପାଉଲୋ,୨୬।୬ (ଏପି): କୋଭିଡ୍‌-୧୯ ମହାମାରୀର ଆତଙ୍କ ଜାରି ରହିବା ସତ୍ତ୍ୱେ ଲାଟିନ୍‌ ଆମେରିକାର ଫୁଟବଲ ପାଓ୍ବାରା ହାଉସ୍‌ କୁହାଯାଉଥିବା ବ୍ରାଜିଲରେ ମୁଖ୍ୟ ଚାମ୍ପିୟନଶିପ୍‌ ଆରମ୍ଭ ହେବାକୁ ଯାଉଛି। ଅଗଷ୍ଟ ୯ ତାରିଖରୁ ଦେଶର ଏହି ସର୍ବବୃହତ୍‌ ଫୁଟବଲ ଚାମ୍ପିୟନଶିପ୍‌ ଆରମ୍ଭ…

୨୦୨୩ ଫିଫା ମହିଳା ବିଶ୍ୱକପ୍‌: ମିଳିତ ଭାବେ ଆୟୋଜନ କରିବେ ଅଷ୍ଟ୍ରେଲିଆ- ନ୍ୟୁଜିଲାଣ୍ଡ

ଜେନିଭା,୨୬।୬(ଏପି): ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମିଳିତ ଭାବେ ୨୦୨୩ ଫିଫା ମହିଳା ବିଶ୍ୱକପ୍‌ ଆୟୋଜନ କରିବେ। ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ତରଫରୁ ଏ ନେଇ ସ୍ପଷ୍ଟ କରାଯାଇଛି। ଯୁଗ୍ମ ଭାବେ ଏହି ମେଗା ଇଭେଣ୍ଟ ଆୟୋଜନ କରିବାକୁ…

ଧୋନୀଙ୍କ ବଡ ଭକ୍ତ ଏହି ବାଂଲାଦେଶ ଖେଳାଳି

ବାଂଲାଦେଶ ଖେଳାଳି ମୁଶଫିକର ରହିମ ଭାରତୀୟ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କୁ ନିଜ ଆଦର୍ଶ ବୋଲି କହିଛନ୍ତି। ଉଇକେଟ୍‌ କିପିଂ, ବ୍ୟାଟିଂ ଏବଂ ଅଧିନାୟିକତ୍ୱ ସବୁଥିରେ ସେ ମାହିର। କ୍ରିକେଟ୍‌ରେ ତାଙ୍କ ଭଳି ବ୍ୟକ୍ତିତ୍ୱ ବିରଳ ବୋଲି କହିଛନ୍ତି ରହିମ୍‌। ପୂର୍ବରୁ…

ଇଂଲଣ୍ଡ ଦଳରେ ଯୋଗ ଦେଲେ ଜୋଫ୍ରା ଆର୍ଚର

ଲଣ୍ଡନ, ୨୬ା୬ (ପି.ଟି.): କୋଭିଡ୍‌-୧୯ ଟେଷ୍ଟରେ ଦ୍ୱିତୀୟ ଥର ନେଗେଟିଭ୍‌ ଆସିବା ପରେ ଷ୍ଟାର ପେସ୍‌ ବୋଲର ଜୋଫ୍ରା ଆର୍ଚରଙ୍କ ଇଂଲଣ୍ଡ କ୍ରିକେଟ ଦଳରେ ଯୋଗଦେଇଛନ୍ତି। ଇଂଲଣ୍ଡ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳ ସହିତ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?