ଆଇସିସି ଦିନିକିଆ, ଟେଷ୍ଟ ଦଳ: କୋହଲି ଅଧିନାୟକ
ଦୁବାଇ,୧୫।୧(ପି.ଟି.): ବ୍ୟାଟିଂ ସୁପରଷ୍ଟାର ତଥା ଭାରତୀୟ ଅଧିନାୟକ ବିରାଟ କୋହଲି ୨୦୧୯ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ ବିବେଚିତ ହୋଇଛନ୍ତି। କ୍ରମାଗତ ତୃତୀୟଥର ପାଇଁ କୋହଲି ଏହି ସମ୍ମାନର ଅଧିକାରୀ ହୋଇଛନ୍ତି।...
ଇଣ୍ଡୋନେସିଆ ମାଷ୍ଟର୍ସ, ସିନ୍ଧୁ ଆଗେଇଲେ: ସାଇନା, ଶ୍ରୀକାନ୍ତ ବିଦା
ଜାକର୍ତ୍ତା, ୧୫।୧(ପି.ଟି.): ବିଶ୍ୱ ବିଜୟିନୀ ପି.ଭି. ସିନ୍ଧୁ ବୁଧବାରଠାରୁ ଏଠାରେ ଆରମ୍ଭ ହୋଇଥିବା ସୁପର ୫୦୦ ଇଣ୍ଡୋନେସିଆ ମାଷ୍ଟର୍ସ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ତେବେ ଡିଫେଣ୍ଡିଂ ଚାମ୍ପିୟନ ସାଇନା ନେହ୍ବାଲ, ବି. ସାଇ ପ୍ରଣୀଥ୍, କିଡାମ୍ବୀ...
କୋହଲିଙ୍କ ଭଳି ଧୋନୀଙ୍କୁ ମଧ୍ୟ ଗୋଟିଏ ନିଷ୍ପତ୍ତି ପାଇଁ ମିଳିଥିଲା ସ୍ପିରିଟ୍ ଅଫ୍ କ୍ରିକେଟ୍
୨୦୧୯ ବର୍ଷର ଆଇସିସି ସ୍ପିରିଟ୍ ଅଫ୍ କ୍ରିକେଟ ପୁରସ୍କାର ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ମିଳିଛି। ତାଙ୍କ ଭଳି ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ମଧ୍ୟ ଗୋଟିଏ ନିଷ୍ପତ୍ତି ଯୋଗୁ ଏହି ସମ୍ମାନ ଜନକ ପୁରସ୍କାର ମିଳିଥିଲା। ୨୦୧୧ରେ...
ଏକାସଙ୍ଗେ ଖେଳିପାରନ୍ତି ଧୋନୀ, ସଚିନ
ମେଲବୋର୍ନ,୧୫।୧- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଓ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏକାସଙ୍ଗେ ପୁଣି ଥରେ କ୍ରିକେଟ ପଡ଼ିଆରେ ନଜର ଆସିପାରନ୍ତି। ସଚିନ ଅବସର ନେଇସାରିଥିବାବେଳେ ଧୋନୀ ଦୀର୍ଘଦିନ ହେଲା କ୍ରିକେଟରୁ ଦୂରେଇ ରହିଛନ୍ତି। ଦୁହିଁଙ୍କ କମ୍ବିନେଶନ...
ଆଇସିସି ହସ୍ତକ୍ଷେପ ପରେ ରାଜି ହେଲା ବାଂଲାଦେଶ
ଦୁବାଇ,୧୫।୧- ପାକିସ୍ତାନରେ ପୂର୍ଣ୍ଣ ସିରିଜ୍ ଖେଳିବାକୁ ରାଜି ହୋଇଛି ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି)। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ମୁଖ୍ୟ ଶଶାଙ୍କ ମନୋହରଙ୍କ ହସ୍ତକ୍ଷେପ ଯୋଗୁ ଏହା ସମ୍ଭବ ହୋଇପାରିଛି। ୩ ପର୍ଯ୍ୟାୟରେ ବାଂଲାଦେଶ ଦଳ ପାକିସ୍ତାନ ଗସ୍ତରେ...
ଭାରତ ବିପକ୍ଷରେ ସର୍ବାଧିକ ଓପନିଂ ପାର୍ଟନରଶିପ୍
ମୁମ୍ବାଇ,୧୫।୧- ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଆରୋନ ଫିଞ୍ଚ ଓ ଡେଭିଡ ଓ୍ବାର୍ନରଙ୍କ ୨୫୮ ରନ୍ର ଓପନିଂ ଭାଗୀଦାରି ଭାରତ ବିପକ୍ଷ ଦିନିକିଆରେ ଯେ କୌଣସି ଦଳ ପାଇଁ ଏକ ରେକର୍ଡ। ଏଥିପୂର୍ବରୁ ୨୦୦୦ରେ ତାରତ ବିପକ୍ଷ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକାର ଗ୍ୟାରୀ...
ଧୋନୀ ଧୋନୀ ଗୁଞ୍ଜରିତ ହେଲା ଓ୍ବାଙ୍ଖ୍ଡେ
ମୁମ୍ବାଇ,୧୫।୧- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କ୍ରିକେଟଠାରୁ ଦୀର୍ଘଦିନ ହେଲା ଦୂରେଇ ରହିଛନ୍ତି। କିନ୍ତୁ ତାଙ୍କ ପ୍ରଶଂସକ ଏବେ ମଧ୍ୟ ତାଙ୍କୁ ଅପେକ୍ଷା କରିରହିଛନ୍ତି। ଏଠାରେ ଭାରତ ବିପକ୍ଷ ଦିନିକିଆ ମ୍ୟାଚ୍କୁ ଅଷ୍ଟ୍ରେଲିଆ ଦଳ ୧୦ ଉଇକେଟରେ...
ଦଳ ସହ ରାଜକୋଟ ଗସ୍ତ କରିବେ ନାହିଁ ପନ୍ତ
ମୁମ୍ବାଇ, ୧୫।୧- ଅଷ୍ଟ୍ରେଲିଆ ଓ ଭାରତ ଦିନିକିଆ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ରାଜକୋଟଠାରେ ଶୁକ୍ରବାର ଖେଳାଯିବ। ସେଠାକୁ ଭାରତୀୟ ଦଳ ସହ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଗସ୍ତ କରିବେ ନାହିଁ। ସିରିଜ୍ର ପ୍ରଥମ ମ୍ୟାଚ୍ରେ ବ୍ୟାଟିଂ କରୁଥିବାବେଳେ ତାଙ୍କ...
ବର୍ଷର ଶ୍ରେଷ୍ଠ ଦିନିକିଆ କ୍ରିକେଟର ରୋହିତ
ଦୁବାଇ, ୧୫।୧- ଭାରତୀୟ ଦଳର ବିସ୍ଫୋରକ ଓପନର ରୋହିତ ଶର୍ମା ବୁଧବାର ଆଇସିସି ଦିନିକିଆ କ୍ରିକେଟର ଅଫ୍ ଦି ଇୟର ପୁରସ୍କାର ପାଇଛନ୍ତି। ୨୦୧୯ରେ ଦିନିକିଆ ଫର୍ମାଟ୍ରେ ଚମତ୍କାର ପ୍ରଦର୍ଶନ ପାଇଁ ତାଙ୍କୁ ଏହି ସମ୍ମାନ ମିଳିଛି। ତାଙ୍କ ସାଥୀ...
ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ୍: ଉତ୍କଳ ବିଶ୍ୱବିଦ୍ୟାଳୟ ଚାମ୍ପିୟନ
କଟକ ଅଫିସ,୧୫ା୧- ରେଭେନ୍ଶା ବିଶ୍ୱବିଦ୍ୟାଳୟ ପଡ଼ିଆରେ ଅନୁଷ୍ଠିତ ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କ୍ରିକେଟ ଟୁର୍ନାମେଣ୍ଟରେ ଉତ୍କଳ ବିଶ୍ୱବିଦ୍ୟାଳୟ ଦଳ ଚାମ୍ପିୟନ ହୋଇଛି। ଲିଗ୍ ଫର୍ମାଟରେ ଅନୁଷ୍ଠିତ ପ୍ରତିଯୋଗିତାର ଫାଇନାଲ ରାଉଣ୍ଡରେ ଉତ୍କଳ ସର୍ବାଧିକ ପଏଣ୍ଟ ହାସଲ କରିଛି। ଭିବିଏସ୍ ପୂର୍ବାଞ୍ଚଳ...
ନ୍ୟୁଜିଲାଣ୍ଡ ଟୁର୍: ଭାରତୀୟ ମହିଳା ହକି ଦଳରେ ଓଡ଼ିଶାରୁ ୩
ନୂଆଦିଲ୍ଲୀ, ୧୫।୧ (ପି.ଟି.)- ଚଳିତ ମାସ ଶେଷଭାଗରେ ଭାରତୀୟ ମହିଳା ହକି ଦଳ ନ୍ୟୁଜିଲାଣ୍ଡ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। ଏଥିଲାଗି ମଙ୍ଗଳବାର ଷ୍ଟ୍ରାଇକର୍ ରାଣୀ ରାମପାଲଙ୍କ ନେତୃତ୍ୱରେ ୨୦ ଜଣିଆ ଭାରତୀୟ ମହିଳା ହକି ଦଳ ଘୋଷଣା କରାଯାଇଛି।...
ଧୂଆଁ କାରଣରୁ ଶାରାପୋଭାଙ୍କ ମ୍ୟାଚ୍ ସ୍ଥଗିତ
ମେଲବୋର୍ନ, ୧୪।୧ (ଏଏଫ୍ପି)- ରୁଷୀୟ ମହିଳା ଟେନିସ ତାରକା ମାରିଆ ଶାରାପୋଭା ଓ ଜର୍ମାନୀୟ ଲୌରା ସିଏଗମୁଣ୍ଡଙ୍କ ମଧ୍ୟରେ ଏଠାରେ ଅନୁଷ୍ଠିତ କୋୟୋଙ୍ଗ କ୍ଲାସିକର ଏକ ମ୍ୟାଚ୍ ଧୂଆଁ ଲାଗି ସ୍ଥଗିତ ରଖାଯାଇଛି। ଧୂଆଁ ଯୋଗୁ ମ୍ୟାଚ୍ ମଝିରେ ଶାରାପୋଭାଙ୍କ...
Archives


