କ୍ରିକେଟ୍ରେ କ୍ୟାରିୟର ଗଢ଼ିବାକୁ ଯାଉଛନ୍ତି ଏହି ଅଭିନେତାଙ୍କ ପୁଅ
ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମନ୍ସୁର ଅଲ୍ଲୀ ଖାନ୍ ପଟୌଦିଙ୍କ ପୁଅ ସୈଫ ଅଲ୍ଲୀ ଖାନ୍ କ୍ରିକେଟ ନୁହେଁ, ଅଭିନୟକୁ କ୍ୟାରିୟର ରୂପେ ବାଛିଥିଲେ। କିନ୍ତୁ ତାଙ୍କ ପୁଅ ଇବ୍ରାହିମ୍ ଅଲ୍ଲୀ ଖାନ୍ ଜେଜେଙ୍କ ପଦାଙ୍କ ଅନୁସରଣ କରିଛନ୍ତି।...
ଲାରାଙ୍କ ପଛକୁ ହୋପ୍
କଟକ, ୨୩0।୧୨(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଭାରତ ବିପକ୍ଷ ମ୍ୟାଚରେ ୫୦ ବଲ୍ରୁ ୪୨ ରନ ସଂଗ୍ରହ କରିଛନ୍ତି ୱେଷ୍ଟଇଣ୍ଡିଜ ଓପନର ଶାଇ ହୋପ୍। ଏଥିସହ ସେ ଚଳିତ କ୍ୟାଲେଣ୍ଡର ବର୍ଷରେ ୧୩୪୫ ରନ କରିବାକୁ...
କ୍ରିକେଟରେ ୧୫ ବର୍ଷ ପୂରଣ କଲେ ଧୋନୀ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଆଜି କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। କ୍ୟାପେଟନ କୁଲ ଭାବେ ପରିଚିତ ଧୋନୀକୁ ସବୁ ମହଲରୁ ପ୍ରଶଂସାର ସୁଅ ଛୁଟିଛି। ୨୦୦୪ମସିହାରେ ଡିସେମ୍ବର ୨୩ରେ ବାଂଲାଦେଶ ବିପକ୍ଷରେ...
୫ମ ଉଇକେଟରେ ରେକର୍ଡ ଭାଗୀଦାରି
ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି)- ନିକୋଲାସ ପୁରନ ଓ କିରନ ପୋଲାର୍ଡ ୫ମ ଉଇକେଟ ଯୋଡ଼ିରେ ୧୩୫ ରନ ସଂଗ୍ରହ କରିଥିଲେ। ବାରବାଟୀ ଗ୍ରାଉଣ୍ଡରେ ୫ମ ଉଇକେଟରେ ଏହା ରେକର୍ଡ ପାର୍ଟନରଶିପ୍। ପୂର୍ବରୁ ୨୦୦୩ ନଭେମ୍ବର ୬ରେ ଭାରତ ବିପକ୍ଷରେ ନ୍ୟୁଜିଲାଣ୍ଡର...
ଫ୍ୟାନ୍ ପାର୍କରେ ଭିଡ଼
ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି)- ଟିକେଟ ନ ପାଇ ନିରାଶ ହୋଇଥିବା ଦର୍ଶକମାନେ ଫ୍ୟାନ ପାର୍କରେ ଭିଡ଼ ଜମାଇଥିଲେ। ଷ୍ଟାଡିୟମ ସମ୍ମୁଖ କିଲା ପଡ଼ିଆରେ ଓସିଏ ପକ୍ଷରୁ ଫ୍ୟାନ ପାର୍କର ବ୍ୟବସ୍ଥା କରାଯାଇଥିଲା। ଯେଉଁଠାରେ ଏକ ବିଶାଳ ଆକାରର ଡିଜିଟାଲ ସ୍କ୍ରିନ...
ଇଣ୍ଡିଆନ ସୁପର ଲିଗ୍: ଓଡ଼ିଶା ଏଫ୍ସିର ବୃହତ୍ ପରାଜୟ
ମାରଗାଓ,୨୨।୧୨(ପି.ଟି.)- ଚଳିତ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଓଡ଼ିଶା ଏଫ୍ସି ପରାସ୍ତ ହୋଇଛି। ସ୍ଥାନୀୟ ଜାବହରଲାଲ ନେହେରୁ ଷ୍ଟାଡିୟମରେ ରବିବାର ଘରୋଇ ଏଫ୍ସି ଗୋଆ ଦଳ ୩-୦ ଗୋଲରେ ଓଡ଼ିଶାକୁ ହରାଇଛି। ଏଥିସହିତ ଗୋଆ ୯...
ସଇନୀଙ୍କ କ୍ୟାରିୟର ଆରମ୍ଭ
ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି)- କଟକର ବାରବାଟୀ ଷ୍ଟାଡିୟମରେ ରବିବାର ଭାରତର ୨୨୯ତମ ଖେଳାଳିଭାବେ ଏକଦିବସୀୟ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି ଦ୍ରୁତ ବୋଲର ନବଦୀପ ସଇନୀ। ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚ ପୂର୍ବରୁ...
ଜାତୀୟ ସବ୍ ଜୁନିୟର ବ୍ୟାଡମିଣ୍ଟନ: ଶ୍ୱେତପର୍ଣ୍ଣା ମିକ୍ସଡ ଡବଲ୍ସ ଚାମ୍ପିୟନ
ଭୁବନେଶ୍ୱର,୨୩।୧୨(ସ୍ପୋଟର୍ସ ବ୍ୟୁରୋ)- ସ୍ଥାନୀୟ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍ଡୋର ଷ୍ଟାଡିୟମରେ ୟୋନେକ୍ସ- ସନରାଇଜ୍ ୩୩ତମ ଜାତୀୟ ସବ୍ ଜୁନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍ ଅନୁଷ୍ଠିତ ହୋଇଛି। ଏହି ପ୍ରତିଯୋଗିତାରେ ତାମିଲନାଡୁ, ରାଜସ୍ଥାନ, ହରିୟାଣା ଭିନ୍ନ ଭିନ୍ନ ବର୍ଗରେ ଏକାଧିକ ସ୍ବର୍ଣ୍ଣ ପଦକ ହାସଲ...
ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଭାରତୀୟ କ୍ରିକେଟ୍ ଦଳ କଟକସ୍ଥିତ ବାରବାଟୀରେ ହେଉଥିବା ଦିନିକିଆରେ ବିଜୟୀ ହୋଇଛି। ଏହି ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚମତ୍କାର ବିଜୟ...
ଭାରତର ବାରବାଟୀ ବିଜୟ
କଟକ, ୨୨।୧୨ (ତପନ ସ୍ବାଇଁ)- ଐତିହାସିକ ବାରବାଟୀ ଷ୍ଟାଡିୟମ ଟିମ୍ ଇଣ୍ଡିଆ ପାଇଁ ପୁଣି ଶୁଭ ସାବ୍ୟସ୍ତ ହୋଇଛି। ଦର୍ଶକଭରା ଷ୍ଟାଡିୟମରେ ଉଡ଼ିଛି ଭାରତର ବିଜୟ ଧ୍ୱଜା। ରବିବାର ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଦିନିକିଆ ସହ ଭାରତ ସିରିଜ ବିଜୟୀ...
ଦ୍ୱିତୀୟ ଟେଷ୍ଟ: ବିଜୟ ଦ୍ୱାରରେ ପାକିସ୍ତାନ
କରାଚୀ, ୨୨।୧୨-ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଘରୋଇ ପାକିସ୍ତାନ ବିଜୟର ଦ୍ୱାର ଦେଶରେ ପହଞ୍ଚିଛି। ପ୍ରଥମ ଇନିଂସରେ ୮୦ ରନ ପଛରେ ପଡିଥିଲେ ମଧ୍ୟ ପକିସ୍ତାନ ଦ୍ୱିତୀୟ ଇନିଂସରେ ଦମ୍ଦାର ବ୍ୟାଟିଂ କରି...
ମୀରାବାଙ୍କୁ ଦ୍ୱିତୀୟ ଟାଇଟଲ
ଢାକା, ୨୨ା୧୨ (ପି.ଟି.)- ଭାରତର ମୀରାବା ଲୁଓ୍ବାଙ୍ଗ ବିଡବ୍ଲ୍ୟୁଏଫ୍ ବାଂଲାଦେଶ ଜୁନିୟର ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ସିରିଜ ୨୦୧୯ ଜିତିଛନ୍ତି। ମଣିପୁରର ତଥା ଟପ୍ ସିଡ୍ ମୀରାବା ଫାଇନାଲରେ କେନ୍ ୟଙ୍ଗ ଅଙ୍ଗ୍ଙ୍କୁ ୨୧-୧୪, ୨୧-୧୮ରେ ହରାଇ ଦେଇଛନ୍ତି। ସେମିଫାଇନାଲରେ ସେ...
Archives


