ଖେଳ

ଗୁରୁକୁଳ ଟେନିସ: ଅଂଶୁ ଚାମ୍ପିୟନ

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ମେଣ୍ଢାଶାଳସ୍ଥିତ ଗୁରୁକୁଳ ରିସର୍ଟ ଟେନିସ କମ୍ପ୍ଲେକ୍ସରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ସହଯୋଗରେ ଅନୁଷ୍ଠିତ ଏଆଇଟିଏ-ଓଟିଏ ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଅଂଶୁ କୁମାର ଭୂୟାଁ ଚାମ୍ପିୟନ ହୋଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ସର୍ବଭାରତୀୟ ର଼୍ୟାଙ୍କ୍‌ର ୨୪ତମ...

ରୋମାଞ୍ଚକ ମୋଡ଼ରେ ସେଞ୍ଚୁରିଆନ ଟେଷ୍ଟ

ସେଞ୍ଚୁରିଆନ, ୨୮।୧୨- ଏଠାରେ ଚାଲିଥିବା ଇଂଲଣ୍ଡ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ମୋଡରେ ପହଞ୍ଚିଛି। ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସରେ ୮୪.୪ ଓଭରରେ ୨୮୪...

ଇଣ୍ଡିଆନ୍‌ ସୁପର ଲିଗ୍‌: କଳିଙ୍ଗରେ ଓଡ଼ିଶା ଏଫ୍‌ସିର ବିଜୟ ଅଭିଯାନ

ଭୁବନେଶ୍ୱର, ୨୮।୧୨(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା ଏଫ୍‌ସି ଘରୋଇ ଗ୍ରାଉଣ୍ଡ କଳିଙ୍ଗ ଷ୍ଟାଡିୟମରେ ବିଜୟରୁ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର ଏଠାରେ ଖେଳାଯାଇଥିବା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ତାରକା ଷ୍ଟ୍ରାଇକର ଆରିଡେନ ଜେସସ୍‌ କାବେରା ସାନ୍ତାନାଙ୍କ ଡବଲ୍‌ ଗୋଲ ସହାୟତାରେ ଭ୍ରମଣକାରୀ ଜାମସେଦପୁର...

ବକ୍ସିଂ ଡେ ଟେଷ୍ଟ: ହେଡ୍‌ଙ୍କ ଶତକ, ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ମେଲବୋର୍ନ.୨୭।୧୨(ଏଏଫ୍‌ପି)- ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ ଟ୍ରାଭିସ ହେଡଙ୍କ ଶତକ ଓ ପରେ ବୋଲରଙ୍କ ପ୍ରାରମ୍ଭିକ ସଫଳତା ସହାୟତାରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ସ୍ଥିତି ଦୃଢ଼ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା...

ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଟ୍ରାଏଲ୍ସରେ ମେରୀକମ୍‌-ଜରିନ୍‌ ମୁକାବିଲା

ନୂଆଦିଲ୍ଲୀ, ୨୭।୧୨(ପି.ଟି.)- ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସ କ୍ୱାଲିଫାୟର ପାଇଁ ଭାରତର ଦୁଇ ମହିଳା ତାରକା ବକ୍ସର ମେରୀକମ ଓ ନିଖାତ ଜରିନ୍‌ ଟ୍ରାଏଲ୍ସ ଫାଇନାଲ୍‌ରେ ପରସ୍ପରକୁ ଭେଟିବେ। ୬ଥର ବିଶ୍ୱ ଚାମ୍ପିୟନଶିପ୍‌ ହାସଲ କରିଥିବା ମେରୀକମ...

ଏହି କ୍ରିକେଟରଙ୍କ ସ୍ତ୍ରୀଙ୍କଠାରୁ ଫିଟ୍‌ନେସ୍‌ ମନ୍ତ୍ର ଶିଖିଥିଲେ କୋହଲି

କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟ୍‌ନେସ୍‌ ଲାଗି ମଧ୍ୟ  ଅନ୍ୟ ଖେଳାଳିଙ୍କ ଲାଗି ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ସେ ଅନ୍ୟତମ। ନିଜକୁ ଫିଟ୍‌ ରଖିବା...

ଭିନ୍ନକ୍ଷମ ବାଳକଙ୍କ ଗଲି କ୍ରିକେଟ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୧୨- ଦେଶରେ କ୍ରିକେଟକୁ ଫ୍ୟାନମାନେ ଧର୍ମ ଭଳି ମାନନ୍ତି। ଏହାର ଏକ ହୃଦୟବିଦାରକ ପ୍ରମାଣ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିନ୍ନକ୍ଷମ ବାଳକ ଗଲି କ୍ରିକେଟ ଖେଳୁଥିବାର ଏକ ଭିଡିଓ ଆଇଏଫ୍‌ଏସ୍‌ ଅଫିସର ସୁଧା ରମଣ ଶେୟାର କରିଛନ୍ତି।...

୬୭ ବର୍ଷ ଭିତରେ କେବଳ ଏହି ୨ ଜଣ ହିନ୍ଦୁ ଖେଳାଳି ପାକିସ୍ତାନ ପାଇଁ କ୍ରିକେଟ ଖେଳିଛନ୍ତି

କରାଚି,୨୭।୧୨: ପୂର୍ବତନ ପାକିସ୍ତାନ ସ୍ପିନର ଡାନିସ କନେରିଆ ଜଣେ ହିନ୍ଦୁ ହୋଇଥିବାରୁ ସାଥୀ ପାକିସ୍ତାନ ଖେଳାଳିମାନେ ମଧ୍ୟ ତାଙ୍କୁ ଅବହେଳା କରୁଥିଲେ। ଏପରିକି କେତେକ ଖେଳାଳି କନେରିଆଙ୍କ ସହ ଏକାଠି ଖାଇବା ପାଇଁ ମଧ୍ୟ କୁଣ୍ଠିତ ହେଉଥିଲେ ବୋଲି ଏକ...

ଏସି ମିଲନକୁ ଫେରିବେ ଇବ୍ରାହିମୋବିଚ୍‌

ମିଲନ,୨୭।୧୨- ସ୍ବିଡେନ ଷ୍ଟାର ଜଲାଟାନ ଇବ୍ରାହିମୋବିଚ୍‌ ପୁଣି ଥରେ ଏସି ମିଲନ ପାଇଁ ଖେଳିପାରନ୍ତି। ସେ ଦଳ ସହ ୬ ମାସିଆ ଚୁକ୍ତି କରିବାକୁ ଯାଉଥିବା ନେଇ ଇଟାଲିର ଏକ ରିପୋର୍ଟରେ ପ୍ରକାଶ ପାଇଛି। ମିଲନ ଫ୍ରାଞ୍ଚାଇଜ ପକ୍ଷରୁ ଦିଆଯାଇଥିବା...

ମଲିକଙ୍କ ପଛରେ ଟିମ୍‌ ଇଣ୍ଡିଆ ପ୍ରଶଂସକ

ବଡ଼ଦିନ ଅବସରରେ ପ୍ରଶଂସକଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ କରିଥିବା ଟୁଇଟ୍‌ ଯୋଗୁ ପୂର୍ବତନ ପାକିସ୍ତାନ ଅଧିନାୟକ ସୋଏବ ମଲିକଙ୍କୁ ସମାଲୋଚିତ ହେବାକୁ ପଡ଼ିଛି। ସେ ଭାରତ ଓ ପାକିସ୍ତାନ ମ୍ୟାଚ୍‌ ବେଳର ଏକ ଫଟୋ ସହ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସର...

ସିନ୍ଧୁଙ୍କ ହୃଦୟ ନାହିଁ

ଭାରତୀୟ ତାରକା ମହିଳା ଶଟଲର ପି. ଭି. ସିନ୍ଧୁଙ୍କ ହୃଦୟ ନାହିଁ। ଏଭଳି କଡ଼ା ମନ୍ତବ୍ୟ ଦେଇଛନ୍ତି ବିଶ୍ୱ ଚାମ୍ପିୟନ ଖେଳାଳିଙ୍କ ପୂର୍ବତନ କୋଚ୍‌ କିମ୍‌ ଜି ହ୍ୟୁନ। ପୂର୍ବରୁ ବିଶ୍ୱ ଚାମ୍ପିୟନଶିପ୍‌ରେ ଦୁଇ ରୌପ୍ୟ ଓ ବ୍ରୋଞ୍ଜ ପଦକ...

ଦେବାଙ୍ଗ ଗାନ୍ଧୀଙ୍କୁ ଡ୍ରେସିଂରୁମ୍‌ରୁ ବାହାର କରିଦିଆଗଲା

କୋଲକାତା, ୨୭ା୧୨ (ପି.ଟି.)-ଜାତୀୟ ଚୟନକର୍ତ୍ତା ଦେବାଙ୍ଗ ଗାନ୍ଧୀଙ୍କୁ ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିଛି। ଦୁର୍ନୀତି ନିରୋଧୀ ପ୍ରୋଟୋକଲ୍‌ ଭଙ୍ଗ କରିଥିବା କାରଣ ଦର୍ଶାଇ ତାଙ୍କୁ ବେଙ୍ଗଲ ରଣଜୀ ଟିମ୍‌ ଡ୍ରେସିଂ ରୁମ୍‌ରୁ ବିଦା କରିଦିଆଯାଇଥିଲା। ଗୁରୁବାର ଆନ୍ଧ୍ର-ବେଙ୍ଗଲ ରଣଜୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri