ଖେଳ

ଦଶନ୍ଧିର ଟେଷ୍ଟ ଦଳରେ କୋହଲିଙ୍କୁ ଅଧିନାୟକ ବାଛିଲେ ପଣ୍ଟିଂ

ମେଲବୋର୍ନ,୩୦।୧୨(ପି.ଟି)- ଅଷ୍ଟ୍ରେଲିଆ ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଦଶନ୍ଧିର ଟେଷ୍ଟ ଦଳ ଚୟନ କରିଛନ୍ତି। ତାଙ୍କର ଏହି ଦଳରେ ସେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ନେତୃତ୍ୱ ପ୍ରଦାନ କରିଛନ୍ତି। ଏହି ଦଳରେ ୪ଜଣ ଇଂଲଣ୍ଡ କ୍ରିକେଟରଙ୍କୁ ମଧ୍ୟ ସେ...

ଝିଅକୁ ଆଳତି କରୁଥିବା ଦେଖି ଟିଭି ଭାଙ୍ଗିଦେଇଥିଲେ ଏହି ପାକିସ୍ତାନ କ୍ରିକେଟର

କରାଚୀ,୩୦।୧୨: ପୂର୍ବତନ ପାକିସ୍ତାନ ସ୍ପିନର ଡାନିସ କନେରିଆ ଜଣେ ହିନ୍ଦୁ ହୋଇଥିବାରୁ ସାଥୀ ପାକିସ୍ତାନ ଖେଳାଳିମାନେ ମଧ୍ୟ ତାଙ୍କୁ ଅବହେଳା କରୁଥିଲେ। ଏପରିକି କେତେ ଜଣ ଖେଳାଳି କନେରିଆଙ୍କ ସହ ଏକାଠି ଖାଇବା ପାଇଁ ମଧ୍ୟ କୁଣ୍ଠିତ ହେଉଥିଲେ ବୋଲି...

ଆଇଟିଏଫ ସିନିୟର ଗ୍ରେଡ୍‌-୩: ଟେନିସ ଦିଲୀପଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ଭିଲାଇଠାରେ ଅନୁଷ୍ଠିତ ସେଲ୍‌ ଆଇଟଇଏଫ ସିନିୟର ଗ୍ରେଡ୍‌-୩ ଟେନିସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଦିଲୀପ ମହାନ୍ତି ଡବଲ ଟାଇଟଲ ହାସଲ କରିଛନ୍ତି। ଏହା ଛଡ଼ା ସେ ଗୋଟିଏ ବିଭାଗରେ ରନର୍ସଅପ୍‌ ମଧ୍ୟ ହୋଇ ମୋଟ ୩ଟି...

ବିଜୁ ପଟ୍ଟନାୟକ ଗୋଲ୍ଡ କପ୍‌: ଫୁଟବଲ ଫୁଲବାଣୀ ସ୍ପୋଟର୍‌ସ ହଷ୍ଟେଲ ଚାମ୍ପିୟନ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ବିଜୁ ପଟ୍ଟନାୟକ ଗୋଲ୍ଡ କପ୍‌ ଫୁଟବଲରେ ଫୁଲବାଣୀ ସ୍ପୋଟର୍‌ସ ହଷ୍ଟେଲ ଚାମ୍ପିୟନ ହୋଇଛି। ୟୁନିଟ-୬ ହାଇସ୍କୁଲ ପଡ଼ିଆରେ ରବିବାର ଅନୁଷ୍ଠିତ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ଫୁଲବାଣୀ ଦଳ ଟାଇବ୍ରେକର...

କଟକ ଜିଲା ଚେସ୍‌ ଉଦ୍‌ଯାପିତ: ଅଂଶୁମାନ, ସ୍ବସ୍ତିକ ଚାମ୍ପିୟନ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- କଟକସ୍ଥିତ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଷ୍ଟିଚ୍ୟୁଟ୍‌ଠାରେ କଟକ ଜିଲା ଚେସ୍‌ ଚାମ୍ପିୟନଶିପ୍‌ ରବିବାର ଉଦ୍‌ଯାପିତ ହୋଇଛି। ଏହାର ସିନିୟର ବିଭାଗରେ ଅଂଶୁମାନ ସାମଲ ଓ ଜୁନିୟରରେ ସ୍ବସ୍ତିକ ଶୁଭମ୍‌ ପଟ୍ଟନାୟକ ଚାମ୍ପିୟନ ହୋଇଛନ୍ତି। ସିନିୟରରେ ଅଂଶୁମାନ ଓ...

ଇଂଲଣ୍ଡକୁ ହରାଇଲା ଦକ୍ଷିଣ ଆଫ୍ରିକା

ସେଞ୍ଚୁରିଅନ୍‌, ୩୦ା୧୨ (ଏଏଫ୍‌ପି)-ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ସିରିଜରେ ଦକ୍ଷିଣ ଆଫ୍ରିକା ଏହାର ପ୍ରଥମ ଟେଷ୍ଟ ବିଜୟ ହାସଲ କରିଛି। ରବିବାର ସ୍ଥାନୀୟ ସୁପର ସ୍ପୋଟର୍‌ସ ପାର୍କଠାରେ ଦଳ ୧୦୭ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ୪ ଦିନରେ ଶେଷ ହୋଇଥିବା...

ଜାତୀୟ ସିନିୟର ଭଲିବଲ: ଓଡ଼ିଶା ପୁରୁଷ ଦଳର ଚତୁର୍ଥ ବିଜୟ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଭଲିବଲ ଆସୋସିଏଶନ ଆନୁକୂଲ୍ୟରେ କିଟ୍‌ ଇନ୍‌ଡୋର ହଲ୍‌ରେ ଚାଲିଥିବା ଜାତୀୟ ସିନିୟର ଭଲିବଲ ଚାମ୍ପିୟନଶିପ୍‌ର ପୁରୁଷ ବିଭାଗରେ ଓଡ଼ିଶା ଚତୁର୍ଥ ବିଜୟ ହାସଲ କରିଛି। ପୂର୍ବ ମ୍ୟାଚରେ ଛତିଶଗଡ଼ଠାରୁ ୦-୩ରେ ହାରିଥିବା ହାରିଥିବା ଓଡ଼ିଶା...

ରାଜ୍ୟ ଆଥଲେଟିକ୍‌ ମିଟ୍‌: ଦ୍ୱିତୀୟ ଦିବସରେ ୫ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଆଥ୍‌ଲେଟିକ ଆସୋସିଏଶନ ଆନୁକୂଲ୍ୟରେ କଟକ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ୬୭ତମ ରାଜ୍ୟ ଆଥଲେଟିକ୍‌ ମିଟ୍‌ର ଦ୍ୱିତୀୟ ଦିବସରେ ୫ଟି ମିଟ୍‌ ରେକର୍ଡ ସ୍ଥାପନ ହୋଇଛି। ମହିଳା ୨୦ କିଲୋମିଟର ଚାଲିରେ କଟକର ପ୍ରିୟଙ୍କା ମହାଳିକ...

ବକ୍ସିଂ ଡେ ଟେଷ୍ଟ: ନ୍ୟୁଜିଲାଣ୍ଡ ୨୪୭ ରନରେ ପରାସ୍ତ, ସିରିଜ କବ୍‌ଜା କଲା ଅଷ୍ଟ୍ରେଲିଆ

ମେଲବୋର୍ନ, ୨୯।୧୨ (ଏଏଫ୍‌ପି)- ନାଥନ ଲିୟନ ଓ ଜେମ୍ସ ପାଟିନସନଙ୍କ ମିଳିତ ବୋଲିଂ ସଫଳତା ବଳରେ ଅଷ୍ଟ୍ରେଲିଆ ଏଠାରେ ଅନୁଷ୍ଠିତ ୨ୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡକୁ ୨୪୭ ରନର ବୃହତ୍‌ ରନ୍‌ ବ୍ୟବଧାନରେ ପରାସ୍ତ କରିଛି। ଘରୋଇ ଅଷ୍ଟ୍ରେଲିଆ...

ହମ୍ପି ଓ୍ବାଲର୍‌ଡ ରାପିଡ୍‌ ଚାମ୍ପିୟନ

ମସ୍କୋ, ୨୯ା୧୨ (ପି.ଟି.)-ଭାରତୀୟ ଗ୍ରାଣ୍ଡମାଷ୍ଟର କୋନେରୁ ହମ୍ପି ମହିଳା ଓ୍ବାଲର୍‌ଡ ରାପିଡ୍‌ ଚେସ୍‌ ଚାମ୍ପିୟନଶିପ୍‌ ଟାଇଟଲ ଜିତିଛନ୍ତି। ଏଠାରେ ଚାଇନାର ଲି’ ଟିଙ୍ଗ୍‌ଜି ବିପକ୍ଷ ଆର୍ମାଗେଡନ ଗେମ୍‌ ଡ୍ର ରଖିବା ପରେ ସେ ଏହି ସଫଳତା ହାସଲ କରିଛନ୍ତି। ଭାରତର...

ମୁମ୍ବାଇ ପାଇଁ ଫିଟ୍‌ ନୁହେଁ ୨୩ ବର୍ଷରୁ କମ୍‌ ଭାରତୀୟ ଦଳର ଖେଳାଳି

ମୁମ୍ବାଇ, ୨୯।୧୨- ନିର୍ଦ୍ଦିଷ୍ଟ ବୟସ ବର୍ଗରେ ଭାରତୀୟ ଦଳ ପାଇଁ ଭଲ ପ୍ରଦର୍ଶନ କରିଥିବା ଖେଳାଳିଙ୍କୁ ସମାନ ବୟସ ବର୍ଗର ମୁମ୍ବାଇ ଦଳରେ ସ୍ଥାନ ମିଳୁନାହିଁ। ଅର୍ମାନ ଜାଫର ଏସିଆନ କ୍ରିକେଟ ପରିଷଦ ଇମର୍ଜିଂ କପ୍‌(୧୩ ବର୍ଷରୁ କମ୍‌)ରେ ଭାରତୀୟ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରଶଂସାରେ ଶତମୁଖ ହେଲେ ଏହି ଅଭିନେତ୍ରୀ

କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଅସୁସ୍ଥ ହୋଇ କ୍ରିକେଟରୁ ଦୂରେଇ ଅଛନ୍ତି। ପିଠିରେ ଆଘାତ ଲାଗିଥିବାରୁ ନିକଟରେ ସେ ଲଣ୍ଡନରେ ଅସ୍ତ୍ରୋପଚାର କରି ଫେରିଛନ୍ତି। ଏବେ ସେ ବିଶ୍ରାମ ନେବା ସହ ଗର୍ଲଫ୍ରେଣ୍ଡ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକଙ୍କ ନାଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri