ଖେଳ

ଅଶୋକ ସାହୁ ଜିଏଫ୍‌ଆଇ ଚୟନ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର, ୩୦।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଜିମ୍ନାଷ୍ଟିକ୍‌ ଆସୋସିଏଶନ(ଓଜିଏ) ସମ୍ପାଦକ ଅଶୋକ ସାହୁ ଜିମ୍ନାଷ୍ଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ( ଜିଏଫଆଇ) ଚୟନ କମିଟି ଅଧ୍ୟକ୍ଷଭାବେ ନିଯୁକ୍ତ ହୋଇଛନ୍ତି। ସେ ୪ ବର୍ଷ ପାଇଁ ଏହି ପଦବୀରେ ରହିବେ। ଅନ୍ୟ ୬ ସଦସ୍ୟଙ୍କ ସହ…

ଅଲିମ୍ପିକ୍‌ ଚାମ୍ପିୟନ ରୁଡିଶା ୧୬ ସପ୍ତାହ ବାଦ୍‌ ପଡ଼ିିଲେ

ଲଣ୍ଡନ,୨୯।୫(ଏଏଫ୍‌ପି): ଦୁଇଥର ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ହାସଲ କରିଥିବା କେନିଆ ତାରକା ଧାବକ ଡେଭିଡ୍‌ ରୁଡିଶା ଇଞ୍ଜୁରିର ସମ୍ମୁଖୀନ ହୋଇ କ୍ରୀଡ଼ାରୁ ୧୬ ସପ୍ତାହ ବାଦ୍‌ ପଡିଛନ୍ତି। ବାମ ଗୋଡ଼ର ଗୋଇଠିରେ ସେ ଆଘାତ ପାଇଛନ୍ତି। ୮୦୦ ମିଟର ଦୌଡ଼ରେ ବିଶ୍ୱ…

ଆଡିଲେଡ୍‌ ଓଭାଲରେ ଭାରତ ଦିବାରାତ୍ର ଟେଷ୍ଟ ଖେଳିବ

ନୂଆଦିଲ୍ଲୀ,୨୯।୫: ଆଗାମୀ ଅଷ୍ଟ୍ରେଲିଆ ଗସ୍ତରେ ଭାରତ ଆଡିଲେଡ୍‌ ଓଭାଲ ଗ୍ରାଉଣ୍ଡରେ ଦିବାରାତ୍ର ତଥା ପିଙ୍କ୍‌ବଲ୍‌ ଟେଷ୍ଟ ଖେଳିବା ନିଶ୍ଚିତ ହୋଇଛି। କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଉଭୟ ପୁରୁଷ ଓ ମହିଳା ଦଳ ପାଇଁ ୨୦୨୦-୨୧ ବର୍ଷର ଅନ୍ତର୍ଜାତୀୟ କାର୍ଯ୍ୟସୂଚୀ ଘୋଷଣା କରିଛି।…

ଜୁନ୍‌ ୧୭ରୁ ପୁଣି ଆରମ୍ଭ ହେବ ପ୍ରିମିୟର ଲିଗ୍‌

ଲଣ୍ଡନ, ୨୯।୫(ଏଏଫ୍‌ପି): ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫୁଟବଲ ପ୍ରତିଯୋଗିତା ପ୍ରିମିୟର ଲିଗ୍‌ ଜୁନ୍‌ ୧୭ ତାରିଖରୁ ପୁଣି ଆରମ୍ଭ ହେବ। ଇଂଲିଶ୍‌ ପ୍ରିମିୟର ଲିଗ୍‌ (ଇପିଏଲ୍‌) ଭାବେ ଜଣାଶୁଣା ଥିବା ଏହି ଫୁଟବଲ ପ୍ରତିଯୋଗିତା କରୋନା ଭାଇରସ୍‌ ମହାମାରୀ କାରଣରୁ ସ୍ଥଗିତ…

ଚାପର ମୁକାବିଲା କରିବାରେ ରୋହିତ ସିଦ୍ଧହସ୍ତ: ଲକ୍ଷ୍ମଣ

ନୂଆଦିଲ୍ଲୀ,୨୯।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଭାରତୀୟ ଓପନର ରୋହିତ ଶର୍ମା ନିଜକୁ ଜଣେ ସଫଳ ଅଧିନାୟକ ଭାବେ ଗଢି ତୋଳିଛନ୍ତି। ଚାପକୁ ମୁକାବିଲା କରିବାରରେ ରୋହିତ ବେଶ୍‌ ସଫଳ। ଏଥିପାଇଁ ସେ ଆଇପିଏଲ୍‌ର ସଫଳତମ ଅଧିନାୟକ ହୋଇପାରିଛନ୍ତି ବୋଲି ପୂର୍ବତନ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ ଜାନୁୟାରୀକୁ ଘୁଞ୍ଚିଲା

ନୂଆଦିଲ୍ଲୀ,୨୯।୫(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଜୁନିୟର ଚାମ୍ପିୟନଶିପ୍‌ର କାର୍ଯ୍ୟସୂଚୀ ମଧ୍ୟ ପ୍ରଭାବିତ ହୋଇଛି। ନ୍ୟୁଜିଲାଣ୍ଡର ଅକ୍‌ଲାଣ୍ଡରେ ଆଗାମୀ ସେପ୍ଟେମ୍ବରରେ ଏହି ମେଗା ଇଭେଣ୍ଟ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ଶୁକ୍ରବାର ଏହାର କାର୍ଯ୍ୟକ୍ରମ ପୁନଃ ନିର୍ଦ୍ଧାରିତ ହୋଇଛି।…

ଧୋନୀଙ୍କ ଅବସରକୁ ନେଇ ଏମିତି କହିଲେ ସାକ୍ଷୀ

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଅବସର ନେଇ ପୁଣି ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଟୁଇଟରେ ଧୋନି ରିଟାୟାର୍ସ ହ୍ୟାସଟ୍ୟାଗ ଟ୍ରେଣ୍ଡିଂ ହେବା ପରେ ଧୋନୀଙ୍କ ସ୍ତ୍ରୀ ମୁହଁ ଖୋଲିଛନ୍ତି। ‘ଏହା କେବଳ ଗୁଜବ, ମୁଁ ବୁଝି…

ଇଂଲଣ୍ଡ ଟୁର୍‌ରେ ଯିବା ଲାଗି ରୋଚ୍‌ ଆଗ୍ରହୀ

ଲଣ୍ଡନ, ୨୯ା୫ (ଏଏଫ୍‌ପି)-କରୋନାଭାଇରସ୍‌ ଆଶଙ୍କା ସତ୍ତ୍ୱେ ଓ୍ବେଷ୍ଟଇଣ୍ଡିଜ ଦଳ ସହ ଇଂଲଣ୍ଡ ଟୁର୍‌ରେ ଯିବା ଲାଗି ମୋର ଆଗ୍ରହ ରହିଛି ବୋଲି କହିଛନ୍ତି ଫାଷ୍ଟ ବୋଲର କେମର ରୋଚ୍‌। କ୍ୟାରିବିୟାନ ଦଳ ଇଂଲଣ୍ଡରେ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ।…

ନରିନ୍ଦର ବାତ୍ରା କ୍ୱାରାଣ୍ଟାଇନ୍‌ରେ

ନୂଆଦିଲ୍ଲୀ, ୨୯ା୫ (ପି.ଟି.)-ଭାରତୀୟ ଅଲିମ୍ପିକ ଆସୋସିଶନ (ଆଇଓଏ) ସଭାପତି ନରିନ୍ଦର ବାତ୍ରାଙ୍କ ପିତା କରୋନାଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି। ତାଙ୍କର ଦୁଇ ଆଟେଣ୍ଡାଣ୍ଟ ଏବଂ ବାସଭବନରେ ପ୍ରହରା ଦେଉଥିବା ଦୁଇ ସୁରକ୍ଷା କର୍ମୀ ମଧ୍ୟ କରୋନା ପଜିଟିଭ୍‌ ବୋଲି କୋଭଡି-୧୯ ଟେଷ୍ଟରୁ ଜଣାପଡ଼ିଛି।…

ହଙ୍ଗେରୀରେ ଦର୍ଶକଙ୍କୁ ଅନୁମତି

ବୁଦାପେଷ୍ଟ,୨୯ା୫ (ଏପି)- ହଙ୍ଗେରୀରେ ପୁଣି ଦର୍ଶକଙ୍କ ଉପସ୍ଥିତିରେ ଫୁଟ୍‌ବଲ ମ୍ୟାଚ ଆୟୋଜନ ହୋଇପାରିବ ବୋଲି ଦେଶର ଫୁଟ୍‌ବଲ ମହାସଂଘ କହିଛି। ଏଥିପାଇଁ ସ୍ଥାନୀୟ ସରକାର ଅନୁମତି ଦେଇଛନ୍ତି। ହେଲେ କରୋନାଭାଇରସ୍‌ ପାଇଁ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା କିଛି ନିୟମକୁ ମାନି…

ଟି୨୦ ବିଶ୍ୱକପ୍‌ : ନିଷ୍ପତ୍ତି ଜୁନ୍‌ ୧୦କୁ ଘୁଞ୍ଚିଲା

ନୂଆଦିଲ୍ଲୀ, ୨୯ା୫ (ପି.ଟି.)-ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନ୍‌ସିଲ (ଆଇସିସି) ବୋର୍ଡର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏହା ଟେଲି କନଫରେନ୍ସିଂ ଜରିଆରେ ହୋଇଥିଲା। ଏଥିରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ସମ୍ପର୍କରେ କୌଣସି ନିଷ୍ପତ୍ତି ନିଆଯାଇ ପାରିନାହିଁ। ଜୁନ୍‌…

ଜାତୀୟ କ୍ରୀଡ଼ା ସ୍ଥଗିତ

ନୂଆଦିଲ୍ଲୀ, ୨୯।୫(ପି.ଟି.)-ଆସନ୍ତା ଅକ୍ଟୋବର-ନଭେମ୍ବରରେ ଗୋଆରେ ହେବାକୁଥିବା ୩୬ତମ ଜାତୀୟ କ୍ରୀଡ଼ାକୁ କୋଭିଡ-୧୯ ପାଇଁ ଅନିର୍ଦ୍ଦିଷ୍ଟକାଳ ପାଇଁ ସ୍ଥଗିତ ରଖା ଯାଇଛି। ଅକ୍ଟୋବର ୨୦ରୁ ନଭେମ୍ବର ୪ ମଧ୍ୟରେ ଏହି ପ୍ରତିଯୋଗିତା କରିବା ପାଇଁ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ(ଆଇଓଏ) ପକ୍ଷରୁ ଗୋଆ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?