ଖେଳ

କ୍ରିକେଟ ଅଷ୍ଟ୍ରେଲିଆର ୫୦ ନିୟୁତ ଡଲାର ଋଣ

ମେଲବୋର୍ନ, ୪ା୫ (ପି.ଟି.): କୋଭିଡ୍‌-୧୯ ଯୋଗୁ ଯଦି ଭାରତ ଟୁର୍‌ରେ ନ ଆସେ ତେବେ କ୍ରିକେଟ ଅଷ୍ଟ୍ରେଲିଆକୁ ବିପୁଳ ଆର୍ଥିକ କ୍ଷତି ସହିବାକୁ ପଡ଼ିବ। ଏଥିପାଇଁ ଆଗୁଆ ବିକଳ୍ପ ବ୍ୟବସ୍ଥା ସ୍ବରୂପ କ୍ରିକେଟ ଅଷ୍ଟ୍ରେଲିଆ କମନଓ୍ବେଲ୍‌ଥ ବ୍ୟାଙ୍କ୍‌ରୁ ୫୦ ନିୟୁତ ଡଲାର…

ଏଆଇଏଫ୍‌ଏଫ୍‌-ସାଇକୁ କୋଚ୍‌ଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୪।୫: ଅଲ୍‌ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫ୍‌ଏଫ୍‌) ଏବଂ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ପକ୍ଷରୁ ମିଳିତଭାବେ ଆୟୋଜିତ ଅନ୍‌ଲାଇନ୍‌ କୋଚିଂ ରିଫ୍ରେଶର କୋର୍ସ ବେଶ୍‌ ଉପାଦେୟ ହୋଇଛି। ଏଥିରେ ଭାଗ ନେଇଥିବା କୋଚ୍‌ମାନେ ଏଆଇଏଫ୍‌ଏଫ୍‌ ଓ ସାଇର ଉଦ୍ୟମକୁ ପ୍ରଶଂସା କରିଛନ୍ତି।…

ବେଲଜିୟମ କୋଚ୍‌ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି

ବ୍ରସେଲ୍ସ,୪।୫(ଏଏଫ୍‌ପି): ବେଲ୍‌ଜିୟମ ଫୁଟବଲ କୋଚ୍‌ ରୋବେର୍ଟୋ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। କାତାରରେ ଆୟୋଜନ ହେବାକୁ ଥିବା ଫିଫା ବିଶ୍ୱକପ୍‌ ପର୍ଯ୍ୟନ୍ତ ସେ କୋଚ୍‌ ପଦରେ ରହିବେ ବୋଲି ସ୍ଥାନୀୟ ଗଣମାଧ୍ୟମଗୁଡିକ ସୂଚନା ଦେଇଛନ୍ତି। ଏ ନେଇ ୪୬ ବର୍ଷୀୟ ମାର୍ଟିନେଜ…

ଲକ୍‌ଡାଉନ୍‌ରେ ଇଞ୍ଜୁରିମୁକ୍ତ ହେବାକୁ ଚାହାନ୍ତି ପୋଗ୍‌ବା

ଲଣ୍ଡନ, ୪ା୫ (ଏଏଫ୍‌ପି): କୋଭିଡ୍‌-୧୯ ପାଇଁ ଲକ୍‌ଡାଉନର ସଦୁପଯୋଗ କରିବେ ମାଞ୍ଚେଷ୍ଟର ୟୁନାଇଟେଡ୍‌ ମିଡ୍‌ଫିଲ୍ଡର ପଲ୍‌ ପୋଗ୍‌ବା। ଇଞ୍ଜୁରିଜନିତ ସମସ୍ୟାରୁ ମୁକ୍ତ ହୋଇ ନିଜକୁ ସମ୍ପୂର୍ଣ୍ଣ ଫିଟ୍‌ କରିବା ଲାଗି ସେ ଚେଷ୍ଟା କରିବେ। କରୋନା ଭାଇରସ୍‌ କାରଣରୁ ମାର୍ଚ୍ଚରେ ପ୍ରିମିୟର…

ସୀମିତ ଓଭରରେ କୋହଲିଙ୍କଠାରୁ ରୋହିତ ଅଧିକ ପ୍ରଭାବୀ: ଗମ୍ଭୀର

ନୂଆଦିଲ୍ଲୀ,୩।୫(ପି.ଟି.): ଧଳା ବଲ୍‌ କ୍ରିକେଟ ବା ସୀମିତ ଓଭର ଫର୍ମାଟରେ ଅଧିନାୟକ ବିରାଟ କୋହଲିଙ୍କ ତୁଳନାରେ ଓପନର ରୋହିତ ର୍ଶମା ଅଧିକ ପ୍ରଭାବୀ ବୋଲି ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର କହିଛନ୍ତି। ପରିସଂଖ୍ୟାନ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ କୋହଲି ଆଗରେ ରହିବେ।…

କେକେଆର ସହ ଖେଳି ଅବସର ନେବାକୁ ଚାହେଁ: ରସେଲ

ନୂଆଦିଲ୍ଲୀ,୩।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଦଳ କୋଲକାତା ନାଇଟ ରାଇଡର୍ସ (କେକେଆର) ସହ ଖେଳି ଅବସର ନେବାକୁ ଚାହେଁ ବୋଲି ଓ୍ବେଷ୍ଟଇଣ୍ଡିଜ ଧୂଆଁଧାର ବ୍ୟାଟ୍ସମ୍ୟାନ ଆନ୍ଦ୍ରେ ରସେଲ କହିଛନ୍ତି। କ୍ୟାରିୟରର ଶେଷ ମ୍ୟାଚ୍‌ କୋଲକାତା ତରଫରୁ ଖେଳିବାକୁ ଚାହେଁ ବୋଲି…

ମେ ଶେଷ ସୁଦ୍ଧା ଜାତୀୟ କ୍ୟାମ୍ପ ଆରମ୍ଭ କରିବାକୁ ଯୋଜନା ରହିଛି: କ୍ରୀଡ଼ାମନ୍ତ୍ରୀ

ନୂଆଦିଲ୍ଳୀ୩।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ବନ୍ଦ କରାଯାଇଥିବା ଜାତୀୟ ପ୍ରଶିକ୍ଷଣ ଶିବିରକୁ ପୁଣି ଆରମ୍ଭ କରିବାକୁ ଯୋଜନା ରହିଛି ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। କରୋନା ଭାଇରସ କାରଣରୁ ସାରା ଦେଶରେ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ…

ଆତ୍ମହତ୍ୟା କରିବାକୁ ୩ଥର ଚିନ୍ତା କରିଥିଲି: ଶାମି

ନୂଆଦିଲ୍ଲୀ,୩।୫ (ପି.ଟି.): ସମସ୍ତଙ୍କୁ ଚକିତ କରିବା ଭଳି କଥା କହିଛନ୍ତି ଭାରତୀୟ ତାରକା ଦ୍ରୁତ ବୋଲି ମହମ୍ମଦ ସାମି। ଆତ୍ମହତ୍ୟା କରିବାକୁ ୩ଥର ଚିନ୍ତା କରିଥିଲି ବୋଲି ସେ କହିଛନ୍ତି। ଗତକିଛି ବର୍ଷ ତଳେ ବ୍ୟକ୍ତିଗତ ସମସ୍ୟା ନେଇ ସଂଘର୍ଷର କରୁଥିବା…

ଐତିହାସିକ ଇନିଂସ ଖେଳିଥିବା ବ୍ୟାଟ୍‌ ନିଲାମ କରିବେ ଗିବ୍ସ

ଜୋହାନ୍ସବର୍ଗ, ୩।୫: କୋଭିଡ-୧୯ ମହାମାରୀ ବିରୋଧରେ ଚାଲିଥିବା ଲଢେଇରେ ଏବେ ସାମିଲ ହୋଇଛନ୍ତି ଦକ୍ଷିଣ ଆଫ୍ରିକା ପୂର୍ବତନ ବ୍ୟାଟ୍ସମ୍ୟାନ ହର୍ଶ୍ଚେଲ ଗିବ୍ସ। ଏହି ଲଢେଇ ପାଇଁ ଅର୍ଥ ସଂଗ୍ରହ ଲକ୍ଷ୍ୟରେ ବାହାରିଛନ୍ତି ଗିବ୍ସ। ଦିନିକିଆ ଇତିହାସରେ ସର୍ବାଧିକ ଟାର୍ଗେଟର ସଫଳ ପିଛା…

ସନ୍ଦୀପ କୁମାରୀ ୪ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୩ା୫ (ପି.ଟି.)-ଡୋପ୍‌ ଟେଷ୍ଟରେ ବିଫଳ ହେବାରୁ ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ ଡିସ୍‌କସ୍‌ ଥ୍ରୋୟର ସନ୍ଦୀପ କୁମାରୀଙ୍କୁ ୪ ବର୍ଷ ବାସନ୍ଦ କରିଛି। କୌତୂହଳର କଥା ଏହିକିଯେ, ୨୦୧୮ରେ ଗୁଆହାଟୀଠାରେ ଜାତୀୟ ଆନ୍ତଃ ରାଜ୍ୟ ଚାମ୍ପିୟନଶିପ୍‌ ବେଳେ ନ୍ୟାଶନାଲ ଆଣ୍ଟି ଡୋପିଂ…

ଏସ୍‌ଆର୍‌ ଅନ୍‌ଲାଇନ୍‌ ଚେସ୍‌: ମନୀଷ ଚାମ୍ପିୟନ, ତେଜାସ ରନର୍ସଅପ୍‌

ଭୁବନେଶ୍ୱର,୩।୫(କ୍ରୀଡ଼ା ପ୍ରତିନିଧି)-ଶହୀଦ ନଗରସ୍ଥିତ ଏସ୍‌ଆର ଚେସ୍‌ ସେଣ୍ଟରର ୧୪ତମ ପ୍ରତିଷ୍ଠା ଦିବସ ଅବସରରେ ପ୍ରଥମଥରପାଇଁ ଏକ ଅନ୍‌ଲାଇନ୍‌ ଚେସ୍‌ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟଗୋଷ୍ଠୀ ଚେସ୍‌ ବ୍ରୋଞ୍ଜ ପଦକ ବିଜେତା ମନୀଷ କୁମାର (୫ପଏଣ୍ଟ)ଚାମ୍ପିୟନ ଏବଂ ତେଜାସ ଲୋହାନୀ ରନର୍ସଅପ୍‌…

ଭାରତ ୨୦୩୨ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବ

ନୂଆଦିଲ୍ଲୀ, ୩।୫:ଭାରତ ୨୦୩୨ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବ। କୋଭିଡ୍‌-୧୯ ଆଶଙ୍କା ଦୂର ହେବା ପରେ ଭାରତ ଯେପରି ଅଲିମ୍ପିକ୍ସ ସମେତ ଅନ୍ୟ ଅନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନ ପାଇଁ ବିଡ୍‌ରେ ସଫଳ ହେବ ସେଥିପାଇଁ ଉଦ୍ୟମ କରାଯିବ ବୋଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?