ଖେଳ

ଦୂତୀ ବାଣ୍ଟିଲେ ଖାଦ୍ୟ ପୁଡ଼ିଆ

ଭୁବନେଶ୍ୱର, ୧୧।୫(କ୍ରୀଡ଼ା ପ୍ରତିନିଧି)-ଆଥଲେଟିକ୍ସ ଟ୍ରାକ୍‌ରେ ନିଜର ଚମକ ଦେଖାଇ ରାଜ୍ୟ ଏବଂ ଦେଶକୁ ଗର୍ବିତ କରିଥିବା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ସମାଜସେବା କ୍ଷେତ୍ରରେ ମଧ୍ୟ ଆଗକୁ ବଢ଼ି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣ ପ୍ରଭାବରୁ…

ଆଇପିଏଲ୍‌-୧୩ ଆୟୋଜନ ପାଇଁ ୟୁଏଇର ପ୍ରସ୍ତାବ

ମୁମ୍ବାଇ,୧୧।୫- କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଠିକ୍‌ ସମୟରେ ଆରମ୍ଭ ହୋଇ ପାରିନାହିଁ । ଭାରତରେ କରୋନା ଭାଇରସ ସଂକ୍ରମଣ ବଢ଼ୁଥିବାରୁ ଆଗାମୀ ଦିନରେ ଏହା କେବେ ଆରମ୍ଭ ହେବ ତାହା ମଧ୍ୟ…

ଭାରତୀୟ କ୍ରିକେଟ ଦଳରେ ପୂର୍ଣ୍ଣାଙ୍ଗ ଫିଲ୍‌ଡର ନାହାନ୍ତି

ନୂଆଦିଲ୍ଲୀ, ୧୧ା୫ (ପି.ଟି.)- ବର୍ତ୍ତମାନର ଭାରତୀୟ କ୍ରିକେଟ ଦଳରେ ବହୁ ଭଲ ଫିଲ୍‌ଡର ରହିଛନ୍ତି, ହେଲେ ଜଣେ ହେଲେ ଯୁବରାଜ ସିଂଙ୍କ ଭଳି ପୂର୍ଣ୍ଣାଙ୍ଗ ଫିଲ୍ଡର ନାହାନ୍ତି। ଏକଥା କହିଛନ୍ତି ଏକଦା ଜଣେ ଶ୍ରେଷ୍ଠ ଫିଲ୍‌ଡର ଭାବେ ପରିଚିତି ଲାଭକରିଥିବା ଭାରତର…

କାଉଣ୍ଟି କ୍ରିକେଟ ନ ଖେଳନ୍ତୁ ବୁମ୍‌ରା

ନୂଆଦିଲ୍ଲୀ, ୧୧ା୫ (ପି.ଟି.)-ଯଶପ୍ରୀତ ବୁମ୍‌ରାଙ୍କ ଭଳି ଖେଳାଳି କାଉଣ୍ଟି କ୍ରିକେଟ ଖେଳିବା ଲାଗି ବ୍ୟଗ୍ର ହେବା ଉଚିତ୍‌ ନୁହେଁ ବୋଲି କହିଛନ୍ତି ପାକିସ୍ତାନର କିମ୍ବଦନ୍ତୀ କ୍ରିକେଟର ଓ୍ବାସିମ ଆକ୍ରାମ। ବୁମ୍‌ରା କ୍ରିକେଟର ସମସ୍ତ ଫର୍ମାଟରେ ଖେଳୁଛନ୍ତି। ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ…

ସାଫାକ୍‌ ୬ ବର୍ଷ ବାସନ୍ଦ

କାବୁଲ, ୧୧ା୫ (ପି.ଟି.)-ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବିି) ଉଇକେଟକିପର ବ୍ୟାଟ୍ସମ୍ୟାନ ସାଫିକୁଲ୍ଲା ସାଫାକ୍‌ଙ୍କୁ ୬ ବର୍ଷ ବାସନ୍ଦ କରିଛି। ଏହି ଖେଳାଳି ଉଭୟ ଆଫଗାନିସ୍ତାନ ପ୍ରିମିୟର ଲିଗ୍‌(ଏପିଏଲ୍‌) ଟି୨୦ ଏବଂ ବାଂଲାଦେଶ ପ୍ରିମିୟର ଲିଗ୍‌ (ବିପିଏଲ୍‌)ରେ ସେ ଦୁର୍ନୀତି କାର୍ଯ୍ୟକଳାପରେ ସମ୍ପୃକ୍ତ…

ପାକିସ୍ତାନ ମହିଳା କ୍ରିକେଟରଙ୍କ ଫିଟ୍‌ନେସ୍‌ ଟେଷ୍ଟ

ଲାହୋର, ୧୧ା୫ (ପି.ଟି.)- ସୋମାବରଠାରୁ ପାକିସ୍ତାନର ୩୮ ଜଣ ଏଲିଟ୍‌ ମହିଳା କ୍ରିକେଟରଙ୍କ ଅନ୍‌ଳାଇନରେ ଫିଟ୍‌ନେସ୍‌ ଟେଷ୍ଟ ହେବ। କରୋନାଭାଇରସ୍‌ ଯୋଗୁ ଖେଳାଳିମାନେ ସେମାନଙ୍କ ଫିଟ୍‌ନେସ୍‌ର ମାନ ବଜାୟ ରଖିପାରୁଛନ୍ତି କି ନା ତାହା ଜଣାପଡ଼ିବ। ଟେଷ୍ଟରେ ବିଫଳ ଖେଳାଳିମାନଙ୍କୁ ଦଣ୍ଡିବଧାନ…

ଖାଲି ଷ୍ଟାଡିୟମରେ ଆୟୋଜନ ହୋଇପାରେ ଫ୍ରେଞ୍ଚ୍‌ ଓପନ୍‌

ଲସ୍‌ ଏଞ୍ଜେଲ୍ସ,୧୦।୫ (ଏଏଫ୍‌ପି): କରୋନା ଭାଇରସ ସଂକ୍ରମଣ କାରଣରୁ ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ ରୋଲାଣ୍ଡ ଗ୍ୟାରସ୍‌ରେ ଖାଲି ଷ୍ଟାଡିୟମରେ ଆୟୋଜନ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଫ୍ରେଞ୍ଚ୍‌ ଟେନିସ ମୁଖ୍ୟ ବର୍ନାଡ ଗୁଇଡିସେଲି ରବିବାର ଏ ନେଇ…

‘ବିଦେଶୀ ଟି୨୦ ଲିଗ୍‌ରେ ଖେଳିବାକୁ ବିସିସିଆଇ ସୁଯୋଗ ଦେଉ’

ନୂଆଦିଲ୍ଲୀ,୧୦।୫: ବିଦେଶୀ ଟି୨୦ ଲିଗ୍‌ରେ ଖେଳିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୁଯୋଗ ଦେଉ ବୋଲି ଦୁଇ କ୍ରିକେଟର ସୁରେଶ ରାଇନ ଓ ଇର୍ଫାନ ପଠାନ କହିଛନ୍ତି। ଯେଉଁ ଖେଳାଳିମାନେ ଜାତୀୟ ଦଳରୁ ବାଦ୍‌ ପଡିଛନ୍ତି ସେମାନଙ୍କୁ ବିଦେଶୀ ଟି୨୦…

ସୋମବାରଠାରୁ ଭାରତୀୟ କୋଚ୍‌ଙ୍କ ପାଇଁ ଲିବେଲ ୧ କୋର୍ସ ଆରମ୍ଭ ହେବ

ନୂଆଦିଲ୍ଲୀ,୧୦।୫ (ପି.ଟି.): ହକି ଇଣ୍ଡିଆ ଭାରତୀୟ କୋଚ୍‌ମାନଙ୍କ ପାଇଁ ଲିବେଲ୧ କୋର୍ସ ସୋମବାରଠାରୁ ଆୟୋଜନ କରିବାକୁ ଯାଉଛି। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ସହ ମିଳିତ ଭାବେ ହକି ଇଣ୍ଡିଆ ଏହି କୋର୍ସର ଆୟୋଜନ କରିବାକୁ ଯାଉଛି। ଏଫ୍‌ଆଇଏଚ୍‌ ଏଡୁକେଟର୍ସମାନଙ୍କ ଦ୍ୱାରା…

କୋଭିଡ-୧୯ ବିପଦ ସହ କ୍ରିକେଟରଙ୍କୁ ବଞ୍ଚିବାକୁ ହେବ: ଗମ୍ଭୀର

ନୂଆଦିଲ୍ଲୀ,୧୦।୫(ପି.ଟି.): କୋଭିଡ- ୧୯ ମହାମାରୀ ଜନିତ ବିପଦ ସହ କ୍ରିକେଟରମାନଙ୍କୁ ଆଗାମୀ ଦିନରେ ବଞ୍ଚିବାକୁ ହେବ। କୋଭିଡ-୧୯ ମହାମାରୀ ଦୃଶ୍ୟପଟ ପରେ ଖେଳାଯିବାକୁ ଥିବା କ୍ରିକେଟରେ ସେଭଳି କୌଣସି ବଡ଼ ଧରଣର ପରିବର୍ତ୍ତନ ହେବ ନାହିଁ ବୋଲି ପୂର୍ବତନ କ୍ରିକେଟର ଗୌତମ…

ବଲବୀର ସିଂ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୦।୫: ଭାରତୀୟ ହକି ଲିଜେଣ୍ଡ ବଲବୀର ସିଂ ଚଣ୍ଡିଗଡର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ପିଜିଆଇ ଚଣ୍ଡିଗଡକୁ ନିଆଯାଇଥିଲା। କିନ୍ତୁ ଶେଷରେ ଶନିବାର ତାଙ୍କୁ ଫୋର୍ଟିଜ ମୋହାଲିରେ ଭର୍ତ୍ତି କରାଯାଇଛି। ୧୯୪୮ ଲଣ୍ଡନ, ୧୯୫୨ ହେଲସିଙ୍କି…

ଲିଅନ ଫୁଟ୍‌ବଲ ଟିମ୍‌ର ସମସ୍ତ ଖେଳାଳି ନେଗେଟିଭ୍‌

ଓ୍ବାଶିଂଟନ, ୧୦ା୫ (ଏପି): ଫ୍ରେଞ୍ଚ୍‌ ଫୁଟ୍‌ବଲ କ୍ଲବର ଲିଅନ୍‌ର ଉଭୟ ମହିଳା ଓ ପୁରୁଷ ଖେଳାଳିଙ୍କର କରୋନାଭାଇରସ୍‌ ଟେଷ୍ଟ ହୋଇଥିଲା। ସମସ୍ତଙ୍କ ଫଳାଫଳ ନେଗେଟିଭ୍‌ ଆସିଥିବା କ୍ଲବର ସଭାପତି ଜିନ୍‌-ମିଚେଲ ଆଲାସ୍‌ କହିଛନ୍ତି। କୋଭିଡ୍‌-୧୯ ଆଶଙ୍କା ଯୋଗୁ ଆଉ ୧୦ରାଉଣ୍ଡ ଖେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?