ଖେଳ

ଚାଇନିଜ୍‌ ସ୍ପନସରଶିପ୍‌କୁ ବର୍ତ୍ତମାନ ହଟାଇ ହେବନାହିଁ: ଧୁମଲ

ନୂଆଦିଲ୍ଲୀ, ୧୯ା୬ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରୁ ବର୍ତ୍ତମାନ ପାଇଁ ଚାଇନିଜ ସ୍ପନସରଶିପ୍‌କୁ ହଟାଯାଇପାରିବ ନାହିଁ। ଚୁକ୍ତି ମିଆଦ ଶେଷ ହେବା ପରେ ବିକଳ୍ପ ଚିନ୍ତା କରାଯାଇ ପାରେ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) କୋଷାଧ୍ୟକ୍ଷ ଅରୁଣ…

୨୦୧୧ ବିଶ୍ୱକପ୍‌ ଫାଇନାଲ ବିକ୍ରି ହୋଇଥିବା ଅଭିଯୋଗ

କଲମ୍ବୋ, ୧୮ା୬ (ପି.ଟି.)- ବିଶ୍ୱକପ୍‌ ୨୦୧୧ ଫାଇନାଲ ତାଙ୍କ ଦେଶ ଭାରତକୁ ବିକ୍ରି କରିଥିବା ଅଭିଯୋଗ କରିଛନ୍ତି ଶ୍ରୀଲଙ୍କାର ପୂର୍ବତନ କ୍ରୀଡ଼ା ମନ୍ତ୍ରୀ ମହିନ୍ଦାନନ୍ଦ ଅଲୁଥ୍‌ଗାମେଜ। ତେବେ ପୂର୍ବତନ ଅଧିନାୟକ କୁମାର ସଙ୍ଗକାରା ଓ ମାହେଲା ଜୟବର୍ଦ୍ଧନେ ତାଙ୍କଠାରୁ ଉପଯୁକ୍ତ ପ୍ରମାଣ…

ନିସର୍ଗ କ୍ଷତିଗ୍ରସ୍ତଙ୍କୁ ଘର ତିଆରି କରିବାରେ ସହାୟତା କଲେ ଏହି ଭାରତୀୟ କ୍ରିକେଟର୍‌

ମୁମ୍ବାଇ, ୧୮।୬- ଚଳିତ ମାସ ପ୍ରାରମ୍ଭରେ ଘୂର୍ଣ୍ଣିଝଡ଼ ‘ନିସର୍ଗ’ ଯୋଗୁ ମହାରାଷ୍ଟ୍ରରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ବିଶେଷ କରି ରାଇଗଡ଼ ଜିଲାର ସମୁଦ୍ର କୂଳିଆ ଅଞ୍ଚଳ ଆଲିବଗ ନିସର୍ଗ ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିଲା। ବାତ୍ୟାରେ ଏହି ଅଞ୍ଚଳରେ ଯେଉଁ ଲୋକଙ୍କ ଘର…

ଆଇପିଏଲ୍‌ ଉପରେ ପଡ଼ିବ ଭାରତ-ଚାଇନା ବିବାଦର ପ୍ରଭାବ

ନୂଆଦିଲ୍ଲୀ, ୧୮।୬- ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ଠିକ୍‌ ସମୟରେ ଆୟୋଜନ ହେବାରେ ପ୍ରଥମେ କରୋନା ଭାଇରସ ପ୍ରତିବନ୍ଧକ ସାଜିଥିଲା। ଏହି କାରଣରୁ ଆଇପିଏଲ୍‌ ସିଜନ-୧୩କୁ ଅନିର୍ଦ୍ଦିଷ୍ଟ ସମୟ ଲାଗି ସ୍ଥଗିତ ରଖିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ…

ଆଇପିଏଲ୍‌ର କେଉଁ ଟିମ୍‌ ସହ ଖେଳିବାକୁ ଆଗ୍ରହୀ ଇଂଲଣ୍ଡର ଏହି ମହିଳା କ୍ରିକେଟର୍‌

ଇଂଲଣ୍ଡ ମହିଳା କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ଡାନିଏଲ୍‌ ଓ୍ବେଟ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳ ପକ୍ଷରୁ ଖେଳିବାକୁ ପସନ୍ଦ କରନ୍ତି ବୋଲି କହିଛନ୍ତି। ୨୯ ବର୍ଷୀୟା ଡାନିଏଲ୍‌ କହିଛନ୍ତି, ବାଙ୍ଗାଲୋର ଦଳରେ କ୍ରିସ୍‌…

କ୍ରିକେଟ୍‌ ଅଷ୍ଟ୍ରେଲିଆ ସିଇଓ ଦୌଡ଼ରେ ଷ୍ଟ୍ରସ୍‌

ମେଲବୋର୍ନ, ୧୮।୬- କରୋନା ମହାମାରୀ ଲାଗି ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା କ୍ରିକେଟ୍‌ ଅଷ୍ଟ୍ରେଲିଆ (ସିଏ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦ ଲାଗି ଇଂଲଣ୍ଡର ପ୍ରାକ୍ତନ ଅଧିନାୟକ ଆଣ୍ଡ୍ରିଉ ଷ୍ଟ୍ରସ୍‌ ଦୌଡ଼ରେ ରହିଛନ୍ତି। ନିକଟରେ କେଭିନ୍‌ ରବଟର୍‌ସ ସିଏର…

୪୦ କର୍ମଚାରୀଙ୍କୁ ଛଟେଇ କଲା କ୍ରିକେଟ ଅଷ୍ଟ୍ରେଲିଆ

ମେଲବୋର୍ନ, ୧୮।୬(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ କ୍ରିକେଟ ଅଷ୍ଟ୍ରେଲିଆ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏଥିରୁ ରକ୍ଷା ପାଇବା ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଏହାର ୪୦ ଜଣ କର୍ମଚାରୀଙ୍କୁ ହଟାଇଛି। ତେବେ ଏହି ପ୍ରକ୍ରିୟାରେ ସବୁଠାରୁ କ୍ଷତିଗ୍ରସ୍ତ ହୋଇଛନ୍ତି…

୭ ବର୍ଷ ପରେ ଶ୍ରୀସନ୍ଥଙ୍କୁ ପ୍ରତ୍ୟାବର୍ତ୍ତନ ସୁଯୋଗ

ଥିରୁଭାନନ୍ତପୁରମ,୧୮।୬: ଭାରତୀୟ ଦ୍ରୁତ ବୋଲର ଏସ୍‌. ଶ୍ରୀସନ୍ଥ ପୁଣି ଥରେ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା ସୃଷ୍ଟି ହୋଇଛି। ଆସନ୍ତା ସେପ୍ଟେମ୍ବରରେ ତାଙ୍କର ୭ ବର୍ଷୀୟା ବାସନ୍ଦ ଅବଧି ଶେଷ ହେବାକୁ ଯାଉଛି। ଫଳରେ କେରଳ କ୍ରିକେଟ ଆସୋସିଏଶନ (କେସିଏ) ଶ୍ରୀସନ୍ଥଙ୍କୁ…

ରୋହିତ ଶର୍ମାଙ୍କ ଫଟୋକୁ ଯୁବତୀ ବେଶରେ ସଜାଇ ଫଟୋ ଛାଡିଲେ ଏହି ଭାରତୀୟ କ୍ରିକେଟର

ଲକ୍‌ଡାଉନ୍‌ ଯୋଗୁ ଏବେ ସମସ୍ତ କ୍ରିକେଟ ସିରିଜ୍‌କୁ ସ୍ଥଗିତ ରଖାଯାଇଛି। ଫଳରେ କ୍ରିକେଟରମାନେ ନିଜ ପରିବାର ସହ ସମୟ ବିତାଇବା ସହ ସୋସିଆଲ ମିଡିଆରେ ମଧ୍ୟ ସକ୍ରିୟ ରହୁଛନ୍ତି। ଭାରତୀୟ ସ୍ପିନର୍‌ ୟୁଜବେନ୍ଦ୍ର ଚହଲ ସୋସିଆଲ ମିଡିଆରେ ମଜାଦାର ଭିଡିଓ ଏବଂ…

ଏହି ମହିଳା କ୍ରିକେଟରଙ୍କୁ ବାଉନ୍ସର ମାରିବାକୁ ଚେତାବନୀ ଦେଇଥିଲେ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ

ଦିନେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ବିବାହ ପସ୍ତାବ ଦେଇଥିବା ଇଂଲଣ୍ଡ ମହିଳା କ୍ରିକେଟ ଖେଳାଳି ଡାନିଏଲ୍‌ ଓ୍ବାଟ୍‌ ଏବଂ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ନେଇ ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହୋଇଥାଏ। ଏପରିକି ଉଭୟ ପ୍ରେମରେ…

କ୍ରିକେଟ୍‌ ଇତିହାସରେ ଭାରତ ପାଇଁ ଆଜି ସ୍ମରଣୀୟ ଦିନ, ଯାହା ସବୁବେଳେ ମନେ ରହିବ

ଜୁନ ୧୮, ୧୯୮୩, ଭାରତୀୟ କ୍ରିକେଟ ଇତିହାସରେ ଏକ ସ୍ମରଣୀୟ ଦିନ। ଆଜିକୁ ଠିକ୍‌ ୩୭ ବର୍ଷ ପୂର୍ବେ ହରିୟାଣାର ହରିକେନ୍‌ କୁହାଯାଉଥିବା କପିଳ ଦେବ ଭାରତର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚ୍‌ ପ୍ରଥମ ଶତକ ହାସଲ କରିଥିଲେ।୧୯୮୩…

ଷ୍ଟିଭ୍‌ ଓ୍ବ ମ୍ୟାନେଜରଙ୍କ ବଦାନ୍ୟତା

ମୁମ୍ବାଇ, ୧୮।୬ (ପି.ଟି.)-ଏକ ମହତ ଉଦ୍ଦେଶ୍ୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଷ୍ଟିଭ୍‌ ଓ୍ବଙ୍କ ମ୍ୟାନେଜର ହର୍ଲେ ମେଡ୍‌କାଫ୍‌ ଭାରତର ଶାରୀରିକ ଅନଗ୍ରସର କ୍ରିକେଟରଙ୍କୁ ୧.୫ ଲକ୍ଷଟଙ୍କା ସହାୟତା କରିଛନ୍ତି। ଏହି ଖେଳାଳିମାନେ କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ ସ୍ଥିତିଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?