ଖେଳ

ଡେଭିସ୍‌ କପ୍‌ ଦଳରେ ସ୍ଥାନ ବଜାୟ ରଖିଲେ ପେସ୍‌

ନୂଆଦିଲ୍ଲୀ, ୨୫ା୨ (ପି.ଟି.)-କ୍ରୋଏସିଆ ବିପକ୍ଷ ଡେଭିସ୍‌ କପ୍‌ ମ୍ୟାଚ ପାଇଁ ଭାରତୀୟ ଟେନିସ ଦଳ ଘୋଷଣା କରାଯାଇଛି। ସର୍ବଭାରତୀୟ ଟେବୁଲ ଟେନିସ ଆସୋସିଏଶନ (ଆଇଟା) ସିଲେକ୍ସନ କମିଟି ୫ଜଣିଆ ପ୍ଲେଇଂ ସ୍କ୍ବାର୍ଡରେ ଭେଟେରାନ ଲିଆଣ୍ଡର ପେସ୍‌ଙ୍କୁ ସ୍ଥାନ ଦେଇଛି। ଡିଭିଜ ଶରନ…

ରଣ୍‌ଜୀ ଟ୍ରଫିରେ ପ୍ରଥମଥର ବ୍ୟବହାର ହେବ ଡିଆର୍‌ଏସ୍‌

ରାଜକୋଟ୍‌, ୨୫।୨ (ପି.ଟି.)- ଭାରତୀୟ ଘରୋଇ କ୍ରିକେଟ୍‌ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କ୍ରିକେଟ୍‌ ପ୍ରତିଯୋଗିତା ରଣ୍‌ଜୀ ଟ୍ରଫିରେ ପ୍ରଥମ ଥର ଲାଗି ଡିସିସନ ରିଭ୍ୟୁ ସିଷ୍ଟମ (ଡିଆର୍‌ଏସ୍‌) ବ୍ୟବହାର କରାଯିବ। ଶନିବାରଠାରୁ ରଣ୍‌ଜୀ ଟ୍ରଫିର ସେମିଫାଇନାଲ ପର୍ଯ୍ୟାୟ ଆରମ୍ଭ ହେବ। ଘରୋଇ ସୌରାଷ୍ଟ୍ର…

ମାର୍ଚ୍ଚ ୨ରୁ ଟ୍ରେନିଂ ଆରମ୍ଭ କରିବେ ଧୋନୀ

ଚେନ୍ନାଇ, ୨୫।୨ (ପି.ଟି.)- ଦୀର୍ଘ ଦିନର ବ୍ୟବଧାନରେ ପଡ଼ିଆକୁ ଫେରିବେ ଭାରତୀୟ କ୍ରିକେଟ୍‌ ଦଳର ଅନ୍ୟତମ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ତ୍ରୟୋଦଶ ସଂସ୍କରଣ ଲାଗି ଧୋନୀ ତାଙ୍କ ଟ୍ରେନିଂ ଆରମ୍ଭ କରିବେ…

ସ୍ବିତୋଲିନାଙ୍କୁ ଚକ୍‌ମା ଦେଲେ ଆନିସିମୋଭା

ଦୋହା, ୨୫।୨ (ଏଏଫ୍‌ପି)- ଏଠାରେ ଚାଲିଥିବା ଦୋହା ଡବ୍ଲ୍ୟୁଟିଏ ଓପନ୍‌ ଟେନିସ ପ୍ରତିଯୋଗିତାର ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ରେ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ବିଶ୍ୱ ମାନ୍ୟତାର ୫ମ ସ୍ଥାନରେ ରହିଥିବା ୟୁକ୍ରେନର ଏଲିନା ସ୍ବିତୋଲିନାଙ୍କୁ ପରାଜୟ ସାମ୍ନା କରିବାକୁ ପଡ଼ିଛି। ମହିଳା…

ଏକମାତ୍ର ଟେଷ୍ଟରେ ବାଂଲାଦେଶ ବିଜୟୀ

ଢାକା, ୨୫।୨ (ଏଏଫ୍‌ପି)- ଅଫ୍‌-ସ୍ପିନର ନଇମ୍‌ ହାସାନଙ୍କ ୫ ଉଇକେଟ୍‌ ସଫଳତା ବଳରେ ଏଠାରେ ଅନୁଷ୍ଠିତ ଏକମାତ୍ର ଟେଷ୍ଟ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ଏକ ଇନିଂସ ଓ ୧୦୬ ରନର ବୃହତ୍‌ ବ୍ୟବଧାନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ସ୍ଥାନୀୟ ଶେର୍‌ ବାଂଲା…

ମୁସଫିକରଙ୍କ ଅପରାଜିତ ଦ୍ୱିଶତକ

ଢାକା, ୨୫ା୨ (ଏଏଫ୍‌ପି)-ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଏକ ମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ମୁସ୍‌ଫିକର ରହିମ୍‌ ତାଙ୍କ ତୃତୀୟ ଟେଷ୍ଟ ଦ୍ୱିଶତକ ହାସଲ କରିଛନ୍ତି। ବାଂଲାଦେଶ ଏହାର ପ୍ରଥମ ଇନିଂସ ୫୬୦/୬ରେ ଘୋଷଣା କରିବା ସହ ୨୯୫ରନ ପ୍ରଥମ…

ଆଇସିସି ମହିଳା ଟି୨୦ ବିଶ୍ୱକପ : ଭାରତର କ୍ରମାଗତ ଦ୍ୱିତୀୟ ବିଜୟ

ପର୍ଥ, ୨୫।୨- ଆଇସିସି ମହିଳା ଟି୨୦ ବିଶ୍ୱକପରେ ଭାରତ କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପ୍ରଥମ ମ୍ୟାଚରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ହରାଇଥିବା ଭାରତ ସୋମବାର ଦ୍ୱିତୀୟ ମ୍ୟାଚରେ ବାଂଲାଦେଶକୁ ୧୮ ରନରେ ପରାସ୍ତ କରିଛି। ଦ୍ରୁତ ହାରରେ ରନ ସଂଗ୍ରହ…

କୋମାଳିକାଙ୍କୁ ହରାଇଲେ ପ୍ରିୟଙ୍କା

ଭୁବନେଶ୍ୱର, ୨୫।୨ (ସ୍ପୋଟର୍‌ସ ବ୍ୟୁରୋ)- ପୂର୍ବତନ ବିଶ୍ୱ ତୀରନ୍ଦାଜୀ ୟୁଥ୍‌ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ ବିଜୟିନୀ କୋମାଳିକା ବାରିଙ୍କୁ ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ନିରାଶ ହେବାକୁ ପଡ଼ିଛି। ସୋମବାର ଏଠାରେ ଅନୁଷ୍ଠିତ ବାଳିକା ରିକର୍ଭ ତୀରନ୍ଦାଜୀ ଇଭେଣ୍ଟରେ ଝାଡ଼ଖଣ୍ଡର…

ସନ୍ତରଣରେ ଚମକିଲେ ଯମଜ ଭଗିନୀ

ଭୁବନେଶ୍ୱର, ୨୫।୨ (ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ଉଦ୍‌ଘାଟନୀ ସଂସ୍କରଣ ଟୁଇନ୍‌ ସିଟିରେ ଚାଲିଥିବାବେଳେ ସନ୍ତରଣ ଇଭେଣ୍ଟର ପ୍ରଥମ ଦିବସରେ ଯମଜ ଭଗିନୀ ଜ୍ୟୋତି ଓ ଆରତି ପଟେଲଙ୍କ ଚମକ ଦେଖିବାକୁ ମିଳିଛି। ମୁମ୍ବାଇ ବିଶ୍ୱବିଦ୍ୟାଳୟ ପକ୍ଷରୁ…

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା :ଚର୍ଚ୍ଚାରେ ୬ ଫୁଟ୍‌ ୯ ଇଞ୍ଚ ଉଚ୍ଚତାର ସହଜ୍‌

ଭୁବନେଶ୍ୱର, ୨୫।୨(ସ୍ପୋଟର୍‌ସ ବ୍ୟୁରୋ): ଏଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ପ୍ରଥମ ସଂସ୍କରଣ ସୋମବାର ୪ର୍ଥ ଦିନରେ ପହଞ୍ଚତ୍ଛି। ପ୍ରତିଯାଗିତାରେ ଜୈନ ବିଶ୍ୱବିଦ୍ୟାଳୟ (କର୍ନାଟକ)ର ଉନ୍ନତ ପ୍ରଦର୍ଶନ ଧାରା ଜାରି ରହିଛି। ତେବେ ସେମାନଙ୍କ ସଫଳତା ଯେତିକି ଚର୍ଚ୍ଚାରେ ନାହିଁ…

ରଣଜୀ ଟ୍ରଫିରେ ଓଡ଼ିଶା: ନିରାଶରେ ଶେଷ ହେଲା ସିଜନ

କଟକ ଅଫିସ,୨୪ା୨: ଚଳିତ ରଣଜୀ ଟ୍ରଫି ସିଜନରେ କ୍ୱାର୍ଟର ଫାଇନାଲରୁ ଓଡ଼ିଶାର ଅଭିଯାନ ଶେଷ ହୋଇଛି। ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ କ୍ବାର୍ଟର ଫାଇନାଲରେ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ବେଙ୍ଗଲ ସେମିଫାଇନାଲରେ ପ୍ରବେଶ କରିଛି। ଘରୋଇ ପରିବେଶରେ ଓଡ଼ିଶା ସେମିରେ…

ରାଜ୍ୟଗୋଷ୍ଠୀ ଶୁଟିଂ, ଆର୍ଚେରୀ ଇଭେଣ୍ଟ ଭାରତରେ

ଲଣ୍ଡନ, ୨୪ା୨ (ପି.ଟି.)-୨୦୨୨ ଜାନୁୟାରୀରେ ଭାରତ ରାଜ୍ୟଗୋଷ୍ଠୀ ଶୁଟିଂ ଓ ଆର୍ଚେରୀ ଚାମ୍ପିୟନଶିପ୍‌ ଆୟୋଜନ କରିବ। ଏହି ଦୁଇଟି ଇଭେଣ୍ଟର ପଦକଗୁଡ଼ିକ ବର୍ମିଂହାମ ଗେମ୍ସର ଚୂଡ଼ାନ୍ତ ତାଲିକାରେ ସାମିଲ କରାଯିବ। ରାଜ୍ୟଗୋଷ୍ଠୀ କ୍ରୀଡ଼ା ମହାସଂଘ (ସିଜିଏଫ୍‌) ଏହି ପ୍ରସ୍ତାବ ଗୃହୀତ ହୋଇଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri