ଖେଳ

ମ୍ୟାଚ୍‌ ଫିକ୍ସିଂ ମାମଲା: ବୁକି ସଞ୍ଜୀବ ଚାଓ୍ବଲାଙ୍କୁ ଜାମିନ ମିଳିଲା

ନୂଆଦିଲ୍ଲୀ,୨।୫ (ପି.ଟି.): ଦକ୍ଷିଣ ଆଫ୍ରିକା ପୂର୍ବତନ ଅଧିନାୟକ ହାନ୍ସି କ୍ରୋନିଏ ସାମିଲ ଥିବା ବହୁ ଚର୍ଚ୍ଚିତ ମ୍ୟାଚ୍‌ ଫିକ୍ସିଂ ମାମଲାରେ ବୁକି ସଞ୍ଜୀବ ଚାଓ୍ବଲାଙ୍କୁ ଜାମିନ ମିଳିଛି। ଦିଲ୍ଲୀର ଏକ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛି। ୨ ଲକ୍ଷ ଟଙ୍କାର…

ଧୋନୀ ମୋର ପରାମର୍ଶଦାତା: ପନ୍ତ

ନୂଆଦିଲ୍ଲୀ,୨।୫(ପି.ଟି.): ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ମୋର ଗୁରୁ ଭଳି। ସବୁବେଳେ ସେ ସାହାଯ୍ୟ କରିବା ପାଇଁ ଉପସ୍ଥିତ ଥାଆନ୍ତି। ତେବେ ସେ କୌଣସି ସମସ୍ୟାର ସମ୍ପୂର୍ଣ୍ଣ ସମାଧାନ କରି ନ ଥାନ୍ତି। ଯାହା ଫଳରେ ଯୁବ ଖେଳାଳିମାନେ ତାଙ୍କ…

କୋଭିଡ-୧୯ ମହାମାରୀ: ବିଶ୍ୱକପ୍‌ ଫାଇନାଲ ଜର୍ସି ଦାନ କରିବେ ନିକୋଲ୍ସ

ଓ୍ବେଲିଂଟନ,୨।୫ (ପି.ଟି.): କୋଭିଡ-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ପରିବାର ତଥା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ହେନେରୀ ନିକୋଲ୍ସ ଏବେ ଆଗକୁ ଆସିଛନ୍ତି। ଗତବର୍ଷ ଇଂଲଣ୍ଡରେ ଖେଳାଯାଇଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ସେ ପିନ୍ଧିଥିବା ଶାର୍ଟ ଦାନ…

ପୂର୍ବତନ କ୍ରିକେଟରଙ୍କ ପାଇଁ ଆଇସିଏର ୩୯ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ

ନୂଆଦିଲ୍ଲୀ,୨।୫(ପି.ଟି.): କୋଭିଡ-୧୯ ମହାମାରୀ କାରଣରୁ ସାରା ଦେଶରେ ଚାଲିଥିବା ଲକ୍‌ଡାଉନ୍‌ କାରଣରୁ ଅର୍ଥାଭାବ ଦେଇ ଗତି କରୁଥିବା ୩୦ ଜଣ ଖେଳାଳିଙ୍କୁ ସାହାଯ୍ୟ କରିବା ପାଇଁ ଇଣ୍ଡିଆନ କ୍ରିକେଟର୍ସ ଆସୋସିଏଶନ (ଆଇସିଏ) ୩୯ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛି। ଆଇସିଏର…

୨୦୨୧ ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ କାର୍ଯ୍ୟସୂଚୀ ପୁନଃ ନିର୍ଦ୍ଧାରିତ

ନୂଆଦିଲ୍ଲୀ,୧।୫ (ପି.ଟି.): ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ସ୍ପେନ୍‌ରେ ଆୟୋଜନ ହେବାକୁ ଥିବା ୨୦୨୧ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛି। ପ୍ରଥମେ ଏହି ଟୁର୍ନାମେଣ୍ଟ ୨୦୨୧ ଅଗଷ୍ଟରେ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିଲା। ତେବେ ବର୍ତ୍ତମାନ ଏହାକୁ ନଭେମ୍ବର-…

କୋଭିଡ-୧୯ ପ୍ରଭାବ: ୨୦୨୧ ରାଜ୍ୟଗୋଷ୍ଠୀ ଯୁବ କ୍ରୀଡ଼ା ୨୦୨୩କୁ ଘୁଞ୍ଚିଲା

ନୂଆଦିଲ୍ଲୀ,୧।୫(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଆଉ ଏକ ମେଗା ଇଭେଣ୍ଟକୁ ଘୁଞ୍ଚାଇ ଦିଆଯାଇଛି। ୨୦୨୧ରେ ଆୟୋଜନ ହେବାକୁ ଥିବା ରାଜ୍ୟଗୋଷ୍ଠୀ ଯୁବ କ୍ରୀଡ଼ାକୁ ୨୦୨୩କୁ ଘୁଞ୍ଚାଇ ଦିଆଯାଇଛି। କରୋନା ଭାଇରସ ସଂକ୍ରମଣ କାରଣରୁ ଟୋକିଓ ଅଲିମ୍ପିକ୍ସକୁ ପୂର୍ବରୁ ୨୦୨୧କୁ ଘୁଞ୍ଚାଇ ଦିଆଯାଇଥିଲା।…

ସ୍ମିଥ୍‌ ନୁହେଁ, କୋହଲି ଇଆନଙ୍କ ଫେଭରାଇଟ୍‌

ନୂଆଦିଲ୍ଲୀ,୧।୫: ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଅଷ୍ଟ୍ରେଲୀୟ ଅଭିଜ୍ଞ ବ୍ୟାଟ୍ସମ୍ୟାନ ଷ୍ଟିଭ୍‌ ସ୍ମିଥ୍‌ଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ଏ ନେଇ ଚର୍ଚ୍ଚା ଓ ବିତର୍କ ଏବେ ମଧ୍ୟ ଚାଲୁ ରହିଛି। ଏବେ ଏଥିରେ ସାମିଲ ହୋଇଛନ୍ତି ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ…

ପଏଣ୍ଟ ପାର୍କ ବିଶ୍ୱବିଦ୍ୟାଳୟ ବାସ୍କେଟବଲ ଦଳରେ ଯୋଗଦେଲେ ଜଗଶନବୀର

ପିଟ୍ସବର୍ଗ,୧।୫(ୟୁଏସ୍‌ଏ): ଏନ୍‌ବିଏ ଏକାଡେମୀ ପ୍ରତିଭା ଭାରତର ଜଗଶନବୀର ସିଂଙ୍କୁ ଏକ ବଡ଼ ସୁଯୋଗ ମିଳିଛି। ଆମେରିକାର ପିଟ୍ସବର୍ଗସ୍ଥିତ ପଏଣ୍ଟ ପାର୍କ ବିଶ୍ୱବିଦ୍ୟାଳୟ ପୁରୁଷ ବାସ୍କେଟବଲ ଦଳ ପାଇଁ ଖେଳିବାକୁ ସେ ଚୁକ୍ତି କରିଛନ୍ତି। ୨୦୨୦-୨୧ ସେସନ ପାଇଁ ସେ ବିଦେଶୀ ଖେଳାଳି…

ମେ ୩୦’ରେ ପର୍ତ୍ତୁଗୀଜ ଲିଗ୍‌ ପୁଣି ଆରମ୍ଭ ହେବ

ଲିସ୍‌ବନ,୧।୫(ଏପି): କୋଭିଡ-୧୯ ସଂକ୍ରମଣ କାରଣରୁ ପର୍ତ୍ତୁଗୀଜ ଫୁଟବଲ ଲିଗ୍‌ ସ୍ଥଗିତ ରହିଥିଲା। ତେବେ ଏହା ପୁଣି ଆରମ୍ଭ ହେବ। ଏହି ଲିଗ୍‌ ମେ ୩୦ ତାରିଖରୁ ପୁଣି ଆରମ୍ଭ ହେବ ବୋଲି ପର୍ତ୍ତୁଗାଲ ସରକାର ସୂଚନା ଦେଇଛନ୍ତି। ପର୍ତ୍ତୁଗାଲ ପ୍ରଧାନମନ୍ତ୍ରୀ ଆଣ୍ଟୋନିଓ…

କୋଭିଡ-୧୯: ଫିଫା ବିଶ୍ୱକପ୍‌ ଆମ୍ବାସାଡର ସଂକ୍ରମିତ

ଦୋହା,୧।୫(ଏଏଫ୍‌ପି): କାତାରରେ ଆୟୋଜନ ହେବାକୁଥିବା ୨୦୨୨ ଫିଫା ବିଶ୍ୱକପ୍‌ର ଜଣେ ଆମ୍ବାସାଡର କରୋନ ଭାଇରସ୍‌ ପଜିଟିଭ୍‌ ବୋଲି ଜଣାପଡିଛି। ବିଶ୍ୱକପ୍‌ର ଅନ୍ୟତମ ଆମ୍ବାସାଡର ତଥା ପୂର୍ବତନ କାତାର ମିଡ୍‌ପିଲ୍ଡର ୫୪ ବର୍ଷୀୟ ଆଡେଲ ଖାମିସ୍‌ ଦୁର୍ଭାଗ୍ୟବଶତଃ କୋଭିଡ-୧୯ ଟେଷ୍ଟରେ ପଜିଟିଭ ବୋଲି…

ଟେଲରଙ୍କୁ ନ୍ୟୁଜିଲାଣ୍ଡ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର

ଓ୍ବେଲିଂଟନ,୧।୫(ପି.ଟି.): ଅଭିଜ୍ଞ ବ୍ୟାଟ୍ସମ୍ୟାନ ରସ୍‌ ଟେଲର ସମ୍ମାନଜନକ ନ୍ୟୁଜିଲାଣ୍ଡ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର ହାସଲ କରିଛନ୍ତି। ତାଙ୍କୁ ଏହି କ୍ରମରେ ସାର୍‌ ରିଚାର୍ଡ ହାର୍ଡଲି ମେଡାଲ ପ୍ରଦାନ କରାଯାଇଛି। ସବୁ ୩ଟି ଯାକ ଫର୍ମାଟରେ ଉନ୍ନତ ପ୍ରଦର୍ଶନ କରି…

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ହରାଇଲା ଭାରତ

ଦୁବାଇ,୧।୫(ପି.ଟି.): ସଦ୍ୟପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତ ତା’ର ଶୀର୍ଷ ସ୍ଥାନ ହରାଇଛି। ଶୁକ୍ରବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ଭାରତ ତୃତୀୟ ସ୍ଥାନକୁ ଖସିଛି। ଭାରତକୁ ହଟାଇ ଅଷ୍ଟ୍ରେଲିଆ ୧ ନମ୍ବର ସ୍ଥାନ ଅଧିକାର କରିଛି। ୨୦୧୬ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?