ଖେଳ

ଅବସର ନେଲେ ଆଲଷ୍ଟର କୁକ୍‌

ଲଣ୍ଡନ, ୧୪ା୧୦ ଇଂଲଣ୍ଡର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟର ଆଲଷ୍ଟର କୁକ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୨୦୧୮ରୁ ଟେଷ୍ଟ କ୍ରିକେଟରୁ ଅବସର ଗ୍ରହଣ କରିଥିଲେ ମଧ୍ୟ କାଉଣ୍ଟି କ୍ରିକେଟ ଖେଳିବା ଜାରି ରଖିଥିଲେ। ତେବେ ଦୀର୍ଘ...

ପୂର୍ବରୁ ଅହମ୍ମଦାବାଦ ଷ୍ଟାଡିୟମରେ କେତେଟା ମ୍ୟାଚ ଜିତିଛି ଟିମ୍‌ ଇଣ୍ଡିଆ

ଅହମ୍ମଦାବାଦ,୧୪।୧୦ : ୨୦୨୩  କ୍ରିକେଟ ବିଶ୍ୱକପ ଆରମ୍ଭ ହୋଇଛି। ତେବେ କ୍ରିକେଟ ପ୍ରେମୀ ଆଜିର ଭାରତ-ପାକିସ୍ତାନକୁ ମ୍ୟାଚକୁ ନେଇ ବହୁତ ଉତ୍ସାହିତ ଅଛନ୍ତି। ବିଶେଷକରି ସମସ୍ତଙ୍କର ବିଶ୍ୱକପ ସମୟରେ ଉତ୍ସାହ ଦ୍ୱିଗୁଣିତ ହୁଏ। ଏହି ରୋମାଞ୍ଚକର ମ୍ୟାଚକୁ ଦେଖିବାକୁ  ସମସ୍ତେ ...

୯୧ କୋଟିର କ୍ଷତିପୂରଣ ପାଇବେ ଏହି ପୂର୍ବତନ କ୍ରିକେଟର

ଲଣ୍ଡନ,୧୪।୧୦: ଇଂଲଣ୍ଡର ପୂର୍ବତନ କ୍ରିକେଟର ଏଣ୍ଡ୍ରିୟୁ ଫ୍ଲିଣ୍ଟଫ ଖୁବ୍‌ଶୀଘ୍ର ୯ ମିଲିୟନ ପାଉଣ୍ଡ (୯୧ କୋଟି ଟଙ୍କା) କ୍ଷତିପୂରଣ ପାଇବେ। ଏହି କ୍ଷତିପୂରଣ ତାଙ୍କୁ ବିସିସିଆଇ ପ୍ରଦାନ କରିବ। ବାସ୍ତବରେ, ବିସିସିର ଏକ ଶୋ ‘ଟପ ଗିଅର୍‌’ର ଶୁଟିଂ ବେଳେ...

ପାକିସ୍ତାନ ବିପକ୍ଷ ମ୍ୟାଚରେ ଗିଲ୍‌ଙ୍କ ଖେଳିବା ନିଶ୍ଚିତ

ଅହମ୍ମଦାବାଦ,୧୪।୧୦: ଆଜି ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯିବ। ଏହି ମ୍ୟାଚରେ ଭାରତ ର ପ୍ଲେ-୧୧ କ’ଣ ହେବ, ତାହା ଉପରେ ସମସ୍ତଙ୍କ ନଜର ରହିଛି। ଭାରତୀୟ ପ୍ଲେଇଙ୍ଗ୍‌ ମିଶ୍ରଣରେ ସବୁଠାରୁ ବଡ...

ଭାରତ-ପାକିସ୍ତାନ ମ୍ୟାଚ ଦେଖିବାକୁ ଅହମ୍ମଦାବାଦରେ ପହଞ୍ଚିଲେ ଅନୁଷ୍କା

ଅହମ୍ମଦାବାଦ,୧୪।୧୦: ଶନିବାର ବିଶ୍ୱକପ୍‌ରେ ଭାରତ ଏବଂ ପାକିସ୍ତାନର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷରେ ବିଜୟ ଧାରା ଜାରି ରଖିବାକୁ ଭାରତୀୟ ଦଳ ନଜର...

କିଏ ଜିତିବ କହିବା କଷ୍ଟକର

ରିଚାର୍ଡ ହାଡ୍‌ଲୀ: ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍‌୍‌ରେ ଶନିବାର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଟୁର୍ନାମେଣ୍ଟରେ ପୂର୍ବରୁ ର଼୍ୟାଙ୍କିଙ୍ଗ୍‌ ତାଲିକାରେ ଦୁଇ ଦଳ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ଥିଲେ। ଅହମଦାବାଦରେ ଖେଳାଯିବାକୁ...

ଭାରତ ବୋଲିଂ ବନାମ ପାକିସ୍ତାନ ବ୍ୟାଟିଂ

ଗୌତମ ଗମ୍ଭୀର: ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହେବା ସ୍ବାଭାବିକ। ଚଳିତ ବିଶ୍ୱକପ୍‌ରେ ଅହମଦାବାଦରେ ଦୁଇ ଦଳ ମୁହଁାମୁହିଁ ହେବେ। ଏହାକୁ କେହି ମିସ୍‌ କରିବାକୁ ଚାହିଁବେ ନାହିଁ। ଏହି ମ୍ୟାଚ ଯେଉଁ ଦଳ ଜିତିବ ନଭେମ୍ବର...

ନ୍ୟୁଜିଲାଣ୍ଡର ହ୍ୟାଟ୍ରିକ୍‌ ବିଜୟ

ଚେନ୍ନାଇ, ୧୪ା୧୦ (ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପରୋ ହ୍ୟାଟ୍ରିକ୍‌ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ। ଚମତ୍କାର ଫର୍ମରେ ରହିଥିବା ନ୍ୟୁଜିଲାଣ୍ଡ ତୃତୀୟ ମ୍ୟାଚ୍‌ ଖେଳିଥିବା ବେଳେ ସବୁଥିରେ ବିଜୟ ହାସଲ କରି ପଏଣ୍ଟ ଟେବଲର ଶୀର୍ଷ ସ୍ଥାନରେ ପହଞ୍ଚିଛି। ପ୍ରତ୍ୟାବର୍ତ୍ତନରେ...

ଅହମଦାବାଦରେ ଫେଭରିଟ୍‌ ଟିମ୍‌ ଇଣ୍ଡିଆ

ଅହମଦାବାଦ,୧୪ା୧୦(ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ୍‌ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ଆତଙ୍କବାଦ, ରାଜନୀତି ଓ ସୀମା ବିବାଦକୁ ନେଇ ଦ୍ୱିପାକ୍ଷିକ କ୍ରିକେଟ ହେଉ ନ...

ଆଜି ପାକିସ୍ତାନକୁ ଭେଟିବ ଭାରତ

ଅହମଦାବାଦ,୧୪ା୧୦: ଦିନିକିଆ କ୍ରିକେଟ ବିଶ୍ୱକପ୍‌-୨୦୨୩ରେ ଭାରତ-ପାକିସ୍ତାନ ମ୍ୟାଚ୍‌ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯିବ। ଭାରତରେ ଖେଳାଯାଉଥିବା ଏହି ବିଶ୍ୱକପ୍‌ରେ ଘରୋଇ ଦଳ ଫେଭରିଟ୍‌ ରହିବ। ୭ ବର୍ଷ ପରେ ପାକିସ୍ତାନ ଦଳ ଭାରତକୁ ଅନ୍ତର୍ଜାତୀୟ କ୍ରିକେଟ...

ଅଲିମ୍ପିକ୍ସରେ ସାମିଲ ହେବ ଟି୨୦ କ୍ରିକେଟ

ମୁମ୍ବାଇ, ୧୪ା୧୦: ଅଲିମ୍ପିକ୍ସ ୨୦୨୮ରେ କ୍ରିକେଟ ସାମିଲ ହେବାକୁ ଯାଉଛି। ଲସଆଞ୍ଜେଲ୍ସ ଗେମ୍ସ ଆୟୋଜକଙ୍କର ଏ ସମ୍ପର୍କିତ ପ୍ରସ୍ତାବ ଶୁକ୍ରବାର ଅନ୍ତର୍ଜାତୀୟ ଅଲିମ୍ପକ କମିଟି (ଆଇଓସି) ଦ୍ୱାରା ଅନୁମୋଦନ ଲାଭ କରିଛି। କ୍ରିକେଟ ଟି୨୦ ଫର୍ମାଟରେ ଖେଳାଯିବ। ଅନ୍ୟ ୪ଟି...

ଅଲିମ୍ପିକ୍ସରେ ସାମିଲ ହେବ କ୍ରିକେଟ

ମୁମ୍ବାଇ,୧୩ା୧୦: ୨୦୨୮ ଅଲିମ୍ପିକ୍ସରେ ପୁରୁଷ ଓ ମହିଳା କ୍ରିକେଟ ସାମିଲ ହେବାକୁ ଯାଉଛି। ଲସ୍‌ଏଞ୍ଜେଲ୍ସ ଗେମ୍ସ ଆୟୋଜକଙ୍କ ଏ ସମ୍ପର୍କିତ ପ୍ରସ୍ତାବ ଶୁକ୍ରବାର ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଦ୍ୱାରା ଅନୁମୋଦନ ଲାଭ କରିଛି। କ୍ରିକେଟ ଟି୨୦ ଫର୍ମାଟରେ ଖେଳାଯିବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri