ଖେଳ

ଯୁବ ଅଲିମ୍ପିକ୍ସ: ଅଭ୍ୟାସବେଳେ ସ୍କେଟର ଗୁରୁତର

ଲସାନ୍ନେ(ସୁଇଜରଲାଣ୍ଡ),୧୦।୧(ଏଏଫ୍‌ପି)- ଚଳିତବର୍ଷ ହେବାକୁ ଥିବା ଯୁବ ଅଲିମ୍ପିକ୍ସ ଗେମ୍ସର ଉଦ୍‌ଘାଟନୀ ଉତ୍ସବ ପାଇଁ ଅଭ୍ୟାସ କରୁଥିବାବେଳେ ଜଣେ ସ୍କେଟର ଗୁରୁତର ଆହତ ହୋଇଛନ୍ତି। ଏ ନେଇ ଅଲିମ୍ପିକ୍‌ ମୁଖ୍ୟ ଥୋମାସ ବେକ୍‌ ଗୁରୁବାର କହିଛନ୍ତି। ଆହତ ସ୍କେଟରଙ୍କୁ ମେଡିକାଲ ନିଆଯାଇଛି।...

ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌: ବିଜୟ ସହ ବର୍ଷ ଆରମ୍ଭ ଭାରତର ଲକ୍ଷ୍ୟ

ଭୁବନେଶ୍ୱର, ୧୦।୧(କ୍ରୀଡ଼ା ପ୍ରତିନିଧି)-ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ନେଦରଲାଣ୍ଡ୍ସ। ଚଳିତ ମାସ ୧୮ ଓ ୧୯ ତାରିଖରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଭାରତ ଓ ନେଦରଲାଣ୍ଡ୍ସ ମଧ୍ୟରେ ମ୍ୟାଚ ଖେଳାଯିବ। ଗତ ବର୍ଷ ପ୍ରଭାବୀ ପ୍ରଦର୍ଶନ...

ଆଇପିଏଲ୍‌ ୧୩

୨୦୦୮ ରୁ ଆରମ୍ଭ ହୋଇଥିବା ବିଶ୍ୱର ସର୍ବଶ୍ରେଷ୍ଠ ଟି୨୦ ପ୍ରତିଯୋଗିତା ଇଣ୍ଡିଆନ ପ୍ରିମୟିର ଲିଗ୍‌ (ଆଇପିଏଲ)ର ୧୩ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ମାନସ ପ୍ରସ୍ତୁତ ରୂପେ ଜଣାଇଥିବା କ୍ରିକେଟର ଏହି ସଂକ୍ଷିପ୍ତ...

ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ ୨୪ରୁ

ନୂଆଦିଲ୍ଲୀ, ୧୦ା୧ (ପି.ଟି.)- ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ ୨୦୧୯-୨୦ର ଫାଇନାଲ ରାଉଣ୍ଡ ଆସନ୍ତା ୨୪ତାରିଖରୁ ବେଙ୍ଗାଲୁରୁଠାରେ ଖେଳାଯିବ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ତରଫରୁ ଗୁରୁବାର ସୂଚନା ଦିଆଯାଇଛି। ଟୁର୍ନାମେଣ୍ଟର ଚତୁର୍ଥ ସଂସ୍କରଣରେ ସମଗ୍ର ଦେଶରୁ ୧୨ଟି ମହିଳା...

ବଟଲରଙ୍କୁ ଜରିମାନା

ଜୋହାନ୍ସବର୍ଗ, ୧୦ା୧ (ଏଏଫ୍‌ପି)- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଇଂଲଣ୍ଡ ଉଇକେଟକିପର ଜୋସ୍‌ ବଟଲରଙ୍କୁ ତାଙ୍କ ମ୍ୟାଚ ଫି’ର ୧୫ ପ୍ରତିଶତ ଜରିମାନା କରିଛି। କେପ୍‌ ଟାଉନ୍‌ ଅନ୍ତର୍ଗତ ନ୍ୟୁଲାଣ୍ଡ୍ସରେ ଦ୍ୱିତୀୟ ଟେଷ୍ଟ ମ୍ୟାଚର ଅନ୍ତିମ ଦିବସରେ ବଟଲର ଉଇକେଟ...

ଚତୁଃରାଷ୍ଟ୍ରୀୟ ଯୁବ ସିରିଜ୍‌ ଜିତିଲା ଭାରତ

ଡର୍ବନା,୧୦।୧(ପି.ଟି.)- ଉଇକେଟକିପର ବ୍ୟାଟ୍ସମ୍ୟାନ ଧ୍ରୁବ ଜୋରେଲଙ୍କ ଶତକ ଓ ବାମହାତୀ ସ୍ପିନର ଆଥର୍ଭ ଆଙ୍କୋଲେକରଙ୍କ ୪ ଉଇକେଟ ସଫଳତା ଯୋଗୁ ଘରୋଇ ଦକ୍ଷିଣ ଆଫ୍ରିକାକୁ ୬୯ ରନ୍‌ରେ ହରାଇ ୧୯ ବର୍ଷରୁ କମ୍‌ ଭାରତୀୟ ଦଳ ଚତୁଃରାଷ୍ଟ୍ରୀୟ ସିରିଜ୍‌ ଜିତି...

ଅଲିମ୍ପିକ୍ସ ଭିଲେଜରେ କାର୍ଡବୋର୍ଡ ବେଡ୍‌

ଟୋକିଓ,୧୦।୧(ଏପି)- ଚଳିତବର୍ଷର ଟୋକିଓ ଅଲିମ୍ପିକ୍ସ ଆଥଲେଟ ଭିଲେଜରେ ମଜଭୁତ କାର୍ଡବୋର୍ଡରେ ନିର୍ମିତ ବେଡ ରଖାଯିବ। ଏହି ବେଡ ୪୪୦ ପାଉଣ୍ଡ (୨୦୦ କେଜି) ଓଭନ ସମ୍ଭାଳି ପାରିବ ବୋଲି ଆଥ୍‌ଲେଟିକ୍ସ ଭିଲେଜର ସାଧାରଣ ସମ୍ପାଦକ ଟାକାହାସି କିଟାଜିମା କହିଛନ୍ତି। ବେଡର...

ଦ୍ୱନ୍ଦ୍ୱରେ ବିଗ୍‌ ବାସରେ ବାଉଣ୍ଡ୍ରି ବାହାରେ କ୍ୟାଚ୍‌

ସିଡ୍‌ନୀ,୧୦।୧(ଏଏଫ୍‌ପି)- ଚଳିତ ବିଗ ବାସ ଲିଗ୍‌ (ବିବିଏଲ)ରେ ଗୁରୁବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଦୁଇ ଜଣିଆ କ୍ୟାଚ୍‌ ଦ୍ୱାରା ହାବର୍ଟ ଅଧିନାୟକ ମାଥ୍ୟୁ ଓ୍ବେଡ ଆଉଟ୍‌ ହୋଇଥିଲେ। କିନ୍ତୁ ଉକ୍ତ କ୍ୟାଚ୍‌ ଯୋଗୁ କ୍ରିକେଟ ନିୟମ ନେଇ ଦ୍ୱନ୍ଦ୍ୱ ସୃଷ୍ଟି...

କଙ୍କଡା ଖାଇବାକୁ ଭଲ ପାଆନ୍ତି ଏହି ମହାନ କ୍ରିକେଟର୍‌

ଭାରତରେ କ୍ରିକେଟ ଖେଳାଳିଙ୍କ ଚାହିଦା ଆକାଶଛୁଆଁ। ଖେଳାଳିଙ୍କ ପ୍ରେମ ସମ୍ପର୍କ ହେଉ କି ଫ୍ୟାଶନ ଷ୍ଟାଇଲ ସବୁବେଳେ ଚର୍ଚ୍ଚାରେ ଥାଏ। ପଡିଆରେ କଠିନ ପରିଶ୍ରମ କରି ଭାରତକୁ ବିଜୟୀ କରୁଥିବା ଖେଳାଳିମାନେ କ’ଣ ଖାଇବାକୁ ଭଲ ପାଆନ୍ତି ତାହା ମଧ୍ୟ...

ଶୁକ୍ରବାର ତୃତୀୟ ଟି୨୦: ଚୟନ ନେଇ ଦ୍ୱନ୍ଦ୍ୱରେ ଭାରତ

ପୁଣେ,୯।୧(ପି.ଟି.)- ଭାରତ ଓ ଭ୍ରମଣକାରୀ ଶ୍ରୀଲଙ୍କା ମଧ୍ୟରେ ଶୁକ୍ରବାର ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ ଖେଳାଯିବ। ସ୍ଥାନୀୟ ମହାରାଷ୍ଟ୍ର କ୍ରକେଟ ଆସୋସିଏଶନ ଗ୍ରାଉଣ୍ଡରେ ଖେଳାଯିବକୁ ଥିବା ଏହି ମ୍ୟାଚ୍‌ ସିରିଜର ନିର୍ଣ୍ଣାୟକ ମୁକାବିଲା ସାବ୍ୟସ୍ତ ହେବାକୁ ଯାଉଛି। ଗୁଆହାଟୀରେ...

ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି: ସୁଶ୍ରୀ, ମାଧୁରୀଙ୍କ ଚମତ୍କାର ପ୍ରଦର୍ଶନ; ଇଣ୍ଡିଆ ‘ବି’-‘ସି’ ଫାଇନାଲ

କଟକ ଅଫିସ,୯ା୧-: ବାରବାଟୀ ଷ୍ଟାଡିୟମରେ ଚାଲିଥିବା ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫିରେ ଇଣ୍ଡିଆ-ବି ଓ ଇଣ୍ଡିଆ-ସି ଦଳ ଫାଇନାଲରେ ପ୍ରବେଶ କରିଛନ୍ତି। ଏହି ଦୁଇ ଦଳ ମଧ୍ୟରେ ଶୁକ୍ରବାର ଫାଇନାଲ ମୁକାବିଲା ହେବ। ୪ଟି ଲେଖାଏ ମ୍ୟାଚ୍‌ ଖେଳି...

ଦିନିକିଆରୁ ଅବସର ନେଇ ପାରନ୍ତି ଧୋନୀ: ଶାସ୍ତ୍ରୀ

ନୂଆଦିଲ୍ଲୀ, ୯।୧- ଭାରତୀୟ କ୍ରିକେଟ୍‌ ଦଳର ବରିଷ୍ଠ ଖେଳାଳି ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ କ୍ୟାରିୟରକୁ ନେଇ ନାନା ଆଲୋଚନା ଚାଲିଛି। ଗତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ରେ ଧୋନୀ ଶେଷଥର ପାଇଁ ଭାରତୀୟ ଜର୍ସିରେ ନଜର ଆସିଥିଲେ। ଏହାପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri