ଖେଳ

ଆଇଓସିର ଅଲିମ୍ପିକ୍‌ ଘୁଞ୍ଚାଇବା ନିଷ୍ପତ୍ତି ଠିକ୍‌ ଥିଲା: ହିମା

ନୂଆଦିଲ୍ଲୀ,୨୭।୫: କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସକୁ ଆସନ୍ତାବର୍ଷକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଥିଲା। ଏହି ନିଷ୍ପତ୍ତ୍‌ି ଏକଦମ୍‌ ଠିକ୍‌ ଥିଲା ବୋଲି ଭାରତୀୟ ମହିଳା ସ୍ପ୍ରିଣ୍ଟର ହିମା ଦାସ କହିଛନ୍ତି।…

ଜନ୍ମଦିନରେ ଶାସ୍ତ୍ରୀଙ୍କୁ କୋହଲିଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୨୭।୫: ଭାରତୀୟ କ୍ରିକେଟ କୋଚ୍‌ ରବି ଶାସ୍ତ୍ରୀ ବୁଧବାର ତାଙ୍କର ୫୮ତମ ଜନ୍ମ ଦିବସ ପାଳନ କରିଛନ୍ତି। ଏହି ଅବସରରେ ଅଧିନାୟକ କୋହଲି ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ବହୁତ ଲୋକ ଆତ୍ମବିଶ୍ୱାସୀ ହୋଇଥାନ୍ତି। ତେବେ ଖୁବ୍‌ କମ ଲୋକ…

ଲକ୍‌ଡାଉନ ପରେ ବୋଲରମାନେ ଲୟକୁ ଫେରିବା କଷ୍ଟକର: ଲି

ମୁମ୍ବାଇ,୨୭।୫(ପି.ଟି.): ଲକ୍‌ଡାଉନ ଉଠିବା ପରେ ବୋଲରମାନେ ସେମାନଙ୍କ ଲୟ ଫେରିପାଇବା ପାଇଁ ସଂଘର୍ଷ କରିବେ ଓ ଏହା କଷ୍ଟକର ବୋଲି ପୂର୍ବତନ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ବ୍ରେଟ୍‌ ଲି କହିଛନ୍ତି। ସବୁ ଫର୍ମାଟ ପାଇଁ ଫିଟ୍‌ନେସ ହାସଲ କରିବାକୁ ହେଲେ ବୋଲରମାନଙ୍କୁ…

ଟ୍ରେନିଂକୁ ଫେରିଲେ ନାଡ଼ାଲ

ମାଡ୍ରିଡ, ୨୭।୫: ଦୀର୍ଘ ଦିନ ପରେ ସ୍ପେନ୍‌ ଅଭିଜ୍ଞ ଟେନିସ ତାରକା ରାଫାଲ ନାଡ଼ାଲ ଟ୍ରେନିଂକୁ ଫେରିଛନ୍ତି। କୋଭିଡ-୧୯ ମହାମାରୀ କାରଣରୁ ସେ ଟ୍ରେନିଂରୁ ଦୂରେଇ ରହିଥିଲେ। ମାଲେରକା ସ୍ଥିତ ରାଫା ନାଡାଲ ଏକାଡେମୀରେ ସେ ଅଭ୍ୟାସ ଆରମ୍ଭ କରିଛନ୍ତି। ସୋମବାର…

ଆଇସିସି ବୋର୍ଡ ବୈଠକ: ଅକ୍ଟୋବରରେ ହୋଇପାରେ ଆଇପିଏଲ୍‌

ନୂଆଦିଲ୍ଲୀ,୨୭।୫(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ଗୁରୁତ୍ୱପୂର୍ଣ୍ଣ ବୋର୍ଡ ବୈଠକ ଗୁରୁବାର ବସିବ। ଟେଲି କନଫରେନ୍ସ ମାଧ୍ୟମରେ ବସିବାକୁ ଥିବା ଏହି ବୈଠକ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଛି। ଚଳିତ ବର୍ଷ ଅକ୍ଟୋବର- ନଭେମ୍ବରରେ ଅଷ୍ଟ୍ରେଲିଆରେ ଆୟୋଜନ…

ବିରାଟ କୋହଲିଙ୍କ ଦାଢିକୁ କମେଣ୍ଟ୍‌ କଲେ ପିଟରସନ୍‌, ମିଳିଲା ଏମିତି ଉତ୍ତର

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଲକ୍‌ଡାଉନ୍‌ ଯୋଗୁ ଏବେ ନିଜ ପରିବାର ସହ ସମୟ ବିତାଉଛନ୍ତି। ସୋସିଆଲ ମିଡିଆରେ ମଧ୍ୟ ବିଭିନ୍ନ ଫଟୋ ଏବଂ ଭିଡିଓ ପୋଷ୍ଟ କରୁଛନ୍ତି। ନିକଟରେ କୋହଲି ନିଜ ଦାଢି ଥିବା ଲୁକ୍‌ର ଏକ…

ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଥିଲେ ରବି ଶାସ୍ତ୍ରୀ

ଭାରତୀୟ କ୍ରିକେଟ ଦଳର କୋଚ ରବି ଶାସ୍ତ୍ରୀ ଆଜି ୫୮ ବର୍ଷରେ ପଦାର୍ପଣ କରିଛନ୍ତି। ଜଣେ କ୍ରିକେଟର ଭାବେ ସେ ଭାରତକୁ ଅନେକ ସିରିଜ୍‌ ଜିତାଇଥିଲେ। କ୍ରିକେଟରୁ ଅବସର ନେବା ପରେ କମେଣ୍ଟଟେଟର, ଟିମ୍‌ ମ୍ୟାନେଜର୍‌ ଏବଂ କୋଚ ଭାବେ ମଧ୍ୟ…

ଏହି କ୍ରିକେଟରଙ୍କୁ କରୋନା

କରାଚି,୨୭।୫: ପାକିସ୍ତାନର ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ୍‌ ତୌଫିକ୍‌ ଉମର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ନିଜେ ସୂଚନା ଦେଇଛନ୍ତି। ଏକ ଟିଭି ଚ୍ୟାନେଲକୁ ସାକ୍ଷାତକାର ଦେଇ କହିଛନ୍ତି, ତାଙ୍କ କରୋନା ରିପୋର୍ଟ ପଜିଟିଭ୍‌ ଆସିବା ପରେ ଏବେ ସେ ଘରେ…

ଲକ୍‌ଡାଉନ୍‌ରେ ପୋଲିସ ୟୁନିଫର୍ମରେ ଇନ୍ଦୁମତୀ

ନୂଆଦିଲ୍ଲୀ, ୨୭ା୫ (ପି.ଟି.)-ଲକ୍‌ଡାଉନ୍‌ ଯୋଗୁ ଭାରତର ଜାତୀୟ ସିନିୟର ମହିଳା ଫୁଟ୍‌ବଲ ଦଳର ଖେଳାଳିମାନେ ଏବେ ଘରେ ସେମାନଙ୍କ ପରିବାର ସହିତ ଦିନ ବିତାଉଛନ୍ତି। ହେଲେ ସେମାନଙ୍କର ଜଣେ ସାଥୀ ଖେଳାଳି ମିଡ୍‌ଫିଲ୍ଡର ଇନ୍ଦୁମତୀ କାଥିରେସାନ୍‌ ଏବେ ପୋଲିସ ୟୁନିଫର୍ମରେ ଡ୍ୟୁଟି…

ବୋପାନ୍ନାଙ୍କ ଟେନିସ ସ୍କଲାରଶିପ୍‌ ପ୍ରୋଗ୍ରାମ୍‌

ନୂଆଦିଲ୍ଲୀ,୨୭ା୫(ପି.ଟି.)-ଭାରତର ଡବଲ୍ସ ଟେନିସ ବିଶାରଦ ରୋହନ ବୋପାନ୍ନା ମଙ୍ଗଳବାର ଉଚ୍ଚାଭିଳାଷୀ ଟେନିସ୍‌ ସ୍କଲାରଶିପ୍‌ ପ୍ରୋଜେକ୍ଟ ଆରମ୍ଭ କରିଛନ୍ତି। ଏଥିରେ ଉଭୟ ଟେନିସ ଓ ଏକାଡେମିକ୍‌ ଶିକ୍ଷା ପ୍ରଦାନର ବ୍ୟବସ୍ଥା ରହିଛି। ଏଥିରେ ଏକକାଳୀନ ୬୦ଜଣ ପିଲାଙ୍କୁ ପ୍ରାୟୋଜିତ କରାଯିବ। ଜଣକ ପିଛା…

ଓସିଏ: ଚୟନକର୍ତ୍ତା ନିଯୁକ୍ତି ପ୍ରକ୍ରିୟା ଆରମ୍ଭ

କଟକ ଅଫିସ,୨୭ା୫ : ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ଚୟନକର୍ତ୍ତା ନିଯୁକ୍ତି ପ୍ରକ୍ରିୟା ପୁନର୍ବାର ଆରମ୍ଭ ହୋଇଛି। କରୋନା କଟକଣା ନିମନ୍ତେ ଏହି ପ୍ରକ୍ରିୟାକୁ ସାମୟିକ ସ୍ଥଗିତ ରଖାଯାଇଥିଲା। ଇଚ୍ଛୁକ ବ୍ୟକ୍ତିବିଶେଷ ସେମାନଙ୍କ ବାୟୋଡାଟା ସହିତ ଆବଶ୍ୟକ ତଥ୍ୟ ପ୍ରଦାନ କରିବାକୁ…

ଏହି ୪ଟି ଅନ୍ଧବିଶ୍ୱାସକୁ ଭରସା କରନ୍ତି ହିଟ୍‌ମ୍ୟାନ୍‌ ରୋହିତ ଶର୍ମା

ଭାରତୀୟ କ୍ରିକେଟର ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ରୋହିତ ପଡିଆକୁ ଆସିବା ପୂର୍ବରୁ ଏବଂ ପରେ ୪ଟି ଅନ୍ଧବିଶ୍ୱାସକୁ ଭରସା କରନ୍ତି। ଏହି ଅନ୍ଧବିଶ୍ୱାସ ପାଳନ କଲେ ସେ ଭଲ ଖେଳି ପାରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?