ଖେଳ

କ୍ରିକେଟରେ ଏହି ୭ ଖେଳାଳିଙ୍କୁ ମିଳିଛି ‘ସର୍‌’ ଉପାଧି

କ୍ରିକେଟ ଖେଳାଳିଙ୍କୁ ବିଭିନ୍ନ ସମ୍ମାନରେ ସମ୍ମାନିତ କରାଯାଏ। ସେଥିମଧ୍ୟରୁ ଗୋଟିଏ ହେଉଛି ‘ସର୍‌’ ସମ୍ମାନ। ଖେଲାଳିଙ୍କ ନାଁ ପୂର୍ବରୁ ‘ସର୍‌’ ଲାଗିବା ଗୌରବର କଥା ହୋଇଥାଏ। ବିଶ୍ୱର ୭ ଖେଳାଳିଙ୍କୁ ଏହି ସମ୍ମାନ ମିଳିଛି। ସର୍‌ ଲିଓନାର୍ଡ ହଟନ ଇଂଲଣ୍ଡର ପୂର୍ବତନ…

ପ୍ରଥମ ବଲ୍‌ରେ ଉଇକେଟ୍‌ ନେଇଥିଲେ ଏହି ୫ ବୋଲ୍‌ର

ବିଶ୍ୱ କ୍ରିକେଟରେ କିଛି ବୋଲର ଅଛନ୍ତି ଯେଉଁମାନେ ନିଜ କ୍ୟାରିୟରର ପ୍ରଥମ ବଲରେ ଉଇକେଟ ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ଇଞ୍ଜାମାନ ଉଲ୍‌-ହକ୍‌ ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଇଞ୍ଜାମାମ ଉଲ୍‌ ହକ ଦଳ ପାଇଁ ୧୨୦ଟି ଟେଷ୍ଟ ଖେଳି…

ନୂଆ ଶିକ୍ଷାନୀତିରେ କ୍ରୀଡ଼ା ସ୍ଥାନ ପାଇବ: ରିଜିଜୁ

ମୁମ୍ବାଇ,୧୧।୬(ପି.ଟି.): ନୂଆ ଶିକ୍ଷାନୀତି ପାଠ୍ୟକ୍ରମରେ କ୍ରୀଡ଼ା ସ୍ଥାନ ପାଇବ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। ସ୍କୁଲ ପାଠ୍ୟକ୍ରମରେ କ୍ରୀଡ଼ା ବାଧ୍ୟତାମୂଳକ ହେବ। ଏହା ଆଉ ଅତିରକ୍ତ ପାଠ୍ୟକ୍ରମ ଗତିବିଧି ବା ଏକ୍ସଟ୍ରା କରିକୁଲାର ଆକ୍ଟିଭିଟି ହୋଇ ରହିବ ନାହିଁ…

ଖାଲି ଷ୍ଟାଡିୟମରେ ଆୟୋଜନ ହୋଇପାରେ ଆଇପିଏଲ୍‌: ଗାଙ୍ଗୁଲି

ନୂଆଦିଲ୍ଲୀ,୧୧।୬(ପି.ଟି.):ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଆୟୋଜନ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ସୂଚନା ଦେଇଛନ୍ତି। ବିଶ୍ୱର ଏହି ଶ୍ରେଷ୍ଠ ଟି୨୦ ଲିଗ୍‌ ଫାଙ୍କା ଷ୍ଟାଡିୟମରେ ଆୟୋଜନ ହୋଇପାରେ ବୋଲି ସେ କହିଛନ୍ତି। କୋଭିଡ୍‌-୧୯…

ସ୍ପେନ୍‌ରେ ମହିଳା ଫୁଟବଲକୁ ପେସାଦାର ମାନ୍ୟତା

ମାଡ୍ରିଡ,୧୧।୬(ଏପି): ସ୍ପେନ୍‌ରେ ମହିଳା ସକର ବା ଫୁଟବଲ୍‌କୁ ପେସାଦାର ମାନ୍ୟତା ମିଳିଛି। ଦେଶର ଦୁଇଟି ଶ୍ରେଷ୍ଠ ସକର ଡିଭିଜନ୍‌କୁ ମର୍ଯ୍ୟାଦା ପ୍ରଦାନ କରାଯାଇଛି ବୋଲି ସ୍ପାନିଶ୍‌ ଫେଡେରେଶନ ତରଫରୁ ଗୁରୁବାର ଘୋଷଣା କରାଯାଇଛି। ଦେଶର ସ୍ପୋଟର୍‌ସ କାଉନସିଲ ଏହି ପ୍ରତିଯୋଗିତାର ଷ୍ଟାଟସ…

ଲଣ୍ଡା ଟେଷ୍ଟ କ୍ରିକେଟ ଟିମ୍‌ରେ ନାହାନ୍ତି ବିରେନ୍ଦ୍ର ସେହ୍ବାଗ

ଲକ୍‌ଡାଉନ ଯୋଗୁ ଏବେ କୌଣସି କ୍ରିକେଟ ସିରିଜ୍‌ ଆୟୋଜନ କରାଯାଉନାହିଁ। ଏଥିପାଇଁ କ୍ରିକେଟରମାନେ ଘରେ ରହି ସୋସିଆଲ ମିଡିଆରେ ଆକ୍ଟିଭ୍‌ ରହୁଛନ୍ତି। କିଛି ଖେଳାଳି ମଜାଦାର ଭିଡିଓ ଏବଂ ଫଟୋ ଶେୟାର କରି ଦର୍ଶକଙ୍କ ମନୋରଞ୍ଜନ କରୁଛନ୍ତି। ଇଂଲଣ୍ଡର ପୂର୍ବତନ ଅଧିନାୟକ…

ପିତାଙ୍କ ବାଓପିକ୍‌ରେ ନଜର ଆସିବେ ଏହି କ୍ରିକେଟରଙ୍କ ଝିଅ

୧୯୮୩ରେ ଭାରତୀୟ କ୍ରିକେଟ ଟିମ୍‌ର ବିଶ୍ୱକପ ବିଜୟକୁ ନେଇ ତିଆରି ହୋଇଛି। ଫିଲ୍ମ ’୮୩’। ଏହି ଫିଲ୍ମରେ ରଣବୀର ଭାରତୀୟ କ୍ରିକେଟ ଟିମ୍‌ କ୍ୟାପଟେନ୍‌ କପିଲ ଦେବଙ୍କ ଭୂମିକାରେ ଅଭିନୟ କରୁଥିଲା ବେଳେ ଦୀପିକା ତାଙ୍କ ପତ୍ନୀ ରୋମି ଦେବଙ୍କୁ ଭୂମିକାରେ…

ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ବାଣ୍ଟୁଛନ୍ତି ଏହି କ୍ରିକେଟର୍‌

କରୋନା ଯୋଗୁ ଏବେ କ୍ରିକେଟ ସିରିଜ୍‌ ଆୟୋଜନ କରାଯାଉନାହିଁ। ଏହି ସମୟରେ କିଛି ଭାରତୀୟ କ୍ରିକେଟରମାନେ ସୋସିଆଲ ମିଡିଆରେ ଆକ୍ଟିଭ ରହୁଥିବାବେଳେ ଆଉ କିଛି କ୍ରିକେଟର ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିଛନ୍ତି। ପେସ୍‌ ବୋଲର ମହମ୍ମଦ ଶାମି ରାଜପଥରେ ପ୍ରବାସୀ…

ଆଇସିସି ବୈଠକ: ଟି୨୦ ବିଶ୍ୱକପ ସମ୍ପର୍କରେ ନିଷ୍ପତ୍ତି ସ୍ଥଗିତ

ନୂଆଦିଲ୍ଲୀ, ୧୧।୬(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି)ର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ବୈଠକରେ ଟି୨୦ ବିଶ୍ୱକପ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ହୋଇ ପାରିନାହିଁ। କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଏ ସମ୍ପର୍କରେ ନିଷ୍ପତ୍ତି ନେବାକୁ ଆଇସିସି ଆଉ…

ସୁଇସ୍‌ ଓପନ୍‌, ୟୁରୋପିଆନ ଚାମ୍ପିୟନଶିପ୍‌ ବାତିଲ

ନୂଆଦିଲ୍ଲୀ, ୧୧।୬(ପି.ଟି.)- କୋଭିଡ-୧୯ ସଂକ୍ରମଣ କାରଣରୁ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ କ୍ୟାଲେଣ୍ଡର ପ୍ରଭାବିତ ହେବାରେ ଲାଗିଛି। ବିକଳ୍ପ ସମୟ ନ ପାଇବା କାରଣରୁ ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ) ଚଳିତ ବର୍ଷର ସୁଇସ୍‌ ଓପନ ଏବଂ ୟୁରୋପିଆନ ଚାମ୍ପିୟନଶିପ୍‌କୁ ବାତିଲ କରିଛି। ପୂର୍ବରୁ…

୨୦୨୩ ମହିଳା ଫିଫା ବିଶ୍ୱକପ ଆୟୋଜନ ଦୌଡ଼ରେ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ଆଗରେ

ଜୁରିଚ୍‌, ୧୧।୬(ଏପି)- ୨୦୨୩ ମହିଳା ଫିଫା ବିଶ୍ୱକପ ଆୟୋଜନ ପାଇଁ ୩ଟି ବିଡ୍‌ ଦାଖଲ ହୋଇଛି। ତେବେ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡର ମିଳିତ ବିଡ୍‌ ଅନ୍ୟ ସମସ୍ତଙ୍କୁ ପଛରେ ପକାଇ ଦେଇଛି। ୩୨ ଦଳ ବିଶିଷ୍ଟ ଏହି ମେଗା ପ୍ରତିଯୋଗିତା ପାଇଁ ଫିଫା ୫…

ପୂର୍ବତନ ରଣଜୀ କ୍ରିକେଟରଙ୍କୁ ହତ୍ୟା ଅଭିଯୋଗରେ ପୁଅଙ୍କୁ ଗିରଫ କଲା ପୋଲିସ

ଥିରୁଭାନନ୍ତପୁରମ, ୧୧।୬- ପୂର୍ବତନ ରଣଜୀ ଟ୍ରଫି କ୍ରିକେଟର ଜୟମୋହନ ଥାମ୍ପିଙ୍କର ନିଜ ବାସବଭନରେ ମୃତ୍ୟୁ ଘଟିଛି। ମାତ୍ର ତାଙ୍କ ମୃତ୍ୟୁ ସହ ଜଡ଼ିତ ଥିବା ଅଭିଯୋଗରେ ଥିରୁଭାନନ୍ତପୁରମସ୍ଥିତ ଫୋର୍ଟ ପୋଲିସ ତାଙ୍କ ପୁଅ ଅଶ୍ୱିନଙ୍କୁ ଗିରଫ କରିଛି। ଉଭୟ ବାପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?