ଖେଳ

କଳିଙ୍ଗ ଷ୍ଟାଡିୟମ ପ୍ରକମ୍ପିତ

ଭୁବନେଶ୍ୱର, ୩୧।୫(କ୍ରୀଡ଼ା ପ୍ରତିନିଧି)-କରୋନା ଯୋଦ୍ଧାଙ୍କ ସମ୍ମାନାର୍ଥେ ଶନିବାର ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ଗାନରେ କଳିଙ୍ଗ ଷ୍ଟାଡିୟମ ପ୍ରକମ୍ପିତ ହୋଇଛି। ହକି କମ୍ପ୍ଲେକ୍ସରେ ଆୟୋଜିତ କାର୍ଯ୍ୟକ୍ରମରେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, କ୍ରୀଡ଼ା ସଚିବ ବିଶାଲ କୁମାର ଦେବ, କ୍ରୀଡ଼ା ନିର୍ଦ୍ଦେଶକ ଭିନିଲ…

ଧୋନୀଙ୍କଠାରେ ଏବେ ବି ବହୁତ କ୍ରିକେଟ ବାକି ଅଛି: ଅନିରୁଦ୍ଧ

ନୂଆଦିଲ୍ଲୀ,୩୦।୫: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ କୋଷାଧ୍ୟକ୍ଷ ଅନିରୁଦ୍ଧ ଚୌଧୁରୀ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମର୍ଥନରେ ବାହାରିଛନ୍ତି। ଧୋନୀଙ୍କ ପାଖରେ ଏବେବି ବହୁତ କ୍ରିକେଟ ବାକି ରହିଛି ବୋଲ ସେ କହିଛନ୍ତି। କ୍ରିକେଟ ନେଇ ତାଙ୍କ…

ବିଦେଶୀ ଖେଳାଳିଙ୍କ ବିନା ଆଇପିଏଲ୍‌ର ମାନେ କିଛି ନାହିଁ: ଓ୍ବାଡିଆ

ନୂଆଦିଲ୍ଳୀ,୩୦।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଏକ ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟ ହୋଇଥିବାରୁ ବିଦେଶୀ ଖେଳାଳିଙ୍କ ବିନା ଏହା ଆୟୋଜନ ହୋଇପାରିବ ନାହିଁ ବୋଲି କିଙ୍ଗ୍ସ ଏକାଦଶ ପଞ୍ଜାବର ଅନ୍ୟତମ ମାଲିକ ନେସ୍‌ ଓ୍ବାଡିଆ କହିଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)…

ଜର୍ମାନୀରେ ୩ ମାସ ଫସି ରହିବା ପରେ ଭାରତ ଫେରିଲେ ଆନନ୍ଦ

ଚେନ୍ନାଇ,୩୦।୫(ପି.ଟି.): ଶେଷରେ ପୂର୍ବତନ ବିଶ୍ୱ ଚେସ୍‌ ଚାମ୍ପିୟନ ବିଶ୍ୱନାଥନ୍‌ ଆନନ୍ଦ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିବେ। କୋଭିଡ୍‌-୧୯ ମହାମାରୀ କାରଣରୁ ଲାଗୁ ଥିବା ଯାତ୍ରା କଟକଣା ପାଇଁ ସେ ଜର୍ମାନୀରେ ୩ ମାସ ଫସି ରହିଥିଲେ। ଆନନ୍ଦ ଶନିବାର ଭାରତ ପ୍ରତ୍ୟାବର୍ତ୍ତନ କରିଥିବା…

ସେପ୍ଟେମ୍ବରରେ ଆୟୋଜନ ହେବ ଇଟାଲିଆନ୍‌ ଓପନ୍‌

ମିଲାନ,୩୦।୫(ଏଏଫ୍‌ପି): ଆସନ୍ତା ସେପ୍ଟେମ୍ବରରେ ରୋମ୍‌ରେ ଇଟାଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟ ଆୟୋଜନ ହେବ। ଏହି ଏଟିପି ଓ ଡବ୍ଲ୍ୟୁଟିଏ ରୋମ କ୍ଲେ- କୋର୍ଟ ଟୁର୍ନାମେଣ୍ଟ ଆୟୋଜନ ନେଇ ଇଟାଲିଆନ ଟେନିସ ଫେଡେରେଶନ ଅଧ୍ୟକ୍ଷ ଆଞ୍ଜେଲୋ ବିନାଘି ସୂଚନା ଦେଇଛନ୍ତି। ଚଳିତ ବର୍ଷର…

ଫୋର୍ବସ ସର୍ବାଧିକ ଆୟକାରୀ ଆଥଲେଟ୍‌ ତାଲିକା:କୋହଲି ଏକ ମାତ୍ର ଭାରତୀୟ

ନ୍ୟୁୟର୍କ,୩୦।୫(ପି.ଟି.): ଜଣାଶୁଣା ପତ୍ରିକା ଫୋର୍ବସ ବିଶ୍ୱର ସର୍ବାଧିକ ଆୟକାରୀ ଆଥଲେଟ ତାଲିକା ପ୍ରକାଶିତ କରିଛି। ଏଥିରେ ଏକମାତ୍ର ଭାରତୀୟ କ୍ରିକେଟର ଭାବେ ସ୍ଥାନ ପାଇଛନ୍ତି ଭାରତୀୟ କ୍ରିକେଟ ସୁପରଷ୍ଟାର ବିରାଟ କୋହଲି। ୨୦୨୦ ତାଲିକାରେ ସେ ୨୬ ମିଲିୟନ ଆମେରିକୀୟ ଡଲାର…

ଅନ୍ତର୍ଜାତୀୟ ଏଭରେଷ୍ଟ ଦିବସ ପାଳିତ

ଭୁବନେଶ୍ୱର, ୩୦।୫(କ୍ରୀଡ଼ା ପ୍ରତିନିଧି): ମେ’ ୨୯ ଅନ୍ତର୍ଜାତୀୟ ଏଭରେଷ୍ଟ ଦିବସ ପାଳିତ ହୋଇଯାଇଛି। ଓଡ଼ିଶାର ଏଭରେଷ୍ଟ ଆରୋହଣକାରୀ ଯୋଗବ୍ୟାସ ଭୋଇଙ୍କ ସହିତ କେସିଙ୍ଗାର ପର୍ବତାରୋହୀ ହରେଶ ବଗର୍ତ୍ତୀ ଓ ମହେଶ କୁମାର କଳାହାଣ୍ଡି ଜିଲ୍ଲା ନର୍ଲାବ୍ଲକ ରୁପ୍ରା ଗ୍ରାମପଞ୍ଚାୟତ ନିକଟସ୍ଥ ୧୦୦୦…

ଅଲିମ୍ପିକ ସଂହତି ପାଣ୍ଠି କମିଟିରେ ଅଧୀପ

କଟକ ଅଫିସ,୩୦ା୫: ଇଣ୍ଡିଆନ ଅଲିମ୍ପିକ ଆସୋସିଏଶନ(ଆଇଓଏ)ର ଅଲିମ୍ପିକ ସଂହତି ପାଣ୍ଠି କମିଟିର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି ଓଡ଼ିଶାର ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଅଧୀପ ଦାସ। ଆଇଓଏ ସଭାପତି ଡ. ନରିନ୍ଦର ଧ୍ରୁବ ବାତ୍ରା ଶୁକ୍ରବାର ଏହି ଘୋଷଣା କରିଛନ୍ତି। ଆଇଓଏ…

ଫର୍ମୁଲା ଓ୍ବାନ୍‌ ଟିମ୍‌ ବିକ୍ରି କରିପାରେ ଓ୍ବିଲିୟମ୍ସ

ଲଣ୍ଡନ, ୩୦ା୫ (ଏଏଫ୍‌ପି):ଆର୍ଥିକ ସଙ୍କଟ ଦୃଷ୍ଟିରୁ ଓ୍ବିଲିୟମ୍ସ ଏହାର ଫର୍ମୁଲା ଓ୍ବାନ୍‌ ଟିମ୍‌ ବିକ୍ରି କରିବା ଲାଗି ବିଚାର କରୁଛି। ୨୦୧୯ ବର୍ଷ ଶେଷରେ ଓ୍ବିଲିୟମ ଗ୍ରାଁପ୍ରି ହୋଲ୍‌ଡିଙ୍ଗ୍ସ ଗ୍ରୁପ୍‌ ୧୩ ନିୟୁତ ପାଉଣ୍ଡ(୧୫.୯ ନିୟୁତ)ଆମେରିକୀୟ ଡଲାର କ୍ଷତି ସହିଛି। କମ୍ପାନୀ…

ଜୁନ୍‌ରେ ଟେନିସ୍‌କୁ ଫେରିବେ ମୁରେ

  ଲଣ୍ଡନ, ୩୦ା୫ (ଏଏଫ୍‌ପି)-ଇଞ୍ଜୁରି ସମସ୍ୟାରୁ ମୁକ୍ତି ପାଇଛନ୍ତି ବ୍ରିଟିଶ ଟେନିସ୍‌ ଖେଳାଳି ଆଣ୍ଡି ମୁରେ। ୟୁନାଇଟେଡ୍‌ କିଙ୍ଗଡମ୍‌ ନ୍ୟାଶନାଲ ହେଲ୍‌ଥ ସର୍ଭିସ ଚ୍ୟାରିଟି ପାଇଁ ତାଙ୍କ ଭାଇ ଜେମି ଜୁନ୍‌ ୨୩ରେ ଏକ ଟୁର୍ନାମେଣ୍ଟ ଆୟୋଜନ କରିଛନ୍ତି। ରୁଦ୍ଧଦ୍ୱାରରେ ଖେଳାଯିବାକୁ…

ଧାବିକା କିରଣଜିତ୍‌ ୪ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୩୦ା୫ (ପି.ଟି.):ଗତବର୍ଷ ଟାଟା ଷ୍ଟିଲ୍‌ କୋଲକାତା ୨୫କେ ରେସ୍‌ରେ ଭାରତୀୟଙ୍କ ମଧ୍ୟରେ ପ୍ରଥମ ହୋଇଥିବା ଲଙ୍ଗ୍‌ ଡିଷ୍ଟାନ୍ସ ଧାବିକା କିରଣଜିତ୍‌ କୌରଙ୍କୁ ଓ୍ବାଲର୍‌ଡ ଆଥଲେଟିକ୍ସ ୪ବର୍ଷ ବାସନ୍ଦ କରିଛି। ଦୋହାଠାରେ ହୋଇଥିବା ଡୋପ୍‌ ଟେଷ୍ଟରେ ସେ ଧରାପଡ଼ିଥିଲେ। ନ୍ୟାଶନାଲ ଆଣ୍ଟି…

୫୫ ଖେଳାଳିଙ୍କୁ ଟ୍ରେନିଂ ପାଇଁ ନିର୍ଦ୍ଦେଶ ଦେଲା ଇସିବି

ଲଣ୍ଡନ, ୩୦।୫ (ପି.ଟି.):କୋଭିଡ୍‌-୧୯ ସଂକ୍ରମଣ ପାଇଁ ରୁଦ୍ଧଦ୍ୱାରରେ କ୍ରିକେଟ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛି ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ(ଇସିବି)। ଏଥିପାଇଁ ବୋର୍ଡ ବିଶ୍ୱକପ୍‌ ବିଜୟୀ ଅଧିନାୟକ ଇଅନ ମୋର୍ଗାନ, ଦୁଇ ମୁଖ୍ୟ ପେସ୍‌ ବୋଲର ଜେମ୍ସ ଆଣ୍ଡରସନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?