ଖେଳ

ଧୋନୀଙ୍କ ସପକ୍ଷରେ କୋହଲି

ବର୍ମିଂହାମ,୧ା୭- ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଦଳ ୩୧ ରନ୍‌ରେ ପରାଜିତ ହୋଇଛି। ଅନ୍ତିମ ଓଭରଗୁଡ଼ିକରେ ମହେନ୍ଦ୍ର ସିଂ ଧୋନୀଙ୍କ ଧିମା ବ୍ୟାଟିଂ ଏହି ପରାଜୟର ମୁଖ୍ୟ କାରଣ ବୋଲି ପୂର୍ବତନ କ୍ରିକେଟର ଓ ପ୍ରଶଂସକ ସମାଲୋଚନା...

ପ୍ରଥମ ଭାରତୀୟ କୋହଲି

ନୂଆଦିଲ୍ଲୀ,୧।୭-ବିଶ୍ୱର କୌଣସି ବୋଲିଂ ଲାଇନ ଅଫ୍‌ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ରନ୍‌ କରିବାରୁ ରୋକିପାରିବ ନାହିଁ। ବହୁ ରେକର୍ଡ ଅଧିକାରୀ କୋହଲି ରବିବାର ନିଜ କ୍ୟାରିୟରରେ ସଫଳତାର ଆଉ ଏକ ଫର୍ବ୍ଦ ଯୋଡ଼ିଛନ୍ତି। ଇଂଲଣ୍ଡ ବିପକ୍ଷରେ ବର୍ମିଂହାମଠାରେ ଖେଳାଯାଇଥିବା...

ଭାରତୀୟ ଦଳକୁ ବଡ଼ ଝଟ୍‌କା

ଭାରତୀୟ ଦଳକୁ ବଡ଼ ଝଟକା ବର୍ମିଂହାମ,୧ା୭(ପିଟି)- ଚଳିତ ବିଶ୍ୱକପ୍‌ରେ ପ୍ରଥମ ପରାଜୟବରଣ କରିଥିବା ଭାରତୀୟ ଦଳକୁ ସୋମବାର ବଡ଼ ଝଟକା ଲାଗିଛି। ଆହତ ସମସ୍ୟା ଯୋଗୁ ବିଜୟ ଶଙ୍କର ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ଗୋଡ଼ ଆଙ୍ଗୁଠିରେ ଲାଗିଥିବା ଆହତ ସମସ୍ୟା...

ଭାରତୀୟ ଦଳର ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଲେ ୟୁନିସ

ଲଣ୍ଡନ,୧।୭(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଭାରତୀୟ ଦଳ ୩୧ ରନ୍‌ରେ ଇଂଲଣ୍ଡଠାରୁ ପରାଜୟବରଣ କରିଛି। ଏଥିନେଇ ପୂର୍ବତନ ପାକିସ୍ତାନ ଅଧିନାୟକ ଓ୍ବାକର ୟୁନିସ ଟିମ୍‌ ଇଣ୍ଡିଆର ଖେଳୁଆଡ଼ ମନୋଭାବ ଉପରେ ପ୍ରଶ୍ନ ଉଠାଇଛନ୍ତି। ଚିର ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ସେମିଫାଇନାଲରେ ପ୍ରବେଶ କରିବା...

ସ୍ବତନ୍ତ୍ର କ୍ଲବ୍‌ରେ ସାମି

ନୂଆଦିଲ୍ଲୀ,୧।୭-ଭାରତୀୟ ପେସର ମହମ୍ମଦ ସାମି ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ୫ ଉଇକେଟ ନେଇଛନ୍ତି। ଏଥିସହିତ ସେ ବିଶ୍ୱକପ୍‌ରେ କ୍ରମାଗତ ୩ଥର ୪ କିମ୍ବା ତା’ଠାରୁ ଊର୍ଦ୍ଧ୍ୱ ଉଇକେଟ ନେଇଥିବା ବୋଲରଙ୍କ କ୍ଲବ୍‌ରେ ସ୍ଥାନ ପାଇଛନ୍ତି। ସାମିଙ୍କ ବ୍ୟତୀତ ପାକିସ୍ତାନର...

ଶେଷ ୩୦ ବଲରେ ମାତ୍ର ୪୦ ରନ୍‌:ଧୋନୀ, ଯାଦବଙ୍କ ଉପରେ ଦୋଷ ଲଦିଲେ ପୂର୍ବତନ ଖେଳାଳି

ବର୍ମିଂହାମ, ୧।୭:୨୦୧୯ ଆଇସିସି ବିଶ୍ୱକପରେ ଭାରତୀୟ ଦଳ ପ୍ରଥମ ପରାଜୟବରଣ କରିଛି। ଯଦିଓ ଏହି ପରାଜୟ ଦଳ ପାଇଁ ବେଶୀ କିଛି ପ୍ରଭାବ ପକାଇ ନାହିଁ ତଥାପି ଶେଷ ଓଭର ଆଡକୁ ଭାରତୀୟ ଦଳର ସ୍ଲୋ ବ୍ୟାଟିଂକୁ ପୂର୍ବତନ ଖେଳିମାନେ...

ଅଧିନାୟକ ଭାବେ କୋହଲି ହାସଲ କଲେ ଏହି ‘ବିରାଟ’ ରେକର୍ଡ

ବର୍ମିଂହାମ, ୧।୭: ଚଳିତ ଆଇସିସି ବିଶ୍ୱକପରେ ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ‘ବିରାଟ’ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟ ବିଶ୍ୱକପରେ ଲଗାତାର ପାଞ୍ଚଟି ଅର୍ଦ୍ଧଶତକ ମାରିବାରେ ସେ ବିଶ୍ୱର ପ୍ରଥମ ଅଧିନାୟକ ହୋଇଛନ୍ତି। ଇଂଲଣ୍ଡ ବିପକ୍ଷ ୫୯...

ହାରିଗଲା ଭାରତ, ଫଶିଲା ପାକିସ୍ତାନ

ବର୍ମିଂହାମ, ୧।୭:ଚଳିତ ଆଇସିସି ବିଶ୍ୱକପରେ ଫେଭରାଇଟ ବିବେଚିତ ହେଉଥିବା ବିରାଟ କୋହଲିଙ୍କ ଭାରତୀୟ ଦଳ ପ୍ରଥମ ପରାଜୟବରଣ କରିଛି। ରବିବାର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୩୮ତମ ମ୍ୟାଚରେ ଇଂଲଣ୍ଡ ୩୧ ରନରେ ଭାରତକୁ ପରାସ୍ତ କରିଛି। ଇଂଲଣ୍ଡଠାରୁ ଭାରତ ପରାସ୍ତ...

ଜର୍ସି ଯୋଗୁ ଭାରତ ହାରିଲା: ମେହବୁବା ମୁଫତି

ଶ୍ରୀନଗର, ୧।୭:ଆଇସିସି ବିଶ୍ୱକପରେ ଭାରତର ବିଜୟ ରଥକୁ ରୋକିବାରେ ସମର୍ଥ ହୋଇଛି ଆୟୋଜକ ଇଂଲଣ୍ଡ। ରବିବାର ବର୍ମିଂହାମରେ ଖେଳାଯାଇଥିବା ଏକ ମ୍ୟାଚ୍‌ ଭାରତକୁ ୩୧ରନରେ ପରାସ୍ତ କରି ଘରୋଇ ଦଳ ସେମିଫାଇନାଲ ଖେଳିବା ଆଶା ଉଜ୍ଜୀବିତ କରିଛି। ଭାରତ ପରାସ୍ତ...

ସ୍କୁଲ ଚେସ: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୧।୭(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ ଆସୋସିଏଶନ(ଓଏସସିଏ) ଓ ଟିଏଏସ ଇନ୍ସପିରେଶନର ମିଳିତ ଆନୁକୂଲ୍ୟରେ ଆୟୋଜିତ ସ୍କୁଲ ଓପନ ଚେସ ଚାମ୍ପିୟନଶିପରେ କଟକର ହର୍ଷିତ ରଞ୍ଜନ ସାହୁ ଚାମ୍ପିୟନ ହୋଇଛନ୍ତି। ୭ ରାଉଣ୍ଡ ବିଶିଷ୍ଟ ମ୍ୟାଚରେ ହର୍ଷିତ ପୁରା...

ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ

ସାଲଭାଡର, ୧।୭- ଏକ ରୋମାଞ୍ଚକ ମ୍ୟାଚ୍‌ରେ ଶୁଟ୍‌ଆଉଟ୍‌ରେ ଉରୁଗୁଏକୁ ପରାସ୍ତ କରିବା ପରେ ପେରୁ ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛି। ଏଥିସହ ଟୁର୍ନାମେଣ୍ଟର ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଯାଇଛି। ଜୁଲାଇ ୩ରେ ଅନୁଷ୍ଠିତ ହେବାକୁ...

ଚହଲଙ୍କ ଅଲୋଡ଼ା ରେକର୍ଡ

ବର୍ମିଂହାମ, ୧।୭(ପି.ଟି.)- ଆୟୋଜକ ଇଂଲଣ୍ଡ ଓ ଭାରତ ମଧ୍ୟରେ ରବିବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ଗୁରତ୍ୱପୂର୍ଣ୍ଣ ମୁକାବିଲାରେ ଭାରତୀୟ ସ୍ପିନର ଯୁଜବେନ୍ଦ୍ର ଚହଲ ଏକ ଅଲୋଡ଼ା ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି...

ରୋହିତଙ୍କ ଶତକ ସତ୍ତ୍ୱେ ଭାରତ ପରାସ୍ତ

ବର୍ମିଂହାମ, ୧।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଫେଭରାଇଟ୍‌ ବିବେଚିତ ହେଉଥିବା ବିରାଟ କୋହଲିଙ୍କ ଭାରତୀୟ ଦଳ ପ୍ରଥମ ପରାଜୟ ବରଣ କରିଛି। ରବିବାର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୩୮ତମ ମ୍ୟାଚ୍‌ରେ ଇଂଲଣ୍ଡ ୩୧ ରନରେ ଭାରତକୁ ପରାସ୍ତ କରି...

ବାରବାଟୀ ଷ୍ଟାଡିୟମରେ ଇସାକ

କଟକ ଅଫିସ,୧।୭- ଓଡ଼ିଶା ଗସ୍ତରେ ଆସିଥିବା ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ)ର ବୈଷୟିକ ନିର୍ଦ୍ଦେଶକ ଇସାକ ଦୋରୁ ରବିବାର ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି । ଏହି ଅବସରରେ ସେ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର କର୍ମକର୍ତ୍ତାଙ୍କ ସହ...

ଭାରତକୁ ପ୍ରାରମ୍ଭିକ ଝଟକା

ବର୍ମିଂହାମ,୩୦।୬: ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ବିଶାଳ ୩୩୮ରନ୍‌ ଲକ୍ଷ୍ୟ ନେଇ କ୍ରିଜ୍‌କୁ ଆସିଥିବା ଭାରତୀୟ ଦଳର ଓପନର କେ.ଏଲ ରାହୁଲ ବିନା ଖାତା ଖୋଲି ପାଭେଲିୟନ୍‌ରୁ ଫେରିଛନ୍ତି। ରୋହିତ ଶର୍ମା ଏବଂ ଅଧିନାୟକ ବିରାଟ...

ପଞ୍ଚମ ଓ୍ବିମ୍ବେଲଡନ୍‌ ଟାଇଟଲ୍‌ ଲକ୍ଷ୍ୟରେ ଜୋକୋଭିଚ୍‌

ଲଣ୍ଡନ, ୩୦।୬(ଏଏଫ୍‌ପି)- ଚଳିତ ବର୍ଷର ୩ୟ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ଓ୍ବିମ୍ବେଲଡନ ସୋମବାରଠାରୁ ସ୍ଥାନୀୟ ଅଲ୍‌ ଇଂଲଣ୍ଡ ଲନ୍‌ ଟେନିସ କ୍ଲବଠାରେ ଆରମ୍ଭ ହେବାକୁ ଯାଉଛି। ଏହି ସମ୍ମାନଜନକ ପ୍ରତିଯୋଗିତାର ଏହା ହେବ ୧୩୩ତମ ସଂସ୍କରଣ। ସର୍ବିୟା ଟେନିସ ତାରକା...

ଶ୍ରୀଲଙ୍କା ଲାଗି କର ବା ମର ସ୍ଥିତି

ଚେଷ୍ଟର-ଲି-ଷ୍ଟ୍ରିଟ୍‌,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଗାଣିତିକ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଶ୍ରୀଲଙ୍କାର ସେମିଫାଇନାଲ ଆଶା ଏବେ ମଧ୍ୟ ଉଜ୍ଜୀବିତ ରହିଛି। ସୋମବାର ଶ୍ରୀଲଙ୍କା ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ସେମି ଦୌଡ଼ାରୁ ବାଦ୍‌ ପଡିସାରିଥିବା ଓ୍ବେଷ୍ଟଇଣ୍ଡିଜକୁ ଭେଟିବ। ସ୍ଥାନୀୟ ରିଭରସାଇଡ ଗ୍ରାଉଣ୍ଡରେ...

ଭାରତ ଆଗରେ ବିଜୟ ଲକ୍ଷ୍ୟ ୩୩୮

ବର୍ମିଂହାମ,୩୦।୬: ଚଳିତ ବିଶ୍ୱକପର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଆଗରେ ବିଶାଳ ୩୩୮ରନର ଲକ୍ଷ୍ୟ ରଖିଛି ଆୟୋଜକ ଇଂଲଣ୍ଡ। ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଦୁଇ ଓପନର ଜେସନ ରୟ ଓ ଜନ୍ନି ବେୟାରଷ୍ଟୋ ଦମଦାର ପାଳି...