ହାଡ଼ଭଙ୍ଗା ଶୀତ ସତ୍ୱେ ମୋହନ ବାଗାନର ବିଜୟ
ଶ୍ରୀନଗର, ୫ା୧ (ପି.ଟି.)-ହାଡ଼ଭଙ୍ଗା ଶୀତ ସତ୍ୱେ ଏଠାରେ ରବିବାର ଅନୁଷ୍ଠିତ ଏକ ଆଇ-ଲିଗ୍ ମ୍ୟାଚରେ ମୋହନ ବାଗାନ ୨-୦ ଗୋଲରେ ରିୟଲ କଶ୍ମୀରକୁ ପରାସ୍ତ କରିଛି। ମ୍ୟାଚ ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟଭାବେ ଶେଷ ହୋଇଥିଲା। କୋଲକାତା ଦଳ ପକ୍ଷରୁ ଦ୍ୱିତୀୟାର୍ଦ୍ଧରେ...
ଗୋଟେ ଓଭରରେ ୬ ଛକା ଲଗାଇ ସଦ୍ୱନ୍ତ୍ର କ୍ଲବରେ କାର୍ଟର
ଅକ୍ଲାଣ୍ଡ,୫।୧- ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଲିଓ କାର୍ଟର ରବିବାର ଗୋଟେ ଓଭରରେ ୬ ଛକା ମାରି ସ୍ବତନ୍ତ୍ର ବ୍ୟାଟ୍ସମ୍ୟାନଙ୍କ କ୍ଲବରେ ସାମିଲ ହୋଇଛନ୍ତି। ଘରୋଇ ଟି୨୦ ଟୁର୍ନାମେଣ୍ଟ ସୁପର ସ୍ମାଶରେ କାନ୍ଟବରି କିଙ୍ଗ୍ସ ପକ୍ଷରୁ ଖେଳୁଥିବା କାର୍ଟର ନର୍ଦନ ନାଇଟ୍ସ ବିପକ୍ଷରେ...
ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦: ଟସ୍ ପରେ ବର୍ଷା ଆରମ୍ଭ
ଗୁଆହାଟୀ,୫।୧: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଏଠାରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍ରେ ବର୍ଷା ଯୋଗୁ ଖେଲ ଆରମ୍ଭ ହୋଇପାରିନାହିଁ। ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଅଧିନାୟକ ବିରାଟ କୋହଲି। ଟସ୍ ପଡିବାର...
ଭାରତ ଓ ଶ୍ରୀଲଙ୍କା ପ୍ରଥମ ଟି୨୦ ମ୍ୟାଚ୍: ଟସ୍ ଜିତିଲା ଭାରତ
ଗୁଆହାଟୀ: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଆସାମର ଗୁଆହାଟୀଠାରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍ରେ ଭାରତୀୟ ଦଳ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ନୂଆବର୍ଷର ପ୍ରଥମ ମ୍ୟାଚ୍ରେ ବିଜୟୀ...
ଅଭିନେତ୍ରୀଙ୍କ ପ୍ରତି ଆକୃଷ୍ଟ ହେଲେ କ୍ରିକେଟର ଯୁବରାଜ ସିଂ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଯୁବରାଜ ସିଂ ଅବସର ନେଇସାରିଥିଲେ ମଧ୍ୟ ସେ ସର୍ବଦାଚର୍ଚ୍ଚାରେ ରହୁଛନ୍ତି। ମଡେଲ ହେଜେଲ କିଚ୍ଙ୍କୁ ବିବାହ କରିବା ପରେ ସେ ଜଣେ ବଲିଉଡ୍ ଅଭିନେତ୍ରୀଙ୍କ ଉପରେ ଆକୃଷ୍ଟ ହୋଇଛନ୍ତି। କିନ୍ତୁ ପ୍ରେମ...
କ୍ୟାଚ୍ ନେବାରେ ଷ୍ଟୋକ୍ସଙ୍କ ରେକର୍ଡ
କେପ୍ ଟାଉନ,୫।୧୨(ଏଏଫ୍ପି)- କ୍ୟାଚ୍ ନେବାରେ ଇଂଲଣ୍ଡ ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ନିଜ ଦେଶ ପାଇଁ ରେକର୍ଡ ସୃଷ୍ଟି କରିଛନ୍ତି। ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଚାଲିଥିବା ଦକ୍ଷିଣ ଆଫ୍ରକା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ତୃତୀୟ ଦିବସରେ ପ୍ରଥମ ଇନିଂସରେ ଜେମ୍ସ...
ରଣଜୀ ଟ୍ରଫି: ମୁମ୍ବାଇର କ୍ରମାଗତ ଦ୍ୱିତୀୟ ପରାଜୟ, କର୍ନାଟକ ୫ ଉଇକେଟରେ ବିଜୟୀ
ମୁମ୍ବାଇ,୫।୧(ପି.ଟି.)- ସ୍ଥାନୀୟ ବାନ୍ଦ୍ରା କୁଲା କମ୍ପ୍ଲେକ୍ସରେ ଖେଳାଯାଇଥିବା ରଣଜୀ ଟ୍ରଫି ଏଲିଟ୍ ଗ୍ରୁପ୍ ବି’ ମ୍ୟାଚ୍ରେ ଅଲରାଉଣ୍ଡ ପ୍ରଦର୍ଶନ କରି କର୍ନାଟକ ରବିବାର ତୃତୀୟ ଦିନରେ ୫ ଉଇକେଟରେ ମୁମ୍ବାଇକୁ ପରାସ୍ତ କରିଛି। ମାତ୍ର ଅଢ଼େଇ ଦିନରେ କର୍ନାଟକ ବିଜୟୀ...
ପୁରୁଣା ମୋବାଇଲ ଫୋନରେ ବିରାଟ କୋହଲିଙ୍କ ଚିତ୍ର ପ୍ରସ୍ତୁତ କଲେ ଫ୍ୟାନ୍
ଗୁଆହାଟୀ,୫।୧:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। ମାତ୍ର ୩୦ ବର୍ଷ ବୟସରେ ସେ କ୍ରିକେଟର ଅନେକ ରେକର୍ଡ ଭାଙ୍ଗିସାରିଲେଣି। କୋହଲିଙ୍କ ପ୍ରଶଂସକ କେବଳ ଭାରତରେ ନୁହେଁ, ଦେଶ ବାହାରେ ମଧ୍ୟ...
ଲିୟନଙ୍କୁ ୫ ଉଇକେଟ: ଅଷ୍ଟ୍ରେଲିଆ ନିୟନ୍ତ୍ରଣରେ ସିଡନୀ ଟେଷ୍ଟ
ସିଡନୀ,୫।୧(ଏଏଫ୍ପି)- ସ୍ଥାନୀୟ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍ରେ ଘରୋଇ ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼ କରିଛି। ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସର ମାର୍ନସ ଲାବୁସେନଙ୍କ ଶତକ ସହାୟତାରେ ୧୫୦.୧ ଓଭରରେ...
ବ୍ୟାକ୍ ଇଞ୍ଜୁରି: ଏଟିପି କପ୍ ରବରରୁ ଓହରିଲେ କିର୍ଗିୟସ
ବ୍ରସ୍ବେନ,୫।୧(ଏଏଫପି): ଅଷ୍ଟ୍ରେଲୀୟ ଟେନିସ ତାରକା ନିକ୍ କିର୍ଗିୟସ୍ ରବିବାର ବ୍ୟାକ୍ ଇଞ୍ଜୁରି କାରଣରୁ ଏଟିପି କପ୍ ରବରରୁ ଓହରିଯାଇଛନ୍ତି। ଏଠାରେ ଖେଳାଯିବାକୁ ଥିବା କାନାଡ଼ାର ଫେଲିକ୍ସ ଅଗେର – ଅଲିଆଜିମଙ୍କ ବିପକ୍ଷ ମ୍ୟାଚ୍ରୁ ସେ ଓହରିଯାଇଛନ୍ତି। ତାଙ୍କ ବଦଳରେ ଅଷ୍ଟ୍ରେଲିଆର...
ରଣଜୀ ଟ୍ରଫି: ମହାରାଷ୍ଟ୍ରର ଇନିଂସ ପରାଜୟ
ନୂଆଦିଲ୍ଲୀ, ୫।୧(ପି.ଟି.)- ମିଡିୟମ ପେସର ଦିଓ୍ବେଶ ପଠାନିଆ ଓ ସଚିଦାନନ୍ଦ ପାଣ୍ଡେ ଦମ୍ଦାର ବୋଲିଂ ପ୍ରଦର୍ଶନ କରି ମହାରାଷ୍ଟ୍ର ବିପକ୍ଷରେ ସର୍ଭିସେସକୁ ଇନିଂସ ବିଜୟୀ କରାଇଛନ୍ତି। ସ୍ଥାନୀୟ ପଲାମ ଏ ଷ୍ଟାଡିୟମରେ ଖେଳାଯାଇଥିବା ରଣଜୀ ଟ୍ରଫି ଗ୍ରୁପ୍ ସି’ ମ୍ୟାଚ୍ରେ...
ବାଂଲାଦେଶ ପ୍ରସ୍ତାବକୁ ପିସିବି ପ୍ରତ୍ୟାଖ୍ୟାନ
କରାଚୀ,୫।୧(ପି.ଟି.)- ଟେଷ୍ଟ ମ୍ୟାଚ୍ ଭେନ୍ୟୁ ପରିବର୍ତ୍ତନ ନେଇ ବାଂଲାଦେଶ ଦେଇଥିବା ସର୍ତ୍ତମୂଳକ ପ୍ରସ୍ତାବକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ପ୍ରତ୍ୟାଖ୍ୟାନ କରିଛି। ପାକସ୍ତାନରେ ବାଂଲାଦେଶ ଗୋଟିଏ ଟେଷ୍ଟ ଖେଳିବାକୁ ରାଜି ହୋଇଥିଲା। ତେବେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଢ଼ାକାରେ ଖେଳିବା...
Archives


