ଖେଳ

ଝିଲ୍ଲୀଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୨୧।୧୨(କ୍ରୀଡ଼ା ପ୍ରତିନିଧି) ଓଡ଼ିଶାର ପ୍ରତିଭା ସମ୍ପନ୍ନ ଭାରୋତ୍ତୋଳିକା ଝିଲ୍ଲୀ ଦଳବେହେରା ଶୁକ୍ରବାର ସମ୍ମାନଜନକ ଏକଲବ୍ୟ ପୁରସ୍କାର ଗ୍ରହଣ କରିଛନ୍ତି। ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ଆୟୋଜିତ ଏହି ପୁରସ୍କାର ଆକାରରେ ତାଙ୍କୁ ମାନପତ୍ର, ଫଳକ ଏବଂ...

ବାରବାଟୀ ଦିନିକିଆ: ପଡ଼ିଆ ପ୍ରସ୍ତୁତ: ଆଜି ଅଭ୍ୟାସ

କଟକ ଅଫିସ,୨୧ା୧୨- ରାଜ୍ୟର ଏକମାତ୍ର ଅନ୍ତର୍ଜାତୀୟ କ୍ରିକେଟ ଭେନ୍ୟୁ ବାରବାଟୀ ଷ୍ଟାଡିୟମ ପ୍ରସ୍ତୁତ। ରବିବାର ଏଠାରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବ। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପଦାଧିକାରୀ,...

ରଣ୍‌ଜୀ ଟ୍ରଫି: ଓଡ଼ିଶାର କ୍ରମାଗତ ଇନିଂସ ବିଜୟ

କଟକ ଅଫିସ,୨୧ା୧୨- ଚଳିତ ରଣ୍‌ଜୀ ସିଜନରେ ଓଡ଼ିଶାର ଅଭିଯାନ ଉତ୍ସାହଜନକ ରହିଛି। ପ୍ରଥମ ଦୁଇଟି ମ୍ୟାଚରେ ଦଳକୁ ଇନିଂସ ବିଜୟ ମିଳି ସାରିଲାଣି। ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା-ସର୍ଭିସେସ୍‌ ବିପକ୍ଷ ରଣଜୀ ମ୍ୟାଚ୍‌ ଶୁକ୍ରବାର ଶେଷ ହୋଇଥିବା ବେଳେ ଏଥିରେ...

୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରିହେବା ପରେ ମ୍ୟାକ୍ସଓ୍ବେଲଙ୍କ ବିସ୍ଫୋରକ ୮୩

ମେଲବୋର୍ନ,୨୦।୧୨(ପି.ଟି.)- ଆଇପିଏଲ-୧୩ ଲାଗି ଅନୁଷ୍ଠିତ ନିଲାମ ପ୍ରକ୍ରିୟାରେ ଅଷ୍ଟ୍ରେଲିଆନ୍‌ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲଙ୍କୁ ୧୦.୭୫ କୋଟି ଟଙ୍କା କିଙ୍ଗ୍ସ ଏକାଦଶ ପଞ୍ଜାବ କିଣିଛି। ଏହାର ଗୋଟିଏ ଦିନ ପରେ ଅର୍ଥାତ ଶୁକ୍ରବାର ବିବିଏଲ୍‌ ମ୍ୟାଚ୍‌ରେ ସେ ୩୯ ବଲରୁ ୮୩...

କଟକରେ ରେକର୍ଡ ଭାଙ୍ଗିପାରନ୍ତି ରୋହିତ

ଭୁବନେଶ୍ୱର,୨୦।୧୨- କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଉପଅଧିନାୟକ ରୋହିତ ଶର୍ମା ଏକ ବିଶେଷ ରେକର୍ଡର ଅଧିକାରୀ ହୋଇପାରନ୍ତି। ଗୋଟିଏ...

ରଣ୍‌ଜୀ ଦ୍ୱିତୀୟ ରାଉଣ୍ଡ: ଓଡ଼ିଶାର ଇନିଂସ ବିଜୟ

ଭୁବନେଶ୍ୱର,୨୦।୧୨- ସ୍ଥାନୀୟ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ସର୍ଭିସେସ୍‌ ବିପକ୍ଷ ରଣ୍‌ଜୀ ମ୍ୟାଚ୍‌କୁ ଓଡ଼ିଶା ଏକ ଇନିଂସ ଓ ୩୧ ରନ୍‌ରେ ଜିତି ନେଇଛି। ଚଳିତ ରଣ୍‌ଜୀ ସିଜନରେ ଏହା ଓଡ଼ିଶାର କ୍ରମାଗତ ଦ୍ୱିତୀୟ ଇନିଂସ ବିଜୟ। ପ୍ରଥମ ଇନିଂସରେ...

ଭେଟେରାନ ଖେଳାଳିଙ୍କୁ କିଣିବା ପରମ୍ପରା ବଜାୟ ରଖିଲା ସିଏସ୍‌କେ

ଚେନ୍ନାଇ,୨୦।୧୨- ଆଇପିଏଲ୍‌ ଇତିହାସର ଅନ୍ୟତମ ସଫଳ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ତା’ର ଭେଟେରାନ ଖେଳାଳିଙ୍କ ଉପରେ ପୁଞ୍ଜିଲଗାଣ ପରମ୍ପରା ବଜାୟ ରଖିଛି। ଦୁଇ ବର୍ଷ ବାସନ୍ଦାଦେଶରୁ ଫେରିବା ପରେ ସିଏସ୍‌କେ ୨୦୧୮ଠାରୁ ୩୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ...

୪ ଥର ଦଶମରେ ଫେଲ ପେସର ଖେଳିବେ ଆଇପିଏଲ

କୋଲକାତା,୨୦।୧୨- ଆଇପିଏଲ ନିଲାମ ପ୍ରକ୍ରିୟାରେ ଆକାଶ ସିଂଙ୍କୁ କିଣିଛି ରାଜସ୍ଥାନ ରୟାଲ୍ସ ଦଳ। ରାଜସ୍ଥାନ ଫ୍ରାଞ୍ଚାଇଜ ଆକାଶଙ୍କୁ ୨୦ ଲକ୍ଷ ଟଙ୍କାର ବେସ ପ୍ରାଇସରେ ଦଳରେ ସାମିଲ କରିଛି। ରାଜସ୍ଥାନରେ ରହୁଥିବା ଆକାଶ ଜଣେ ବାମହାତୀ ପେସର। ସେ ୧୯...

ଦିନେ ବିକୁଥିଲେ ଗୁପ୍‌ଚୁପ୍‌, ଆଇପିଏଲରେ ୨.୪୦କୋଟି ଟଙ୍କାରେ ବିକ୍ରି ହେଲେ ଏହି ଖେଳାଳି

ମୁମ୍ବାଇ,୨୦।୧୨: ମୁମ୍ବାଇର ୧୭ ବର୍ଷୀୟ ଯୁବ ବ୍ୟାଟ୍ସମ୍ୟାନ୍‌ ଯଶସ୍ବୀ ଜଇସ୍ବାଲ୍‌ ଆଇପିଏଲରେ ୨.୪୦ କୋଟି ଟଙ୍କାରେ ବିକ୍ରି ହୋଇଛନ୍ତି। ତାଙ୍କୁ ରାଜସ୍ଥାନ ରୟାଲ୍ସ ପକ୍ଷରୁ ନିଆଯାଇଛି। ଜଇସ୍ବାଲ୍‌ ବାମହାତୀ ବ୍ୟାଟ୍ସମ୍ୟାନ୍‌ ଏବଂ ଡାହାଣହାତୀ ସ୍ପିନ୍‌ ବୋଲର୍‌ ଭାବେ ନିଜ ପ୍ରତିଭା...

ବୁମରାଙ୍କ ଫିଟ୍‌ନେସ ଟେଷ୍ଟ କରିବାକୁ ମନାକଲା ଏନ୍‌ସିଏ

ମୁମ୍ବାଇ,୨୦।୧୨- ବିସିସିଆଇର ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ) ପେସର ଯଶପ୍ରୀତ ବୁମରାଙ୍କ ଫିଟ୍‌ନେସ ଟେଷ୍ଟ ନେବାକୁ ମନା କରି ଦେଇଛି। ବୁମରା ନିକଟରେ ଏନ୍‌ସିଏରେ ଟ୍ରେନିଂ ନେବାକୁ ମନା କରିଥିଲେ। ସେ ବିଶାଖାପାଟଣାରେ ଭାରତୀୟ ଖେଳାଳିଙ୍କୁ ନେଟ୍ସରେ ବୋଲିଂ କରିବା...

୭.୭୫ କୋଟି ମିଳିବା ପରେ ନାଚିଲେ ହେଟମେର

କୋଲକାତା,୨୦।୧୨- ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ସିମରନ ହେଟମେରଙ୍କୁ ଆଇପିଏଲ ନିଲାମ ପ୍ରକ୍ରିୟାରେ ଦିଲ୍ଲୀ କ୍ୟାପିଟାଲ୍ସ ୭.୭୫ କୋଟି ଟଙ୍କାରେ କିଣିଛି। ଏ ସମ୍ପର୍କରେ ସୂଚନା ପାଇବା ପରେ ହେଟମେର ଖୁସିରେ ନାଚି ଉଠିଛନ୍ତି। ଏ ନେଇ ଡିସି ଫ୍ରାଞ୍ଚାଇଜ ପକ୍ଷରୁ ଏକ...

ଜାତୀୟ ସବ୍‌ଜୁନିୟର ବ୍ୟାଡମିଣ୍ଟନ: ମାନ୍ୟା ଅଭ୍‌ଲାନୀଙ୍କୁ ହରାଇଲେ ଅଶିତା

ଭୁବନେଶ୍ୱର, ୨୦।୧୨(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଆନୁକୂଲ୍ୟରେ ଇଷ୍ଟକୋଷ୍ଟ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମ ଏବଂ ସହିଦ ନଗରସ୍ଥିତ ଇନ୍‌ଡୋର ହଲ୍‌ରେ ଚାଲିଥିବା ଜାତୀୟ ସବ୍‌ଜୁନିୟର ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ତୃତୀୟ ଦିବସ ଖେଳ ଶେଷ ହୋଇଛି। ଗୁରୁବାର ସହିଦ ନଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri