ଖେଳ

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଅମ୍ପାୟର ତାଲିକାରେ ଅନିଲ ଏକମାତ୍ର ଭାରତୀୟ

ଦୁବାଇ,୯।୧(ପି.ଟି.)- ଆସନ୍ତା ୧୭ ତାରିଖରୁ ଦକ୍ଷିଣ ଆଫ୍ରିକାରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ପାଇଁ ମ୍ୟାଚ୍‌ ଅଫିସିଆଲ ଓ ଅମ୍ପାୟର ତାଲିକା ପ୍ରକାଶିତ ହୋଇଛି। ଏଥିରେ ଏକମାତ୍ର ଭାରତୀୟ ଭାବେ...

ଆଖିରେ କପଡା ବାନ୍ଧି ଏହିଭଳି ଖାଦ୍ୟ ଚିହ୍ନିଲେ ଇର୍ଫାନ, ହରଭଜନ

ଇନ୍ଦୋର,୮।୧: ଭାରତ-ଶ୍ରୀଲଙ୍କା ଭିତରେ ହେବାକୁ ଥିବା ଟି-୨୦ ମ୍ୟାଚ୍‌ ଇନ୍ଦୋରରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ ଭାରତ ବିଜୟ ହାସଲ କରିଥିଲା। ତେବେ ଏହା ପୂର୍ବରୁ ଭାରତୀୟ ଖେଳାଳିଙ୍କ କିଛି ମଜାଳିଆ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।...

କେଉଁ ଭଳି ଆରମ୍ଭ ହୋଇଥିଲା ରଣଜୀ ଟ୍ରଫି

ରଣଜୀ ଟ୍ରଫି ଦେଶର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଘରୋଇ କ୍ରିକେଟ ପ୍ରତିଯୋଗିତା। ଏଥିରୁ ହିଁ ଖେଳାଳିଙ୍କୁ ଭାରତୀୟ ଦଳ ପାଇଁ ଚୟନ କରାଯାଏ। କିନ୍ତୁ ଏହି ରଣ୍‌ଜୀ ଟ୍ରଫି ପ୍ରଥମେ କେଉଁ ଭଳି ଆରମ୍ଭ ହୋଇଥିଲା, ତାହା ପ୍ରାୟ ପ୍ରଶଂସକଙ୍କୁ ଜଣା...

କୋହଲି ଶୀର୍ଷ ସ୍ଥାନ ବଜାୟ ରଖିଲେ

ଦୁବାଇ,୮।୧(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାରେ ପୂର୍ବପରି ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା ଓ ଅଜିଙ୍କ୍ୟ ରାହାନେ ତଳକୁ...

ମାଲେସିଆ ମାଷ୍ଟର୍ସ: ସିନ୍ଧୁ, ସାଇନା, ପ୍ରଣୟ ୨ୟ ରାଉଣ୍ଡରେ

କୁଆଲାଲୁମ୍ପୁର, ୮।୧(ପି.ଟି.): ଭାରତୀୟ ବ୍ୟାଡ୍‌ମିଣ୍ଟନ ତାରକା ପି.ଭି. ସିନ୍ଧୁ, ସାଇନା ନେହ୍ବାଲ ଓ ଏଚ୍‌.ଏସ୍‌. ପ୍ରଣୟ ବିଜୟରୁ ୨୦୨୦ ବର୍ଷ ଆରମ୍ଭ କରିଛନ୍ତି। ବୁଧବାର ଏଠାରେ ଖେଳାଯାଇଥିବା ମାଲେସିଆ ମାଷ୍ଟର୍ସ ପ୍ରଥମ ରାଉଣ୍ଡ ମୁକାବିଲାରେ ସିନ୍ଧୁ, ସାଇନା ଓ ପ୍ରଣୟ...

ଟି୨୦ରେ ରଶିଦଙ୍କ ୩ୟ ହ୍ୟାଟ୍ରିକ

ଆଡିଲେଡ୍‌,୮।୧- ଆଫଗାନିସ୍ତାନର ଯୁବ ଲେଗ୍‌ ସ୍ପିନର ରଶିଦ ଖାଁ ଟି୨୦ କ୍ୟାରିୟରରେ ତୃତୀୟ ଥର ପାଇଁ ହ୍ୟାଟ୍ରିକ ଉଇକେଟ ହାସଲ କରିଛନ୍ତି। ଚଳିତ ବିଗ୍‌ ବାଶ ଲିଗ୍‌(ବିବିଏଲ)ରେ ସିଡ୍‌ନୀ ସିକ୍ସର୍ସ ବିପକ୍ଷ ମ୍ୟାଚ୍‌ରେ ସେ ଏହି ସଫଳତା ପାଇଛନ୍ତି। ଆଡିଲେଡ୍‌...

ଅଧିନାୟକ କୋହଲିଙ୍କ ମାଇଲଷ୍ଟୋନ

ଇନ୍ଦୋର,୮।୧- ବିରାଟ କୋହଲି ଅଧିନାୟକ ଭାବେ ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ହଜାର ରନ୍‌ ପୂରଣ କରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ୩୦ ରନର ଅପରାଜିତ ଇନିଂସ ଖେଳିବା ଅବସରରେ କୋହଲି ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି।...

ସାଇବର କ୍ରାଇମ ଶିକାର ହେଲେ ପୂର୍ବତନ ଅଷ୍ଟ୍ରେଲିଆ କୋଚ୍‌

ସିଡ୍‌ନୀ,୮।୧- ଅଷ୍ଟ୍ରେଲିଆର ପୂର୍ବତନ କୋଚ୍‌ ଡାରେନ ଲିମ୍ୟାନ ସାଇବର କ୍ରାଇମ ଶିକାର ହୋଇଛନ୍ତି। ତାଙ୍କ ଟୁଇଟର ଆକାଉଣ୍ଟକୁ ହ୍ୟାକ କରିଦିଆଯାଇଛି। ଆକାଉଣ୍ଟର ନାମ ପରିବର୍ତ୍ତନ କରି କାସିମ ସୁଲେମାନି କରାଯିବା ସହ ସେଥିରେ ଆମେରିକା ଓ ଇରାନ ବିବାଦ ସମ୍ପକିତ...

ହରଭଜନଙ୍କ ବୋଲିଂ ଶୈଳୀ କପି କଲେ କୋହଲି

ଇନ୍ଦୋର,୮।୧- ପୂର୍ବତନ ଭାରତୀୟ ସ୍ପିନର ହରଭଜନ ସିଂଙ୍କ ବୋଲିଂ ଶୈଳୀ ଅନ୍ୟ ସ୍ପିନରଙ୍କ ଅପେକ୍ଷା ସମ୍ପୂର୍ଣ୍ଣ ଭିନ୍ନ ଥିଲା। ଏକଥା କ୍ରିକେଟ ପ୍ରଶଂସକଙ୍କୁ ଜଣା। ତାଙ୍କର ଭିନ୍ନ ବୋଲିଂ ଶୈଳୀ ଯୋଗୁ ସେ କ୍ରିକେଟରେ ବହୁ ସଫଳ ହୋଇଥିଲେ। ତାଙ୍କ...

ପୂର୍ବତନ କ୍ରିକେଟରଙ୍କ ପୁଅ ଗାଡ଼ି ଧକ୍କାରେ ମହିଳା ଗୁରୁତର

ମୁମ୍ବାଇ,୮।୧- ପୂର୍ବତମ ଭାରତୀୟ କ୍ରିକେଟର ସବା କରିମଙ୍କ ପୁଅ ଫିଦେଲଙ୍କ ଗାଡ଼ି ଧକ୍କାରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ମହିଳାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ସକାଳେ ମୁମ୍ବାଇ ପେଡର ରୋଡ ଅଞ୍ଚଳରେ ଏହି ଘଟଣା...

୩୪ ବର୍ଷରେ କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା: ରଶ୍‌ ଫିଲ୍ମର କିସିଂ ସିନ୍‌ ଯୋଗୁ ରାତାରାତି ପାଲଟିଥିଲେ ଷ୍ଟାର…

ମୁମ୍ବାଇ,୮।୧: ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ତଥା କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା ଘାଟଗେ ବୁଧବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୬ ଜାନୁୟାରୀ ୮ରେ କୋହ୍ଲାପୁରଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ସେ ଅନେକ ଫିଲ୍ମରେ ନିଜ ଅଭିନୟ...

ଗିଲ୍‌ଙ୍କୁ ମ୍ୟାଚ ଫି’ର ଶତ ପ୍ରତିଶତ ଜରିମାନା

ନୂଆଦିଲ୍ଲୀ, ୮ା୧ (ପି.ଟି.)- ଅମ୍ପାୟରଙ୍କ ନିଷ୍ପତ୍ତିରେ ଅସହମତି ପ୍ରକାଶ କରିବା ଅଭିଯୋଗରେ କ୍ରିକେଟର ଶୁବମନ ଗିଲ୍‌ ଦଣ୍ଡିତ ହୋଇଛନ୍ତି। ତାଙ୍କୁ ମ୍ୟାଚ ଫି’ର ଶତପ୍ରତିଶତ ଜରିମାନା ହୋଇଛି। ଗତ ସପ୍ତାହରେ ମୋହାଲିଠାରେ ପଞ୍ଜାବ ଓ ଦିଲ୍ଲୀ ମଧ୍ୟରେ ରଣଜୀ ଟ୍ରଫି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri