ଖେଳ

‘ନୂଆ ନିୟମ ବ୍ୟାଟ୍ସମ୍ୟାନଙ୍କୁ ସୁହାଉଛି’

ଚେନ୍ନାଇ, ୧୭।୫: ବର୍ତ୍ତମାନ ପ୍ରଚଳିତ ଏକଦିବସୀୟ କ୍ରିକେଟ ନିୟମକୁ ନେଇ ଅନେକ ସମୟରେ ଚର୍ଚ୍ଚା ହେଉଛି। ସାମ୍ପ୍ରତିକ ନିୟମ ବୋଲରଙ୍କ ଅପେକ୍ଷା ବ୍ୟାଟ୍ସମ୍ୟାନଙ୍କୁ ଅଧିକ ସୁହାଉଛି ବୋଲି ଅନୁଭବ କରୁଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ତଥା ଚୟନ କମିଟି ମୁଖ୍ୟ କ୍ରିଷ୍ଣାମାଚାରୀ…

ଆର୍ଥିକ ସଙ୍କଟରେ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ

କିଙ୍ଗଷ୍ଟନ୍‌, ୧୭ା୫ (ପି.ଟି.)-କୋଭିଡ୍‌-୧୯ ମହାମାରୀ ଯୋଗୁ କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)ର ଆର୍ଥିକ ଅବସ୍ଥା ଆହୁରି ଶୋଚନୀୟ ହୋଇପଡ଼ିବ ବୋଲି ଏହାର ମୁଖ୍ୟ ରିକି ସ୍କେରିଟ୍‌ ଆଶଙ୍କା ପ୍ରକାଶ କରିଛନ୍ତି। କରୋନା ଭାଇରସ୍‌ରେ ସମଗ୍ର ବିଶ୍ୱରେ ଇତିମଧ୍ୟରେ ୪୫ ଲକ୍ଷ ଲୋକ ସଂକ୍ରମିତ…

ଜର୍ମାନୀରେ ବୁଣ୍ଡେସ୍‌ଲିଗା ଆରମ୍ଭ

ବର୍ଲିନ, ୧୭ା୫ (ଏଏଫ୍‌ପି)-ୟୁରୋପର ଅନ୍ୟତମ ଟପ୍‌ ଫୁଟ୍‌ବଲ ଲିଗ୍‌ ବୁଣ୍ଡେସ୍‌ଲିଗା ଶନିବାରଠାରୁ ପୁଣି ଏହାର ମ୍ୟାଚଗୁଡ଼ିକ ଆରମ୍ଭ କରିଛି। କରୋନାଭାଇରସ୍‌ ଲକ୍‌ଡାଉନ୍‌ ଯୋଗୁ ବିନା ଦର୍ଶକରେ ମ୍ୟାଚ ଖେଳାଯିବ। ଖେଳାଳି ଓ କୋଚ୍‌ମାନେ ଏକ ସପ୍ତାହ ହେଲା କ୍ୱାରାଣ୍ଟାଇନ୍‌ରେ ଥିଲେ। ସେମାନଙ୍କୁ…

‘ବାଲା ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ’

ନୂଆଦିଲ୍ଲୀ, ୧୭ା୫ (ପି.ଟି.)-ବାଲା ଦେବୀ ଦେଶର ଅନ୍ୟ ମହିଳା ଫୁଟ୍‌ବଲରଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି କହିଛନ୍ତି ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ସଭାପତି ପ୍ରଫୁଲ୍ଲ ପଟେଲ। ବିଦେଶରେ ପ୍ରଫେସନାଲ ଲିଗ୍‌ ଖେଳିବାରେ ମଣିପୁରର ତଥା ଜାତୀୟ ଦଳର ଷ୍ଟ୍ରାଇକର ବାଲା…

ସ୍ଲାମ ଟାଇଟଲ, ନଂ ୧ ରେକର୍ଡକୁ ଭାଙ୍ଗି ପାରିବି: ଜୋକୋଭିଚ୍‌

ପ୍ୟାରିସ୍‌,୧୬।୫ (ଏଏଫ୍‌ପି): ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଟେନିସ ଖେଳାଳି ବିବେଚିତ ହେଉଥିବା ସର୍ବିୟାର ନୋଭାକ ଜୋକୋଭିଚ୍‌ ବିଶ୍ୱର ଦୁଇ ଦୁଇଟି ରେକର୍ଡ ଭାଙ୍ଗିପାରିବେ ବୋଳି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। କ୍ୟାରୟର ଶେଷ କରିବା ପୂର୍ବରୁ ଜଣେ ସର୍ବଶ୍ରେଷ୍ଠ ଗ୍ରଣ୍ଡସ୍ଲାଟ ଟାଇଟଲ ବିଜେତା…

ପୂର୍ବତନ ଇଂଲଣ୍ଡ ଡିଫେଣ୍ଡର ସାନ୍‌ସୋମ ହସ୍ପିଟାଲରେ ଭର୍ତ୍ତି

ଲଣ୍ଡନ,୧୬।୫(ଏଏଫ୍‌ପି): ଇଂଲଣ୍ଡର ପୂର୍ବତନ ଫୁଟବଲର କେନି ସାନସୋମ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୧୯୮୬ରେ ‘ହ୍ୟାଣ୍ଡ ଅଫ୍‌ ଓ୍ବାଲର୍‌ଡ କପ୍‌ କ୍ୱାର୍ଟର ଫାଇନାଲ’ ଖେଳିଥିବା ଏହି ପୂର୍ବତନ ଡିଫେଣ୍ଡର ମୁଣ୍ଡରେ ସେ ଗୁରୁତର ଭାବେ ଆଘାତ ପାଇଛନ୍ତି ବୋଲି ବ୍ରିଟିଶ ଗଣମାଧ୍ୟମ ଉଲ୍ଲେଖ…

ଆଫ୍ରିଦି ମୋ କ୍ୟାରିୟର ନଷ୍ଟ କରିଛନ୍ତି: କାନେରିଆ

ନୂଆଦିଲ୍ଲୀ,୧୬।୫(ପି.ଟି.): ପାକିସ୍ତାନର ହିନ୍ଦୁ କ୍ରିକେଟର ଡାନିସ କାନେରିଆ ଶେଷରେ ମୁହଁ ଖୋଲିଛନ୍ତି। ପୂର୍ବତନ ଅଲରାଉଣ୍ଡର ତଥା ଅଧିନାୟକ ସହିଦ ଆଫ୍ରିଦିଙ୍କ ବିରୋଧରେ ସେ ମହା ଅଭିଯୋଗ ଆଣିଛନ୍ତି। ସାରା କ୍ୟାରିୟରରେ ଆଫ୍ରିଦି ମୋତେ ଖରାପ୍‌ ବ୍ୟବହାର କରିଛନ୍ତି ଓ ମୋ ଦିନିକିଆ…

ଜୁନ୍‌ରେ ଫିଫା ୨୦୨୩ ମହିଳା ବିଶ୍ୱକପ୍‌ ଆୟୋଜକ ବାଛିବ

ଜୁରିକ, ୧୬।୫ (ଏପି): ଆସନ୍ତା ମାସରେ ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛି। ଜୁନ୍‌ ୨୫ରେ ଫିଫା ୨୦୨୩ ମହିଳା ବିଶ୍ୱକପ୍‌ର ଆୟୋଜକ ଚୟନ କରିବ। ଏହି ବିଶ୍ୱକପ୍‌ ଆୟୋଜନ ଅଧିକାର ଦୌଡ଼ରେ…

କୋଭିଡ୍‌-୧୯ ଲଢେଇ: ବହୁମୂଲ୍ୟ ଦେଇ ମୁସ୍‌ଫିକରଙ୍କ ବ୍ୟାଟ୍‌ କିଣିଲେ ଆଫ୍ରିଦି

ନୂଆଦିଲ୍ଲୀ,୧୬।୫(ପି.ଟି.): ପାକିସ୍ତାନ ପୂର୍ବତନ ଅଲରାଉଣ୍ଡର ତଥା ଅଧିନାୟକ ସହିଦ ଆଫ୍ରିଦି ଏକ ଦୃଷ୍ଟାନ୍ତମୂଳକ କାର୍ଯ୍ୟ କରିଛନ୍ତି। ବାଂଲାଦେଶ ଉଇକେଟକିପର ବ୍ୟାଟ୍ସମ୍ୟାନ ମୁସ୍‌ଫକର ରହିମ କୋଭିଡ-୧୯ ମହାମାରୀ ମୁକାବିଲା ପାଇଁ ତାଙ୍କ ବ୍ୟାଟ ନିଲାମ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ଆଫ୍ରିଦି ଏହି…

ଗୋଇଠିରେ ଫୁଟ୍‌ବଲ

ନୂଆଦିଲ୍ଲୀ: ଫୁଟବଲ୍‌ ଖେଳର ବିଭିନ୍ନ କୌଶଳକୁ ଆପଣାଇ ବେଳେବେଳେ ଲୋକେ ଚର୍ଚ୍ଚିତ ହୋଇଥାନ୍ତି। ତେବେ ଫୁଟବଲକୁ ନିଜ ଗୋଇଠିରେ ଚଲାଇବାର ଏକ ସ୍ବତନ୍ତ୍ର ତଥା ଅଦ୍ଭୁତ କଳା ପ୍ରଦର୍ଶନ କରି ଇଣ୍ଟରନେଟ୍‌ରେ ଲୋକପ୍ରିୟ ହୋଇଛନ୍ତି ଜଣେ ମହିଳା ରକୁଲ୍‌ ବେନେଟି। ରକୁଲ୍‌…

କ୍ରୀଡ଼ା ପୁରସ୍କାର ଚୟନ ପଦ୍ଧତିରେ ପରିବର୍ତ୍ତନ ଅଣାଯାଉ: ପଙ୍ଘାଲ

ନୂଆଦିଲ୍ଲୀ,୧୬ା୫ (ପି.ଟି.)-ଜାତୀୟ କ୍ରୀଡ଼ା ପୁରସ୍କାର ଚୟନ ପଦ୍ଧତିିରେ ପରିବର୍ତ୍ତନ ଆଣିବା ଲାଗି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କୁ ଅନୁରୋଧ କରିଛନ୍ତି ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜୟୀ ବକ୍ସର ଅମିତ୍‌ ପଙ୍ଘାଲ। ଅଜାଣତରେ ଡୋପ୍‌ ଅପରାଧରେ ଫସିଯାଇଥିବାରୁ ବାରମ୍ବାର ଅର୍ଜୁନ ପୁରସ୍କାର…

ବିସିସିଆଇକୁ ଶ୍ରୀଲଙ୍କାର ଅନୁରୋଧ

କଲମ୍ବୋ, ୧୬ା୫ (ପି.ଟି.)-କୋଭିଡ୍‌-୧୯ ମହାମାରୀ ଯୋଗୁ ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଟୁର୍‌ ନେଇ ଅନିଶ୍ଚିତତା ଦେଖାଦେଇଛି। ତେବେ ଏହି ସୀମିତ ଓଭର ବିଶିଷ୍ଟ ସିରିଜକୁ ଜୁଲାଇରେ କରାଇବା ଲାଗି ଦେଶର କ୍ରିକେଟ ବୋର୍ଡ (ଏସ୍‌ଏଲ୍‌ସି) ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?