ଖେଳ

ସରକାରୀ ଉଚ୍ଚ ପଦପଦବୀରେ ଅଛନ୍ତି ଏହି କ୍ରିକେଟ ଖେଳାଳି

ସରକାରୀ ଉଚ୍ଚ ପଦପଦବୀରେ ଅବସ୍ଥାପିତ କେତେକ ଭାରତୀୟ କ୍ରିକେଟ ଖେଳାଳିଙ୍କ ସମ୍ପର୍କରେ.. ମହେନ୍ଦ୍ର ସିଂ ଧୋନୀ ମହେନ୍ଦ୍ର ସିଂ ଧୋନୀ ଭାରତୀୟ କ୍ରିକେଟ ଇତିହାସର ସବୁଠୁ ସଫଳ ଅଧିନାୟକ। ସେ ୨୦୧୧ରେ ଭାରତକୁ ଏକଦିବସୀୟ ଏବଂ ୨୦୦୭ରେ ଟି୨୦ ବିଶ୍ୱକପ ଜିତାଇଛନ୍ତି।...

ବୋଲିଂ କୋଚ୍‌ଙ୍କୁ ଗାଳି କରି ରଣ୍‌ଜୀ ଦଳରୁ ବିଦା ହେଲେ ଦିଣ୍ଡା

କୋଲକାତା,୨୫।୧୨- ଆନ୍ଧ୍ରପ୍ରଦେଶ ବିପକ୍ଷ ରଣ୍‌ଜୀ ମ୍ୟାଚ୍‌ ପୂର୍ବରୁ ପଶ୍ଚିମବଙ୍ଗ ଦଳରୁ ବାଦ୍‌ ପଡ଼ିଛନ୍ତି ସିନିୟର ପେସର ଅଶୋକ ଦିଣ୍ଡା। ଦଳର ବୋଲିଂ କୋଚ୍‌ଙ୍କୁ ଗାଳି କରିବାରୁ କ୍ରିକେଟ ଆସୋସିଏଶନ ଏହି ନିଷ୍ପତ୍ତି ନେଇଛି। ଦିଣ୍ଡା ଦଳୀୟ ବୋଲିଂ କୋଚ୍‌ ରାଣାଦେବ...

ସନ୍ଦେହରେ ଆଇପିଏଲ୍‌ରେ କିଣାଯାଇଥିବା ପେସର ଦିଗବିଜୟଙ୍କ ବୋଲିଂ ଷ୍ଟାଇଲ

ପୁଣେ,୨୫।୧୨- ମହାରାଷ୍ଟ୍ର ପେସର ଦିଗବିଜୟ ଦେଶମୁଖ ଗତ ସପ୍ତାହରେ ଜମ୍ମୁ-କଶ୍ମୀର ବିପକ୍ଷ ରଣ୍‌ଜୀ ମ୍ୟାଚ୍‌ରେ ପଦାର୍ପଣ କରିଥିଲେ। ତାଙ୍କୁ ଆଇପିଏଲରେ ନିଲାମ ପ୍ରକ୍ରିୟାରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଦଳ ୨୦ ଲକ୍ଷ ଟଙ୍କାର ବେସ୍‌ପ୍ରାଇସରେ କିଣିଛି। ଏବେ ଦେଶମୁଖଙ୍କ ବୋଲିଂ...

ଆଇପିଏଲରେ ଗୋଟେ ବଲ ପିଛା କୁମିନ୍ସଙ୍କ ଆୟ ୪.୬ ଲକ୍ଷ

ନୂଆଦିଲ୍ଲୀ,୨୫।୧୨- ଆଇପିଏଲର ଆଗାମୀ ସଂସ୍କରଣ ଲାଗି ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ଅଷ୍ଟ୍ରେଲିଆ ପେସର ପାଟ କୁମିନ୍ସଙ୍କୁ ସାଢ଼େ ୧୫ କୋଟି ଟଙ୍କାରେ କିଣିଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)। ସେ ଆଇପିଏଲ ଇତିହାସର ସବୁଠୁ ଦାମୀ ବିଦେଶୀ ଖେଳାଳି ହୋଇଛନ୍ତି।...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହାର ଇତିହାସ

ମେଲବର୍ନ, ୨୫।୧୨: ୩୨ ବର୍ଷ ପରେ ଅଷ୍ଟ୍ରେଲିଆ ଏବଂ ପଡୋଶୀ ନ୍ୟୁଜିଲାଣ୍ଡ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି...

ଡୋନାଙ୍କୁ ବିବାହ କରିବା ପରେ ବି ନଗ୍‌ମାଙ୍କ ପ୍ରତି ଆକର୍ଷିତ ହୋଇଥିଲେ ସୌରଭ ଗାଙ୍ଗୁଲୀ…

ମୁମ୍ବାଇ,୨୫।୧୨: ସାଉଥ୍‌ ଅଭିନେତ୍ରୀ ନଗ୍‌ମା ବୁଧବାର ୪୫ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ଡିସେମ୍ବର ୨୫ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ନନ୍ଦିତା ଅରବିନ୍ଦ ମୋରାରଜି ଥିଲା। ତେବେ ଫିଲ୍ମରେ ଅଭିନୟ ପରେ ତାଙ୍କର ନାମ...

ଆନ୍ତଃରାଜ୍ୟ ଫୁଟବଲ୍‌ ଟୁର୍ନାମେଣ୍ଟ: ଧାନବାଦ ଫୁଟବଲ୍‌ ଏକାଡେମୀ ଚାମ୍ପିୟନ

ଆନନ୍ଦପୁର,୨୫।୧୨(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ ଅନ୍ତର୍ଗତ ତରତରା ଖେଳପଡିଆଠାରେ ଅନୁଷ୍ଠିତ ହେଉଥିବା ୨୧ତମ ଆନ୍ତଃରାଜ୍ୟ ଫୁଟବଲ ଟୁର୍ନାମେଣ୍ଟର ତୃତୀୟ ଦିବସରେ ମା’ ଭୁଆଶୁଣି କଟକ ଏବଂ ଧାନବାଦ ଫୁଟବଲ୍‌ ଏକାଡେମୀ ଝାଡଖଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଝାଡଖଣ୍ଡ ୧-୦ ଗୋଲରେ କଟକକୁ ପରାସ୍ତ...

ପ୍ରଫେସର ବଶିଷ୍ଠଙ୍କ ‘ରୋଡ୍‌ ଟୁ ଟୋକିଓ ୨୦୨୦’ କ୍ୟାଲେଣ୍ଡର

ଭୁବନେଶ୍ୱର, ୨୫।୧୨ (ସ୍ପୋଟର୍‌ସ ବ୍ୟୁରୋ)- ୨୦୧୯ ମସିହା ଅନ୍ତିମ ପର୍ଯ୍ୟାୟରେ ଉପନୀତ ହୋଇଛି। ନବବର୍ଷ ୨୦୨୦କୁ ସ୍ବାଗତ କରିବା ପାଇଁ ଚାରିଆଡେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ କୋଲକାତା ମଲ୍‌ବାର କ୍ରିଷ୍ଟିଆନ କଲେଜର ଇତିହାସ ବିଭାଗ ମୁଖ୍ୟ ପ୍ରଫେସର...

ଫେଡ୍‌ କପ୍‌ ଟିମ୍‌ ଘୋଷିତ: ୪ବର୍ଷ ପରେ ଦଳକୁ ଫେରିଲେ ସାନିଆ

ନୂଆଦିଲ୍ଲୀ,୨୫ା୧୨ (ପି.ଟି.)-ଭାରତୀୟ ଫେଡ୍‌ କପ୍‌ ଦଳ ମଙ୍ଗଳବାର ଘୋଷଣା କରାଯାଇଛି। ଏଥିରେ ୫ଜଣ ଖେଳାଳିଙ୍କୁ ନିଆଯାଇଛି। ଦେଶର ଟପ୍‌ ସିଙ୍ଗଲ୍ସ ଖେଳାଳି ଅଙ୍କିତା ରାଇନା ଏଥିରେ ସ୍ଥାନ ପାଇଛନ୍ତି। ଡବଲ୍ସ ଷ୍ଟାର ସାନିଆ ମିର୍ଜା ୪ ବର୍ଷ ବ୍ୟବଧାନରେ ଦଳକୁ...

ପ୍ରୁତ୍ର ସନ୍ତାନ ଲାଭ କଲେ ଗୀତା- ପବନ

ନୂଆଦିଲ୍ଲୀ, ୨୪।୧୨- ଅଭିଜ୍ଞ ମହିଳା ରେସଲର ଗୀତା ଫୋଗତ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ମଙ୍ଗଳବାର ସେ ଓ ତାଙ୍କ ସ୍ବାମୀ ରେସଲର ପବନ କୁମାର ପୁତ୍ର ସନ୍ତାନ ଲାଭ କରିଛନ୍ତି। ୨୦୧୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ...

ରୋମାଞ୍ଚକ ହେବ ବକ୍ସିଂ ଡେ ଟେଷ୍ଟ: ସିରିଜ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ମେଲବୋର୍ନ,୨୫।୧୨(ଏଏଫ୍‌ପି)- ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ତଥା ବକ୍ସିଂ ଡେ ଟେଷ୍ଟ ମ୍ୟାଚ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଦୀର୍ଘ ୩୦ ବର୍ଷ ପରେ ନ୍ୟୁଜିଲାଣ୍ଡ ବକ୍ସିଂ ଡେ ଟେଷ୍ଟ ଖେଳିବାକୁ ଯାଉଛି।...

ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ନେଇ ଆଲୋଚନା

ଲଣ୍ଡନ,୨୫।୧୨(ପି.ଟି.)- ପ୍ରସ୍ତାବିତ ଏକ ଚତୁଃରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଆୟୋଜନ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟରେ ଆଲୋଚନା ଚାଲିଛି। ପ୍ରତିବର୍ଷ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)କୁ ଏକ ମେଜର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri