ଖେଳ

ରାଇଟ୍‌ ଡର୍ବିଶାୟାର କ୍ରିକେଟ କ୍ଲବ ଅଧ୍ୟକ୍ଷ ନିଯୁକ୍ତ

ଲଣ୍ଡନ,୧୦।୪(ପି.ଟି.)- ପୂର୍ବତନ ଭାରତୀୟ କୋଚ୍‌ ଜନ୍‌ ରାଇଟ୍‌ଙ୍କୁ ଆଉ ଏକ ଗୁରୁଦାୟିତ୍ୱ ମିଳିଛି। ଇଂଲିଶ କାଉଣ୍ଟି କ୍ଲବ ଡର୍ବିଶାୟାର କ୍ରିକେଟ କ୍ଲବର ନୂଆ ଅଧ୍ୟକ୍ଷ ଭାବେ ସେ ନିଯୁକ୍ତ ହୋଇଛନ୍ତି। ନ୍ୟୁଜିଲାଣ୍ଡର ଏହି ପୂର୍ବତନ ଅଧିନାୟକ ସବୁ ଫର୍ମାଟରେ ୯,୦୦୦ରୁ ଊର୍ଦ୍ଧ୍ୱ…

ଆମେରିକାରେ ଫସି ରହିଛନ୍ତି ହକି କିମ୍ବଦନ୍ତୀ ଦିଓ୍ବାନ

ନୂଆଦିଲ୍ଲୀ,୧୦।୪ (ପି.ଟି.)-୧୯୭୫ ହକି ବିଶ୍ୱକପ୍‌ ବିଜେତା ତଥା କିମ୍ବଦନ୍ତୀ ଭାରତୀୟ ହକି ଖେଳାଳି ଆଶୋକ ଦିଓ୍ବାନ ଆମେରିକାରେ ଫସି ରହିଛନ୍ତି। ଟ୍ରାଭେଲ ରେଷ୍ଟ୍ରିକ୍ସନ ବା ଭ୍ରମଣ ଜନିତ କଟକଣା ଯୋଗୁ ସେ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିପାରୁ ନାହାନ୍ତି। ଭାରତ ଆସିବା ପାଇଁ…

ଭାରତରେ ଅଟକିଛନ୍ତି ଚେନ୍ନାଇ ସିଟି କୋଚ୍‌

ଚେନ୍ନାଇ, ୯ା୪ (ପି.ଟି.): କୋଭିଡ୍‌-୧୯ ମହାମାରୀ ପାଇଁ ବର୍ତ୍ତମାନ ପାଇଁ ବିମାନ ସେବାକୁ ବନ୍ଦ ରଖାଯାଇଥିବାରୁ ଚେନ୍ନାଇନ ସିଟି ଫୁଟ୍‌ବଲ ଟିମ୍‌ର ସିଙ୍ଗାପୋରିଆନ କୋଚ୍‌ ଆକବର ନାଓ୍ବାସ୍‌ ନିଜ ଦେଶକୁ ଯାଇପାରୁ ନାହାନ୍ତି। କରୋନା ଭାଇରସ୍‌ ବ୍ୟାପିବାକୁ ରୋକିବା ଲାଗି ସମଗ୍ର…

ଦୁବାଇ ହୋମ୍‌ ମାରାଥନରେ ଭାଗ ନେଲେ ୭୪୯ ଧାବକ

ଦୁବାଇ, ୯ା୪ (ପି.ଟି.):ବିଶ୍ୱର ପ୍ରଥମ ‘ମାରାଥନ ଆଟ୍‌ ହୋମ୍‌’ ଏଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୨ଟି ଦେଶର ୭୪୯ଜଣ ଧାବକ ଭାଗ ନେଇଥିଲେ। ପ୍ରତିଯୋଗୀମାନଙ୍କୁ ନିଜ ଘରେ ଥାଇ ୪୨,୧୯୫ କିଲୋମିଟର ଦୌଡ଼ିବାକୁ ପଡ଼ିଥିଲା। ଅଂଶଗ୍ରହଣକାରୀଙ୍କ ମଧ୍ୟରୁ ୫୬୨ ପୁରୁଷ ଓ…

ବଟଲରଙ୍କ ଶାର୍ଟ ନିଲାମରୁ ମିଳିଲା ୮୦ ହଜାର ଡଲାର

ଲଣ୍ଡନ,୯।୪(ପି.ଟି.)-କରୋନା ଭାଇରସ୍‌ ଲଢେଇ ପାଇଁ ଇଂଲଣ୍ଡ ଉଇକେଟକିପର ଜୋସ୍‌ ବଟଲରଙ୍କ ବିଶ୍ୱକପ୍‌ ଫାଇନାଲ ଶାର୍ଟ ନିଲାମ ହୋଇଛି। ଏହି ନିଲାମରୁ ୬୫,୦୦୦ ପାଉଣ୍ଡ ବା ୮୦,୦୦୦ ଡଲାର ଆମେରିକୀୟ ଡଲାର ସଂଗ୍ରହ କରାଯାଇଛି। ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ର ଅନ୍ତିମ ବଲ୍‌ରେ ରନ୍‌…

କ୍ୱାଲିଫାଏଡ୍‌ ଆଥଲେଟ ସ୍ଥାନ ବଜାୟ ରଖିବେ

ଲାଉସାନେ, ୯।୪(ଏପି)- ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଥିବା ଆଥଲେଟ ସେମାନଙ୍କ ସ୍ଥାନ ବଜାୟ ରଖିବେ। କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ତେବେ ୨୦୨୧ରେ ଯେତେବେଳେ ଅଲିମ୍ପିକ୍ସ ନୂଆ ତାରିଖରେ ଆୟୋଜନ ହେବ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ହକି ଇଣ୍ଡିଆ ଦେଲା ୨୧ ଲକ୍ଷ

ନୂଆଦିଲ୍ଲୀ,୯।୪ (ପି.ଟି.)- କୋଭିଡ୍‌-୧୯ ମହାମାରୀ ମୁକାବିଲା ପାଇଁ ହକି ଇଣ୍ଡିଆ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ ଲକ୍ଷ ଟଙ୍କା ପ୍ରଦାନ କରିଛି। ଏ ନେଇ ବୁଧବାର ହକି ଇଣ୍ଡିଆ ସୂଚନା ଦେଇଛି। ଓଡ଼ିଶାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ…

କରୋନା ମୁକାବିଲା: ଓସିଏ ଦେଲା ଦେଢ଼ କୋଟି

କଟକ ଅଫିସ୍‌, ୯ା୪-କରୋନା ମୁକାବିଲା ନିମନ୍ତେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଛି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)। ଓସିଏ ପକ୍ଷରୁ ମୋଟ ଦେଢ଼ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିବା ସମ୍ପାଦକ ସଞ୍ଜୟ ବେହେରା…

ଷ୍ଟୋକ୍ସ ୱିଜ୍‌ଡେନର ଶ୍ରେଷ୍ଠ ଖେଳାଳି

କ୍ରିକେଟର ବାଇବେଲ ଭାବେ ପରିଚିତ ୱିଜ୍‌ଡେନର ବୁଧବାର ପ୍ରକାଶିତ କ୍ରିକେଟର୍ସ ଅଲ୍‌ମାନାକ ୨୦୨୦ ସଂସ୍କରଣରେ ଇଂଲଣ୍ଡ ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସଙ୍କୁ ଲିଡିଂ କ୍ରିକେଟର ଇନ୍‌ ଦି ୱାଲର୍‌ଡ ବିବେଚିତ କରାଯାଇଛି। ୨୦୧୯ରେ ଇଂଲଣ୍ଡକୁ ପ୍ରଥମଥରପାଇଁ ଆଇସିସି ବିଶ୍ୱକପ ଚାମ୍ପିୟନ କରାଇବାରେ ଷ୍ଟୋକ୍ସ…

ଇଣ୍ଡୋ-ପାକ୍‌ ସିରିଜ ପାଇଁ ପ୍ରସ୍ତାବ ଦେଲେ ଅଖତର

ନୂଆଦିଲ୍ଲୀ, ୮ା୪ (ପି.ଟି.): ପାକିସ୍ତାନର ପୂର୍ବତନ ପେସ୍‌ ବୋଲର ଶୋଏବ ଅଖତର ଭାରତ ଓ ପାକିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପାଇଁ ପ୍ରସ୍ତାବ ଦେଇଛନ୍ତି। ଏଥିରୁ ଉପାର୍ଜିତ ଅର୍ଥ ଦୁଇ ପଡୋଶୀ ଦେଶରେ କୋଭିଡ୍‌-୧୯…

ସାଇ ପ୍ରଣିଥ ଦେଲେ ୪ଲକ୍ଷ

ନୂଆଦିଲ୍ଲୀ,୮ା୪ (ପି.ଟି.): କୋଭିଢ୍‌-୧୯ ମହାମାରୀ ବିରୋଧରେ ଲଢ଼େଇ ପାଇଁ ବିଶ୍ୱ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକ ବିଜେତା ବି. ସାଇ ପ୍ରଣିଥ୍‌ ବୁଧବାର ୪ ଲକ୍ଷ ଟଙ୍କା ଦାନ କରିଛନ୍ତି। କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ସମଗ୍ର ବିଶ୍ୱରେ ୮୦,୦୦୦ରୁ ଅଧିକ…

କରୋନାରେ ପୂର୍ବତନ ୟୁରୋପିଆନ ଚାମ୍ପିୟନଙ୍କ ମୃତ୍ୟୁ

ମିଲାନ, ୮ା୪ (ଏଏଫ୍‌ପି): କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଇଟାଲୀର ପୂର୍ବତନ ୟୁରୋପିଆନ ଇନ୍‌ଡୋର ଚାମ୍ପିୟନ ଡୋନାଟୋ ସାବିଏଙ୍କ ମୃତ୍ୟୁ ଘଟିଛି। ଇଟାଲିଆନ ଆଥଲେଟକ୍ସ ଫେଡେରେଶନ (ଫିଡାଲ୍‌) ତରଫରୁ ବୁଧବାର ସୂଚନା ଦିଆଯାଇଛି। ଡୋନାଟୋଙ୍କୁ ୫୬ ବର୍ଷ ହୋଇଥିଲା। ୧୯୮୪ରେ ଗୋଥେନ୍‌ବର୍ଗଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?