ଖେଳ

ସେରେନା, ଓଜନିଆକିି ସେମିଫାଇନାଲରେ

ଅକ୍‌ଲାଣ୍ଡ, ୧୧ା୧ (ଏଏଫ୍‌ପି)- ସେରେନା ଓ୍ବିଲିୟମ୍ସ ଓ କାରୋଲିନ୍‌ ଓଜନିଆକି ଡବ୍ଲ୍ୟୁଟିଏ ଅକ୍‌ଲାଣ୍ଡ କ୍ଲାସିକ ଟେନିସ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। କ୍ୱାର୍ଟରଫାଇନାଲରେ ସେ ଲାଉରା ସିଜମଣ୍ଡ୍‌ଙ୍କୁ ୬-୪, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। ୨୩ ଥର ଗ୍ରାଣ୍ଡସ୍ଲାମ ବିଜୟିନୀ...

ପିବିଏଲ୍‌ର ଅନ୍ତିମ ଲେଗ୍‌ ହାଇଦ୍ରାବାଦକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୧୧।୧(ପି.ଟି.)- ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ (ପିବିଏଲ୍‌)ର ଅନ୍ତିମ ଲେଗର ମ୍ୟାଚ୍‌ଗୁଡିକ ବେଙ୍ଗାଲୁରୁରୁ ହାଇଦ୍ରାବାଦକୁ ସ୍ଥାନାନ୍ତର କରାଯାଇଛି। ମ୍ୟାଚ୍‌ ଖେଳାଯିବା ପାଇଁ ଭେନୁ ଉପଲବ୍ଧ ନ ହେବାକୁ ବେଙ୍ଗାଲୁରୁ ରାପ୍ଟର୍ସ ଦ୍ୱିତୀୟ ଲେଗ୍‌ର ମ୍ୟାଚ୍‌ଗୁଡିକୁ ଆୟୋଜନ କରିବା ନେଇ ଅକ୍ଷମତା ପ୍ରକାଶ...

ଇଣ୍ଡିଆନ ସୁପର ଲିଗ୍‌ : ହ୍ୟାଟ୍ରିକ୍‌ ବିଜୟ ସହ ଶ୍ରେଷ୍ଠ- ୪ ସ୍ଥାନ ଲକ୍ଷ୍ୟରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର,୧୧।୧(ସ୍ପୋଟର୍‌ସ ବ୍ୟୁରୋ)- ଘରୋଇ ଭେନ୍ୟୁ କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଏଫ୍‌ସି ଦମ୍‌ଦାର ଆରମ୍ଭ କରିଛି। ଏଠାରେ ପ୍ରଥମ ଦୁଇଟି ମ୍ୟାଚ୍‌ରେ ବିଜୟ ହାସଲ କରିଥିବା ଓଡ଼ିଶା ଶନିବାର ଶକ୍ତିଶାଳୀ ମୁମ୍ବାଇ ଏଫ୍‌ସିକୁ ଭେଟିବ। ମୁମ୍ବାଇକୁ ହରାଇ ଓଡ଼ିଶା କ୍ରମାଗତ ୩ଟି...

କ୍ରିକେଟ ନିଶା ପାଇଁ ଇଞ୍ଜିନିୟର ଚାକିରି ଛାଡିଥିଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳରେ ‘ଜମ୍ବୋ’ ନାମରେ ପରିଚିତ ଥିଲେ ଅନିଲ କୁମ୍ବଲେ। ଭାରତୀୟ ଦଳର ଏହି ପୂର୍ବତନ କୋଚ   ଜଣେ ସ୍ପିନର୍‌ ଭାବେ ଭାରତ ପାଇଁ ଅନେକ ରେକର୍ଡ ହାସଲ କରିଛନ୍ତି। କିନ୍ତୁ ଜାଣିଛନ୍ତି କି କୁମ୍ବଲେ ପାଠପଢାରେ ମଧ୍ୟ...

ଟି୨୦ ସିରିଜ ଜିତିଲା ଭାରତ

ପୁଣେ,୧୦।୧(ପି.ଟି.)- ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରେ ଘରୋଇ ଭାରତ ୨-୦ରେ ବିଜୟୀ ହୋଇଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ବୃହତ୍‌ ୭୮ ରନରେ ଶ୍ରୀଲଙ୍କାକୁ ପରାସ୍ତ କରି...

୧୯ବର୍ଷରୁ କମ୍‌ କ୍ରିକେଟ: ଦିବ୍ୟାଂଶଙ୍କ ସ୍ଥାନରେ ସିଦ୍ଧେଶ

ନୂଆଦିଲ୍ଲୀ, ୧୦ା୧(ପି.ଟି.)- ଆଘାତପ୍ରାପ୍ତ ହୋଇଥିବାରୁ ଭାରତର ୧୯ ବର୍ଷରୁ କମ୍‌ ଅଲରାଉଣ୍ଡର ଦିବ୍ୟାଂଶ ଯୋଶୀ ଆସନ୍ତା ବିଶ୍ୱକପ୍‌ରେ ଖେଳିପାରିବେ ନାହିଁ। ଦକ୍ଷିଣ ଆଫ୍ରିକାରେ ଦ୍ୱିପାକ୍ଷିକ ଦିନିକିଆ କ୍ରିକେଟ ସିରିଜ ଅନ୍ତର୍ଗତ ପ୍ରଥମ ମ୍ୟାଚରେ ସେ ଆହତ ହୋଇଛନ୍ତି। ଫିଲ୍‌ଡିଂ କରୁଥିବାବେଳେ...

ବୋପାନ୍ନା-କୁଲହଫ୍‌ ଫାଇନାଲରେ

ଦୋହା, ୧୦ା୧ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ନେଦରଲାଣ୍ଡର ଓ୍ବେସ୍‌ଲି କୁଲ୍‌ହଫ୍‌ ଏଠାରେ ଚାଲିଥବା ୧,୪୬୫,୨୬୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ କାତାର ଓପନ ଟେନିସ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲରେ...

ତୀରମାଡ଼ରେ ତୀରନ୍ଦାଜ ଗୁରୁତର

ନୂଆଦିଲ୍ଲୀ,୧୦।୧- ଆସାମର ୧୨ ବର୍ଷୀୟା ତୀରନ୍ଦାଜ ଶିଭାଙ୍ଗିନୀ ଗୋହେନ ତୀର ମାଡ଼ରେ ଆହତ ହୋଇଛନ୍ତି। ଦିବ୍ରୁଗଡ଼ସ୍ଥିତ ସାଇ କେନ୍ଦ୍ରରେ ଟ୍ରେନିଂବେଳେ ଦୁର୍ଘଟଣା ଘଟିଛି। ଏହି ସମୟରେ କେହି ପ୍ରଶିକ୍ଷକ ନ ଥିଲେ। ଅସାବଧାନତା କାରଣରୁ ଏଭଳି ଘଟଣା ଘଟିଛି ବୋଲି...

୫୦୦ ହଜାର ଡଲାର ଦାନ କଲେ ଲୁଇସ ହାମିଲଟନ

ଲଣ୍ଡନ,୧୦।୧- ଅଷ୍ଟ୍ରେଲିଆର ଦକ୍ଷିଣାଞ୍ଚଳ ଜଙ୍ଗଲରେ ଲାଗିଥିବା ନିଆଁ ଦ୍ୱାରା ହୋଇଥିବା କ୍ଷୟକ୍ଷତି ଭରଣା କରିବା ପାଇଁ ଆଗେଇ ଆସିଛନ୍ତି ୬ ଥର ଫର୍ମୁଲା ଓ୍ବାନ୍‌ ବିଶ୍ୱ ଚାମ୍ପିୟନ ଲୁଇସ ହାମିଲଟନ। ସେ ଶୁକ୍ରବାର ୫୦୦ ହଜାର ଡଲାର ଅର୍ଥାତ ୩.୫...

ଉମେଶଙ୍କୁ ପରିହାସ କଲେ ଜାଡେଜା

ପୁଣେ,୧୦।୧- ଭାରତୀୟ ଟେଷ୍ଟ ଦଳର ସଦସ୍ୟ ଉମେଶ ଯାଦବଙ୍କୁ ପରିହାସ କରିଛନ୍ତି ସାଥୀ ଖେଳାଳି ରବୀନ୍ଦ୍ର ଜାଡେଜା। ୩୨ ବର୍ଷୀୟ ପେସର ନିକଟରେ ଏକ ଭିଡିଓ ଇନ୍‌ଷ୍ଟାଗ୍ରାମରେ ଅପଲୋଡ୍‌ କରିଛନ୍ତି। ସେଥିରେ ସେ ଭାରୋତ୍ତୋଳନ କରୁଛନ୍ତି। ଏହାର କ୍ୟାପଶନରେ ଲେଖିଛନ୍ତି,...

କ୍ରିକେଟରଙ୍କୁ ଘରକୁ ଫେରିବାକୁ ମନା କଲେ ଉପସ୍ଥାପିକା ପତ୍ନୀ

ବ୍ରିସବେନ,୧୦।୧- ଚଳିତ ବିଗ୍‌ ବାସ ଲିଗ୍‌ର ୨୯ ମ୍ୟାଚ୍‌ରେ ବ୍ରିସବେନ ହିଟ୍‌ ୫ ଉଇକେଟରେ ହାବର୍ଟ ହରିକେନ୍ସକୁ ହରାଇ ଦେଇଛି। ମ୍ୟାଚ୍‌ରେ ୧ ଉଇକେଟ ନେବା ସହ ଗୁରୁତ୍ୱପୂର୍ଣ୍ଣ ୪୩ ରନ୍‌ର ଅପରାଜିତ ଇନିଂସ ଖେଳିଥିବା ବେନ କଟିଂଙ୍କୁ ମ୍ୟାନ୍‌...

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ୫ କୋଟିରେ ବିକ୍ରି ହେଲା ଓ୍ବର୍ନଙ୍କ କ୍ୟାପ

ସିଡ୍‌ନୀ,୧୦।୧(ଏଏଫ୍‌ପି)- କିମ୍ବଦନ୍ତୀ ଅଷ୍ଟ୍ରେଲିଆନ ଲେଗ୍‌ ସ୍ପିନର ଶେନ୍‌ ଓ୍ବର୍ନଙ୍କ ପଦାର୍ପଣ ଗ୍ରୀନ କ୍ୟାପ ୧ ନିୟୁତ ଅଷ୍ଟ୍ରେଲିଆନ ଡଲାରରେ ବିକ୍ରି ହୋଇଛି। ଭାରତୀୟ ମୁଦ୍ରାରେ ଏହାର ମୂଲ୍ୟ ୪.୯୭ କୋଟି ଟଙ୍କା। ଏହି ସମସ୍ତ ଅର୍ଥ ଦେଶର ଜଙ୍ଗଲରେ ଲାଗିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri