ଖେଳ

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ ଇଣ୍ଡଷ୍ଟ୍ରିରେ ପରିଣତ ହୋଇଛି। ବିଶ୍ୱର ଅନେକ ଦିଗ୍ଗଜ କ୍ରିକେଟର ଚମତ୍କାର ପ୍ରଦର୍ଶନ କରିବା…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ। ଭିଭିଏସ ଲକ୍ଷ୍ମଣ ନୂତନ ମୁଖ୍ୟ ଚୟନକର୍ତ୍ତା ହେବା ରେସ୍‌ରେ ଆଗୁଆ ଅଛନ୍ତି। ଏହି…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ ଶୀର୍ସେ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି। ବାମ ପାଦରେ ଦୁଇଟି ଷ୍ଟ୍ରେସ୍‌ ପ୍ରାକଚର ସତ୍ତ୍ୱେ…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ ହୋଟେଲରୁ ଖସି ପଳାଇଛନ୍ତି। ଏହି ଘଟଣା ଯୋଗୁ ପାକିସ୍ତାନ ବକ୍ସିଂ ଫେଡେରେଶନ (ପିବିଏଫ୍‌)…

ସ୍ବର୍ଣ୍ଣ ପଦକ ହାତଛଡ଼ା ହେବାର ବଡ଼ କାରଣ କହିଲେ ଏହି ଆଥଲେଟ୍‌

ନୂଆଦିଲ୍ଲୀ,୪ା୮: ରାଜ୍ୟଗୋଷ୍ଠୀ କ୍ରୀଡ଼ା ବ୍ରୋଞ୍ଜ ପଦକଧାରୀ ସେଲଭା ପ୍ରଭୁଙ୍କ ମତରେ ଫୁଡ୍‌ ପଏଜନିଂ କାରଣରୁ ସେ ଗ୍ଲାସଗୋରେ ସ୍ବର୍ଣ୍ଣ ପଦକ ହାତଛଡ଼ା କରିଛନ୍ତି। ସେଲଭା ପୁରୁଷ ଟ୍ରିପଲ ଜମ୍ପରେ ୧୬.୫୨ ମି. ଶ୍ରେଷ୍ଠ ଉଦ୍ୟମ ସହ ଭାରତର ପ୍ରବୀନ ଚିତ୍ରାଭେଲ (୧୬.୫୮…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ ସ୍ଥାନରେ ଜମ୍ମୁ-କଶ୍ମୀରର ଉଦୀୟମାନ ଦ୍ରୁତ ବୋଲର ଆକିବ ନବିଙ୍କୁ ଦଳରେ ସାମିଲ କରାଯାଇଛି।…

ଗୌତମ ଗମ୍ଭୀରଙ୍କ ଚାକିରି ବିପଦରେ! ବିଗୁଡୁଛି ଡ୍ରେସିଂ ରୁମର ମାହୋଲ

ନୂଆଦିଲ୍ଲୀ,୪।୮: ଗୌତମ ଗମ୍ଭୀର ହେଡ କୋଚ୍‌ ହେବା ପରେ ଭାରତ ୨୦୨୪ ଟି-୨୦ ବିଶ୍ୱକପ ଏବଂ ୨୦୨୫ ଚାମ୍ପିଅନ୍ସ ଟ୍ରଫି ଜିତିଥିଲେ ମଧ୍ୟ, ସତ୍ୟ ଏହା ଯେ ବିଶେଷ କରି ଟେଷ୍ଟ କ୍ରିକେଟରେ ଦଳର ପ୍ରଦର୍ଶନ ଭଲ ରହି ନାହିଁ। ନିକଟରେ…

ଗମ୍ଭୀର-କୋହଲି ବିବାଦ ଉପରେ ପୂର୍ବତନ ଅମ୍ପାୟାରଙ୍କ ବଡ଼ ବୟାନ, ‘ଏହା ଜରୁରୀ, ନଚେତ୍…’

ନୂଆଦିଲ୍ଲୀ,୪।୮: ପୂର୍ବତନ ଅନ୍ତର୍ଜାତୀୟ ଅମ୍ପାୟାର ଅନିଲ ଚୌଧୁରୀ ବିରାଟ କୋହଲିଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ କ୍ରିକେଟ୍‌ର ଆକର୍ଷଣ ଓ ରୋମାଞ୍ଚ ବଜାଇ ରଖିବା ପାଇଁ ବିରାଟ କୋହଲିଙ୍କ ଭଳି ଶକ୍ତିଶାଳୀ ଏବଂ ଜୋସ୍‌ଭରା ଖେଳାଳିମାନେ…

ଇମୋଶନାଲ ହେଲେ ହିଟମ୍ୟାନ, କହିଲେ ‘ତୁମେ ଜଣେ ଲିଜେଣ୍ଡ’

ନୂଆଦିଲ୍ଲୀ,୪।୮: ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଟି. ଦିଲୀପଙ୍କୁ ବିଦାୟ ବାର୍ତ୍ତା ଭାଇରାଲ ହୋଇଛି। ଶୁଭଦୀପ ଘୋଷଙ୍କୁ ଏବେ ଦିଲୀପଙ୍କ ସ୍ଥାନରେ ଭାରତର ଫିଲ୍ଡିଂ ପ୍ରଶିକ୍ଷକ ଭାବରେ ନିଯୁକ୍ତ କରାଯାଇଛି। ଗତ ପାଞ୍ଚ ବର୍ଷ ଧରି ଦଳ ସହିତ କରିଥିବା…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ ଚଲାଉଥିବାର ଦେଖାଯାଇଛି। ଏହାର ଭିଡିଓ ଭାଇରାଲ ହୋଇଛି। ମାହିଙ୍କ ବାଇକ ପ୍ରତି ପ୍ରେମ…

ମ୍ୟାଚ୍‌ ଫିକ୍ସଂ କରି ୮ ବର୍ଷ ବାସନ୍ଦ ହେଲେ ଏହି କ୍ରିକେଟର

ଦୁବାଇ,୩ା୮: ୟୁଏସ୍‌ଏ ଖେଳାଳି ବୋଦୁଗମ ଅଖିଳେଶ ରେଡ୍ଡୀ ଏକ ମ୍ୟାଚ୍‌ ଫିକ୍ସଂ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୮ ବର୍ଷ ଲାଗି ସମସ୍ତ ପ୍ରକାର କ୍ରିକେଟରୁ ବାସନ୍ଦ ହୋଇଛନ୍ତି। ଏ ନେଇ ଆଇସିସି ଆଣ୍ଟି-କରପସନ ଟ୍ରିବ୍ୟୁନାଲ ପକ୍ଷରୁ ସୋମବାର କୁହାଯାଇଛି। ଏହି…

ଟିମ ଇଣ୍ଡିଆର ବଦଳିଲେ କୋଚ୍‌, ଭାବୁକ ହୋଇ ଏମିତି କହିଦେଲେ ରୋହିତ, ପଢନ୍ତୁ…

ନୂଆଦିଲ୍ଲୀ,୩।୮: ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହୋଇଛି। ଫିଲ୍ଡିଂ କୋଚ ଟି. ଦିଲୀପଙ୍କ ଚୁକ୍ତି ଶେଷ ହୋଇଯାଇଛି। ଏଥର ବିସିସିଆଇ ତାଙ୍କ ଚୁକ୍ତିକୁ ନବୀକରଣ ନ କରି ଶୁଭଦୀପ ଘୋଷଙ୍କୁ ଟିମ ଇଣ୍ଡିଆର ନୂଆ ଫିଲ୍ଡିଂ କୋଚ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?