ଖେଳ

ସ୍କାନ ପରେ ମ୍ୟାଚ୍‌ରୁ ବାଦ୍‌ ପଡ଼ିଲେ ଆହତ ଧାଓ୍ବନ

ବେଙ୍ଗାଲୁରୁ,୨୦।୧(ପି.ଟି.)- ଭାରତୀୟ ଦଳର ସିନିୟର ଓପନର ଶିଖର ଧାଓ୍ବନ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ବାମ କାନ୍ଧରେ ଆଘାତ ପାଇଥିଲେ। ଅଷ୍ଟ୍ରେଲିଆ ଇନିଂସର ୫ମ ଓଭରରେ ପ୍ରତିପକ୍ଷ ଅଧିନାୟକ ଆରୋନ ଫିଞ୍ଚଙ୍କ ଏକ ଶଟକୁ…

ବଜରଙ୍ଗ, ରବିଙ୍କୁ ସ୍ବର୍ଣ୍ଣ

ରୋମ,୨୦।୧(ପି.ଟି.)- ଫୁଲ ଫର୍ମରେ ନ ଥିଲେ ବି ବଜରଙ୍ଗ ପୁନିଆ ଓ ରବି କୁମାର ଡାହିୟା ରୋମ ର଼୍ୟାଙ୍କିଙ୍ଗ୍‌ ସିରିଜ୍‌ରେ ସ୍ବର୍ଣ୍ଣ ପଦକ ଜିତି ଅଲିମ୍ପିକ୍ସ ଲାଗି ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ୨୫ ବର୍ଷୀୟ ବଜରଙ୍ଗ ୪-୩ ବ୍ୟବଧାନରେ ଆମେରିକାର…

ବେଙ୍ଗାଲୁରୁରେ ଟିମ୍‌ ଇଣ୍ଡିଆର ଧମାକା: ୨-୧ରେ ଜିତିଲା ସିରିଜ୍‌

ବେଙ୍ଗାଲୁରୁ,୧୯।୧: ଅଷ୍ଟ୍ରେଲିଆ ବିପକ୍ଷ ୩ଟିକିଆ ଏକଦିବସୀୟ ସିରିଜର ଶେଷ ମ୍ୟାଚରେ ଭ୍ରମଣକାରୀ ଦଳକୁ ୭ ଉଇକେଟରେ ପରାସ୍ତ କରି ସିରିଜକୁ ୨-୧ କବ୍ଜା କରିଛି ଭାରତ। ରୋହିତ ଶର୍ମାଙ୍କ ଶତକ ଏବଂ ବିରାଟ କୋହଲି ଅର୍ଦ୍ଧଶତକ ବଳରେ ଭାରତ ଏହି ବିଜୟ…

ରୋହିତ ଶର୍ମାଙ୍କ ୨୯ତମ ଶତକ: ଜୟସୁରିୟାଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ,୧୯।୧: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍‌ ଚାଲିଛି। ଏହି ମ୍ୟାଚ୍‌ରେ ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ଅନ୍ତର୍ଜାତୀୟ ଏକଦିବସୀୟ ମ୍ୟାଚରେ ୨୯ତମ ଶତକ ହାସଲ କରି ଶ୍ରୀଲଙ୍କାର ପୂର୍ବତନ ଓପନର୍‌ ସନତ ଜୟସୁରିୟାଙ୍କୁ…

ଦିନିକିଆରେ ରୋହିତଙ୍କ ୯ ହଜାର

ବେଙ୍ଗାଲୁରୁ,୧୯।୧(ପି.ଟି.)- ଭାରତୀୟ ଓପନର ରୋହିତ ଶର୍ମା ରବିବାର ଦିନିକିଆ କ୍ରିକେଟରେ ୯ ହଜାର ରନ୍‌ ପୂରଣ କରିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାରେ ସେ ବିଶ୍ୱର ତୃତୀୟ ଦ୍ରୁତତମ ବ୍ୟାଟ୍ସମ୍ୟାନ। ଅଷ୍ଟ୍ରେଲିଆ ବିପକ୍ଷରେ ସ୍ଥାନୀୟ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ତୃତୀୟ ତଥା…

କମ୍ପ୍ୟୁଟର ଗେମ୍‌ବେଳେ ଖେଳାଳି ଆହତ

ମେଲବୋର୍ନ,୧୯।୧(ଏଏଫ୍‌ପି)- ଗାଏଲ ମନଫାଇଲ୍ସଙ୍କ ହାତରେ ଆଘାତ ଲାଗିଛି। କମ୍ପୁଟର ଗେମ୍‌ ଖେଳୁଥିବାବେଳେ ବିରକ୍ତ ହୋଇ ସେ ହାତକୁ ପିଟି ଦେଇଛନ୍ତି। କିନ୍ତୁ ଏହି ଆହତ ସମସ୍ୟା ତାଙ୍କ ଅଷ୍ଟ୍ରେଲିଆନ ଓପନ ଅଭିଯାନକୁ ପ୍ରଭାବିତ କରିବ ନାହିଁ ବୋଲି ଆଶା କରାଯାଉଛି। ଫ୍ରାନ୍ସର…

ଭାରତକୁ ୨୮୭ ରନ୍‌ର ଟାର୍ଗେଟ ଦେଲା ଅଷ୍ଟ୍ରେଲିଆ

ବେଙ୍ଗାଲୁରୁ,୧୯।୧: କର ବା ମର ମ୍ୟାଚ୍‌ରେ ଭାରତକୁ ୨୮୭ ରନ୍‌ର ଟାର୍ଗେଟ ଦେଇଛି ଭ୍ରମଣକାରୀ ଅଷ୍ଟ୍ରେଲିଆ ଦଳ। ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ୍‌ ହରାଇ ୨୮୬ ରନ୍‌ ସଂଗ୍ରହ କରିଛି।…

କଳାପଟି ପିନ୍ଧି ଖେଳୁଛନ୍ତି ଭାରତୀୟ ଖେଳାଳି

ବେଙ୍ଗାଲୁରୁ,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍‌ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚରେ ଭାରତୀୟ ଖେଲାଳିମାନେ କଳାପଟି…

ଅଷ୍ଟ୍ରେଲିଆ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି: ସ୍ମିଥ୍‌, ଲାବୁସେନଙ୍କ ଅର୍ଦ୍ଧଶତକ

ବେଙ୍ଗାଲୁରୁ,୧୯।୧: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍‌ ଚାଲିଛି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦଳ ୩୦ ଓଭର ବ୍ୟାଟିଂ କରି…

ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍‌ ପଠାଇଲେ ସଚିନ ତେନ୍ଦୁଲକର

ରାୟପୁର, ୧୯।୧: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ଛତିଶଗଡ଼ର ବସ୍ତର ଜିଲାର ଜଣେ ୧୨ ବର୍ଷ ବୟସ୍କ ଦିବ୍ୟାଙ୍ଗ ବାଳକଙ୍କ ପାଖକୁ ବ୍ୟାଟ୍‌ ପଠାଇଛନ୍ତି। ସେ ବାଳକ ଜଣକ ହେଉଛନ୍ତି ମଡ୍ଡାରାମ କବାସୀ। ମଡ୍ଡାରାମ ହ୍ବିଲ୍‌ଚେୟାର କ୍ରିକେଟ ଖେଳୁଥିବାର ଏକ ଭିଡ଼ିଓ…

ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ : ଶୀର୍ଷକୁ ଉଠିଲା ଏଟିକେ

କୋଲକାତା, ୧୯।୧ (ପି.ଟି.)- ଇଣ୍ଡିଆନ୍‌ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶନିବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଏଟିକେ ୨-୦ ଗୋଲରେ ଏଫ୍‌ସି ଗୋଆକୁ ପରାସ୍ତ କରିଛି। ସ୍ଥାନୀୟ ସଲ୍ଟ ଲେକ୍‌ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ର ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିଲା। ତେବେ ଦ୍ୱିତୀୟାର୍ଦ୍ଧ…

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ: ନେଦରଲାଣ୍ଡ୍ସକୁ ହରାଇଲା ଭାରତ

ଭୁବନେଶ୍ୱର,୧୯।୧(କ୍ରୀଡ଼ା ପ୍ରତିନିଧି)- ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ ଲିଗ୍‌ରେ ଘରୋଇ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ମ୍ୟାଚରେ ଭାରତ ୫-୨ ଗୋଲରେ ଶକ୍ତିଶାଳୀ ନେଦରଲାଣ୍ଡ୍ସକୁ ହରାଇଛି। ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ରେ ଭାରତୀୟ ଖେଳାଳିମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri