ଖେଳ

ବାଲକୋନୀରୁ ଡେଇଁ ଆତ୍ମହତ୍ୟା କରିବାକୁ ଚାହୁଁଥିଲେ ଉଥାପ୍ପା

ନୂଆଦିଲ୍ଳୀ,୪।୬(ପି.ଟି.): ୨୦୦୭ରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ର ପ୍ରାରମ୍ଭିକ ସଂସ୍କରଣରେ ଭାରତକୁ ଚାମ୍ପିୟନ କରାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ରବିନ୍‌ ଉଥାପ୍ପା ଏକଦା ମାନସିକ ଦୁଃଶ୍ଚିନ୍ତାର ଶିକାର ହୋଇ ଆତ୍ମହତ୍ୟା କରିବାକୁ ନିଷ୍ପତ୍ତି ନେଇଥିଲେ। କ୍ୟାରିୟରରେ ୨ ବର୍ଷ ସେ ଏ…

ଶିଖର ଧାଓ୍ବନଙ୍କ ମେକ୍‌ଅପ୍‌ କଲେ ପୁଅ ଜୋରାଭର୍‌

ଲକ୍‌ଡାଉନ୍‌ ଏବେ କ୍ରିକେଟ୍‌ ସିରିଜ୍‌ ନ ଥିବାରୁ କ୍ରିକେଟରମାନେ ନିଜ ପରିବାର ସହ ସମୟ ବିତାଉଛନ୍ତି। ଭାରତୀୟ କ୍ରିକେଟର୍‌ ଶିଖର ଧାଓ୍ବନ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ପୁଅ ଜୋରାଭର ସହ ସେ ଅନେକ ମଜାଳିଆ ଭିଡିଓ ଶେୟାର କରିଥାନ୍ତି। ନିକଟରେ…

ହାତୀ ମୃତ୍ୟୁକୁ ନେଇ କ୍ରିକେଟ ଜଗତ ସ୍ତବ୍ଧ

ତିରୁଭାନନ୍ତପୁରମ,୪।୬: ଏକ ଗର୍ଭିଣୀ ହାତୀକୁ ବାଣ ଭର୍ତ୍ତି ସପୁରୀ ଖୁଆଇ ହତ୍ୟା କରିବା ଭଳି ଏକ ହୃଦୟବିଦାରକ ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଛି। ଗତ ମେ’ ୨୭ ତାରିଖରେ କେରଳରେ ଘଟିଥିବା ଏହି ହାତୀମୃତ୍ୟୁ ଘଟଣା ଲୋକଲୋଚନକୁ ଆସିବା…

୩ ଓ୍ବେଷ୍ଟଇଣ୍ଡିଜ ଖେଳାଳି ଇଂଲଣ୍ଡ ଯିବାକୁ ମନାକଲେ

ସେଣ୍ଟ ଜନ୍ସ(ଆଣ୍ଟିଗୁଆ),୪।୬(ପି.ଟି.)- କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ଜୈବ-ସୁରକ୍ଷିତ ପରିବେଶରେ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଆସନ୍ତା ମାସରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ହେବାର କାର୍ଯ୍ୟସୂଚୀ ରହିଛି। କେବଳ ୟୁକେ ସରକାରଙ୍କ ଅନୁମୋଦନକୁ ଅପେକ୍ଷା କରାଯାଇଛି। ଏଥିପାଇଁ କ୍ରିକେଟ…

ଡିସୁଜାଙ୍କ ସହ ଚୁକ୍ତିକଲା ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୪।୬(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପରଲିଗ୍‌(ଆଇଏସ୍‌ଏଲ)ର ୭ମ ସିଜନ ପୂର୍ବରୁ ଓଡ଼ିଶା ଏଫସି ଲେଫ୍ଟ ବ୍ୟାକ୍‌ ଜର୍ଜ ଡିସୁଜାଙ୍କ ସହ ଚୁକ୍ତି କରିଛି। ଗୋଆର ଡିସୁଜା ସେସା ଫୁଟବଲ ଏକାଡେମୀରୁ କ୍ୟାରିୟର ଆରମ୍ଭ କରିଥିଲେ। ଏହାପରେ ସେ ସ୍ପୋର୍ଟିଂ କ୍ଲବ ଡି’ଗୋଆ…

ଭାରତୀୟ ହକି ଦଳର ଆଉଟଡୋର ଟ୍ରେନିଂ ଆରମ୍ଭ

ବେଙ୍ଗାଲୁରୁ, ୪।୬(ପି.ଟି.)- କରୋନା ଭାଇରସ ସଂକ୍ରମଣ ଜନିତ ଲକ୍‌ଡାଉନ୍‌ ସ୍ଥିତି ଯୋଗୁ ୨ ମାସର ବିରାମ ପରେ ଭାରତୀୟ ମହିଳା ଓ ପୁରୁଷ ହକି ଦଳ ସୁସଙ୍ଗଠିତ ଏବଂ ପର୍ଯ୍ୟାୟକ୍ରମେ ବୁଧବାରଠାରୁ ଆଉଟଡୋର ଟ୍ରେନିଂ ଆରମ୍ଭ କରିଛି। ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର…

ଅର୍ଜୁନ ପୁରସ୍କାର: ଦୂତୀଙ୍କ ନାମ ସୁପାରିସ କଲା ଏଏଫ୍‌ଆଇ

ଭୁବନେଶ୍ୱର, ୪।୬(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଏବେ ଅନୁଷ୍ଠାନିକଭାବେ ଅର୍ଜୁନ ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି। କିଛିଦିନ ପୂର୍ବରୁ ଓଡ଼ିଶା ସରକାରଙ୍କ କ୍ରୀଡ଼ା ବିଭାଗ ଦୂତୀଙ୍କ ନାମ ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ(ଏଏଫଆଇ) ନିକଟକୁ ପଠାଇଥିଲା।…

କ୍ରିକେଟ୍‌ ଛାଡି ପାଇଲଟ୍‌ ହେଲେ ଏହି କ୍ରିକେଟର୍‌

ସାଧାରଣତଃ କ୍ରିକେଟରମାନେ କ୍ରିକେଟ ଛାଡି ଖେଳ ସହ ଯୋଡି ହୋଇରହିଥାନ୍ତି। କିଏ କମେଣ୍ଟଟର୍‌ ହୁଅନ୍ତି ତ ଆଉ କିଏ କ୍ରିକେଟ ଏକ୍ସପର୍ଟ, କୋଚ୍‌ ଭାବେ କାର୍ଯ୍ୟ କରନ୍ତି। ଆଉ କିଛି କ୍ରିକେଟର୍‌ ଖେଳ ସହ କୌଣସି ସମ୍ପର୍କ ରଖନ୍ତି ନାହିଁ। ସେମାନଙ୍କ…

ଜାତୀୟ କ୍ରୀଡ଼ା ପୁରସ୍କାର: ୨୨କୁ ଘୁଞ୍ଚିଲା ଆବେଦନର ଶେଷ ତାରିଖ, ନିଜକୁ ନୋମିନେଟ କରିପାରିବେ ଖେଳାଳି

ନୂଆଦିଲ୍ଲୀ,୩।୬(ପି.ଟି.): ଜାତୀୟ କ୍ରୀଡ଼ା ପୁରସ୍କାର ପାଇଁ ଆବେଦନର ଶେଷ ତାରିଖକୁ ଘୁଞ୍ଚାଇବାକୁ କେନ୍ଦ୍ର କ୍ରୀଡ଼ାମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ଆବେଦନ ପାଇଁ ବୁଧବାର ଶେଷ ତାରିଖ ଥିଲା। ତେବେ ଏହାକୁ ଆସନ୍ତା ୨୨ ତାରିଖକୁ ଘୁଞ୍ଚାଇଦିଆଯାଇଛି। ଏଥିସହିତ ଆଥଲେଟମାନେ ନିଜ ନାମ ନୋମିନେଟ…

ଅର୍ଜୁନ ପୁରସ୍କାର ନେଇ ପ୍ରଣୟଙ୍କ କ୍ଷୋଭ: କ୍ରମାଗତ ଦ୍ୱିତୀୟ ବର୍ଷ ନୋମିନେଶନରୁ ବାଦ୍‌ ପଡ଼ିଲେ

ନୂଆଦିଲ୍ଲୀ, ୩।୬(ପି.ଟି.): ଅର୍ଜୁନ ପୁରସ୍କାର ଦୌଡ଼ରୁ ବାଦ୍‌ ପଡିଛନ୍ତି ଭାରତୀୟ ବ୍ୟାଡମିଣ୍ଟନ ତାରକା ଏଚ୍‌.ଏସ୍‌. ପ୍ରଣୟ। କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ତାଙ୍କୁ ଏହି ପୁରସ୍କାରର ନୋମିନେଶନରୁ ବାଦ୍‌ ଦିଆଯାଇଛି। ଫଳରେ ପ୍ରଣୟ ଏଥିପାଇଁ ଅସନ୍ତୋଷ ଜାହିର କରିଛନ୍ତି। ବ୍ୟାଡମିଣ୍ଟନ ଆସୋସିଏଶନ…

ଟି୨୦ ବିଶ୍ୱକପ୍‌ ନ୍ୟୁଜିଲାଣ୍ଡରେ ଆୟୋଜନ ହୋଇପାରେ: ଡିନ୍‌ ଜୋନ୍ସ

ସିଡ୍‌ନୀ, ୩।୬: ଅଷ୍ଟ୍ରେଲିଆରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ନ୍ୟୁଜିଲାଣ୍ଡରେ ଆୟୋଜନ ହୋଇପାରେ ବୋଲି ପୂର୍ବତନ ନ୍ୟୁଜିଲାଣ୍ଡ କ୍ରିକେଟର ଡିନ୍‌ ଜୋନ୍ସ କହିଛନ୍ତି। ନ୍ୟୁଜିଲାଣ୍ଡରେ କୋଭିଡ୍‌-୧୯ ମହାମାରୀ ନିୟନ୍ତ୍ରଣକୁ ଆସିଛି ଓ କିଛିଦିନ ପରେ ସ୍ଥିତି ସ୍ବାଭାବିକ ହେବ ବୋଲି ସେ…

୨୫ ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ୟୁକ୍ରେନ୍‌ ଫୁଟବଲ କ୍ଲବ୍‌

ଏଲ୍‌ଭିଭ୍‌,୩।୬(ପି.ଟି.): ୟୁକ୍ରେନ୍‌ର ଫୁଟବଲ କ୍ଲବ ‘କରପାଟି ଏଲ୍‌ଭିଭ୍‌’କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। କ୍ଲବର ଖେଳାଳି ଓ ଷ୍ଟାଫ୍‌ଙ୍କୁ ନେଇ ୨୫ ଜଣ କୋଭିଡ-୧୯ ଟେଷ୍ଟରେ ପଜିଟିଭ ଜଣାପଡିବାରୁ ସମ୍ପୂର୍ଣ୍ଣ କ୍ଲବକୁ କ୍ୱାରାଣ୍ଟାଇନ୍‌ରେ ରଖିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ଦେଶର ପ୍ରିମିୟର ଲିଗ୍‌ ତରଫରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?