ଖେଳ

ଖେଳାଳିଙ୍କ ଉପରେ ଭରସା କରନ୍ତି ନାହିଁ କୋହଲି

ନୂଆଦିଲ୍ଲୀ, ୨୧।୧: ଅଧିନାୟକ ବିରାଟ କୋହଲି ଖେଳାଳିଙ୍କ ଉପରେ ଭରସା କରନ୍ତି ନାହିଁ ବୋଲି କହିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମୟରେ ଏପରି ହେଉ ନ ଥିଲା। ସେ ସବୁ ଖେଳାଳିଙ୍କ…

ମର୍ସିଡିଜ୍‌ ଚଲାଇ ହଠାତ୍‌ ମନ୍ଦିରରେ ପହଞ୍ଚିଲେ ଧୋନୀ

ରାଞ୍ଚି,୨୧।୧:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ନିଜ ସହ ସହର ରାଞ୍ଚିରେ ପରିବାର ସହ ସମୟ ବିତାଉଛନ୍ତି। ଆଇପିଏଲ ପୂର୍ବରୁ ସେ କ୍ରିକେଟ ଅଭ୍ୟାସ କରିବା ମଧ୍ୟ ଆରମ୍ଭ କରିଦେଇଛନ୍ତି। ନିକଟରେ ସେ ତମାଡସ୍ଥିତ ଦେଓଡି ବନ୍ଦିରରେ…

ସଚିନ୍‌ ତେନ୍ଦୁଲକର ରିକି ପଣ୍ଟିଂଙ୍କ ଦଳକୁ ଦେବେ କୋଚିଂ

ସିଡ୍‌ନୀ,୨୧।୧: ଭାରତର ପୂର୍ବତନ କ୍ରିକେଟ ଅଧିନାୟକ ସଚିନ୍‌ ତେନ୍ଦୁଲକରଙ୍କୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସଚିନ୍‌ ଖୁବ୍‌ ଶୀଘ୍ର କୋଚ୍‌ ଭୂମିକାରେ ଦେଖାଦେବେ। ମଙ୍ଗଳବାର ଅଷ୍ଟ୍ରେଲିଆ କ୍ରିକେଟ୍‌ ଟିମ୍‌ ପକ୍ଷରୁ କୁହାଯାଇଛି ଯେ, ସଚିନ୍‌ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି…

ଇଣ୍ଟରନେଟ୍‌ ସର୍ଚ୍ଚରେ ଏକ ନମ୍ବର ସ୍ଥାନରେ ବିରାଟ କୋହଲୀ: ଦ୍ୱିତୀୟ ସ୍ଥାନରେ ଧୋନୀ

ନୂଆଦିଲ୍ଲୀ,୨୧।୧: କ୍ରିକେଟ୍‌ ଖେଳରେ ଶ୍ରେଷ୍ଠତ୍ୱ ଜାରି ରଖିଥିବା ବିରାଟ କୋହଲୀ ଇଣ୍ଟରନେଟ୍‌ ସର୍ଚ୍ଚରେ ମଧ୍ୟ ଏକ ନମ୍ବର ସ୍ଥାନରେ ରହିଛନ୍ତି। ୨୦୧୫ ଡିସେମ୍ବର ରୁ ୨୦୧୯ ଡିସେମ୍ବର ମଧ୍ୟରେ ସର୍ବାଧିକ ୟୁଜର ବିରାଟଙ୍କୁ ସର୍ଚ୍ଚ କରିଛନ୍ତି। ଏନେଇ ହୋଇଥିବା ଏକ ସର୍ଭେ…

ଜେକେଏସ ରାଜ୍ୟ କରାଟେ ଚାମ୍ପିୟନଶିପ୍‌ ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧(କ୍ରୀଡ଼ା ପ୍ରତିନିଧି)- ଓକିନଓ୍ବା କରାଟେ ସ୍କୁଲ ଆନୁକୂଲ୍ୟରେ ଜାପାନ କରାଟେ ସୋତୋକାଇ(ଜେକେଏସ) କରାଟେ ଚାମ୍ପିୟନଶିପ୍‌ ରେଲଓ୍ବେ ଇନ୍‌ଡୋର ଷ୍ଟାଡିୟମରେ ସଫଳତାର ସହିତ ସମ୍ପନ୍ନ ହୋଇଛି। କେବଳ ଜେକେଏସ ଖେଳାଳିଙ୍କ ପାଇଁ ଉଦ୍ଦିଷ୍ଟ ଏହି ପ୍ରତିଯୋଗିତାରେ ୭୦୦ ପ୍ରତିଯୋଗୀ ଓ ୧୫୦…

ମନୋଜ ତିଓ୍ବାରୀଙ୍କ ତ୍ରିଶତକ

କଲ୍ୟାଣୀ (ପଶ୍ଚିମ ବଙ୍ଗ), ୨୧ା୧ (ପି.ଟି.)- ହାଇଦ୍ରାବାଦ ବିପକ୍ଷ ଗ୍ରୁପ୍‌ ଏ’ ରଣଜୀ ଟ୍ରଫି ମ୍ୟାଚରେ ସିନିୟର ବ୍ୟାଟ୍ସମ୍ୟାନ ମନୋଜ ତିଓ୍ବାରୀଙ୍କ ତ୍ରିଶତକ ସହାୟତାରେ ବେଙ୍ଗଲ ନିଜ ସ୍ଥିତିକୁ ସୁଦୃଢ କରିଛି। ଦେଶ ତରଫରୁ ୧୨ ଅନ୍ତର୍ଜାତୀୟ ଦିନିକିଆ ଏବଂ ୩…

ଗଲ୍ଫ ସିଜନ ଆରମ୍ଭରୁ ଲଖିଙ୍କୁ ସଫଳତା

ଭୁବନେଶ୍ବର, ୨୧ା୧(କ୍ରୀଡ଼ା ପ୍ରତିନିଧି)- ରାଜ୍ୟର ଏକ ନମ୍ବର ମହିଳା ଗଲ୍ଫର ଲଖି ସ୍ବାଇଁ ଚଳିତ ସିଜନ ଆରମ୍ଭରୁ ସଫଳତା ପାଇଛନ୍ତି। ଭୁବନେଶ୍ବର ଗଲ୍ଫ କୋର୍ସର ନୂଆ ସିଜନ (୨୦୧୯-୨୦)ର ପ୍ରଥମ ଦୁଇ ପ୍ରତିଯୋଗିତା ହୋଲ୍‌-ଇନ୍‌-ୱାନ ଏବଂ କଳିଙ୍ଗ ଟ୍ରଫିର ମହିଳା ବିଭାଗରେ…

ଓଡ଼ିଶା ଏଫସି ସହ ନନ୍ଦକୁମାରଙ୍କ ଚୁକ୍ତିମିଆଦ ବୃଦ୍ଧି

ଭୁବନେଶ୍ୱର, ୨୧।୧(କ୍ରୀଡ଼ା ପ୍ରତିନିଧି)- ଣ୍ଡିଆନ ସୁପର ଲିଗ୍‌ ଦଳ ଓଡ଼ିଶା ଏଫସି ଓ୍ବିଙ୍ଗର ନନ୍ଦକୁମାର ସେକରଙ୍କ ଚୁକ୍ତିମିଆଦକୁ ବୃଦ୍ଧି କରିଛି। ଏହି ଆକ୍ରମଣାତ୍ମକ ମିଡ୍‌ଫିଲ୍ଡର ଭୁବନେଶ୍ୱର ଭିତ୍ତିକ କ୍ଲବ ସହ ୨୦୨୩ ପର୍ଯ୍ୟନ୍ତ ରହିବେ। ଏ ସମ୍ପର୍କରେ କ୍ଲବ ଏବଂ ନନ୍ଦକୁମାରଙ୍କ…

ପ୍ରତ୍ୟାଶାଙ୍କୁ ରୌପ୍ୟ ପଦକ

ଭୁବନେଶ୍ୱର, ୨୧।୧(କ୍ରୀଡ଼ା ପ୍ରତିନିଧି)- ଆସାମର ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସର ୨୧ ବର୍ଷରୁ କମ୍‌ ବାଳିକା ସନ୍ତରଣରେ ଓଡ଼ିଶାର ପ୍ରତ୍ୟାଶା ରାୟଙ୍କୁ ଦ୍ୱିତୀୟ ପଦକ ମିଳିଛି। ସୋମବାର ଅନୁଷ୍ଠିତ ୨୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ଇଭେଣ୍ଟରେ ସେ ରୌପ୍ୟ ପଦକ…

୩ୟ ଟେଷ୍ଟ :ଇନିଂସ ବିଜୟ ସହ ଇଂଲଣ୍ଡର ଅଗ୍ରଣୀ

ପୋର୍ଟ ଏଲିଜାବେଥ୍‌, ୨୦।୧ (ଏଏଫ୍‌ପି)- ସ୍ଥାନୀୟ ସେଣ୍ଟ ଜଜର୍‌ସ ପାର୍କଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଅନୁଷ୍ଠିତ ୩ୟ ଟେଷ୍ଟ ମ୍ୟାଚ୍‌କୁ ଭ୍ରମଣକାରୀ ଇଂଲଣ୍ଡ ଏକ ଇନିଂସ ଓ ୫୩ ରନରେ ବିଜୟୀ ଲାଭ କରିଛି। ଏହି ବିଜୟ ସହ ଜୋ ରୁଟ୍‌ଙ୍କ…

ଅଷ୍ଟ୍ରେଲିଆନ୍‌ ଓପନ୍‌ : ସେରେନା, ଜୋକୋଭିଚ୍‌, ଫେଡ୍‌ରରଙ୍କ ବିଜୟ ଅଭିଯାନ

ମେଲବୋର୍ନ, ୨୦।୧ (ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ତଥା ଅଷ୍ଟ୍ରେଲିଆନ ଓପନ୍‌ର ୧୦୮ତମ ସଂସ୍କରଣ ସୋମବାରଠାରୁ ସ୍ଥାନୀୟ ମେଲବୋର୍ନ ପାର୍କଠାରେ ଆରମ୍ଭ ହୋଇଛି। ମହିଳା ଓ ପୁରୁଷ ବିଭାଗରେ ତିନି କିମ୍ବଦନ୍ତୀ ଖେଳାଳି ସେରେନା ଓ୍ବିଲିୟମ୍ସ, ନୋଭାକ ଜୋକୋଭିଚ୍‌ ଓ ରୋଜର…

ଆଟ୍‌ଲେଟିକୋ ମାଡ୍ରିଡ୍‌ରେ ଯୋଗଦେବେ ପିଏସ୍‌ଜି ଷ୍ଟାର

ଲୋରିଏଣ୍ଟ(ଫ୍ରାନ୍ସ),୨୦।୧(ଏଏଫ୍‌ପି)- ପ୍ୟାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) କ୍ଲବର ଷ୍ଟାର ଇଡିନସନ କାଭାନି ଦଳ ଛାଡ଼ିବା ନେଇ ଜଣାଇ ଦେଇଛନ୍ତି। ସେ ଲା ଲିଗା ଲିଗ୍‌ କ୍ଲବ ଆଟ୍‌ଲେଟିକୋ ମାଡ୍ରିଡ୍‌ରେ ଯୋଗଦେବେ। ସେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଆମେ ଏବେ ସମସ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri